ରାୟଗଡ – ରାୟଗଡ଼ ଜିଲ୍ଲାର ପ୍ରାକୃତିକ ସମ୍ପତି କୁ ସବୁ ଵ୍ୟଵସାୟୀ ଙ୍କ ଲୋଲୁପ ନଜରରେ ରହିଛି . କାଶୀପୁର ବ୍ଲକର ସିଜିମାଳି ବକ୍ସାଇଟ ଖଣି ଉତ୍ତଳନ ପାଇଁ ମୈତ୍ରୀ ନାମକ କମ୍ପାନୀ ର ଚକ୍ରାନ୍ତ ଶୀର୍ଷରେ ପହଂଚିଛି . ଖଣି ଉତ୍ତଳନକୁ ବିରୋଧ କରି ସମଗ୍ର ପ୍ରଭାବିତ ଅଂଚଳ ବାସୀ ମୈତ୍ରୀ ଓ ବେଦାନ୍ତ କମ୍ପାନୀ କୁ ତୀବ୍ର ବିରୋଧ କରି ଆସୁଛନ୍ତି . ସେଠି ଏକ ପ୍ରକାରରେ ଅଶାନ୍ତ କର ପରିବେଶ ସୃଷ୍ଟି ହୋଇଛି […]
ସମୁଦ୍ରରେ ପର୍ଯ୍ୟଟକ ଭାସି ନିଖୋଜ ଥିବା ଘଟଣା ବର୍ତ୍ତମାନ ସାମ୍ନାକୁ ଆସିଛି। ପୁରୀ ସମୁଦ୍ରରେ ଗାଧାଉଥିବା ବେଳେ ସମୁଦ୍ରରେ ଭାସିଯାଇଛନ୍ତି। ସୂଚନା ମୁତାବକ, ନିଖୋଜ ଥିବା ଯୁବକ ହାଇଦ୍ରାବାଦ ଅଞ୍ଚଳର ବିକାଶ ଚନ୍ଦେ। ସେଠାରେ ଉପସ୍ଥିତ ଥିବା ଲାଇଫ ଗାର୍ଡ ଓ ଅଗ୍ନିଶମ ବିଭାଗ ପକ୍ଷରୁ ଖୋଜାଖୋଜି ଜାରି ରହିଛି। ସୂଚନା ଅନୁଯାୟୀ ବିକାଶ ତାଙ୍କ ପରିବାର ସହ ପୁରୀ ବୁଲିବାକୁ ଆସିଥିଲେ । ଆଜି ଚୈତନ୍ୟ ଛକ ନିକଟ ସମୁଦ୍ରରେ ସ୍ନାନ କରୁଥିବାବେଳେ ଏକ ବଡ଼ […]
୨୫ ଯାଏଁ ଚାଲିବ ଚାଷୀ ପଞ୍ଜୀକରଣ । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।ମନ୍ତ୍ରୀ କହିଛନ୍ତି, ୨୦୨୫-୨୬ ଖରିଫ ଋତୁରେ ଚାଷୀଙ୍କ ପଞ୍ଜିକରଣ ପ୍ରକିୟାକୁ ଆହୁରି ସରଳୀକରଣ କରିଛନ୍ତି ସରକାର। ପୂର୍ବରୁ ବଂଶାବଳୀ ପ୍ରମାଣ ପତ୍ର ପାଇଁ ଚାଷ ଜମିର ଉତ୍ତରାଧିକାରୀଙ୍କ ସମ୍ମତି ପତ୍ର ଆବଶ୍ୟକ ପଡୁଥିଲା। ଯେଉଁଥିପାଇଁ ଚାଷୀ RI ଅଫିସକୁ ଦୌଡିବାକୁ ବାଧ୍ୟ ହେଉଥିଲେ। ଫଳରେ ବିଳମ୍ବିତ ପ୍ରକ୍ରିୟା ପାଇଁ ଅନେକ ଚାଷୀ ସରକାରଙ୍କ ନିର୍ଦ୍ଧାରିତ ସମୟ ଭିତରେ ନାଁ […]
ମାଟ୍ରିକ ସପ୍ଲିମେଣ୍ଟାରୀ ଖାତା ପାଇଁ ୨୫ରୁ ଆବେଦନ । ଖାତାର ଅବିକଳ ନକଲ ପାଇବା ଲାଗି ଆବେଦନ କରିପାରିବେ । ବୋର୍ଡ କାଯ୍ୟାଳୟରେ ଦରଖାସ୍ତ ଏବଂ ଫିସ ଦାଖଲ କରିପାରିବେ । ଅଫଲାଇନ ସେପ୍ଟେମ୍ବର ୨ ଭିତରେ ଆବେଦନ କରିପାରିବେ । ତେବେ ଚଳିତ ବର୍ଷ ମୋଟ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ହାଇସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ୯୮ ଟି ପରୀକ୍ଷା କେନ୍ଦ୍ରରେ ୩୨୩୨ ଜଣ […]
