author

ଓଡ଼ିଶା ଚିଙ୍ଗୁଡି ଯିବନି ଆମେରିକା । ବନ୍ଦ ହେବ ସି ଫୁଟ୍ ରପ୍ତାନୀ

ଓଡ଼ିଶାରେ ଟ୍ରମ୍ପ ଟାରିଫ ପ୍ରଭାବ। ରାଜ୍ୟର ସି ଫୁଡ୍ ସେକ୍ଟର ଭୟଙ୍କର ପ୍ରଭାବିତ ହେବାକୁ ଯାଉଛି । ଏହା କହିଛନ୍ତି ଶିଳ୍ପପତି ତାରା ପଟ୍ଟନାୟକ। ଆମେରିକା ୨୫ ପ୍ରତିଶତ ଟାରିଫ ସହ ଅତିରିକ୍ତ ୨୫ ପ୍ରତିଶତ ପେନାଲ୍ଟି ଟାରିଫ ଲଗାଇଛି ।ଏହା ସହ ଅନ୍ୟାନ୍ୟ ଟିକସ ମିଶାଇଲେ ପ୍ରାୟ ୬୦ ପ୍ରତିଶତ ଶୁଳ୍କ ଲାଗିବ। ଯାହା ଫଳରେ ଓଡ଼ିଶାର ସାମୁଦ୍ରିକ ଉତ୍ପାଦ ମହଙ୍ଗା ହେବ ଏବଂ ଆଉ ରପ୍ତାନୀ ହେବ ନାହିଁ। ଶିଳ୍ପପତି ତାରା ପଟ୍ଟନାୟକ କହିଛନ୍ତି, […]

ଆମେରିକାର ଟାରିଫ ବମ ଭିତରେ ଭାରତ ଗସ୍ତ କରିବେ ପୁଟିନ

ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବ୍ ଶୀଘ୍ର ଭାରତ ଗସ୍ତରେ ଆସିପାରନ୍ତି। ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ତାଙ୍କ ମସ୍କୋ ଗସ୍ତ ସମୟରେ ଏହି ସୂଚନା ଦେଇଛନ୍ତି। ମସ୍କୋରେ ଥିବା ଡୋଭାଲ ତାରିଖ ଉଲ୍ଲେଖ କରି ନାହାଁନ୍ତି, କିନ୍ତୁ ଇଣ୍ଟରଫ୍ୟାକ୍ସ ନ୍ୟୁଜ ଏଜେନ୍ସି ଅନୁଯାୟୀ, ପୁଟିନଙ୍କ ଗସ୍ତ ଅଗଷ୍ଟ ଶେଷ ଭାଗରେ ହେବାର ସମ୍ଭାବନା ଅଛି।ଏନଏସଏ ଅଜିତ ଡୋଭାଲ କହିଛନ୍ତି, ‘ଭାରତ ଏବଂ ରୁଷିଆ ମଧ୍ୟରେ ଏକ ବିଶେଷ ସମ୍ପର୍କ ଅଛି, ଯାହାକୁ ଆମେ […]

ରାଜ୍ୟରେ ହୋଇପାରିବନି ଗୋହତ୍ୟା- ହାଇକୋର୍ଟ

ରାଜ୍ୟରେ ହୋଇପାରିବନି ଗୋହତ୍ୟା । ଓଡ଼ିଶା ପ୍ରିଭେନସନ୍ ଅଫ୍ କାଓ ସ୍ଲଟର ଆକ୍ଟ ୧୯୬୦ କଡ଼ାକଡ଼ି ହେବ । କଡ଼ାକଡ଼ି ପାଳନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି । ଗୋ-ହତ୍ୟା ନେଇ ଗୌଜ୍ଞାନ ଅନୁଷ୍ଠାନ ପକ୍ଷରୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର କରାଯାଇଥିଲା। ଏଥିରେ ଆବେଦନକାରୀ କଟକରେ କିଛି ଗୋହତ୍ୟା କରାଯାଉଥିବା ଆବେଦନରେ ଦର୍ଶାଇଥିଲେ ।ରାଜ୍ୟରେ ଗୋଚାଲାଣ ଓ ଗୋହତ୍ୟା […]

