ଇଣ୍ଟରସେପ୍ଟର ମିଜାଇଲ୍ ଏସ – ୪୦୦ର ବ୍ୟବହାରିକ ପରୀକ୍ଷଣ। ଏହା ବାୟୁ ପ୍ରତିରକ୍ଷା କ୍ଷମତାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି। ଅପେରେସନ ସିନ୍ଦୂରରେ ବ୍ୟବହୃତ ହୋଇଥିଲା ଏସ – ୪୦୦ ଇଣ୍ଟରସେପ୍ଟର। ଅବଦୁଲ କଲାମ ଦ୍ବୀପରୁ ଅପରାହ୍ନ ୩ଟା ୪୦ରେ ବ୍ୟବହାରିକ ପରୀକ୍ଷଣ। ପ୍ରଥମେ ବଂଶୀ ନାମକ ମିଜାଇଲ୍କୁ ସଫଳତାର ସହ ଧ୍ବଂଶ କରିଦେଇଥିଲା। ଏସ – ୪୦୦। ୪୦୦ କିମି ପର୍ଯ୍ୟନ୍ତ ବିମାନ, ଡ୍ରୋନ୍, ବାଲିଷ୍ଟିକ୍/କ୍ରୁଜ୍କୁ ଟାର୍ଗେଟ କରିପାରିବ। ରୁଷ ଓ ଭାରତ ଭଳି […]
ରାୟଗଡ଼ା ତା ୦୫/୦୧ (ନିପ୍ର) ରାୟଗଡା ଜିଲ୍ଲା ବିଷମ କଟକ ବ୍ଲକ ଅନ୍ତର୍ଗତ ପାଇକଡାକୁଲୁଗୁଡା ସ୍ଥତ ଉନ୍ନିତ ଉଚ୍ଚ ବିଦ୍ୟାଳୟ ପରିସରରେ ନିଆଁରେ ପୋଡି ହୋଇ ୪ଜଣ ଛାତ୍ର ଗୁରୁତର ହୋଇଛନ୍ତି । ଜଣକର ଅବସ୍ଥା ସଙ୍କଟାପନ୍ନ ରହିଛି । ଘଟଣାରୁ ପ୍ରକାଶ ଯେ ଆଜି ଅପରାହ୍ନ ୩ଟା ସମୟରେ ବିଦ୍ୟାଳୟ କିଛି ଛାତ୍ର ପରିସ୍ରା କରିବା କୁ ଯାଇଥିଲେ । ସେ ସମୟରେ ବିଦ୍ୟାଳୟର ଜଣେ ଛାତ୍ର ୪ଜଣ ଛାତ୍ର ଙ୍କ ଉପରେ ଥିନର ପକାଇ […]
ତାମିଲନାଡୁର ମହାବଲୀପୁରମରୁ ବିହାରର ଗୋପାଳଗଞ୍ଜ ସହରରେ ପହଞ୍ଚିଛି ବିଶ୍ବର ସବୁଠାରୁ ବଡ଼ ଶିବଲିଙ୍ଗ । ମିଳିଥିବା ସୂଚନା ଅନୁସାରେ, ଏହି ବିଶାଳ ଶିବଲିଙ୍ଗ ବିହାରର ପୂର୍ବ ଚମ୍ପାରଣରେ ଥିବା ବିଶାଳ ରାମାୟଣ ମନ୍ଦିରରେ ସ୍ଥାପିତ କରାଯିବ । ବିହାର ଯିବା ବାଟରେ ଶିବଲିଙ୍ଗ ଗୋପାଳଗଞ୍ଜରେ ପହଞ୍ଚିବା ମାତ୍ରେ ହଜାର ହଜାର ଲୋକ ଏହାକୁ ଦେଖିବା ପାଇଁ ଏବଂ ଫଟୋ ଉଠାଇବା ପାଇଁ ଏକାଠି ହୋଇଥିଲେ । ଏହି ଶିବଲିଙ୍ଗର ଲମ୍ବା ୩୩ ଫୁଟ ରହିଥିବା ବେଳେ ଓଜନ […]
ରାଜ୍ୟରେ ସୃଷ୍ଟି ହୋଇପାରେ ଚାଉଳ ସଙ୍କଟ। ବିଭିନ୍ନ ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ଚାଉଳ ମିଲର ସଂଘର ଆଲୋଚନା ବିଫଳ ହୋଇଛି। ଫଳରେ ମିଲରମାନେ ସେମାନଙ୍କ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ବିଭିନ୍ନ ଦାବି ନେଇ ଯୋଗାଣ ବିଭାଗ ଏମଡିଙ୍କ ସହ ବୈଠକ ବସିଥିଲା । ମିଲର୍ସ ମାନଙ୍କ ସହ ଆଲୋଚନା ପରେ ଯୋଗାଣ ବିଭାଗ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି । ଗତକାଲି ମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିଲା । ବିଭାଗ […]