ମହିଳା ଭକ୍ତମାନଙ୍କ ପାଇଁ ବଡ଼ ପଦକ୍ଷେପ। ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ।ବିଶେଷକରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଓ ମା’ମାନଙ୍କ ପାଇଁ ବ୍ୟବସ୍ଥା କରାଯିବାକୁ ହୋଇଛି ନିଷ୍ପତି।ଏନେଇ ସ୍ୱତନ୍ତ୍ର ଗୃହ ସ୍ଥାପନ ପାଇଁ ସ୍ଥାନ ନିରୂପଣ କରାଯାଇଥିବା ସୂଚନା ଦିଆଯାଇଛି।ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ବିଦାୟୀ ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର ବକ୍ସି […]
ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ପହଂଚି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି । ଡିହାଇଡ୍ରେସନ କାରଣରୁ ରବିରାର ସଂଧ୍ୟାରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ନବୀନ ଭର୍ତ୍ତି ହୋଇଥିଲେ। ପ୍ରାୟ ୭୭ ଘଣ୍ଟା ପରେ ସୁସ୍ଥ ହୋଇ ସେ ନବୀନ ନିବାସ ଫେରିଛନ୍ତି। । […]
କୁକୁରମାନଙ୍କୁ ନେଇ ସୁପ୍ରିମ୍କୋର୍ଟଙ୍କ ସଂଶୋଧିତ ରାୟ ପରେ ମତ୍ସ୍ୟ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ପ୍ରତିକ୍ରିୟା ଦେଇଛନ୍ତି । ସୁପ୍ରିମ କୋର୍ଟଙ୍କ ନିର୍ଦେଶକୁ କଡାକଡି ପାଳନ କରିବ ବିଭାଗ । ମତ୍ସ ଓ ପ୍ରାଣୀ ସମ୍ପଦ ବିଭାଗ ବୁଲା କୁକୁରଙ୍କ ଗଣନା ମଧ୍ୟ କରିବ ।ବିଭାଗ ପକ୍ଷରୁ ବୁଲା କୁକୁରଙ୍କ ବନ୍ଧ୍ୟାକରଣ ଏବଂ ଟୀକାକାରଣ କରାଯିବ । ଏହାସହ ବୁଲା କୁକୁରଙ୍କୁ ବନ୍ଧ୍ୟାକରଣ କରି ଅଣାଯାଇଥିବା ସ୍ଥାନରେ ଛାଡି ଦିଆଯିବ । ଯେଉଁମାନେ ହିଂସ୍ର ଓ […]
ଏଥର ବର୍ଷାରେ ଭିଜିବ ଗଣେଶ ପୂଜା । ଗଣପତିଙ୍କ ଉତ୍ସବକୁ ନେଇ ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ପାଣିପାଗକୁ ନେଇ ବଡ ଖବର ସାମ୍ନାକୁ ଆସିଛି । ଯାହାକି ଚିନ୍ତା ବଢାଇଛି । ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ଆସିଥିବାରୁ ରାଜ୍ୟ ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ଆକଳନ କରିଛି ।ତେବେ ଚଳିତ ବର୍ଷ ଗଣେଶ ପୂଜା ୨୭ ତାରିଖରେ ପଡୁଛି । ପୂଜା ନେଇ ରାଜ୍ୟବାସୀ ଉତ୍ସାହିତ […]