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫ ରୁ ସଚେତନତା ଶିବିର

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ ଜିଲ୍ଲା ଦୌରା ଜଜ୍ ତଥା ଆଇନ୍ ସେବା  ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଙ୍କ ନିର୍ଦ୍ଦେଶରେ ସଚିବ , ଅଞ୍ଜଳି ମଛ ଖଣ୍ଡ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସିନ୍ଦୁରିଆ ପଞ୍ଚାୟତ ର ପଞ୍ଚାୟତ ସଭା ଗୃହ ଠାରେ ପଞ୍ଚାୟତର ବିଭିନ୍ନ ଗ୍ରାମ ରୁ ଶତାଧିକ ଗ୍ରାମ ବାସୀ ମାନଙ୍କୁ ନେଇ ଓଡ଼ିଆ ସରକାର ଏବଂ କେନ୍ଦ୍ର ସରକାରଙ୍କ ଲୋକ ମାନଙ୍କ ପାଇଁ କଣ ସବୁ ଯୋଜନା ଅଛି ଏବଂ ଏହାର ସୁବିଧା ସୁଯୋଗ […]

ପଟ୍ଟାମୁଣ୍ଡାଇର ଛାତ୍ରୀ ଜଳିଯିବା ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ

କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇର ଜଣେ ଛାତ୍ରୀ ଜଳିଯିବା ଘଟଣାରେ ବିରୋଧୀ ଦଳର ନେତା ନବୀନ ଟ୍ୱିଟ କରି କହିଛନ୍ତି , ଆଉ ଜଣେ ଝିଅ ନ୍ୟାୟ ପାଇଁ ପୁଣି ଥରେ ନିବେଦନ କରିବା ପରେ ହତାଶରେ ନିଜକୁ ନିଆଁ ଲଗାଇ ଦେଇଥିବା ଜାଣି ମୁଁ ଗଭୀର ଦୁଃଖିତ ଏବଂ ମର୍ମାହତ । ଯୁବତୀଙ୍କ ପ୍ରତି ମୋର ସମବେଦନା ଏବଂ ଦୁଃଖର ଏହି ଘଡ଼ିରେ ପରିବାର ସଦସ୍ୟଙ୍କ ସହିତ ପ୍ରାର୍ଥନା । ଏହି ଅପୂରଣୀୟ କ୍ଷତି ସହିବା ପାଇଁ ଭଗବାନ […]

ସବୁଜ ସଡକ ନିର୍ମାରେ ଅନନ୍ୟ ପଦେକ୍ଷପ: ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ

ସହରାଞ୍ଚଳ ମାନଙ୍କରେ ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍ ଅଳିଆ ବ୍ୟବହାର ଉପରେ ବିଚାର ବିମର୍ଶ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।ଶ୍ରୀମତୀ ପାଢୀ ସହରାଞ୍ଚଳ ଭିତ୍ତିଭୂମି ବିକାଶରେ ସ୍ଥାୟୀ ଏବଂ ପରିବେଶ-ଅନୁକୂଳ ଅଭ୍ୟାସ ଗ୍ରହଣ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଲୋକପାତ କରିଥିଲେ ଯେ ପ୍ଲାଷ୍ଟିକ୍ ଅଳିଆ, ବିଶେଷକରି ବୋତଲ ଏବଂ କ୍ୟାରୀ ବ୍ୟାଗ ଭଳି […]

ଶ୍ରୀମନ୍ଦିର ଗଳାବାଟ ପାଇଁ ହାତଗୁଞ୍ଜା ନେଉଛନ୍ତି ଜେଟିପି:ଜେଟିପିଙ୍କୁ କାର୍ଯ୍ୟରୁ ବହିଷ୍କାର ନିର୍ଦ୍ଦେଶ

