author

ଆସନ୍ତା ୧୪ ତାରିଖରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ରବିବାର ଓଡିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି । କଟକ ସହିଦ ଭବନରେ ହେବାକୁ ଥିବା ଆଲୋଚନା ଚକ୍ରରେ ଯୋଗଦେବେ । ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜନ ହେବ ଆଲୋଚନା ଚକ୍ର ।କଟକ ଶହୀଦ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ମୁଖ୍ୟ ବକ୍ତା, ଆଡଭୋକେଟ ଜେନେରାଲ ବରିଷ୍ଠ ଆଇନଜୀବୀ […]

ଭିଜିଲାନ୍ସ ଅଫିସର କହି ଓଏଏସ ଅଫିସରଙ୍କ ଠାରୁ ୪ ଲକ୍ଷ ଟଙ୍କା ଠକେଇ

ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଉଭୟ ଜଣେ ଓଏଏସ୍‌ ଅଧିକାରୀଙ୍କଠାରୁ ୪ ଲକ୍ଷ ଟଙ୍କା ଠକି ନେଉଥିବାବେଳେ ଗିରଫ କରାଯାଇଛି। ଅଭିଯୁକ୍ତ ଦୁଇ ଜଣକ ସୁବର୍ଣ୍ଣପୁରର ଗଣେଶ ନନ୍ଦ ଏବଂ ପ୍ରଦୀପ ପଣ୍ଡା ବୋଲି ଜଣାପଡିଛି। ଗତକାଲି ଓଡ଼ିଶା ଭିଜିଲାନ୍ସ ଓ ରାଉରକେଲା ପୋଲିସର ମିଳିତ ଟିମ ଠକେଇ ଓ ଧମକ ଦେଇ ଟଙ୍କା ଆଦାୟ ଅଭିଯୋଗରେ ବୀରମହାରାଜପୁରରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏନେଇ ବଣେଇ […]

ଏମ୍‌ଭି-୨୬ ହିଂସା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି ଏମଭି-୨୬ ହିଂସା ଘଟଣା , ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ । କେଭି ସିଂହଦେଓଙ୍କ ସହିତ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରିପୋର୍ଟ ଦେଇଛନ୍ତି । ଗତକାଲି ମାଲକାନଗିରି ଗସ୍ତରେ ଯାଇଥିଲେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ଦୁଇ ଗୋଷ୍ଠୀ ସହ ଆଲୋଚନା କରିଥିଲେ । ଏବେ ଗ୍ରାଉଣ୍ଡ ଜିରୋରେ ସ୍ଥିତି ଅନୁଧ୍ୟାନ କଲେ ଦକ୍ଷିଣାଞ୍ଚଳ ଆରଡିସି […]

ମହିଳାଙ୍କ ସୁରକ୍ଷା ନେଇ ରାଜ୍ୟପାଳଙ୍କୁ ଭେଟିଲେ ବିଜେଡି ଟିମ୍

ରାଜ୍ୟରେ ବଢୁଛି ନାରୀ ନିର୍ଯାତନା। ବିଜେପି ଶାସନ କ୍ଷମତା ଆସିବା ପରଠାରୁ ପ୍ରତିଦିନ ଘଟିଚାଲିଛି ଅମାନବୀୟ ଘଟଣା। ହେଲେ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି । ଆଜି ଏହି ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଭେଟିଛି ବିଜେଡି ଟିମ। ମହିଳାଙ୍କ ଉପରେ ବଢୁଥିବା ଅତ୍ୟାଚାର ସମ୍ପର୍କରେ ରାଜ୍ୟପାଳଙ୍କୁ ଦଳ ଅବଗତ କରାଇଛି । ଅନ୍ୟପଟେ ମାଲକାନଗିରିରେ ଦେଖାଦେଇଥିବା ହିଂସାତ୍ମକ ଘଟଣାର ଅନୁଧ୍ୟାନ ପାଇଁ ଯିବ ବିଜେଡି ପ୍ରତିନିଧିଦଳ । ଏହି ପ୍ରତିନିଧି ଦଳରେ ଜିଲ୍ଲା ସଭାପତି ମାନସ ମାଡ଼କାମୀ, ବରିଷ୍ଠ ନେତା […]

