author

ଆଜି ଜାତୀୟ ପକ୍ଷୀ ଦିବସ

ଜାତୀୟ ପକ୍ଷୀ ଦିବସ ପରିବେଶ ସଂରକ୍ଷଣରେ ଲୋକଙ୍କୁ ନିୟୋଜିତ କରିବାର ଏକ ବ୍ୟାପକ ପ୍ରୟାସର ଅଂଶ। ଏହା ବିଶ୍ୱ ପ୍ରବାସୀ ପକ୍ଷୀ ଦିବସ ଏବଂ ଜୈବିକ ବିବିଧତା ପାଇଁ ଅନ୍ତର୍ଜାତୀୟ ଦିବସ ଭଳି ବିଶ୍ୱସ୍ତରୀୟ ପଦକ୍ଷେପ ସହିତ ସମନ୍ୱିତ, ଯାହା ବନ୍ୟପ୍ରାଣୀଙ୍କୁ ସୁରକ୍ଷା ଦେବାର ଆବଶ୍ୟକତାକୁ ମଧ୍ୟ ଗୁରୁତ୍ୱ ଦିଏ। ପକ୍ଷୀମାନଙ୍କ ଉପରେ ଧ୍ୟାନ ଦେଇ, ଜାତୀୟ ପକ୍ଷୀ ଦିବସ ଲୋକମାନଙ୍କୁ ବୃହତ ପରିବେଶଗତ ସମସ୍ୟା ବିଷୟରେ ବିଚାର କରିବା ପାଇଁ ଏକ ସମ୍ପର୍କୀୟ ଏବଂ ସୁଗମ […]

କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲା ;ଭୁବନେଶ୍ୱର ଏମସକୁ ଚିକିତ୍ସା ସଂପର୍କିତ ତଥ୍ୟ ମାଗିଲା କଟକ ମର୍କତ ନଗର ପୁଲିସ୍

କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲା। ଭୁବନେଶ୍ଵର ଏମ୍ସକୁ ହ୍ୟୁମାନ ସାଗରଙ୍କ ଚିକିତ୍ସା ସମ୍ପର୍କିତ ତଥ୍ୟ ମାଗିଲା ପୋଲିସ। ଶବ ବ୍ୟବଚ୍ଛେଦ ସମ୍ବନ୍ଧୀୟ ତଥ୍ୟ ପ୍ରଦାନ କରିବାକୁ ନୋଟିସ ଜାରି କରିଛି କମିଶନରେଟ ପୋଲିସ । ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ସନ୍ଦେହଜନକ ଓ ଏଥିରେ ୯ ଜଣଙ୍କ ସଂପୃକ୍ତି ଥିବା ଅଭିଯୋଗ ଆଣି ମର୍କତ ନଗର ଥାନାରେ ଏତଲା ଦେଇଥିଲେ ତାଙ୍କ ମାଆ। ଏତଲା ଅଧାରରେ ଅଭିଯୁକ୍ତଙ୍କୁ ଜେରା କରିବା ପୂର୍ବରୁ ଆନୁସଙ୍ଗିକ ପ୍ରକ୍ରିୟ ସାରିବାକୁ ଉଦ୍ୟମ […]

ଭାରତକୁ ଟ୍ରମ୍ପଙ୍କ ଚେତାବନୀ, ପୁଣି ଦେଖାଇଲେ ଟାରିଫ୍ ଭୟ

ଭାରତକୁ ଟ୍ରମ୍ପଙ୍କ ଚେତାବନୀ । ପୁଣି ଭାରତକୁ ଟାରିଫ୍ ଭୟ ଦେଖାଇଲେ ଡୋନାଲ୍ଡ ଟ୍ରମ୍ପ । ଭାରତ ରୁଷ ତୈଳ କିଣିବା ନେଇ ଚେତାବନୀ ଦେଲେ ଆମେରିକା ରାଷ୍ଟ୍ରପତି । କହିଛନ୍ତି, ମୋଦି ଜଣେ ଭଲ ବ୍ୟକ୍ତି, କିନ୍ତୁ ସେ ଜାଣିଛନ୍ତି ମୁଁ ଖୁସି ନୁହେଁ । ମୋତେ ଖୁସି କରିବା ସବୁଠୁ ଗୁରୁତ୍ବପୂର୍ଣ୍ଣ । ସେମାନେ ବାଣିଜ୍ୟ କରନ୍ତୁ, ମୁଁ ସେମାନଙ୍କ ଉପରେ ଟାରିଫ୍ ବଢ଼ାଇବି ବୋଲି କହି ଧମକ ଦେଇଛନ୍ତି ଟ୍ରମ୍ପ ।ସେ ଭାରତ […]

୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କୁହୁଡ଼ି ନେଇ ପାଣିପାଗ ବିଭାଗର ଆକଳନ

