author

ଜାନୁଆରୀ ୮ରୁ ଭିତରକନିକାରେ କୁମ୍ଭୀର ଗଣନା

ଭିତରକନିକା ଜାତୀୟ ଉଦ୍ୟାନରେ ୨୦୨୬ ମସିହା ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ । ତେଣୁ ଏହି ତିନି ଦିନ ପାଇଁ ପର୍ଯ୍ୟଟକମାନଙ୍କ ନିମନ୍ତେ ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକାର ସୂଚନା ଦେଇଛନ୍ତି ।ଭିତରକନିକା ଅଂଚଳର ନଦୀ ଓ ନାଳରେ ୧୯୭୬ ମସିହାରୁ କୁମ୍ଭୀର ଗଣନା ହୋଇ ଆସୁଥିବା ବେଳେ ପ୍ରତିବର୍ଷ ଜାନୁଆରୀ ପ୍ରଥମ ସପ୍ତାହରେ କୁମ୍ଭୀର ଗଣନା କରାଯାଇଥାଏ। କୁମ୍ଭୀର ଗଣନା ପାଇଁ ୧୦ […]

କୁସ୍ତି ଖେଳାଳିଙ୍କୁ ଅଣଦେଖାର ତଦନ୍ତ ହେବ: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଟ୍ରେନରେ ଲାର୍ଟିନ ପାଖରେ ବସି କୁସ୍ତି ଖେଳାଳି ୟୁପି ଯିବା ପ୍ରସଙ୍ଗରେ ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖିଛନ୍ତି । ସତ୍ୟାସତ୍ୟ ଉପରେ ସରକାର ଅନୁଧ୍ୟାନ କରିବେ । ତଦନ୍ତ ପରେ ହିଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସୂଚନା ଅନୁଯାୟୀ ରାଜ୍ୟ କୁସ୍ତି ଖେଳାଳିଙ୍କୁ ଅଣଦେଖାର ଭିଡିଓ ଭାଇରାଲ୍‌ ହେବାରେ ଲାଗିଛି। ଟ୍ରେନ୍‌ ବଗି ପାଇଖାନା ପାଖରେ ବସି ଶୀତରେ ଥରି ଥରି ୟୁପିରୁ ଆସୁଥିବା ଦେଖିବାକୁ ମିଳିଛି। ଜାତୀୟସ୍ତରୀୟ […]

ହ୍ୟୁମାନ୍‌ ସାଗର ମୃ୍ତ୍ୟୁ ମାମଲାର ଖୋଳତାଡ଼, ସବୁ ଅଭିଯୁକ୍ତଙ୍କୁ ହେବ ପଚରାଉଚରା

ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ହୁମାନ ସାଗର ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ । ଯେଉଁମାନଙ୍କ ନାଁରେ ଏତଲା ହୋଇଛି ସମସ୍ତଙ୍କୁ ତଦନ୍ତ ପରିସରଭୁରକ୍ତ କରାଯିବ । ସବୁ ଅଭିଯୁକ୍ତଙ୍କୁ ହେବ ପଚରାଉଚରା । ଅତିରିକ୍ତ ଡିସିପି ଅମରେନ୍ଦ୍ର ପଣ୍ଡା ଏହି ସୂଚନା ଦେଇଛନ୍ତି ।କଟକ ADCP ଅମରେନ୍ଦ୍ର ପଣ୍ଡାଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି, ୯ ଜଣଙ୍କ ନାଁରେ ଏତଲା ଦେଇଛନ୍ତି ଶେଫାଳୀ ସୁନା। ଏତଲାକୁ ଭିତ୍ତି କରି ତଦନ୍ତ ହେବ,ବିଭିନ୍ନ ଦଫାରେ ମାମଲା ରୁଜ କରାଯାଇଛି।ସେ କହିଛନ୍ତି, ଏହି […]

ଏନଏସି ଓ ମୁନିସିପାଲିଟି ଘୋଷଣା ପ୍ରସଙ୍ଗରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୂଚନା

ଏନଏସି ଓ ମୁନିସିପାଲିଟି ଘୋଷଣା ପ୍ରସଙ୍ଗରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୂଚନା । ସେ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ କିଛି ଘୋଷଣା କରାଯାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ଆଉ କିଛି ଘୋଷଣା ହେବ । ତେବେ ୨୮ଟି ଏନଏସି ଘୋଷଣା କରାଯିବ । ବର୍ତ୍ତମାନ ୪ଟି ମ୍ୟୁନିସିପାଲଟି ଘୋଷଣା ହୋଇଛି । ରାଜ୍ୟପାଳଙ୍କ ସ୍ୱୀକୃତି ଅନୁଯାୟୀ ଘୋଷଣା କରାଯାଇଛି । ସୁଚନା ମୁତାବକ ଗତକାଲି ୫ଟି ମୁନିସିପାଲିଟି ଓ ୨୪ ଏନଏସି ବୃଦ୍ଧି […]

