ରାଜ୍ୟରେ ଜାରି ରହିଛି ଶୀତ ପ୍ରବାହ । ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବ ନାହିଁ । ଗୋଟିଏ ଦୁଇଟି ସହରର ତାପମାତ୍ରା ଏପାଖ ସେପାଖ ହୋଇପାରେ ।ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟକୁ କୁହୁଡ଼ି ଆଚ୍ଛାଦିତ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ପ୍ରଫେସର ପଶୁପାଳକ କହିଛନ୍ତି, ଆସନ୍ତା ଦୁଇ ସପ୍ତାହ ଶୀତ ପ୍ରଭାବରେ ବଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ନାହିଁ । ସମ୍ଭବତଃ […]
ମହାଙ୍ଗା ପଡ଼ିଲା ଦଳୀୟ ନେତୃତ୍ବକୁ ଚ୍ୟାଲେଞ୍ଜ। କଂଗ୍ରେସରୁ ବିଦା ହେଲେ ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ମହମ୍ମଦ ମୋକିମ୍ । ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ଅଡୁଆରେ ପଡ଼ିଲେ ।ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଥିବା ଓପିସିସି ପକ୍ଷରୁ ସୂଚନା ଦିଆଯାଇଛି । ମହମ୍ମଦ ମୋକିମଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି । ପିସିସି ସଭାପତି ଭକ୍ତ ଦାସଙ୍କ ସହ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଜାତୀୟ କଂଗ୍ରେସ […]
ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା […]
ନୟାଗଡ଼,(ଓଡ଼ିଶା ଦର୍ପଣ): ବିଶ୍ୱବିଶ୍ରୁତ ନଭବିଜ୍ଞାନୀ ମହାମହୋପଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ଓରଫ ପଠାଣି ସାମନ୍ତଙ୍କ ୧୯୧ତମ ଜନ୍ମସ୍ମାରକୀ ମହା ସମାରୋହରେ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ଥିବା ଯଦୁମଣି ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ଯୋଗଦାନ କରିଥିବା ବେଳେ ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ଏବଂ ଶ୍ରୀ ଜଗନ୍ନାଥ ସଂସ୍କୃତି ଗବେଷକ […]
ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]
ନୟାଗଡ଼,(ଓଡ଼ିଶା ଦର୍ପଣ):ବିଶ୍ୱବିଶ୍ରୁତ ନଭବିଜ୍ଞାନୀ ମହାମହୋପଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ଓରଫ ପଠାଣି ସାମନ୍ତଙ୍କ ୧୯୧ତମ ଜୟନ୍ତୀ ଉପଲକ୍ଷେ ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ଏବଂ ପଠାଣି ସାମନ୍ତ ଜନ୍ମଜୟନ୍ତୀ କମିଟି ପକ୍ଷରୁ ଆଜି ପୂର୍ବାହ୍ନରେ ଧୂପ,ପୁଷ୍ପ ଏବଂ ମାଲ୍ୟାର୍ପଣ କରାଯାଇ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା କ୍ରୀଡ଼ା ଅଧିକାରୀ ସୁଜାତା ସାହୁ ,ପଠାଣି ସାମନ୍ତ ଜୟନ୍ତୀ କମିଟି ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକ,ଉପ ସଭାପତି […]
ଓଡ଼ିଶାରେ ବଲିଉଡ୍ ଷ୍ଟାର ଅକ୍ଷୟ କୁମାର । ଶନିବାର ସନ୍ଧ୍ୟାରେ ଅକ୍ଷୟ କୁମାର ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି । ବିମାନବନ୍ଦର ବାହାରେ ପ୍ରଶଂସକଙ୍କୁ ହାତ ହଲାଇ ସମ୍ବୋଧିତ କରିବା ସହ ସମସ୍ତଙ୍କୁ ନମସ୍କାର କରିଛନ୍ତି ‘ଖିଲାଡ଼ି’ କୁମାର’ । ପରେ କଟକର cda ରେ ଥିବା ଏକ ଘରୋଇ କାର୍ଯ୍ୟକ୍ରମରେ ମଧ୍ୟ ଯିବାର ପ୍ଲାନ ରହିଛି । ବଲିଉଡ ଅଭିନେତା ଅକ୍ଷୟ କୁମାରଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ବଳୟ ଭିତରେ ସ୍ୱତନ୍ତ୍ର […]