ହାତଗୁଞ୍ଜା ନେଇ ଗଳା ବାଟରେ ଭକ୍ତଙ୍କୁ ଛାଡୁଥିଲେ ଜେଟିପି ସ୍କ୍ବାର୍ଡ । ଭିଡ଼ିଓ ଭାଇରାଲ ପରେ କାର୍ଯ୍ୟରୁ ଅନ୍ତର କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ । ସିଂହଦ୍ବାର ସମ୍ମୁଖରେ ସେବାୟତଙ୍କ ପାଇଁ ଉଦ୍ଧିଷ୍ଟ ରାସ୍ତାରେ ଟଙ୍କା ନେଇ ଜଣେ ଜେଟିପି ସ୍କ୍ବାର୍ଡ ଲୋକଙ୍କୁ ଛାଡୁଥିବାର ଭିଡ଼ିଓ ସାମ୍ନାକୁ ଆସିଥିଲା । ଏ ସଂକ୍ରାନ୍ତୀୟ ଭିଡ଼ିଓ ଭାଇରାଲ ହେବାପରେ ଆକ୍ସନ ମୋଡ଼କୁ ଆସିଛି ଶ୍ରୀମନ୍ଦିର ପ୍ରଶାସନ । ଦୋଳମଣ୍ଡପ ସାହି ଓ ଏହା ସଂଲଗ୍ନ ସାହିଗୁଡ଼ିକର ସେବାୟତଙ୍କ […]

ମାଧୁରୀ ଦୀକ୍ଷିତ ହେଲେ ଓଡିଶା ହସ୍ତତନ୍ତର ନୂଆ ବ୍ରାଣ୍ଡ ଆମ୍ବାସଡର

ମାଧୁରୀ ଦୀକ୍ଷିତ ହେଲେ ଓଡିଶା ହସ୍ତତନ୍ତର ନୂଆ ବ୍ରାଣ୍ଡ ଆମ୍ବାସଡର । ନୂଆ ବ୍ରାଣ୍ଡ ଆମ୍ବାସଡର ଭାବେ ମାଧୁରୀଙ୍କ ନାଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ଓଡିଶା ହସ୍ତତନ୍ତର ପ୍ରଚାର ପ୍ରସାର କରିବେ ମାଧୁରୀ । ସୂଚନା ଥାଉକି, ଉଦ୍‌ଘାଟିତ ହୋଇଛି ଜାତୀୟ ହସ୍ତତନ୍ତ ଦିବସ-୨୦୨୫ । ଓଡ଼ିଶାରେ ‘EKTA’ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଅତିଥି ଭାବେ ସାମିଲ ହୋଇଥିଲେ ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ତେବେ ଜାତୀୟ […]

ମାସେ ଧରି ନାବାଳିକାଙ୍କୁ ଦୁଷ୍କର୍ମ । ଗିରଫ ହେଲେ ୩ ଦୁଷ୍କର୍ମକାରୀ

ମୟୂରଭଞ୍ଜ ଖୁଣ୍ଟା ଥାନା ଅଞ୍ଚଳରେ ପୁଣି ଜଣେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଦୁଷ୍କର୍ମ ଅଭିଯୋଗରେ 3 ଜଣଙ୍କୁ ଗିରଫ କରିଛି ପୋଲିସ । ଜଣେ ୧୦ ବର୍ଷର ନାବାଳିକାଙ୍କୁ ମାସେ ଧରି ୩ଜଣ ଅଭିଯୁକ୍ତ ଅଲଗା ଅଲଗା ସମୟରେ ଦୁଷ୍କର୍ମ କରୁଥିଲେ । ଘଟଣାର ଦେଢ଼ ମାସ ପରେ ଧରାପଡ଼ିଲେ ୩ ଅଭିଯୁକ୍ତ । ଗିରଫଙ୍କ ମଧ୍ୟରେ ଜଣେ ନାବାଳକ ଓ ଦୁଇ ଜଣ ଯୁବକ ରହିଛନ୍ତି । ସେମାନଙ୍କ ମଧ୍ୟରୁ ନାବାଳିକାଙ୍କ ଭିଣୋଇ […]