ବାଂଲାଦେଶ ଖେଳାଳି ମୁସ୍ତାଫିଜୁର ରହେମାନଙ୍କୁ କେକେଆର ଟିମରୁ ରିଲିଜ କରିବା ପରେ ବାଂଲାଦେଶ ନେଲା ପଦକ୍ଷେପ । ଆଇପିଏଲ ଟେଲିକାଷ୍ଟକୁ ବାଂଲାଦେଶରେ ଅନିଶ୍ଚିତକାଳ ପାଇଁ ବ୍ୟାନ୍ କରିଛି ୟୁନୁସ ସରକାର । ଫଳରେ ବାଂଲାଦେଶରେ ଥିବା କ୍ରିକେଟ ଫ୍ୟାନ୍ସଙ୍କୁ ଶକ୍ତ ଝଟକା ଲାଗିଛି । ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ୨୦୨୬ ସିଜିନ୍ ପୂର୍ବରୁ କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଦଳରୁ ଷ୍ଟାର ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ ମୁକ୍ତ କରିବାକୁ ଦାବି କରିବା […]
ରାୟଗଡ଼ାଠାରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଜିଲ୍ଲାସ୍ତରୀୟ ଅଧିକାରୀ ନିର୍ଦ୍ଧାରିତ ସମୟଠାରୁ ବିଳମ୍ବରେ ପହଞ୍ଚିଥିଲେ । ବିଳମ୍ବରେ ଆସିବାରୁ ଅଭିଯୋଗ ଶୁଣାଣି ଶିବିର ଭିତରକୁ ପ୍ରବେଶ କରିବା ପାଇଁ ଜିଲ୍ଲାପାଳ ବାରଣ କରିଛନ୍ତି । ଯାହା ପରେ ପ୍ରଶାସନିକ ମହଲରେ ହଲଚଲ ସୃଷ୍ଟି କରିଛି ।ଜିଲ୍ଲାପାଳ ଅଭିଯୋଗ ଶୁଣାଣି କରୁଥିବା ବେଳେ ବାହାରେ ଜିଲ୍ଲା ଅବକାରୀ ଅଧିକ୍ଷକ, ଉପନିବନ୍ଧକ DRCS, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା […]
ମୟୂରଭଞ୍ଜ ଜିଲା ଉଦଳା ଉଠା ଜଳସେଚନ ବିଭାଗର ଦୁଇ ଅଧିକାରୀ ଶ୍ରୀ ହରେକୃଷ୍ଣ ସିଂହ ଏବଂ ଶ୍ରୀ ସୁବ୍ରତ ମହାନ୍ତିଙ୍କୁ ଧରିଛି ଭିଜିଲାନ୍ସ ଟିମ୍ । ଠିକାଦାରଙ୍କ ଠାରୁ ତାଙ୍କର ବାକି ବିଲ୍ ପରିଶୋଧ କରିବା ପାଇଁ ୬୦ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରାଯାଇଛି ।ଏଇଇ ୩୨ ହଜାର ଟଙ୍କା ନେଇଥିବାବେଳେ ଜଇେ ୨୮ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ ।୨୫ ଲକ୍ଷ ଟଙ୍କାର ପ୍ରକଳ୍ପ ବିଲ୍ ପାସ୍ କରିବା ପାଇଁ ଏହି ଲାଞ୍ଚ […]
ଦେବ୍ରିଗଡ଼କୁ ଆସିବେ ୨ ନୂଆ ବାଘ । ନ୍ୟାସନାଲ ଟାଇଗର କନଜରଭେସନ ସହ ଆମେ ଯୋଗାଯୋଗରେ ଅଛୁ । ଭବିଷ୍ୟତରେ ବାଘ ଆଣିବା ନେଇ ଯୋଜନା ରହିଛି ବୋଲି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ ।ମନ୍ତ୍ରୀ କହିଛନ୍ତି, ଶିମିଳିପାଳକୁ ଯମୁନା ଏବଂ ଜିନତକୁ ଅଣାଯାଇଥିଲା । ମାତ୍ର ଏ ପର୍ଯ୍ୟନ୍ତ ବଂଶବୃଦ୍ଧିରେ ଆମେ ସଫଳତା ପାଇପାରିନୁ । ସେମାନେ ସୁରକ୍ଷିତ ଅଛନ୍ତି । ବଂଶବୃଦ୍ଧି ନେଇ ପ୍ରୟାସ ଜାରି ରହିଛି […]
