author

୨୫ ତାରିଖ ସୁଦ୍ଧା ସେଲ୍ ଗଠନ କରିବାକୁ ଉଚ୍ଚଶିକ୍ଷା ବିଭାଗର ଚିଠି

ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନରେ ଗଠନ ହେବ ଶକ୍ତିଶ୍ରୀ ସଶକ୍ତିକରଣ ସେଲ । ଛାତ୍ରୀ ଓ ମହିଳା ଷ୍ଟାଫ୍‌ଙ୍କ ସୁରକ୍ଷା ପାଇଁ ଆସନ୍ତା ୨୫ ତାରିଖ ସୁଦ୍ଧା ସକ୍ତିଶ୍ରୀ ସେଲ୍‌ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ । ଅଗଷ୍ଟ ୧୪ ସୁଦ୍ଧା ପ୍ରତି ଶ୍ରେଣୀକୁ ପ୍ରତିନିଧିତ୍ୱ କରୁଥିବା ଜଣେ ଛାତ୍ରୀ ବାଛିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତିନିଧିତ୍ୱ ପାଇଁ UG କିମ୍ବା PG ଶେଷ ବର୍ଷର ଛାତ୍ରୀ ବାଛିବାକୁ କୁହାଯାଇଛି। ୬ ଦିନିଆ ଆତ୍ମରକ୍ଷା ତାଲିମ ଆୟୋଜନ […]

୮୦ ବର୍ଷୀୟ ବୃଦ୍ଧ ଅନଲାଇନ୍ ପ୍ରେମ: ୯ କୋଟି ଠକିନେଲେ ଠକ

ମହାରାଷ୍ଟ୍ରର ମୁମ୍ବାଇରେ ଜଣେ ୮୦ ବର୍ଷୀୟ ବ୍ୟକ୍ତି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଫେସ୍‌ବୁକ୍‌ରେ ଜଣେ ଅଜଣା ମହିଳାଙ୍କ ଫ୍ରେଣ୍ଡ୍‌ ରିକ୍ୱେଷ୍ଟ ଗ୍ରହଣ କରି ୨ ବର୍ଷ ମଧ୍ୟରେ ୮.୭ କୋଟି ଟଙ୍କା ଠକେଇର ସମ୍ମୁଖୀନ ହୋଇଛନ୍ତି। ଜଣେ ବ୍ୟକ୍ତି ନିଜକୁ ୪ ଭିନ୍ନ ମହିଳାଙ୍କ ପରିଚୟ ଦେଇ ୭୩୪ ଥର ଅନ୍‌ଲାଇନ ଟଙ୍କା ନେଣଦେଣ ମାଧ୍ୟମରେ ବୃଦ୍ଧ ବ୍ୟକ୍ତିଙ୍କୁ ୮.୭ କୋଟି ଟଙ୍କା ଠକିଛନ୍ତି। ସୂଚନାମୁତାବକ ୮୦ ବର୍ଷୀୟ ବ୍ୟକ୍ତି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଫେସ୍‌ବୁକ୍‌ରେ ଜଣେ […]

ଆଜି ମିଳିବ ‘ସୁଭଦ୍ରା’ ଟଙ୍କା ।

ଆଜି ମିଳିବ ‘ସୁଭଦ୍ରା’ ଟଙ୍କା । ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଆଜି ଜୟପୁରରୁ ଆରମ୍ଭ ହେବ ସୁଭଦ୍ରାର ତୃତୀୟ କିସ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆଜି ଜୟପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଆଜି ୧୧ଟାବେଳେ ବାଙ୍କବିଜା ପଡ଼ିଆରେ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ସୁଭଦ୍ରା ଟଙ୍କାର ତୃତୀୟ କିସ୍ତି ବାଣ୍ଟିବେ । ସେଠାରୁ କୋରାପୁଟ ସର୍ମିଟ୍ ହାଉସ୍ ଅଭିମୁଖେ ଯାତ୍ରା କରିବେ । ବାଙ୍କବିଜା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ […]