ସୋମବାରଠାରୁ ରାଜ୍ୟରେ ପୁଣି ଶୀତ ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନକୁ ଥରାଇବ ଶୀତ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି ।ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ଏଭଳି ଘନ କୁହୁଡ଼ି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯାଜପୁର ଓ ନୟାଗଡ଼ ଜିଲ୍ଲାରେ ସର୍ବାଧିକ କୁହୁଡ଼ି ରହିବା ନେଇ ବିଭାଗ ଆକଳନ କରିଛି। […]

ରାଜ୍ୟ ବିଭିନ୍ନ ସରକାରୀ ହସ୍ପିଟାଲରେ ୨ ଘଣ୍ଟା ଲେଖାଏଁ ଓପିଡି ବନ୍ଦ

ଆଜିଠୁ ୨ ଘଣ୍ଟା ଓପିଡି ବନ୍ଦ ।  ଏଭଳି ଚରମ ନିଷ୍ପତ୍ତି ନେଇଛି ଓମସା ।  ସରକାର ଡାକ୍ତରଙ୍କ ଦାବି ଶୁଣୁନଥିବାରୁ ସେମାନେ ନିଜ ଜିଦରେ ଅଟଳ ରହିଛନ୍ତି ।  ବିଭିନ୍ନ ସରକାରୀ ହସ୍ପିଟାଲରେ ସକାଳ ୯ଟାରୁ ଦିନ ୧୧ଟା ଓପିଡି ବନ୍ଦ ରହିବା ଯୋଗୁଁ ସ୍ଥିତି ବିଗିଡ଼ିବ ।  ଫଳରେ ରୋଗୀ ସେବା ବ୍ୟାହତ ହେବ ।  ତେବେ ଏଥିରୁ ମେଡିକାଲ କଲେଜକୁ ବାଦ ଦିଆଯାଇଛି । ରୋଗୀ ସେବା ବ୍ୟାହତ ହେବ। ଅନ୍ୟପକ୍ଷରେ ଡାକ୍ତରଙ୍କ […]

ଆଜିର ରାଶିଫଳ(୫ ଜାନୁଆରୀ, ୨୦୨୬)

ମେଷଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ବୃଷରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ […]

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘର ବନ୍ଧୁମିଳନ

ନୟାଗଡ଼,(ଓଡ଼ିଶା ଦର୍ପଣ):ଖଣ୍ଡପଡ଼ା ସହରାଞ୍ଚଳ ଅଧୀନ ମା’ ଉମାଦେବୀ ପୀଠରେ ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଇଂରାଜୀ ନବବର୍ଷ ଉପଲକ୍ଷେ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରବିବାର ପୂର୍ବାହ୍ନରେ ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାର ଶତାଧିକ ସାମ୍ବାଦିକ ସାମିଲ ହୋଇଥିଲେ। ଏ ଅବସରରେ ସାମ୍ବାଦିକ ମାନଙ୍କ ସୁରକ୍ଷା, ପେନସନ ଆଦି ଉପରେ ମତପ୍ରକାଶ ପାଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରୁ ବିଭିନ୍ନ ବ୍ଲକରୁ ଆସିଥିବା ସଂଘର ସଦସ୍ୟ ମାନେ ସଭାପତି […]

ପ୍ରେସ ଆଣ୍ଡ ମିଡିଆ ୱେଲଫର ସଂଘର ସାଧାରଣ ଆଲୋଚନା ବୈଠକବୃତିଗତ ସାମ୍ବାଦିକ ସଦସ୍ୟଙ୍କ କଲ୍ୟାଣ ପାଇଁ ସଂଘ ସର୍ବଦା ପ୍ରସ୍ତୁତ

ରାୟଗଡ଼ା,୪/୧(): ପ୍ରେସ ଆଣ୍ଡ ମିଡିଆ ୱେଲଫର ଆସୋସିଏସନ,ଓଡିଶା,ରାୟଗଡ଼ା ଜିଲ୍ଳାର ଏକ ସାଧାରଣ ବୈଠକ ତଥା ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ସ୍ଥାନୀୟ ହାଲୁଆ ତୋଟା ବଣଭୋଜି ସ୍ଥଳରେ ଅନୁଷ୍ଠିତ ହୋଇଯାଇଛି । ବୃତିଗତ ସାମ୍ବାଦିକ ସଦସ୍ୟଙ୍କ କଲ୍ୟାଣ ପାଇଁ ସଂଘ ସର୍ବଦା ସଚେତନ ଓ ପ୍ରସ୍ତୁତ ହୋଇରହିଛି । ସଦସ୍ୟମାନଙ୍କ ଅଧିକାର ସୁରକ୍ଷା,ସାମାଜିକ-ଆର୍ଥିକ ସହାୟତା,ପେଶାଗତ ସମସ୍ୟାର ସମାଧାନ ସହିତ ମର୍ଯ୍ୟାଦାପୂର୍ଣ୍ଣ ସାମ୍ବାଦିକତାକୁ ପ୍ରୋତ୍ସାହନ ଦେବା ଦିଗରେ ସଂଘ ନିରନ୍ତର କାର୍ଯ୍ୟରତ ରହିବ ବୋଲି ବୈଠକରେ ପରିଚାଳନା କମିଟି ସଦସ୍ୟମାନେ […]