ଏସଆଇ ସ୍କାମ୍‌: ସିବିଆଇ ନଜରରେ ନେତା ଓ ଆଇପିଏସ୍ ଅଧିକାରୀ

ବହୁ ଚର୍ଚ୍ଚିତ ଏସ୍ଆଇ ପରୀକ୍ଷା ଜାଲିଆତି ଘଟଣାରେ ସିବିଆଇ ଆଉ ଜଣେ ଦଲାଲକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବିହାରର ଅମିତ୍ ଭରତୀ। ତେବେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି, ସିଲିକନ୍ ଟେକ୍ ଲ୍ୟାବ୍ ପ୍ରମୋଟର ସୁରେଶ ନାୟକ ଏବଂ ତାଙ୍କ ଘନିଷ୍ଠ ସହଯୋଗୀ ସାଗର ଗୌଡ଼ଙ୍କୁ ଚାରି ଦିନିଆ ରିମାଣ୍ଡରେ ନେବା ପରେ ସିବିଆଇ ତଦନ୍ତକୁ ଜୋରଦାର କରିଛି। ଏହି ମାମଲାରେ ରିମାଣ୍ଡ ଅବଧି ମଧ୍ୟରେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିଠାରୁ ଗୁରୁତ୍ୱପୂର୍ଣ୍ଣ […]

ଦୁର୍ବଳ ହେବାରେ ଲାଗିଛି ଲାଲଗଡ଼। ଆତ୍ମସମର୍ପଣ କଲେ ୨୨ ଜଣ ମାଓବାଦୀ 

ମାଲକାନଗିରି ଜିଲ୍ଲା ପୁଲିସ୍‌ ନିକଟରେ ୨୨ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ୯ଟି ବନ୍ଧୁକ, ୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ ଓ ଅନ୍ୟ ମାଓ ସାମଗ୍ରୀ ସହ ମାଓବାଦୀମାନେ ପୁଲିସ୍‌ ଡିଜି ୱାଇ ବି ଖୁରାନିଆଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ । ଆତ୍ମସମର୍ପଣ କରିଥିବା ନସ୍କଲଙ୍କ ନାଁରେ ଥିଲା ୨ କୋଟି ୧୮ ଲକ୍ଷ ଟଙ୍କାର ପୁରସ୍କାର ।ମାଓ ସଙ୍ଗଠନ ନିଜର ଶେଷ ନିଶ୍ୱାସ ନେଉଥିବା ବେଳେ […]

୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ

ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମ୍‌ରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ଆମ୍ବୁଲାନ୍ସ ଉତ୍ସର୍ଗୀକୃତ ସମାରୋହ । ରାଜ୍ୟରେ ଗଡିବ ୪୨୮ଟି ୧୦୮ ନୂଆ ଆମ୍ବୁଲାନ୍ସ । ନୂଆ ଆମ୍ବୁଲାନ୍ସ ରୋଗୀଙ୍କ ସେବାରେ ନିୟୋଜିତ ହେବ । ଆମ୍ବୁଲାନ୍ସ ସେବା ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମ ପର୍ଯ୍ୟାୟରେ ୧୫୦ଟି ଆମ୍ବୁଲାନ୍ସ ଲୋକାର୍ପିତ ହୋଇଛି। ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ଆମ୍ବୁୁଲାନ୍ସ ଗଡ଼ିବାର ଯୋଜନା ଅଛି। ଅଚଳ ଆମ୍ବୁଲାନ୍ସ ସ୍ଥାନରେ ନୂଆ ଆମ୍ବୁଲାନ୍ସ ଗଡିବ ।ଆଗକୁ ବାକି ସବୁ […]

ଜାତୀୟ କୃଷକ ଦିବସ ଅବସରରେ କୃଷକ ଭାଇଭଉଣୀଙ୍କୁ ନବୀନଙ୍କ ଶୁଭେଚ୍ଛା

ଭାରତ ଏକ କୃଷି ପ୍ରଧାନ ଦେଶ, ଯେଉଁଠାରେ କୋଟି କୋଟି ଲୋକଙ୍କ ଜୀବିକା ଏବଂ ଦେଶର ଖାଦ୍ୟ ସୁରକ୍ଷା ସିଧାସଳଖ ଚାଷଜମି ସହିତ ଜଡ଼ିତ । ଏହି କୃଷି ସଂସ୍କୃତି ଏବଂ ଅନ୍ନଦାତାଙ୍କ ଅବଦାନକୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ୨୩ ଡିସେମ୍ବରରେ ‘କୃଷକ ଦିବସ’ ପାଳନ କରାଯାଏ । ୨୦୦୧ ମସିହାରେ କୃଷକ ଦିବସର ଶୁଭାରମ୍ଭ କରାଯାଇଥିଲା । ଭାରତ ସରକାର ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂଙ୍କ ଜୟନ୍ତୀକୁ ଜାତୀୟ କୃଷକ ଦିବସ […]