ଗତ ୧୨ ତାରିଖ ଦିନ ଭୁବନେଶ୍ଵରର ସତ୍ୟ ବିହାର ଅଞ୍ଚଳର ପଳାସୁଣିରେ ‘ନୋ ଲିମିଟ୍ ଏୟାର’ ନାମକ ଏକ ରେଷ୍ଟୁରାଣ୍ଟରେ ଭୋର ସମୟରେ ଅଗ୍ନିକାଣ୍ଡ ଘଟିଥିଲା । ଉକ୍ତ ରେଷ୍ଟୁରାଣ୍ଟର କୌଣସି ମଦ ଅନ୍ ସପ୍ (ବାର) ଲାଇସେନ୍ସ ନ ଥିଲା, କିମ୍ବା ଏହା ପାଇଁ ଅବକାରୀ ବିଭାଗକୁ ଆବେଦନ କରିନଥିଲା । ଏକ ମାସ ପୂର୍ବେ ଅବକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଏକ ଦଳ ରେଷ୍ଟୁରାଣ୍ଟ ଏକ ବେଆଇନ ମଦ ବାର୍ ଚଳାଉଥିବା ଅଭିଯୋଗ ଉପରେ […]
ରାୟଗଡ଼ା ତା ୧୩/୧୨ ରାୟଗଡ଼ ଜିଲ୍ଲା ସଦର ବ୍ଲକ ପିତାମହଲ ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟ ସଭାଗୃହ ଠାରେ ଆଜି ଆନ୍ତର୍ଜାତିକ ମାନବିଧିକାର ରକ୍ଷକ ଶାଖା ରାୟଗଡ଼ ପକ୍ଷରୁ ପଞ୍ଚମ ବାର୍ଷିକୋତ୍ସବ ଶାନ୍ତିଶୃଙ୍ଖଳାର ସହ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ମାନସ ରଞ୍ଜନ ରଥ ଓ ଉପଦେଷ୍ଟା ବରିଷ୍ଟ ଆଇନଜୀବି ଅରୁଣ କୁମାର ଲେଙ୍କାଙ୍କ ନେତୃତ୍ବରେ ଆୟୋଜିତ ସମାରୋହ କାର୍ଯ୍ୟକ୍ରମରେ ଉତ୍କଳ ଆଲୁମିନା ଲୋକସମ୍ପର୍କ ଅଧିକାରି ପିତାମ୍ବର ବେହେରା ମୂଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ […]
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ଦ୍ଧିତ ଦରମାକୁ ଗରିବଙ୍କୁ ଦାନ କରିବେ ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ନବୀନ ଲେଖିଛନ୍ତି ଯେ ଗରିବ ଲୋକଙ୍କ ବିକାଶ ପାଇଁ ଖର୍ଚ୍ଚ ହେଉ ମୋ ଟଙ୍କା।ମୁଁ ଓଡ଼ିଶାବାସୀଙ୍କ ପ୍ରତି, ମୋ ପ୍ରତି ଏବଂ ମୋ ସ୍ୱର୍ଗତ ପିତା ବିଜୁ ପଟ୍ଟନାୟକଙ୍କ ପ୍ରତି ସେମାନଙ୍କର ପ୍ରେମ ପାଇଁ ଅତ୍ୟନ୍ତ ଋଣୀ। ୨୦୧୫ ମସିହାରେ ଆମ ପରିବାର କଟକରେ ଥିବା ପୈତୃକ ସମ୍ପତ୍ତି […]
ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ପୁଆଣିଆଁ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିକୋଣୀୟ ପ୍ରେମ ଏବଂ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି |ଜଣେ ସ୍ତ୍ରୀ ନିଜ ସ୍ୱାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ଉକ୍ତ ଗାଁର ଆଲୋକ ମହାପାତ୍ର।ଶୋଇଥିବା ବେଳେ ସ୍ଵାମୀର ତଣ୍ଟି ଚିପି ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ ହୋଇଛି ।ସ୍ଥାନୀୟ ଲୋକଙ୍କ ଅନୁସାରେ, ଦମ୍ପତିଙ୍କ ମଧ୍ୟରେ ପ୍ରାୟ ସମୟ କଳହ ହୋଇଥାଏ […]
ମହାନ ଜ୍ୟୋତିର୍ବିଜ୍ଞାନୀ ତଥା ସିଦ୍ଧାନ୍ତ ଦର୍ପଣର ରଚୟିତା ମହାମହୋପାଧ୍ୟାୟ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ରଙ୍କ ଜୟନ୍ତୀ। ୧୮୩୫ ମସିହା ଡିସେମ୍ବର ୧୩ତାରିଖରେ ନୟାଗଡ଼ର ଖଣ୍ଡପଡ଼ା ରାଜବଂଶରେ ପଠାଣି ସାମନ୍ତ ଜନ୍ମଗ୍ରହଣ କରିଥିଲେ । ଖଣ୍ଡପଡ଼ା ନିକଟସ୍ଥ ଖୁଣ୍ଟୁପଡ଼ା ଗ୍ରାମସ୍ଥିତ ମହାଦେବ ଚନ୍ଦ୍ରଶେଖରଙ୍କ ପ୍ରସାଦରୁ ସେ ଜନ୍ମନେଇଥିବା ବିଶ୍ୱାସ କରି ପିତାମାତା ତାଙ୍କର ନାମ ଚନ୍ଦ୍ରଶେଖର ରଖିଥିଲେ । ତାଙ୍କ ଆଗରୁ ଦୁଇଟି ଝିଅ ଓ ଗୋଟିଏ ପୁଅ ମରିଯାଇଥିବାରୁ ସେମାନେ ତାଙ୍କର ଅପର୍ତ୍ତ୍ୟାଣି ନାମ ପଠାଣି ରଖିଥିଲେ […]
