author

ଆଜିର ରାଶିଫଳ(୩୧ ଡିସେମ୍ବର, ୨୦୨୫)

ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। […]

ମାତୃତ୍ଵରେ କଳଙ୍କ, ଜନ୍ମ କରି ଫିଙ୍ଗିଦେଲା ଜନ୍ମଜାତ ଶିଶୁ କୁ

ରାୟଗଡ଼ା ତା ୩୦/୧୨ ମାତୃତ୍ଵରେ କଳଙ୍କ, ଜନ୍ମ କରି ଫିଙ୍ଗିଦେଲା ଜନ୍ମଜାତ ଶିଶୁକୁ ରାସ୍ତାକଡ଼ରେ ଫିଙ୍ଗିଦେଲା ମାଆ । ରାୟଗଡ଼ା ଜିଲ୍ଲା ସଦର ମହକୁମାରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୁଚନା ମୁତାବକ ସ୍ଥାନୀୟ ମହିଳା ମହାବିଦ୍ୟାଳୟ ପଛ ପଟ ରାସ୍ତାରେ ଦିନ ଦ୍ବିପହରରେ ଏକ ଜନ୍ମଯାତ ଶିଶୁ ପୁତ୍ରକୁ କେହି ଫିଙ୍ଗି ଦେଇ ଥିବା ବେଳେ କୁକୁର ଏହାକୁ ଟାଣି ନେଉଥିବା ଦେଖିଥିଲେ ଉକ୍ତ ଅଞ୍ଚଳର ବାସିନ୍ଦା । ପରେ ଏହାକୁ […]

ଓମସା ଡାକ୍ତରଙ୍କ ଚେତାବନୀ ! ଜାନୁଆରୀ 5ରୁ ଦୁଇ ଘଣ୍ଟିଆ OPD ବନ୍ଦ

ଭୁବନେଶ୍ୱର: ଓଡିଶା ମେଡିକାଲ ସେବା ସଂଘ (ଓମସା) ଡାକ୍ତରମାନେ ଦେଲେ ଚେତାବନୀ । ଯଦି ଦାବି ପୁରାଣ ନହୁଏ ତେବେ ଆଗାମୀ ଦିନରେ ହେବ ସଂଘାତିକ ପ୍ରତିବାଦ । ବର୍ତ୍ତମାନ ଓମସା ଡାକ୍ତରମାନେ ଦିନକୁ ଏକ ଘଂଟା ଓପିଡି ବନ୍ଦ କରୁଥିବା ବେଳେ ଜାନୁଆରୀ ୫ ତାରିଖ ଠାରୁ ଦିନକୁ ଦୁଇ ଘଣ୍ଟା (ସକାଳ 9ଟାରୁ ଦିନ 11ଟା) ବନ୍ଦ ରଖିବେ ଓପିଡି । ଓମସା ସଭାପତି ଡାକ୍ତର କିଶୋର ମିଶ୍ର କହିଛନ୍ତି, “ଇସ୍ତଫାପତ୍ର ସଂଗ୍ରହ ଆରମ୍ଭ […]

ବରିଷ୍ଠ ଆଇପିଏସ୍‌ଙ୍କୁ ପଦୋନ୍ନତି ଦେଲେ ରାଜ୍ୟ ସରକାର

ବରିଷ୍ଠ ଆଇପିଏସ୍‌ଙ୍କୁ ପଦୋନ୍ନତି ଦେଲେ ରାଜ୍ୟ ସରକାର। ସତ୍ୟଜିତ ନାୟକ, ଉମାଶଙ୍କର ଦାସଙ୍କୁ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ଆର. ପ୍ରକାଶଙ୍କୁ ମଧ୍ୟ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଏହା ବ୍ୟତୀତ ଏସ. ସାଇନି ଏବଂ କେନ୍ଦ୍ରୀୟ ଡେପୁଟେସନରେ ଥିବା ସୂର୍ଯ୍ୟା ଥାଙ୍କାପାନଙ୍କୁ ମଧ୍ୟ ଅତିରିକ୍ତ ଡିଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ଏମ.ଏସ. ସମ୍ପତଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି।

ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ

ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ। ଗୁରୁତର ଅବସ୍ଥାରେ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି ପରିବାର ଲୋକେ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନାରେ।ବିଷ ପିଇବା ପରେ ଗୁରୁତର ଅବସ୍ଥାରେ ପ୍ରଥମେ ହାଟଡିହି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଆନନ୍ଦପୁର ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା । ଉଭୟ ଯୁବକ ଯୁବତୀଙ୍କ ସହ ପରିବାରକୁ ଥାନାକୁ […]

ଯାଞ୍ଚ କଡ଼ାକଡ଼ି କରିବାକୁ ଆରଟିଓଙ୍କୁ ପରିବହନ ଆୟୁକ୍ତଙ୍କ ଚିଠି

ନୂଆ ବର୍ଷକୁ ଦୃଷ୍ଟୀରେ ରଖି ମଦ ପିଇ ଗାଡ଼ିଚାଳନା ରୋକିବାକୁ ଆଜି କାଲି ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ । ଏନେଇ ସବୁ ଆରଟିଓଙ୍କୁ ଚିଠି ଲେଖିଲେ ପରିବହନ କମିଶନର । ମଦ ପିଇ ଡ୍ରାଇଭ୍, ମାତ୍ରାଧିକ ସ୍ପିଡ୍, ବିନା ହେଲମେଟ୍‌ରେ ଗଲେ ତଣ୍ଡ କଟାଯିବ । ସେହିପରି ବାଇକରେ ୩ ଜଣ ବସି ଯାତ୍ରା କଲେ ଏବଂ ରଙ୍ଗ ରୁଟ୍‌ରେ ଗଲେ ତଣ୍ଡ ଗଣିବେ। ଦୁଇ ଦିନ ପାଇଁ ସ୍ପେଶାଲ ଏନଫୋର୍ସମେଣ୍ଟ ଡ୍ରାଇଭ ନେଇ ସୂଚନା […]

ପିକନିକ୍ ପାର୍ଇ ବାଣିଜ୍ୟ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି

ପିକନିକ୍ ପାଇଁ ବାଣିଜ୍ୟ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ପିକନିକ୍ ଋତୁରେ ହେଉଥିବା ଦୁର୍ଘଟଣା ହ୍ରାସ କରିବା ପାଇଁ ମାର୍ଗଦର୍ଶିକାର କଠୋର ପାଳନ କରାଯିବ। ସମସ୍ତ ଆରଟିଓ ଏବଂ ଏଆରଟଓିଙ୍କୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜାରି ମାର୍ଗଦର୍ଶିକା ଅନୁସାରେ, ମଦ୍ୟପାନଜନିତ ଦୁର୍ଘଟଣା ରୋକିବାକୁ ପର୍ଯ୍ୟଟକଙ୍କ ବ୍ରେଥ୍ ଆନାଲାଇଜର ଟେଷ୍ଟ ହେବ । ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ […]

ନୂଆବର୍ଷରେ ଶୁଭେଚ୍ଛା ଜଣାଇବାକୁ କାର୍ଯ୍ୟାଳୟକୁ ନ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ନୂଆବର୍ଷ ୨୦୨୬ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ । “ନୂଆବର୍ଷର ପ୍ରଥମ ଦିନ ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ଏହି ଦିନ ମୋର କାର୍ଯ୍ୟାଳୟ ଗୋଟିଏ ସାଧାରଣ କାର୍ଯ୍ୟଦିବସ ଭଳି ଚାଲିବ । ନିୟମିତ ଭାବେ ସରକାରୀ କାର୍ଯ୍ୟ ହେବ । ତେବେ ମୁଖ୍ୟମନ୍ତ୍ରୀଙ୍କୁ କିମ୍ବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବାକୁ କେହି ବ୍ୟକ୍ତିଗତ ଭାବେ ନ ଆସିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏହା ବ୍ୟତୀତ କେବଳ […]

୩୦ ଡିସେମ୍ବରରୁ ୪ ଜାନୁଆରି ପର୍ଯ୍ୟନ୍ତ ପୁରୀର ସମସ୍ତ ଅଫିସର୍‌ଙ୍କ ଛୁଟି ବାତିଲ

ନୂଆବର୍ଷରେ ଶ୍ରୀମନ୍ଦିର ଭିତର ଓ ବାହାର ପଟ ସିସିଟିଭି ନଜରରେ ରହିବ । ଏନେଇ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି ପ୍ରତୀକ ସିଂ । ଶ୍ରୀମନ୍ଦିର ଭିତରେ ୧୫୨ଟି ଓ ବାହାରେ ୧୯୨ଟି ସିସିଟିଭି ଲାଗିଛି । ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ସିଂହଦ୍ୱାର ଦେଇ ପ୍ରବେଶ ଓ ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ ବ୍ୟବସ୍ଥା ରହିଛି । ଶଋଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଠାରୁ ବ୍ୟାରିକେଡ୍ […]