ଭିଜିଲାନ୍ସ ଜାଲରେ ଜୁନିଅର ଆକାଉଣ୍ଟାଣ୍ଟ

ସୁନ୍ଦରଗଡ ଓଏସସିଏସସି ଲିମିଟେଡ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି । ଗତକାଲି ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର ସଂପତ୍ତି । ବାବୁଙ୍କର ବାଲେଶ୍ୱରରେ ଗୋଟିଏ ବଡ ଅଟ୍ଟାଳିକା, ମାର୍କେଟ କମ୍ପେ୍ଲକ୍ସ ଓ ଜିମ ଠାବ ହୋଇଛି । କଲ୍ୟାଣ ମଣ୍ଡପ ସହ ବାଲେଶ୍ୱର ସହର ଆଖପାଖରେ ଅଛି ୪ ଦାମୀ ପ୍ଲଟ । ୧୭୫ ଗ୍ରାମ ସୁନା ଜବତ ଓ ୪୩ ଲକ୍ଷ ୮୧ ହଜାର ଟଙ୍କାର […]

ଚନ୍ଦକା କୁମାରଖୁଣ୍ଟିରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ଶମ୍ଭୁ

ଚନ୍ଦକା କୁମାରଖୁଣ୍ଟିରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ଶମ୍ଭୁ । । ଗତକାଲି ସକାଳେ ଶମ୍ଭୁ ହଠାତ ଅସୁସ୍ଥ ହୋଇପଡିଥିଲା । ତାର ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିବାକୁ ପଶୁ ଡାକ୍ତରଙ୍କ ଡକା ଯାଇଥିଲା । ଏକ ସ୍ବତନ୍ତ୍ର ଡାକ୍ତରୀ ଟିମଙ୍କ ଦ୍ବାରା ଶମ୍ଭୁକୁ ସାଲାଇନ ଦିଆଯିବା ସହ ନୀରିକ୍ଷଣରେ ରଖାଯାଇଥିଲା । ସ୍ବାସ୍ଥ୍ୟରେ ଉନ୍ନତି ନହେବାରୁ ଶମ୍ଭୁକୁ ନନ୍ଦନକାନନକୁ ସ୍ଥାନାନ୍ତର କରିବାକୁ ଯୋଜନା କରାଯାଇଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାର ମୃତ୍ୟୁ ହୋଇଛି […]

ସର୍ବାଧିକ ରେକର୍ଡ ସ୍ତର ଛୁଇଁଲା ସୁନା ଦର

ସର୍ବାଧିକ ରେକର୍ଡ ସ୍ତର ଛୁଇଁଲା ସୁନା ଦର। ୨୪ କ୍ୟାରେଟ୍ ୧୦ ଗ୍ରାମ୍ ଦର ୨୪ ଶହ ଟଙ୍କା ବୃଦ୍ଧି ହୋଇଛି। ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫୫୦ ଟଙ୍କା ହୋଇଛି। ୨୨ କ୍ୟାରେଟ୍ କୁ ୨୨୦୦ ଟଙ୍କା ବୃଦ୍ଧି ପାଇ ଲକ୍ଷେ ୨୭ ହଜାର ଟଙ୍କା ପାର୍‌ ହୋଇଛି। ଏହା ପୂର୍ବରୁ ୧୮ ଡିସେମ୍ବରରେ ସୁନା ଦର ବୃଦ୍ଧି ପାଇ ୧୮ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପ୍ରତି ୧୦ ହଜାର ୧୧୩ ଥିଲା […]

ପ୍ରେମୀ ସହ ମିଶି ସ୍ବାମୀଙ୍କୁ ଗ୍ରାଇଣ୍ଡିଂ କରିଦେଲେ ଜଣେ ମହିଳା

ମେରଠର ମୁସ୍କାନ ମାମଲା ପରି ଉତ୍ତରପ୍ରଦେଶ ସମ୍ଭଲ ଜିଲ୍ଲାରେ ସମାନ ଘଟଣା ଘଟିଛି। ଯେଉଁଠାରେ ଜଣେ ମହିଳା ପ୍ରେମୀ ସହ ମିଶି ନିଜ ସ୍ୱାମୀଙ୍କୁ ହତ୍ୟା କରିବାକୁ ପଛାଇ ନାହିଁ।ଏହି ମାମଲାରେ ପୋଲିସ ଅଭିଯୁକ୍ତ ମହିଳା ଏବଂ ତାଙ୍କ ପ୍ରେମିକଙ୍କୁ ଗିରଫ କରିଥିବା ଜଣାପଡିଛି। ଅଭିଯୁକ୍ତ ମହିଳାଙ୍କ ନାମ ରୁବି ଓ ତାଙ୍କ ପ୍ରେମିକଙ୍କ ନାମ ଗୌରବ ବୋଲି ପ୍ରକାଶ କରିଛନ୍ତି ସମ୍ଭଲ ପୋଲିସ ଅଧୀକ୍ଷକ କେ.କେ. ବିଷ୍ନୋଇ।ରୁବି ଚନ୍ଦୌସି ଅଞ୍ଚଳର ମୋହଲ୍ଲା ଚୁନିର ବାସିନ୍ଦା ଥିବା […]