ବାଂଲାଦେଶୀ ସନ୍ଦେହରେ ଶ୍ରମିକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ। ସମ୍ବଲପୁର ସହରରେ ବାଲାଂଦେଶୀ ସନ୍ଦେହରେ ଜଣେ ବଙ୍ଗାଳୀ ଶ୍ରମିକଙ୍କୁ ୪ ଜଣ ବ୍ୟକ୍ତି ପିଟିପିଟି ହତ୍ୟା କରିଥିବା ଭଳି ଗୁରୁତର ଅଭିଯୋଗ ଆସିଛି। । ସୂଚନା ଅନୁଯାୟୀ ଦାନିପାଲି ଅଞ୍ଚଳରେ ଏକ ନିର୍ମାଣାଧୀନ କୋଠାଘରେ କିଛି ବଙ୍ଗାଳୀ ଶ୍ରମିକ କାମ କରୁଥିଲେ। ବୁଧବାର ବିଳମ୍ବିତ ରାତିରେ ଉକ୍ତ ଶ୍ରମିକଙ୍କ ମଧ୍ୟରୁ ୩ ଜଣ ନିକଟସ୍ଥ ଏକ ସ୍ଥାନକୁ ପାନ ମସଲା ଓ ବିଡି ପାଇଁ ଯାଇଥିଲେ। ସେହି ସମୟରେ […]
ସାଉଦି ଆରବରେ ତୁଷାରପାତ ବିରଳ, କିନ୍ତୁ ଦେଶର ଉତ୍ତର ଅଞ୍ଚଳର କିଛି ଅଂଶରେ ଏହି ଶୀତରେ ଯାହା ଘଟିଲା ତାହା ଅସାଧାରଣ ତଥା ଉଦ୍ବେଗଜନକ । ତାବୁକ୍ ଓ ନିକଟବର୍ତ୍ତୀ ପାର୍ବତ୍ୟ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି, ତୁଷାରପାତ ଯୋଗୁ ପାହାଡ଼ଗୁଡ଼ିକ ଧଳା ହୋଇଯାଇଛି ଏବଂ କର୍ତ୍ତୃପକ୍ଷ ପାଣିପାଗ ସତର୍କ ସୂଚନା ଜାରି କରିଛନ୍ତି। ଚଳିତ ବର୍ଷ ଭାରତ ଏହି ଚିନ୍ତାଜନକ ଧାରାକୁ ପ୍ରତ୍ୟକ୍ଷ ଭାବେ ଅନୁଭବ କରିଛି। ବିଶ୍ୱର ସବୁଠାରୁ ଜନବହୁଳ ଦେଶରେ ଉତ୍ତର ଓ […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ୭ଟି ବିଭାଗର ୧୦ଟି ପ୍ରସ୍ତାବରେ ମୋହର ମାରିଛି କ୍ୟାବିନେଟ । ରାଜ୍ୟରେ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ ଲାଗୁ କରିବା ପାଇଁ ନିଷ୍ପତ୍ତି ନେଇଛି ୨୦୨୫ ବର୍ଷର ଶେଷ କ୍ୟାବିନେଟ ।ଓଡ଼ିଶାର ବରପୁତ୍ର, ସ୍ୱାଧୀନତା ସଂଗ୍ରାମୀ, କବି, ସାହିତି୍ୟକ, ଶିକ୍ଷାବିତ୍, ସମାଜ ସୁଧାରକ ଏବଂ ମହାନ୍ ବ୍ୟକ୍ତିତ୍ୱମାନେ ଓଡ଼ିଶାର ସାମାଜିକ-ସାଂସ୍କୃତିକ-ସାହିତି୍ୟକ ପରିବେଶକୁ ଗଢ଼ିଥିଲେ। ସେମାନଙ୍କର ଜୀବନବ୍ୟାପୀ […]
ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ ସଂଗ୍ରହ ବୈଠକ ଅବସରରେ କହିଛନ୍ତି। ଅଣଧାନ ଫସଲକୁ ପ୍ରୋତ୍ସାହନ ଦେବା ଉପରେ ଗୁରୁତ୍ୱାରୋପ କରାଯାଇଛି ।ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଧାନ କ୍ରୟ ପ୍ରକ୍ରିୟା ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ରାଜ୍ୟର ଧାନ କ୍ରୟ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏ ପର୍ଯ୍ୟନ୍ତ ରାଜ୍ୟର ୧୨ଟି […]