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା

ଆଜି ପବିତ୍ର ଗହ୍ମାପୂର୍ଣ୍ଣିମା ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଆଜି ଦିନରେ ଭଉଣୀ ନିଜ ଭାଇ ହାତରେ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ମନାସିଥାଏ। ଭାଇ ଭଉଣୀର ସମ୍ପର୍କକୁ ଦୁନିଆର ସବୁଠୁ ପବିତ୍ର ସମ୍ପର୍କ ବୋଲି କୁହାଯାଏ । ଏହି ରାକ୍ଷୀ ପ୍ରତ୍ୟେକ ଭାଇ-ଭଉଣୀ ପାଇଁ ସ୍ନେହ ଓ ଭଲ ପାଇବାର ସାକ୍ଷୀ । ଭାରତୀୟ ପରମ୍ପରା ଅନୁସାରେ ଆଜିର ଦିନକୁ ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣମୀ ବୋଲି କୁହାଯାଏ । ଭାଇ ଭଉଣୀ […]

ଆଜିର ରାଶିଫଳ(୯ ଅଗଷ୍ଟ, ୨୦୨୫)

✧ମେଷଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି ବୃଷଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି […]

ରାୟଗଡ଼ ରେ ଘର ଘର ତ୍ରିରଙ୍ଗା, ଘର ଘର ସ୍ଵଚ୍ଛତା ଯାତ୍ରା

ରାୟଗଡ଼ ତା ୮-୮-୨୦୨୫ ରାୟଗଡ଼ ଜିଲ୍ଲା ପ୍ରଶାସନ ତଥା ରାୟଗଡ଼ ବ୍ଳକ ତରଫରୁ ଶୁକ୍ରବାର ଘରେ ଘରେ ତ୍ରିରଙ୍ଗା , ଘରେ ଘରେ ସ୍ଵଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଅଛି। ଏଥି ନିମନ୍ତେ ଏକ ଶୋଭାଯାତ୍ରା ଜିଲ୍ଲା ପରିଷଦ ଠାରୁ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରାସ୍ତା, ଗାନ୍ଧୀନଗର ବନଖଣ୍ଡ ଅଧିକାରୀଙ୍କ ବାସଭବନ, ଆରକ୍ଷୀ ଅଧିକ୍ଷକଙ୍କ ବାସଭବନ ରାସ୍ତା ଦେଇ ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ପହଞ୍ଚିଥିଲା। ବ୍ୟାନର, ତ୍ରିରଙ୍ଗା, ପ୍ଲାକାର୍ଡ ଓ ସ୍ଲୋଗାନରେ ମୁଖରିତ ଶୋଭାଯାତ୍ରା ସ୍ଵଚ୍ଛତାର ବାର୍ତ୍ତା […]

ଅନଲାଇନ ଉପସ୍ଥାନକୁ କଡ଼ା ବିରୋଧ, ଜିଲ୍ଲାସ୍ତରୀୟ ଆନ୍ଦୋଳନ ପାଇଁ ଶିକ୍ଷକ ସଂଘର ଜୋରଦାର ପ୍ରସ୍ତୁତି

ନୟାଗଡ଼,(ଓଡ଼ିଶା ଦର୍ପଣ):ଅନଲାଇନ ଉପସ୍ଥାନକୁ ବିରୋଧ କରି ଚଳିତ ମାସ ୧୩ ତାରିଖରେ ନୟାଗଡ଼ ଜିଲ୍ଲା ମିଳିତ  ଶିକ୍ଷକ ସଂଘ ପକ୍ଷରୁ ଜିଲ୍ଲା ସ୍ତରରେ ଏକ ଜୋରଦାର ଆନ୍ଦୋଳନ କରାଯିବ ବୋଲି ସୂଚନା ମିଳିଛି। ଏ ନେଇ ଜିଲ୍ଲାର ସମସ୍ତ ୮ଟି ବ୍ଲକରେ ବ୍ଲକ ଶିକ୍ଷକ ସଂଘ ଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ବୈଠକ ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମାଧ୍ୟମିକ ଶିକ୍ଷକ ସଂଘ, ପ୍ରାଥମିକ ଶିକ୍ଷକ ସଂଘ, ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ, ଆଲୋଷ୍ଟା, […]