ଟିକ୍ଟକ୍ ପୁଣି ଭାରତ ଫେରୁଥିବା ନେଇ ଚର୍ଚ୍ଚା ଉପରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟିକରଣ । ଏହି ଚୀନ ଭିଡିଓ ଆପର ୱେବସାଇଟ୍ ଖୋଲିବା ପରେ ପୁଣି ଭାରତକୁ ଟିକ୍ଟକ୍ ଫେରିବ ବୋଲି ଚର୍ଚ୍ଚା ଆଲୋଚନା ହେଉଥିଲା । କିନ୍ତୁ ସରକାର ଏଥିରେ ପୂର୍ଣ୍ଣଛେଦ ପକାଇଛନ୍ତି। ଭାରତ ସରକାର TikTok କୁ ଅନବ୍ଲକ୍ କରିବା ପାଇଁ କୌଣସି ଆଦେଶ ଜାରି କରିନାହାନ୍ତି । ଏପରି କୌଣସି ବିବୃତି କିମ୍ବା ଖବର ମିଛ ଓ ବିଭ୍ରାନ୍ତିକର । ୨୦୨୦ ମସିହାରେ […]
୩ଟି ବ୍ଲକର ୫୬ଟି ସ୍କୁଲକୁ କାରଣ ଦର୍ଶାଅ ନୋଟିସ ।ଅଗଷ୍ଟ -୧୫ରେ ପିଲାଙ୍କୁ ମିଡ ଡେ ମିଲ ଦେଇନଥିବାରୁ ନୋଟିସ କରାଯାଇଛି । ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକର ୩୩ଟି , ବୌଦ୍ଧ ବ୍ଲକର ୧୫ଟି, କଣ୍ଟାମାଳ ବ୍ଲକର ୮ଟି ସ୍କୁଲକୁ ଜାରି ହୋଇଛି ନୋଟିସ ।ସାତ ଦିନ ମଧ୍ୟରେ ବିଦ୍ୟାଳୟ ପରିଚାଳନା କମିଟି ଆଗରେ ୧୫ ତାରିଖର ମଧ୍ୟାହ୍ନ ଭୋଜନ ଛାତ୍ରଛାତ୍ରୀଙ୍କୁ ଦେବା ସହ ପ୍ରମାଣ ସ୍ୱରୂପ ଫଟୋ ଏବଂ ଭିଡିଓ ସହ ଉତ୍ତର ଦାଖଲ […]
ଗିରଫ ହେଲେ କଟକ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ (ସିଡିଏମ୍ଓ)ର ବରିଷ୍ଠ କିରାଣୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କିଶୋର ସାହାଣୀଙ୍କୁ ଗିରଫ କଲା ଭିଜିଲାନ୍ସ। ତାଙ୍କୁ ଆଜି କୋର୍ଟ ଚାଲାଣ କରାଯିବ। ଗତକାଲି କିଶୋର କୁମାର ସାହାଣୀଙ୍କର ଯୋବ୍ରା ନୂଆସାହିରେ ତିନିମହଲା ବାସଭବନ, ଚୌଦ୍ୱାର ପାଳସିଆସ୍ଥିତ ଅନ୍ୟ ଏକ ଘର ଓ କୁକୁଡ଼ା ଫାର୍ମ, କଟକସ୍ଥିତ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ, ତୁଳସୀପୁରସ୍ଥିତ ଶ୍ୱଶୁର ଘର ଓ କିଶୋରନଗର ଥାନା ଅନ୍ତର୍ଗତ ଉତ୍ତରକୂଳରେ ଅବସ୍ଥିତ ଶ୍ରୀ […]
ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ISRO) ଶୁକ୍ରବାର ଦିନ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିବା ଜାତୀୟ ମହାକାଶ ଦିବସ ସମାରୋହରେ ଭାରତୀୟ ସ୍ପେସ୍ ଷ୍ଟେସନ (BAS) ମଡ୍ୟୁଲର ଏକ ମଡେଲର ଶୁଭାରମ୍ଭ ହୋଇଛି। ୨୦୨୮ରେ ଭାରତ ତାର ପ୍ରଥମ ସ୍ପେସ୍ ଷ୍ଟେସନ ଲକ୍ଷ୍ୟ ରଖିଛି । ପରେ ଏହାକୁ ସଂପ୍ରସାରଣ କରାଯିବ। BAS-୧ ର ଓଜନ ରହିବ ପାଖାପାଖି ୧୦ ଟନ। ପୃଥିବୀ ୪୫୦ କିଲୋମିଟର ଉପରେ ରହି ପୃଥିବୀକୁ ପ୍ରଦକ୍ଷିଣ କରିବ। ଏଥିରେ ମାଇକ୍ରୋ ଗ୍ରାଭିଟି ରିସର୍ଚ୍ଚ, […]