ଘନ କୁହୁଡ଼ିରେ ଲୁଚିଗଲା ଶ୍ରୀମନ୍ଦିର । ପ୍ରବଳ କୁହୁଡ଼ି ହୋଇଥିବା ବେଳେ ଶ୍ରୀମନ୍ଦିର ଓ ନୀଳଚକ୍ର ଦୃଶ୍ୟମାନ ହେଉନି । କୁହୁଡିର ମାତ୍ରା ଏତେ ଅଧିକ ଯେ ଅତିନିକଟରୁ ବି ମନ୍ଦିର ଦେଖିବା ମୁସକିଲ ହୋଇପଡିଛି । ସେହିପରି ବଡ଼ ଦାଣ୍ଡରେ ବି ପ୍ରବଳ କୁହୁଡ଼ି ଯୋଗୁଁ ଦୃଶ୍ୟମାନ କ୍ଷମତା କମିଛି । ସେପଟେ କୁହୁଡ଼ିରେ କୋଣାର୍କର ସୂର୍ଯ୍ୟ ମନ୍ଦିର ବି ଲୁଚିଯାଇଛି । ଅନ୍ୟପଟେ ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ […]
ଆଜି ବଡ଼ଦିନ। ଜନ୍ମ ନେଇଛନ୍ତି ପ୍ରଭୁ ଯୀଶୁ। ସାରା ବିଶ୍ବରେ ଚର୍ଚ୍ଚରେ ଚାଲିଛି ସମୂହ ପ୍ରାର୍ଥନା। ସବୁଠି ସଜେଇ ହୋଇଛି ଚର୍ଚ୍ଚ। ବଡ଼ ଦିନ ପାଳନ କରିବାକୁ ଖ୍ରୀଷ୍ଟ ଧର୍ମାବଲମ୍ବୀ ଭାଇ ଭଉଣୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖାଯାଇଛି। ପରସ୍ପରକୁ ଶୁଭେଚ୍ଛା ଜଣାଉଛନ୍ତି ଖ୍ରୀଷ୍ଟ ଧର୍ମାବଲମ୍ବୀ । କ୍ୟାରୋଲ ସଙ୍ଗ ଗାଇବା ପରେ ଯୀଶୁଙ୍କ ଜୀବନ କଥା ଶୁଣିଥିଲେ ଶତାଧିକ ଖ୍ରୀଷ୍ଟ ଧର୍ମାବଲମ୍ବୀ । ବଡ଼ ଦିନ ପାଇଁ ଚର୍ଚ୍ଚ କର୍ତ୍ତୃପକ୍ଷ ଓ ପ୍ରଶାସନ ପକ୍ଷରୁ ବ୍ୟାପକ […]
ମେଷ:ଆଜି ଆପଣଙ୍କୁ ଦେବାଦେବୀ ଦର୍ଶନ ର ସୁଯୋଗମିଳିବ ,ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ। ମିଥୁନ: […]
ବିଜେପି ନେତ୍ରୀ ତଥା ପୂର୍ବତନ ସାଂସଦ ନବନୀତ ରାଣା ହିନ୍ଦୁ ସମ୍ପ୍ରଦାୟକୁ ଅତି କମରେ ତିନିରୁ ଚାରୋଟି ସନ୍ତାନ ଜନ୍ମ କରିବାକୁ ନିବେଦନ କରିଛନ୍ତି।ସେ କହିଛନ୍ତି ଯେ କିଛି ଲୋକ ବହୁ ସଂଖ୍ୟକ ସନ୍ତାନ ଜନ୍ମ କରି ଭାରତକୁ ପାକିସ୍ତାନରେ ପରିଣତ କରିବାକୁ ଷଡ଼ଯନ୍ତ୍ର କରୁଛନ୍ତି, ତେଣୁ ହିନ୍ଦୁମାନେ ଗୋଟିଏ ସନ୍ତାନରେ ସନ୍ତୁଷ୍ଟ ହେବା ଉଚିତ୍ ନୁହେଁ। ସେ ଅମରାବତୀରେ ସାମ୍ବାଦିକଙ୍କ ସହ ଆଲୋଚନା ବେଳେ ଏହି ଭଳି କହିଥିଲେ। ପରେ ତାଙ୍କର ମନ୍ତବ୍ୟ ସୋସିଆଲ ମିଡିଆରେ […]
