author

ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣା! ଆଜିଠୁ ୨ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଆଜି ଠାରୁ ଦୁଇ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ ।  ୧୧ ଓ ୧୨ ଦୁଇ ଦିନ ପାଇଁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେଇ ପଚରା ଉଚୁରା କରିବ ବୋଲି ଅନୁମତି ମିଳିଛି ।  ଏହି ଦୁଇ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ୪ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା। ତେବେ ଦୁଇ ଦିନିଆ ରିମାଣ୍ଡ ପ୍ରଦାନ କରିଥିଲେ କୋର୍ଟ। ତେବେ ବୋର୍ଡର […]

ବଙ୍ଗୋପସାଗରରେ ଆସୁଛି ଲଘୁଚାପ, ମଙ୍ଗଳବାରଠୁ ରାଜ୍ୟରେ ପ୍ରବଳ ବର୍ଷା

ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ।ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।  ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ନୟାଗଡ଼, […]

ଆଜିର ରାଶିଫଳ(୧୧ ଅଗଷ୍ଟ, ୨୦୨୫)

✧ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]

କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ ପକ୍ଷରୁ ବର୍ଷା କବିତା ଆସର ଓ ସାହିତ୍ୟ ସଭା

ନୟାଗଡ଼,(ଓଡ଼ିଶା ଦର୍ପଣ): କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ,ନୟାଗଡ଼ ପକ୍ଷରୁ ପ୍ରତିବର୍ଷ ପରି ଚଳିତ ବର୍ଷର ବର୍ଷା କବିତା ଆସର ଆଜି ପୂର୍ବାହ୍ନରେ ସ୍ଥାନୀୟ କେସି କ୍ଲବ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏକ ବର୍ଣ୍ଣାଢ଼୍ୟ ପରିବେଶରେ ଆୟୋଜିତ ଏହି କବିତା ଆସର ଏବଂ ସାହିତ୍ୟ ସଭାରେ ପରିଷଦ ସଭାପତି ପଣ୍ଡିତ କିଶୋର ଚନ୍ଦ୍ର କର ଅଧ୍ୟକ୍ଷତା କରିଥିବା ବେଳେ ଅତିଥିଭାବେ ବିଶିଷ୍ଟ ସାହିତ୍ୟିକ,ସମାଜସେବୀ ତଥା ଉତ୍କଳ ଗ୍ରାମ ସ୍ୱରାଜ ସଭାପତି କଳିଙ୍ଗ ରତ୍ନ […]

ବିକଳ୍ପ ଅନୁଷ୍ଠାନ ତରଫରୁ ବୃକ୍ଷରୋପଣ ,ବାଲ୍ୟ ବିବାହ, ଗୁଣିଗାରେଡ଼ି ବିରୋଧରେ ଏବଂ ନାରୀ ସୁରକ୍ଷା ବିଷୟରେ ସଚେତନତା ଶିବିର

ରାୟଗଡ଼ ତା ୯-୮-୨୦୨୫ ବିକଳ୍ପ ଅନୁଷ୍ଠାନ ତରଫରୁ ବାଇସିଙ୍ଗ ଗ୍ରାମ ପଞ୍ଚାୟତର ଜୁରୁଡି ଗାମଦାଣ୍ଡରେ ଶୁ୍କ୍ରବାର ସନ୍ଧ୍ୟାରେ ଏକ ଜନସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି ।ଏଥିରେ ବାଲ୍ୟ ବିବାହ ନିରୋଧ ତଥା ଗୁଣିଗାରେଡ଼ି ଭଳି ଅନ୍ଧ ବିଶ୍ବାସ ଠାରୁ ଦୂରେଇ ରହିବା ପାଇଁ ଗ୍ରାମବାସୀଙ୍କୁ ସଚେତନ କରାଯାଇଥିଲା । ଜୁରୁଡି ଉଚ୍ଚ ବିଦ୍ୟାଳୟର ଛାତ୍ରୀଙ୍କୁ ନିଜର ସୁରକ୍ଷା, ସଞ୍ଜମତା, ଚରିତ୍ର ଗଠନ ଏବଂ ନାରୀଙ୍କୁ ବଳତ୍କାର, ନିର୍ଯ୍ୟାତନା ଓ ଶୋଷଣରୁ ମୁକ୍ତି ସହ ମୁଲ୍ୟବୋଧ ଭିତ୍ତିକ ଶିକ୍ଷା […]