ପୁରୀ ଗଜପତି ମହାରାଜାଙ୍କ ଶ୍ରୀନଅରରେ ପାରମ୍ପରିକ ରୀତିରେ ଆଜି ଅନୁଷ୍ଠିତ ହବ ପୁଷ୍ୟାଭିଷେକ। ଏହି ଅବସରରେ ଗଜପତି ମହାରାଜା ସିଂହାସନ ଆରୋହଣ କରିବା ସହ ଅଭିଷିକ୍ତ ହେବେ।ଅଭିଷକ ନୀତି,ଶ୍ରୀନହରରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସୀ ପୂଜା ଏବଂ ରାମାଭିଷେକ ପଟିପୂଜା ଅନୁଷ୍ଠିତ ହେବ । ଦେବୀପ୍ରସାଦ ରାଜଗୁରୁ ଓ ସୁଧାଂଶୁ ରାଜଗୁରୁ ଏହି କାର୍ଯ୍ୟ ସମ୍ପାଦନ କରିବେ । ପରେ ଗଜପତି ଏବଂ ମହାରାଣୀଙ୍କୁ ଅଭିମନ୍ତ୍ରିତ ଜଳରେ ଅଭିଷେକ କରାଯିବ । ପରେ ବନ୍ଦାପନା […]
ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ । ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର ।୧୭ ନଂ ବସରେ ବସି ଯାତ୍ରୀଙ୍କ ମତାମତ ନେବା ସହ ଆମ ବସର ସୁରକ୍ଷା ସ୍ଥିତିକୁ ଯାଞ୍ଚ କରିଛନ୍ତି କମିଶନର । କମିଶନଙ୍କ ନିକଟରେ ଆମ ବସର ଯାତ୍ରୀ ବିଭିନ୍ନ ସମସ୍ୟା ରଖିଛନ୍ତି । ବିଶେଷ କରି ଯାତ୍ରା […]
ପ୍ରଦୂଷଣକୁ ନେଇ ଦେଶର ରାଜଧାନୀ ଦିଲ୍ଲୀ ଚିନ୍ତାଜନକ ସ୍ଥିତିରେ ରହିଥିବା ବେଳେ ଓଡ଼ିଶାର ବାୟୁ ମାନ ଏବେ ଚିନ୍ତାର କାରଣ ସାଜିଛି। ଦିନକୁ ଦିନ ପ୍ରଦୂଷଣରେ ରେକର୍ଡ ଭାଙ୍ଗୁଛି ଓଡ଼ିଶା। ଦେଶର ସର୍ବାଧିକ ପ୍ରଦୂଷିତ ୪ ସହର ଭିତରେ ଓଡ଼ିଶାର ତାଳଚେର, ବାରିପଦା ଓ ଅନୁଗୁଳ ୩ ସହର ରହିଛି। ଏପଟେ ରାଜଧାନୀରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବାକୁ ଏୟାର ପ୍ୟୁରିଫାୟର୍(ବାୟୁ ଶୋଧକ ଯନ୍ତ୍ର) ଲାଗିବ ।ଜୟଦେବ ବିହାର ଏବଂ ଏଜି ଛକରେ ପ୍ରାଥମିକ ଭାବେ ଏହି […]
କାର୍ଯ୍ୟରେ ଯୋଗ ଦେବାକୁ ଡାକ୍ତରଙ୍କୁ ଅପିଲ୍ କରିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଡାକ୍ତରଙ୍କ ଆନ୍ଦୋଳନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଡାକ୍ତରମାନେ ରୋଗୀ ସେବା କାର୍ଯ୍ୟରେ ଯୋଗ ଦିଅନ୍ତୁ। ଆଲୋଚନା ଦ୍ବାରା ସବୁ ସମାଧାନ ହେବ, ଆମ ସହ ଆଲୋଚନା କରନ୍ତୁ। ରୋଗୀ ସେବାରେ ଯେପରି ବାଧା ସୃଷ୍ଟି ନ ହେବ ସେଥିପ୍ରତି ଧ୍ୟାନ ଦିଅନ୍ତୁ। ସୂଚନାଥାଉକି , ଆଜି ସକାଳ ୯ଟାରୁ ୧୧ଟା ଯାଏଁ ସରକାରୀ ଡାକ୍ତରଖାନାରେ […]
