ଆସନ୍ତା କାଲି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଦେଖିବାକୁ ବରଗଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମହାରାଜା କଂସଙ୍କ ନିମନ୍ତ୍ରଣରେ ଧନୁଯାତ୍ରା ଦେଖିବାକୁ ଯିବେ । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସୂଚନାଥାଉକି, ଧନୁଯାତ୍ରା ଡିସେମ୍ବର ୨୪, ୨୦୨୫ରେ ଉଦଘାଟନ ହୋଇଥିଲା । ଜାନୁଆରୀ ୩ରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି । ଏହି ଯାତ୍ରା ୧୧ ଦିନ ଧରି ଚାଲିବ ।ମହାରାଜା କଂସଙ୍କ ଅଟ୍ଟହାସ୍ୟରେ କମ୍ପୁଛି ବରଗଡ ଦୁଲୁକୁଛି ମଞ୍ଚ […]
ଆରାବଲ୍ଲୀ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ ହସ୍ତକ୍ଷେପ । ନଭେମ୍ବର ୨୦ ତାରିଖରେ ସୁପ୍ରିମକୋର୍ଟ ଦେଇଥିବା ନିଜ ରାୟ ଉପରେ ରହିତାଦେଶ ଜାରି କରିଛନ୍ତି । ଏହାସହିତ କେନ୍ଦ୍ର ସରକାର, ଦିଲ୍ଲୀ, ରାଜସ୍ଥାନ, ହରିୟାଣା ଏବଂ ଗୁଜୁରାଟ ସରକାରଙ୍କ ନୋଟିସ୍ ମଧ୍ୟ ଜାରି କରିଛନ୍ତି । କମିଟିର ସୁପାରିଶକୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ପରବର୍ତ୍ତୀ ଶୁଣାଣି ଜାନୁଆରୀ ୨୧ ତାରିଖରେ ଅନୁଷ୍ଠିତ ହେବ।ଆଉ ସେପର୍ଯ୍ୟନ୍ତ ସ୍ଥିତାବସ୍ଥା ବଜାୟ ରହିବ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଦିଗଗୁଡ଼ିକୁ […]
ସୁନା ପରି ରୂପା ମୂଲ୍ୟ ରେକର୍ଡ କରୁଛି। ଆଜି ରୂପା ପୁଣି ଥରେ ଏକ ନୂତନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ସୋମବାର ରୁପା ଦର ପ୍ରାୟ ୬ ପ୍ରତିଶତ ବଢ଼ିଛି । ଫଳରେ କେଜି ପିଛା ରୁପା ଦର ୨ ଲକ୍ଷ ୫୪ ହଜାର ୧୭୪ ଟଙ୍କାରେ ପହଞ୍ଚିଛି ।ବିଗତ ସପ୍ତାହକରେ ରୁପା ଦରମ ପ୍ରାୟ ୧୫ ପ୍ରତିଶତ ବଢ଼ିଛି । ଏହା ପୂର୍ବରୁ ଶୁକ୍ରବାର କେଜି ପିଛା ରୁପା ଦର ୨ ଲକ୍ଷ ୪୨ ହଜାର […]
ରାଗିଗଲେ ମଥୁରା ନରେଶ କଂସ ମହାରାଜ । “ନଗର ପରିକ୍ରମା” ଅବସରରେ କଂସ ମହାରାଜ ପ୍ରାଚୀନ ମଥୁରାରେ ପରିଣତ ହୋଇଥିବା ବରଗଡ଼ ଉପରେ “ଶାସନ କରୁଛନ୍ତି”। ଏହାର ଏକ ଅଂଶ ଭାବରେ ସେ ପରିବହନ ବିଭାଗର ଅଧିକାରୀମାନଙ୍କୁ ଡକାଇ ସରକାରୀ ବସ୍ ଷ୍ଟାଣ୍ଡରେ ଖରାପ ପରିମଳ ଏବଂ ଅପର୍ଯ୍ୟାପ୍ତ ସୁବିଧା ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଖାଲି ସେତିକି ନୁହେଁ ମହାରାଜ କଂସ ବସଷ୍ଟାଣ୍ଡରେ ପହଞ୍ଚିଲା ବେଳକୁ ମୁଖ୍ୟ ଅଧିକାରୀ ନ ଥିବାରୁ ରାଗି ଯାଇଥିଲେ […]
ପୋଲିସ ଏସଆଇ କେଳେଙ୍କାରୀ ମମଲାରେ ପ୍ରଥମିକ ଚାର୍ଜସିଟ୍ ଦାଖଲ । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ ନାଁ ଚାର୍ଜସିଟ୍ସ ଦାଖଲ ହୋଇଛି ।SI ପରୀକ୍ଷା ମାମଲାରେ ବର୍ତ୍ତମାନ ସୁଦ୍ଧା ମୋଟ ୧୬ ଜଣଙ୍କୁ ଗିରଫ କରାଯାଇଛି । ୧୬ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣଙ୍କୁ […]