ଆଜିର ରାଶିଫଳ(୧୦ ଅଗଷ୍ଟ, ୨୦୨୫)

✧ମେଷକର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ। ବୃଷଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ […]

କନ୍ୟା ଶିଶୁ ମାନଙ୍କ ସୁରକ୍ଷା ଉପରେ ଜିଲ୍ଲା ସ୍ତରୀୟ ସମ୍ମିଳନୀ

ନୟାଗଡ଼,(ଓଡ଼ିଶା ଦର୍ପଣ): ଉଚ୍ଚ ନ୍ୟାୟାଳୟ କଟକଙ୍କ ନିର୍ଦ୍ଦେଶରେ ଜିଲ୍ଲା ଜଜଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେରେ କନ୍ୟା ଶିଶୁମାନଙ୍କ ସୁରକ୍ଷା ଉପରେ କୋର୍ଟର ସମ୍ମିଳନୀ ଗୃହ ଠାରେ ଶିଶୁ ସୁରକ୍ଷା ଉପରେ କାର୍ଯ୍ୟ କରୁଥିବା ସମସ୍ତ ବିଭାଗର ଶତାଧିକ କର୍ମଚାରୀ ମାନଙ୍କୁ ନେଇ ଏକ ଜିଲ୍ଲା ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଦୌରା ଜଜ୍ ତଥା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଆନୁଷ୍ଠାନିକ ଭାବେ ଉଦଘାଟନ କରି […]

ସ୍ୱଭାବ କବିଙ୍କ ୧୬୩ ତମ ଜୟନ୍ତୀ ପାଳିତ

ସ୍ୱଭାବ କବି ଗଙ୍ଗାଧର ମେହେର ଥିଲେ ଜଣେ ସଫଳ କାବ୍ୟକାର। ତାଙ୍କର ସୃଷ୍ଟି ଆଧୁନିକ ଓ ପ୍ରାଚୀନ କାବ୍ୟ କବିତା ମଧ୍ୟରେ ଥିଲା ଏକ ମୁଖ୍ୟ ସେତୁ । ସମାଲୋଚକମାନେ ତାଙ୍କୁ ଭାଷା ଓ ଭାବ ର ସମନ୍ୱୟ କବି ଭାବେ ଅଭିହିତ କରିଥାନ୍ତି। ପ୍ରାଚ୍ୟ ପରମ୍ପରା ଓ ଆଦର୍ଶରେ ଅନୁଗାମୀ ସ୍ୱଭାବ କବି ଗଙ୍ଗାଧର ମେହେର ଆମ ସଂସ୍କୃତି ଓ ସାହିତ୍ୟ କୁ ଆଧାର କରି “ତପସ୍ୱିନୀ”, ” “ଇନ୍ଦୁମତୀ”, ” କୀଚକ ବଧ” , […]

ଆସନ୍ତା ୨୯ ଓ ୩୦ରେ ଓଡ଼ିଶାରେ ଆୟୋଜିତ ହେବ ଜାତୀୟସ୍ତରର ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ

ଆସନ୍ତା ୨୯ ଓ ୩୦ ତାରିଖରେ ଓଡ଼ିଶାରେ ଆୟୋଜିତ ହେବ ଜାତୀୟସ୍ତରର ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ। ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ନେତୃତ୍ୱରେ ସମ୍ମିଳନୀ ହେବ। ଭିନ୍ନ ଭିନ୍ନ ରାଜ୍ୟର ବିଧାନସଭା ଜାତି ଓ ଜନଜାତି କମିଟିର ଅଧ୍ୟକ୍ଷ ଓ ସଦସ୍ୟମାନେ ଓଡ଼ିଶା ଆସିବେ। ଲୋକସଭାର ଅନୁସୂଚିତ ଜାତି ଓ ଜନଜାତି କମିଟିର ଅଧ୍ୟକ୍ଷ ଓ ସଦସ୍ୟମାନେ ଓଡ଼ିଶା ଆସିବେ। ଏଥିପାଇଁ ଓଡ଼ିଶା ବିଧାନସଭାର ନୂଆ ୱେବସାଇଟ ମାଧ୍ୟମରେ ପଞ୍ଜିକରଣ ଆରମ୍ଭ ହୋଇଛି।ଲୋକସଭା ବାଚସ୍ପତି […]