ଆଜିର ରାଶିଫଳ(୪ ଜାନୁଆରୀ, ୨୦୨୬)

ମେଷଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ। ବୃଷଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ […]

ଶିଘ୍ର ଆସୁଛି “କୁଣ୍ଡଳୀ” ଏକ ଓଡ଼ିଆ ସସ୍ପେନ୍ସ ତଥା ହରର୍ ଚଳଚ୍ଚିତ୍ର

ଜନ୍ମ ହେବା ମାତ୍ରେ ସମସ୍ତେ “କୁଣ୍ଡଳୀ” ସାଙ୍ଗରେ ନେଇ ଆସିଥାନ୍ତି l ତେବେ ସେଇ କୁଣ୍ଡଳୀ କେତେବେଳେ କାହା ଭାଗ୍ୟରେ କେମିତି ଥାଏ ତାହା ଏକ ଚଳଚ୍ଚିତ୍ର ମାଧ୍ୟମରେ ଆଗାମୀ ଦିନରେ ଦେଖିବେ ଓଡ଼ିଆ ଦର୍ଶକ l “କୁଣ୍ଡଳୀ” ଏକ ଓଡ଼ିଆ ସସ୍ପେନ୍ସ ତଥା ହରର୍ ଚଳଚ୍ଚିତ୍ର l ପ୍ରଥମଥର ପାଇଁ ସସ୍ପେନ୍ସ ତଥା ହରର୍ ଚଳଚ୍ଚିତ୍ର ଭାବେ ବୋଉ ବୁଟୁ ଭୂତ କୁ ଦର୍ଶକ ଢେର ଭଲ ପାଇବା ଦେଇଥିଲା ଏବଂ ବ୍ୟବସାୟିକ ସଫଳତା ମଧ୍ୟ […]

ନ୍ୟୁଜିଲାଣ୍ଡ ବିରୋଧରେ ଦିନିକିଆ ଶୃଙ୍ଖଳା ପାଇଁ ଭାରତୀୟ ଦଳ ଘୋଷିତ, ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ସ୍ଥାନ ମିଳିନାହିଁ

ନ୍ୟୁଜିଲାଣ୍ଡ ବିରୋଧରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳା ପାଇଁ ଭାରତୀୟ ଦଳର ଘୋଷଣା ହୋଇଛି । ଶୁଭମନ ଗିଲ୍ ଏହି ଶୃଙ୍ଖଳାର ଅଧିନାୟକତ୍ୱ କରିବେ ଏବଂ ଶ୍ରେୟସ୍ ଆୟରଙ୍କୁ ଉପ-ଅଧିନାୟକ କରାଯାଇଛି । ଶ୍ରେୟସ ଆୟର ମ୍ୟାଚ ଖେଳିବେ କି ନାହିଁ ଏହା ତାଙ୍କର ଫିଟନେସ୍ କ୍ଲିୟରାନ୍ସ ଉପରେ ନିର୍ଭର କରିବ।ଭାରତୀୟ ଟିମରେ ଶୁଭମାନ ଗିଲ (ଅଧିନାୟକ), ରୋହିତ ଶର୍ମା, ବିରାଟ କୋହଲି, କେ.ଏଲ୍ ରାହୁଲ, ଶ୍ରେୟସ୍ ଆୟର, ୱାଶିଂଟନ୍ ସୁନ୍ଦର, ରବୀନ୍ଦ୍ର ଜାଡେଜା, ମହମ୍ମଦ […]

ହୋଟେଲ୍‌ ରୁମ୍‌ରେ ଜୁଆ ଖେଳ, ରେଡ୍‌ ବେଳେ ପୁଳାପୁଳା ୫୦୦ ଟଙ୍କିଆ ନୋଟ୍‌ ଜବତ

ସମ୍ବଲପୁର ସହରର ଏକ ଦାମୀ ହୋଟେଲରେ ଜୁଆ ଖେଳର ପର୍ଦ୍ଦାଫାସ । ଭିଏସ୍‌ଏସ୍‌ ମାର୍ଗର ଏକ ହୋଟେଲ୍‌ରେ ଚାଲିଥିବା ଜୁଆ ଖେଳ ବେଳେ ଧନୁପାଲି ପୋଲିସର ରେଡ୍ । ଜୁଆ ରେଡ୍‌ ବେଳେ ପାଇଖାନା ଫ୍ଲସରେ କିଛି ଟଙ୍କା ପକାଇ ଦେଇଥିଲେ ଅଭିଯୁକ୍ତ । ଏହି ଘଟଣାରେ ୯ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।ପ୍ରାଥମିକସ୍ତରରେ ମିଳିଥିବା ସୂଚନାରୁ ପ୍ରକାଶ ଯେ, ଆଜି ପଶ୍ଚିମ ଓ ଅନ୍ୟତମ ଗଣପର୍ବ ପୁଷପୁନୀ(ପୌଷ ପୂର୍ଣ୍ଣିମା) ଅବସରରେ ଭିଏସଏସ ମାର୍ଗସ୍ଥିତ ହୋଟେଲ ଉପହାର […]