ବଣଭୋଜି କରୁଥିଲେ ସାବଧାନ । ବଣଭୋଜି ଉପରେ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ନଜର

ବଣଭୋଜି କରୁଥିଲେ ସାବଧାନ । ପ୍ରଦୂଷଣ କଲେ ହେବ ଆକ୍ସନ । ବଣଭୋଜି ଉପରେ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ନଜର ରଖୁଥିବା ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।ଭୁବନେଶ୍ବରରେ ପ୍ରଦୂଷଣର ମାତ୍ରା ଅଧିକ ରହୁଥିବା ବେଳେ ସମସ୍ତେ ଏନେଇ ସତର୍କ ରହିବା ଆବଶ୍ୟକ । ବଣଭୋଜି ନାଁରେ ପ୍ରଦୂଷଣ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଛନ୍ତି ।ଓଡିଶାରେ ପ୍ରଦୂଷଣ ବଢୁଛି । […]

କଣ୍ଠଶିଳ୍ପୀ ହ୍ୟୁମାନ ମୃତ୍ୟୁ ମାମଲା; ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅର୍ପିତା ଚୌଧୁରୀ

କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମାଲାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ । ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଅର୍ପିତା ଆବେଦନ କରିଛନ୍ତି ।ପୂର୍ବରୁ ଏହି ମାମଲାରେ ସୋମେଶ ଶତପଥୀଙ୍କ ସହ ମିଳିତ ଆଗୁଆ ଜାମିନ ଆବଦେନ କରିଥିଲେ ଅର୍ପିତା। ହ୍ୟୁମାନ ସାଗରଙ୍କ ମୃତ୍ୟୁ  ମାମଲାରେ କଟକ ମର୍କତ ନଗର ଥାନାରେ ୯ ଜଣଙ୍କ ନାଁରେ ମମାଲା ରୁଜୁ କରିଥିଲେ ହ୍ୟୁମାନଙ୍କ ମାଆ ସେଫାଳି ସୁନା।ହ୍ୟୁମାନଙ୍କ ମାଆ ଶେଫାଳି ସୁନାଙ୍କ ଅଭିଯୋଗ ଆଧାରରେ ମର୍କତ […]

ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ସଚିବଙ୍କ ୟୁଆଇଏଲ୍ ସିଏସଆର୍ ପ୍ରକଳ୍ପ ପରିଦର୍ଶନ

ରାୟଗଡ଼ା, ୨୯/୧୨; ରାୟଗଡ଼ା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ଆଦିତ୍ୟ ବିର୍ଲା ଗ୍ରୁପର ସହଯୋଗୀ କମ୍ପାନୀ ଏହାର ସିଏସଆର୍ ଅନ୍ତର୍ଗତ ଚାଲିଥିବା ପ୍ରକଳ୍ପ ଗୁଡ଼ିକୁ ଆଜି ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ସଚିବ ଶ୍ରୀମତୀ ୟାମିନି ଷଡ଼ଙ୍ଗୀ (ଭାପ୍ରସେ) ପରିଦର୍ଶନ କରିଛନ୍ତି। ଶ୍ରୀମତୀ ଷଡ଼ଙ୍ଗୀଙ୍କ ଗସ୍ତ ସମୟରେ ରାୟଗଡ଼ା ଜିଲ୍ଲାପାଳ ଆଶୁତୋଷ କୁଲକର୍ଣି (ଭାପ୍ରସେ) ଉପସ୍ଥିତ ଥିଲେ। ସ୍ଥାନୀୟ ବିଲାମାଳ ଠାରେ ଉତ୍କଳ ଆଲୁମିନା ସିଏସଆର୍ ଅନ୍ତର୍ଗତ ପ୍ରତିଷ୍ଠା ହୋଇଥିବା […]