ସୋନାଲି ପଣ୍ଡା ଓ ଶ୍ରୀକ୍ଷେତ୍ର ବିବାଦକୁ ନେଇ ଥାନାରେ ହାଜର ହେଲା କୁନି ପୁଅ

ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା-ଶ୍ରୀକ୍ଷେତ୍ର ବିବାଦ। ବାପା ଶ୍ରୀକ୍ଷେତ୍ରଙ୍କ ସପକ୍ଷରେ ବାହାରିଲେ କୁନି ପୁଅ। କହିଲେ ମୋର ବାପା ଦରକାର, ନଚେତ୍ ରାଷ୍ଟ୍ରପତିଙ୍କ ନିକଟରେ ଇଚ୍ଛା ମୃତ୍ୟୁ ପାଇଁ ଆବେଦନ କରିବି। କୃଷ୍ଣପ୍ରସାଦ ଥାନା ଅଧିକାରୀଙ୍କୁ ଭେଟି ଶ୍ରୀକ୍ଷେତ୍ରଙ୍କ ପୁଅ ଏକ ଦାବିପତ୍ର ଦେଇଛନ୍ତି । ସେପଟେ ପୁଅର ଭବିଷ୍ୟତ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ଶିଶୁ ଯତ୍ନ ଗୃହରେ ତାକୁ ରଖାଯାଇଥିବା ବେଳେ ଶିଶୁମଙ୍ଗଳ କମିଟି ନିକଟରେ ଉପସ୍ଥିତ କରାଯାଇଛି ।ସୋନାଲିଙ୍କ ଅଭିଯୋଗ ଆଧାରରେ […]

ଏଲପିଜି ଦର ସ୍ଥିର ରଖିବା ପାଇଁ ମୋଦୀ ସରକାରଙ୍କ ବଡ଼ ଘୋଷଣା।

ଶୁକ୍ରବାର କେନ୍ଦ୍ର କ୍ୟାବିନେଟ ୫୨,୬୬୭ କୋଟି ଟଙ୍କାର ଏକ ପ୍ୟାକେଜ ମଞ୍ଜୁର କରିଛି, ଯାହା ଅଧୀନରେ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକର ଶିକ୍ଷା, ଏଲପିଜି, ଭିତ୍ତିଭୂମି ଏବଂ ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାକୁ ଆହୁରି ସୁଦୃଢ଼ କରିବା ପାଇଁ ୧୨,୦୬୦ କୋଟି ମଞ୍ଜୁର କରାଯାଇଛି। ଏହା ଅଧୀନରେ, ଗରିବ ପରିବାରମାନେ ଶସ୍ତା ହାରରେ ଏଲପିଜି ସିଲିଣ୍ଡର ପାଇବା ଜାରି ରଖିବେ। ଏଲପିଜି […]