୧୦ଟି ବିଭାଗର ଗ୍ରୁପ-Cର ପଦବୀ ପୂରଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ । ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସିର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ । ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ କରିବାକୁ ନିର୍ଦ୍ଦେଶ ରହିଛି । ସର୍ବାଧିକ ବିଦ୍ୟାଳୟ ଓ ଗଣଶିକ୍ଷ ବିଭାଗର ୮ ହଜାର ୩୫୮, ପଂଚାୟତିରାଜ ବିଭାଗର ୪ ହଜାର ୪୨, ସ୍ବାସ୍ଥ୍ୟ ବିଭାଗର ୩ ହଜାର ୬୭୭ […]

ସବୁ ସରକାରୀ ବିଲଡିଂର ରଙ୍ଗ ବଦଳିବ , ଆସିଲା ନିର୍ଦ୍ଦେଶନାମା

ସରକାରୀ କୋଠାର ରଙ୍ଗ ବଦଳିବ । ଆଗକୁ ନିର୍ମାଣ ହେବାକୁ ଥିବା ସବୁ କୋଠାର ରଙ୍ଗ ବଦଳିଯିବ । ଏନେଇ ପୂର୍ତ୍ତ ବିଭାଗ ବିଜ୍ଞପ୍ତି ଜାରି କରିଛି।ସରକାରୀ ଉଦ୍ୟୋଗର କୋଠାକୁ ମଧ୍ୟ ଗେରୁଆ ରଙ୍ଗ ଦିଆଯିବ। ସରକାରୀ କୋଠା ଲାଗି ୩ଟି କଲର କୋଡ୍ ଜାରି ହୋଇଛି। ବାହାର କାନ୍ଥ ପାଇଁ ଆରଜିବି ମିକ୍ସ ବ୍ୟବହାର ହେବ। ଏହି ରଙ୍ଗ ହେଉଛି ଇଷତ୍ ଗେରୁଆ। କୋଠାର ବର୍ଡର ପାଇଁ ଆରଜିବି ମିକ୍ସ ରଙ୍ଗ ବ୍ୟବହାର କରାଯିବ। ଏଥିସହ […]

କେନ୍ଦ୍ରାପଡ଼ା ଛାତ୍ରୀ ଆତ୍ମାହୂତି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛି ବିଜେଡି

କେନ୍ଦ୍ରାପଡ଼ା ଛାତ୍ରୀ ଆତ୍ମାହୂତି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛି ବିଜେଡି । ଦଳର ବରିଷ୍ଠ ନେତା ତଥା ଆଳି ବିଧାୟକ ପ୍ରତାପ ଦେବ, ଯଦି ପୋଲିସ ଆରମ୍ଭରୁ ପଦକ୍ଷେପ ନେଇଥାନ୍ତା,ଆଜି ସେହି ଛାତ୍ରୀ ଜଣକ ଜୀବିତ ଥାଆନ୍ତେ । ପୋଲିସ ଏତଲା ରଖିଲା ନାହିଁ । ମାମଲାକୁ ଖାମଖିଆଲି ଭାବେ ନେଇ ଅଶ୍ଲୀଳ ଭିଡିଓ ଡିଲିଟ କରିବାକୁ ଓ ମୋବାଇଲ ସ୍ଵିଚ୍ ଅପ୍ କରିବାକୁ କହି ଚୁପ୍ ବସିଲା। ଯଦି ଆରମ୍ଭରୁ ଆକ୍ସନ ନେଇଥାନ୍ତା, ତେବେ […]