*ଆସନ୍ତା ସ୍ୱୟାତ୍ତ ଶାସନ ଦିବସକୁ ଧୁମଧାମରେ ପାଳନ କରିବାକୁ ନିଷ୍ପତ୍ତି*`

ଭୁବନେଶ୍ୱର,୯I୮ : ଅଗଷ୍ଟ ୩୧ ତାରିଖ I ସ୍ୱାୟତ୍ତ ଶାସନ ଦିବସ I ଚଳିତ ବର୍ଷ ଏହି ସ୍ୱୟାତ୍ତ ଶାସନ ଦିବସକୁ ସ୍ମରଣୀୟ ଭାବେ ପାଳନ କରିବାକୁ  ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ନିଷ୍ପତ୍ତି ନେଇଛି। ଏହି ଉତ୍ସବର ଏକ ଅଂଶ ଭାବରେ, ଅଗଷ୍ଟ ୨୫ ରୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) ରେ ଏକ ସପ୍ତାହ ବ୍ୟାପି ସାର୍ବଜନୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।  ଗୃହନିର୍ମାଣ […]

ଏହି ବ୍ୟାଙ୍କରେ ଆକାଉଣ୍ଟ ଅଛି? ୧୦ ହଜାରରୁ ସିଧା ୫୦ ହଜାର ହେଲା ମିନିମନ ବାଲନ୍ସ!

ଯଦି ଆପଣଙ୍କର ICICI ବ୍ୟାଙ୍କରେ ଆକାଉଣ୍ଟ ଅଛି, ଆପଣଙ୍କ ପାଇଁ ଆସିଛି ବଡ଼ ଖବର। ICICI ବ୍ୟାଙ୍କ ମହାନଗର ଏବଂ ସହରାଞ୍ଚଳରେ ସଞ୍ଚୟ ବ୍ୟାଙ୍କ (SB) ଆକାଉଣ୍ଟଧାରୀଙ୍କ ପାଇଁ ହାରାହାରି ସର୍ବନିମ୍ନ ବା ମିନିମନ ବାଲାନ୍ସକୁ ନାଟକୀୟ ଭାବରେ ୫୦ ହଜାରକୁ ବୃଦ୍ଧି କରିଛି। ପ୍ରାୟ ଏକ ସପ୍ତାହ ପୂର୍ବେ ଏହା ୧୦ ହଜାର ଥିଲା। ଅଗଷ୍ଟ ୧, ୨୦୨୫ଠାରୁ, ICICI ସହିତ ଆକାଉଣ୍ଟ ଖୋଲୁଥିବା ସମସ୍ତ ନୂତନ ଗ୍ରାହକଙ୍କୁ ଏହି ସର୍ବନିମ୍ନ ହାରାହାରି ମାସିକ ବାଲାନ୍ସ […]

ମନମୋହନ ସାମଲ ଦିଲ୍ଲୀ ଗସ୍ତରୁ ଫେରିବା ପରେ ଗଣମାଧ୍ୟମକୁ ବଡ଼ ବୟାନ

ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରୁ ଫେରିବା ପରେ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି। ରାଜ୍ୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ, ନିଗମ, ବୋର୍ଡ ଓ କମିଟି ନିଯୁକ୍ତି ନେଇ ରଖିଛନ୍ତି ବଡ଼ ପ୍ରତିକ୍ରିୟା। ସେ କହିଛନ୍ତି, ତାଲିକା ଦିଲ୍ଲୀରେ ନୁହେଁ, ବରଂ ଓଡ଼ିଶାରେ ହିଁ ପ୍ରସ୍ତୁତ ହେବ। ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ସାଂସଦଙ୍କ ସହ ବୈଠକ ହୋଇଛି । ଦଳୀୟ ନେତାଙ୍କ ସହ ଚର୍ଚ୍ଚା ଆଲୋଚନା ପରେ ନିଷ୍ପତ୍ତି ନିଆଯିବ । ୧୫ କିମ୍ବା ୨୦ ପରେ […]