ନାବାଳିକା ଝିଆରୀକୁ ଗର୍ଭବତୀ କଲା ସଂପର୍କୀୟ ପିଉସା

୧୩ ବର୍ଷୀୟ ନାବାଳିକା ଝିଆରୀକୁ ଗର୍ଭବତୀ କଲା ସଂପର୍କୀୟ ପିଉସା । କିଛି ଦିନ ପୂର୍ବରୁ ବାଲେଶ୍ୱର ସିଂଲା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାଙ୍କୁ ସମ୍ପର୍କୀୟ ପିଉସା ମାଙ୍କଡ଼ ଘଉଡ଼ାଇବାକୁ ଡାକି ବିଭିନ୍ନ ପ୍ରଲୋଭନ ଦେଖାଇ ତାଙ୍କ ସହିତ ଦୁଷ୍କର୍ମ କରିଥିଲା। ଘଟଣା ସମ୍ପର୍କରେ କାହାରିକୁ କହିଲେ ଜୀବନରୁ ମାରିଦେବାକୁ ଧମକ ଦେଇଥଲା। ପରେ ନାବାଳିକାଙ୍କ ଦେହରେ ଗର୍ଭବତୀ ହେବାର ଲକ୍ଷଣ ଦେଖାଦେବାରୁ ପରିବାର ଲୋକ ତାଙ୍କର ଡାକ୍ତରୀ ପରୀକ୍ଷା କରାଇଥିଲେ। ପରେ ସେ […]

ଆୟକର ବିଲ-୨୦୨୫ ପ୍ରତ୍ୟାହାର କଲେ କେନ୍ଦ୍ର ସରକାର

ଗତ ଫେବୃୟାରୀ ମାସରେ ଲୋକ ସଭାରେ ଆଗତ ହୋଇଥିବା ଆୟକର ବିଲ୍ ୨୦୨୫ ପ୍ରତ୍ୟାହାର କରିନେଇଛନ୍ତି କେନ୍ଦ୍ର ସରକାର। ୧୯୬୧ ଆୟକର ଆଇନକୁ ହଟାଇ ନୂଆ ଆଇନ ଆଣିବା ଉଦ୍ଦେଶ୍ୟରେ ସରକାର ଏହାକୁ ଆଗତ କରିଥିଲେ।କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଏହି ଆୟକର ବିଲ୍‌କୁ ପ୍ରତ୍ୟାହାର କରିଛନ୍ତି।ଏହି ବିଲ ୬ ଦଶନ୍ଧି ପୁରୁଣା ଆୟକର ଆଇନ ୧୯୬୧କୁ ବଦଳାଇବ। ଭାଜପା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ସିଲେକ୍ଟ କମିଟି ଏହାକୁ ସମୀକ୍ଷା କରିବା ପରେ ଅନେକ […]

ଏଣିକି ଛେପରୁ ଜାଣିପାରିବେ ଭବିଷ୍ୟତରେ ହେବ କେଉଁ ରୋଗ

ସମ୍ବଲପୁର ବିଶ୍ଵବିଦ୍ୟାଳୟ ଅଧୀନ ଜୈବ ପ୍ରଯୁକ୍ତି ଓ ଜୈବ ସୂଚନା ବିଜ୍ଞାନ ବିଭାଗ ଦ୍ଵାରା ପୁଣି ଏକ ଗବେଷଣା ସଫଳ ହୋଇଛି । ଏଣିକି ବ୍ୟକ୍ତିର ଛେପରୁ ଭବିଷ୍ୟତରେ ତାଙ୍କୁ ହେବାକୁ ଥ‌ିବା ରୋଗ ବିଷୟରେ ଜଣାପଡ଼ିବ। ଏନେଇ ଏକ କିଟ୍ ପ୍ରସ୍ତୁତ କରାଯାଇଛି । ଜୈବ ପ୍ରଯୁକ୍ତି ଓ ଜୈବ ସୂଚନା ବିଜ୍ଞାନ ବିଭାଗ ଏବଂ ଏହି ବିଭାଗର ଷ୍ଟାର୍ଟଅପ୍ ୱିଣ୍ଡ ଡିଏନ୍‌ଏ ଲାଇଫ୍‌ସାଇନ୍ସ ପ୍ରାଇଭେଟ୍ ଲିମିଟେଡ୍ ମିଳିତ ଉଦ୍ୟମରେ ଏହା ପ୍ରସ୍ତୁତ ହୋଇଛି । […]