ଦିଲ୍ଲୀରେ ବଢ଼ିଲା ଜିଲ୍ଲା ସଂଖ୍ୟା : ଏବେ ୧୧ ନୁହେଁ ୧୩ ଜିଲ୍ଲା

ଦିଲ୍ଲୀର ଅନେକ ଲୋକଙ୍କ ଠିକଣା ଏବେ ବଦଳିବାକୁ ଯାଉଛି । କାହିଁକି ନା ଦିଲ୍ଲୀରେ ଏବେ ଆଉ ୧୧ ଜିଲ୍ଲା ନୁହେଁ ବରଂ ରହିବ ୧୩ ଜିଲ୍ଲା । ଏହା ବ୍ୟତୀତ, ରାଜସ୍ୱ ଜିଲ୍ଲା ଏବଂ ନଗର ନିଗମର ସୀମା ଏବେ ସ୍ଥିର ରହିବ । ଦିଲ୍ଲୀରେ ଜିଲ୍ଲା ସଂଖ୍ୟା ବୃଦ୍ଧି ନିଷ୍ପତ୍ତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା କହିଛନ୍ତି ଯେ ଏହା ଶାସନକୁ ଆହୁରି ସୁଗମ କରିବ। ଦିଲ୍ଲୀରେ ଯୋଡ଼ା ଯାଇଥିବା ତିନୋଟି ନୂଆ ଜିଲ୍ଲା […]

ଆସନ୍ତା ୧୮ ଯାଏଁ ରାଜ୍ୟରେ ଶୀତ ଲହରିର ସମ୍ଭାବନା ଅଧିକ

ରାଜ୍ୟରେ ଆଉ ସପ୍ତାହେ ଯାଏଁ ଶୀତରୁ ନାହିଁ ନିସ୍ତାର । ରାଜ୍ୟର ଅନେକ ସ୍ଥାନରେ ତଳ ମୁହାଁ ରହିପାରେ ପାରଦ । ଏନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଏଥିପାଇଁ ୯ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି ଜାରି ରହିଥିବା ବେଳେ ଆସନ୍ତା ଦୁଇ ଦିନ ଯାଏଁ ପ୍ରବଳ ଶୀତ ଅନୁଭୂତ ହେବ । ଏହାପରେ ଗୋଟିଏ […]

ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ

ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାରା ବିଶ୍ବରେ ତାଙ୍କର ଅନେକ ପ୍ରଶଂସକ ରହିଛନ୍ତି । ତାଙ୍କ କାହାଣୀ ଅନେକ ଲୋକଙ୍କୁ ପ୍ରେରିତ କରିଛି । ୭୫ ବର୍ଷ ବୟସରେ ପାଦ ଦେଇଛନ୍ତି ଥାଲାଇଭା । ତେବେ ତାଙ୍କ ଜନ୍ମଦିନରେ ଶହଶହ ଫ୍ୟାନ୍ସଙ୍କର ଶୁଭେଚ୍ଛାର ସୁଅ ଛୁଟୁଛି ।ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଏଥିସହ ଏକ୍ସରେ ପୋଷ୍ଟ କରି ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା କରିଛନ୍ତି । […]

ରାଜଧାନୀରେ ୧୧ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଅଞ୍ଚଳର ନାବାଳିକା ଜଣକ ବାପା-ମା’ଙ୍କ ସହ ଭୁବନେଶ୍ବରରେ ରୁହନ୍ତି । ପ୍ରଥମେ ଗତ ୪ ତାରିଖରେ ସ୍ଥାନୀୟ ଅଞ୍ଚଳର ଜଣେ ପାନ ଦୋକାନୀ ନାବାଳିକାକୁ ଏକୁଟିଆ ପାଇ ଦୁଷ୍କର୍ମ ଉଦ୍ୟମ କରିଥିଲା । ତେବେ ନାବାଳିକା ପାଟି କରିବାରୁ ଖସି ପଳାଇଥିଲା । ବୁଧବାର ପୁଣିଥରେ ନାବାଳିକା ଏକୁଟିଆ ଘରେ ଥିବାର ସୁଯୋଗ ନେଇ […]