ଦକ୍ଷିଣ ଫିଲ୍ମ ସୁପରଷ୍ଟାର ଥାଲାପତି ବିଜୟ ତାଙ୍କ ଫିଲ୍ମ କ୍ୟାରିୟରକୁ ବିଦାୟ ଦେଇଛନ୍ତି। ଅଭିନେତାଙ୍କ ଶେଷ ଫିଲ୍ମ “ଜନ ନାୟଗନ” ଆସନ୍ତା ବର୍ଷ ଜାନୁଆରୀରେ ବଡ଼ ପରଦାରେ ଆସିବ। ବିଜୟ ଅଭିନୟ ଛାଡି ରାଜନୀତିରେ ଧ୍ୟାନ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ବର୍ଷ ସେ ତାଙ୍କର ରାଜନୈତିକ ଦଳ, ତାମିଲଗା ଭେଟ୍ଟି କାଝାଗମ ଆରମ୍ଭ କରିଥିଲେ। ଅଭିନେତା ଆଗାମୀ ତାମିଲନାଡୁ ରାଜ୍ୟ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ହେଉଛନ୍ତି। ପିଙ୍କଭିଲା ଅନୁଯାୟୀ, ଥାଲାପତି ବିଜୟ ତାଙ୍କର ଶେଷ ଚଳଚ୍ଚିତ୍ର […]
ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍ଭିଙ୍କୁ ବିବାହ କରିଥିଲେ। ଗତ ଗୁରୁବାର ଗାନ୍ଭି ବେଙ୍ଗାଲୁରୁରେ ଆତ୍ମହତ୍ୟା କରିଥିଲେ। ବେଙ୍ଗାଲୁରୁ ଫେରିବା ପରେ ଗାନଭି ବାପଘରକୁ ଚାଲିଯାଇଥିଲେ । ଆଉ ସେଠାରେ ସେ ଆତ୍ମହତ୍ୟା କରିଥିଲେ । ଝିଅର ବାପ ଘର ଲୋକ ମୃତ୍ୟୁ ପାଇଁ ସୂରଜ ଏବଂ ତାଙ୍କ ପରିବାର ଲୋକଙ୍କୁ ଦାୟୀ କରିଥିଲେ । ଏମିତିକି ଯୌତୁକ ପାଇଁ ନିର୍ଯାତନା […]
ଶୀତରୁ ନାହିଁ ନିସ୍ତାର । ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି । ପ୍ରବଳ ଥଣ୍ଡା ସାଙ୍ଗକୁ କଲବଲ କରୁଛି ଘନ କୁହୁଡ଼ି । ଅଧ ରାତିରୁ ସକାଳ ୯ଟା ପର୍ଯ୍ୟନ୍ତ କୁହୁଡ଼ିରେ ଅଦୃଶ୍ୟ ହୋଇଯାଉଛି ରାସ୍ତାଘାଟ । ନୂଆବର୍ଷ ପର୍ଯ୍ୟନ୍ତ ଅର୍ଥାତ୍ ଆହୁରି ୫ ଦିନ ଏଭଳି କୁହୁଡ଼ି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଜି ପାଇଁ ୯ଟି ଜିଲ୍ଲାକୁ କୁହୁଡ଼ି ଲାଗି ୟେଲୋ ୱାର୍ଣ୍ଣିଂ ଜାରି […]
ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ମାସିକ ଭତ୍ତା ବୃଦ୍ଧି । ୪୦ରୁ ୮୦ ବର୍ଷ କଳାକାରଙ୍କ ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ୮୦ ବର୍ଷରୁ ଊର୍ଦ୍ଧ୍ବ କଳାକାରଙ୍କ ଭତ୍ତା ମାସକୁ ୩୫୦୦ ଟଙ୍କାକୁ ବୃଦ୍ଧି ହୋଇଛି । କେନ୍ଦୁଝରରେ ଏ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟର ପ୍ରାୟ ୪୭ ହଜାର ୭ ଶହ ୪ କଳାକାର ଯୋଜନା ଦ୍ୱାରା ଉପକୃତ ହେବେ ।
ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗି […]
ମେଷଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ। ବୃଷବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍ବେଗ ବଢିପାରେ। ମିଥୁନଆଜି ଆକସ୍ମିକ ଭାବରେ […]
ନିଜ ସଂପତ୍ତି ତାଲିକା ଦେବେ ଆଇଏଏସ ଅଧିକାରୀ । ୨୦୨୫ ବର୍ଷ ପାଇଁ ସଂପତ୍ତି ତାଲିକା ପ୍ରଦାନ କରିବାକୁ ସମସ୍ତ ମୁଖ୍ୟ ସଚିବଙ୍କୁ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ଚିଠି ଲେଖିଛି । ଜାନୁଆରୀ ୩୧ ତାରିଖ ସୁଦ୍ଧା ପ୍ରଦାନ କରିବେ ସଂପତ୍ତିର ବିବରଣୀ । ସମୟରେ ବାର୍ଷିକ ସମ୍ପତ୍ତି ତାଲିକା ଦାଖଲ ନକଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସହ ପଦୋନ୍ନତି ବନ୍ଦ କରି ଦିଆଯିବ ବୋଲି ଚେତାବନୀ ଦିଆଯାଇଛି । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟର […]
