ଅନେକ ଲୋକ ମଲ୍ କିମ୍ବା ସ୍ଥାନୀୟ ଦୋକାନରେ ପେମେଣ୍ଟ କରିବା ପାଇଁ ଡିଜିଟାଲ୍ ଟ୍ରାଞ୍ଜାକ୍ସନ୍ କିମ୍ବା UPI ବ୍ୟବହାର କରନ୍ତି। ଏବେ ଡିଜିଟାଲ୍ ଟ୍ରାଞ୍ଜାକ୍ସନ୍ ସମ୍ବନ୍ଧୀୟ ଏକ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ଏହା ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ପ୍ରତିଷ୍ଠିତ କଠୋର ପ୍ରମାଣୀକରଣ ନିୟମାବଳୀ କାର୍ଯ୍ୟକାରୀ ହେବା ଯୋଗୁଁ ହୋଇଛି।ବର୍ଦ୍ଧିତ କାରବାର ପରିମାଣ ଏବଂ ଠକେଇର ବର୍ଦ୍ଧିତ ଘଟଣା ଦୃଷ୍ଟିରେ ରଖି RBI ଏହି ପଦକ୍ଷେପ ନେଇଛି। ତେବେ ଆସନ୍ତା ମାସରୁ ପେମେଣ୍ଟ କରିବାର ପ୍ରକ୍ରିୟା […]
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ୨୦୨୪ ରେ ନୀତୀଶ ବିହାର ବିଧାନ ପରିଷଦକୁ ନିର୍ବାଚିତ ହୋଇଥିଲେ। ତାଙ୍କର ଏହି କାର୍ଯ୍ୟକାଳ ୨୦୩୦ରେ ଶେଷ ହେବାକୁ ଥିଲା। ୨୦୨୫ ରେ ବିହାର ବିଧାନସଭା ନିର୍ବାଚନରେ ଏନଡିଏ ମେଣ୍ଟର ବିଜୟ ପରେ ସେ ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏବେ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ଇସ୍ତଫାପତ୍ର ଏବେ ବାଚସ୍ପତିଙ୍କ ନିକଟରେ ଦାଖଲ କରାଯିବ । ଏବେ ସବୁଠାରୁ […]
ଦୁବେଙ୍କ ମନ୍ତବ୍ୟକୁ ନିନ୍ଦା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟକୁ ଦୃଢ ନିନ୍ଦା କଲେ ନବୀନ ପଟ୍ଟନାୟକ । ବିଜୁ ବାବୁଙ୍କୁ ନେଇ ଦୁବେ ଯାହା କହିଲେ ତାହା ଜାଣି ମୁଁ ଆଶ୍ଚର୍ଯ୍ୟ ବୋଲି କହିଲେ ନବୀନ ।ନିଶିକାନ୍ତ ଦୁବେ ମାନସିକ ରୋଗ ଡାକ୍ତରଙ୍କୁ ଦେଖାନ୍ତୁ । ଏପଟେ ମନୋରମା ମହାନ୍ତିଙ୍କ ବାସଭବନରେ ପଶି ଆକ୍ରମଣକୁ ନିନ୍ଦା କଲେ ନବୀନ । କହିଲେ ଏହା ଅଗାଣତାନ୍ତ୍ରିକ । ଏପରି […]
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ନନ୍ଦନକାନନ ପ୍ରାଣୀ ଉଦ୍ୟନରେ ଏବେ ପର୍ଯ୍ୟଟକମାନେ ନୂଆ ପକ୍ଷୀ ଡେମାଇସେଲ୍ କ୍ରେନ୍ ଦେଖିବାର ସୁଯୋଗ ପାଇବେ । ଏହାସହିତ କଲରାପତରିଆ ବାଘ ସାଙ୍ଗକୁ ନାଲି ଜଙ୍ଗଲୀ କୁକୁଡ଼ା ମଧ୍ୟ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ । ଏହିସବୁ ପକ୍ଷୀ ଆସିବାପରେ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁ ପ୍ରଜାତି ୧୭୯କୁ ବୃଦ୍ଧି ପାଇଛି ।ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ଗୁଜୁରାଟ ଜୁନାଗଡ଼ ପ୍ରାଣୀ ଉଦ୍ୟାନ ମଧ୍ୟରେ ବନ୍ୟପ୍ରାଣୀ ଅଦଳବଦଳ ହୋଇଛି । ରବିବାର […]
ବର୍ତ୍ତମାନ ରାଜ୍ୟରେ ଖରା, ଗରମ ଗୁଳୁଗୁଳି ଅନୁଭୂତ ସହ କାଁଭାଁ କୋହଲିଆ ପାଗ ରହିଛି । ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଆହୁରି ୫ ଦିନ ବର୍ଷର ସମ୍ଭାବନା ଥିବା କହିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି, ଘଡ଼ଘଡ଼ି ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି। କେତେକ ଅଞ୍ଚଳରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିପାରେ। […]
ଟିଭି ଚ୍ୟାନେଲ୍ TRP ପାଇଁ ଆସିଲା ନୂଆ ନିୟମ । ପୂର୍ବରୁ TRP ମାପୁଥିବା କମ୍ପାନୀର ସମ୍ପତ୍ତି ୨୦ କୋଟି ଟଙ୍କା ହେବା ଦରକାର ଥିଲା । ଯାହାକୁ ଏବେ ୫ କୋଟି କରାଯାଇଛି । ଏହାଦ୍ୱାରା ନୂଆ କମ୍ପାନୀ ଏହି କାମରେ ଯୋଗ ଦେଇପାରିବେ । ତଥ୍ୟକୁ ଅଧିକ ସଠିକ୍ କରିବା ପାଇଁ ଏବେ ଏକ ଲକ୍ଷ ୨୦ ହଜାର ପରିବାରଙ୍କ ଘରେ ମିଟର ଲଗାଯିବ। ପୂର୍ବରୁ ଏହି ସଂଖ୍ୟା କମ୍ ଥିଲା। କେବଳ ଟିଭି […]
ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ଯୋଗୁଁ ତୈଳ ଓ ଗ୍ୟାସର ବିଶ୍ୱସ୍ତରର ପରିବହନ ବାଧାପ୍ରାପ୍ତ ହୋଇଛି। ଯେଉଁଥିରେ ବିଶ୍ୱର ଅନେକ ଦେଶ ଇନ୍ଧନ ସମସ୍ୟାରେ ପଡ଼ିଛନ୍ତି। ଭାରତକୁ ମଧ୍ୟ ଏହି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଏପରି ସଂକଟର ମୁକାବିଲା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଉଠାଇଛନ୍ତି । ଏହି ପରିପ୍ରେକ୍ଷୀରେ ସରକାର ଏବେ ପେଟ୍ରୋଲିୟମ ସୁରକ୍ଷା ଏବଂ ଲାଇସେନ୍ସ ନିୟମକୁ କୋହଳ କରିଛନ୍ତି, ଯାହାଦ୍ୱାରା କିରାସିନ ଘରେ ଘରେ ସହଜରେ ପହଞ୍ଚିପାରିବ। କେନ୍ଦ୍ର ସରକାରଙ୍କ […]
ବିଜୁ ବାବୁଙ୍କ ବିରୋଧରେ ଅପମାନଜନଜ ମନ୍ତବ୍ୟ ପାଇଁ ପଦ ଛାଡ଼ିଲେ ବିଜେଡିର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର। ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ପ୍ରତିବାଦରେ ସସ୍ମିତ ଏହି ପଦକ୍ଷେପ ଗ୍ରହଣ କରି ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତି କମିଟି ସଦସ୍ୟ ପଦ ଛାଡ଼ିଛନ୍ତି। କାରଣ ନିଶିକାନ୍ତ ଦୁବେ ଏହି କମିଟିର ଅଧ୍ୟକ୍ଷ ଅଛନ୍ତି। ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ରବିବାର ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ସୂଚନାମୁତାବକ ବିଜେପି ସାଂସଦ ନିଶିକାନ୍ତ ଦୁବେ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ […]
ମେଷ : ଆଜି ଆପଣଙ୍କର ଆକସ୍ମିକ ଧନ ଲାଭ ଯୋଗ ରହିଛି। ସାହାଯ୍ୟ ର ହାତବଢାଇବା ପାଇଁ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ […]
ନୟାଗଡ,(ଓଡ଼ିଶା ଦର୍ପଣ):” ଓଡ଼ିଶା ସାହିତ୍ୟ ଏକାଡେମୀ”, ଭୁବନେଶ୍ୱର ଓ ସାହିତ୍ୟ ଓ ସଂସ୍କୃତି ପରିଷଦ “ପରମ୍ପରା” ନୟାଗଡଙ୍କ ମିଳିତ ଆନୁକୁଲ୍ୟରେ ଏକଦିବସୀୟ ଆଲୋଚନା ଚକ୍ର ଓ କବିତା ପାଠୋତ୍ସବ କାର୍ଯକ୍ରମ ନୟାଗଡ କେ.ସି କ୍ଲବ୍ ଠାରେ ଆଜି ଦିବା ୧୦ ଘଣ୍ଟା ସମୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନା ଚକ୍ରରେ ଉଦ୍ଘାଟକ ଭାବେ ବରିଷ୍ଠ ସାହିତ୍ୟିକ ଓ ଶିକ୍ଷାବିତ୍ ପ୍ରଫେସର ନିଶାମଣି ସ୍ୱାଇଁ , ମୁଖ୍ୟ ବକ୍ତା ଭାବେ ବରିଷ୍ଠ ପ୍ରବଚକ ଓ ସୁବକ୍ତା ଡ଼. ଗଣେଶ୍ୱର […]
ରାୟଗଡ଼ ତା 29.3.2026 ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଦିନ ଶହୀଦ ଲକ୍ଷ୍ମଣ ନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି | ସକାଳ ଆଠ ଘଟିକା ସମୟରେ ଶାସ୍ତ୍ରୀନଗର ଠାରେ ସ୍ଥିତ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରି ପୂଜାର୍ଚ୍ଚନା କରିଥିଲେ | ଏଥିରେ ଉପଜିଲ୍ଲାପାଳ ରାୟଗଡ଼ ଶ୍ରୀ ରମେଶ କୁମାର ଜେନା, ଶିକ୍ଷlବିତ୍ତ ଡ଼ଃ ଦୁଷ୍ମନ୍ତ କୁମାର ମହାନ୍ତି, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ […]
ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ । ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ […]