ଜାନୁଆରୀ ୧୪ରୁ ୧୭ ଯାଏଁ ବନ୍ଦ ରହିବ ଟି- ସେତୁ । ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ ନିଆଯାଇଛି । ସକାଳ ୭ଟାରୁ ସନ୍ଧ୍ୟା ୭ଟା ୧୨ ଘଣ୍ଟା ବନ୍ଦ ରହିବ ଟି-ସେତୁ । ଗୋପୀନାଥପୁର ଓ ବୈଦେଶ୍ୱର ଉଭୟ ପଟୁ ବନ୍ଦ ରହିବ ବାଟ ।ପ୍ରକାଶଥାଉକି, ଦୁଇବର୍ଷ ପୂର୍ବେ ମକରମେଳାରେ ଏଠାରେ ଅନେକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ଫଳରେ ଦଳାଟକଟା ଭଳି ପରିସ୍ଥିତି ଉପୁଜି ପ୍ରାଣହାନୀ ମଧ୍ୟ ହୋଇଥିଲା […]
ଅସଲି ପୋଲିସ ହାତରେ ଧରାପଡିଲେ ନକଲି ପୋଲିସ । ନିଜକୁ ପୋଲିସ କହି ପ୍ରେମୀ ଯୁଗଳଙ୍କୁ ବ୍ଲାକମେଲ୍ କରୁଥିଲେ, ବାନ୍ଧିଲା ପୋଲିସ । ଖଣ୍ଡଗିରି ଓ ଉଦୟଗିରି ନିକଟରେ ପ୍ରେମୀଯୁଗଳଙ୍କୁ ବ୍ଲାକ ମେଲ କରିବା ସହ ଅନ୍ତରଙ୍ଗ ମୂହୁର୍ତ୍ତ ଫଟୋ ଓ ଭିଡ଼ିଓ କରି ଟଙ୍କା ମାଗୁଥିଲେ । ନିଜକୁ ସାଧା ପୋଷାକଧାରୀ ପୋଲିସ କହି ମୋଟା ଅଙ୍କର ଟଙ୍କା ଆଦାୟ ବେଳେ ଦୁଇ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ ।ଗିରଫ ଅଭିଯୁକ୍ତ ହେଲେ କେରଳର […]
ଦିଲ୍ଲୀ ପ୍ରଦୂଷଣକୁ ନେଇ ଏବେ ସାରା ବିଶ୍ବରେ ଚର୍ଚ୍ଚା ହେଉଛି । ଦିଲ୍ଲୀର ବାୟୁ ଲୋକଙ୍କ ପାଇଁ ରୋଗର ଗନ୍ତାଘର ପାଲଟିଗଲାଣି । ସ୍ଥିତି ଏମିତି ହେଲାଣି ଯେ ଦିଲ୍ଲୀରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେଉଛି । ତେବେ କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ କହିଛନ୍ତି, ଦିଲ୍ଲୀରେ ୩ ଦିନ ରହିଲେ ଆଲର୍ଜି ହୋଇଯାଉଛି ।କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ସ୍ୱୀକାର କରିଛନ୍ତି ଯେ ଯାନବାହାନରୁ ନିର୍ଗତ ଧୂଆଁ ପାଇଁ ୪୦% ପ୍ରଦୂଷଣ […]
ଅନୁ ଗର୍ଗ ନୂଆ ମୁଖ୍ୟ ଶାସନ ସଚିବ । ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ । ଉନ୍ନୟନ କମିସନର ଦାୟିତ୍ୱ ତୁଲାଉଥିଲେ ଅନୁ ଗର୍ଗ ।୧୯୯୧ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ହେଉଛନ୍ତି ଅନୁ ଗର୍ଗ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ଏବେ ଅନୁ ଗର୍ଗ ଉନ୍ନୟନ କମିଶନର ସହ ଜଳ ସମ୍ପଦ ବିଭାଗର ଅତିରିକ୍ତ ସଚିବ ଅଛନ୍ତି । ଏହା ପୂର୍ବରୁ ସେ […]