ବଳଦ ଖାଇଦେବାରୁ ବାଘକୁ ବିଷ

ସୁନ୍ଦରଗଡ଼ ଜିଲ୍ଲା ବଣାଇଁ ବନ ବିଭାଗର ତାମରା ରେଞ୍ଜ କୁସୁମଡିହି ସଂରକ୍ଷିତ ଜଙ୍ଗଲରେ ଏକ କଲରାପତରିଆ ବାଘୁଣୀର ମୃତ୍ୟୁ ହୋଇଥିବାର ଖବର ମିଳିଛି। ମୃତ ବାଘୁଣୀର ବୟସ ପ୍ରାୟ ୧୨ ବର୍ଷ ବୋଲି ଜଣାଯାଇଛି। କିଛି ଦିନ ତଳେ ବାଘ ଆକ୍ରମଣରେ ଏକ ବଳଦର ମୃତ୍ୟୁ ହୋଇଥିଲା । ତେବେ ଏହି ମୃତ ବଳଦ ଦେହରେ କେହି ଦୁର୍ବୃତ୍ତ ବିଷ ମିଶାଇଦେଇଥିଲେ ।ଏହି ବିଷାକ୍ତ ମାଂସ ଖାଇ ବାଘର ମୃତ୍ୟୁ ହୋଇଥିବା ତଦନ୍ତରୁ ଜଣାପଡ଼ିଛି । ତେବେ […]

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍‌ (ଓସିଏସ)ର ମୁଖ୍ୟ ଲିଖିତ ପରୀକ୍ଷା ଆସନ୍ତାବର୍ଷ ଜାନୁଆରୀ ୩୧ ଠାରୁ ଆରମ୍ଭ ହୋଇ ଫେବୃଆରୀ ୧୦ ଯାଏଁ ଚାଲିବ। ପୂବାହ୍ଣ ୯ଟାରୁ ମଧ୍ୟାହ୍ନ ୧୨ଟା ଏବଂ ଅପରାହ୍ଣ ୨ଟାରୁ ସନ୍ଧ୍ୟା ୫ଟା ଯାଏଁ ଦୁଇଟି ସିଟିଂରେ ପରୀକ୍ଷା କରାଯିବ। ପ୍ରତି ବିଷୟର ପରୀକ୍ଷା ଗୋଟିଏ ଦିନ ବ୍ୟବଧାନରେ ହେବ। ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କୁ ଅତିରିକ୍ତ ଏକ ଘଣ୍ଟ ସମୟ ମିଳିବ। ତେବେ ପରୀକ୍ଷାର୍ଥୀ ପରୀକ୍ଷାର ୭ଦିନ […]

ପରଲୋକରେ ପୂର୍ବ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲ

କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ ହୋଇଛି । 91 ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଆଜି ସକାଳ 6ଟା 30 ସମୟରେ ଲାତୁରର ଦେବରରେ ପରଲୋକ ହୋଇଥିବା ଜଣାପଡିଛି ।ଶିବରାଜ ପାଟିଲ ଚାକୁରକର ଲୋକସଭାର ବାଚସ୍ପତି ଥିଲେ ଏବଂ ଅନେକ କେନ୍ଦ୍ର ମନ୍ତ୍ରୀ ପଦରେ ରହିଥିଲେ । ତାଙ୍କ ରାଜନୈତିକ କ୍ୟାରିୟର ସମୟରେ, ସେ ଦେଶ ପାଇଁ ଅନେକ ମର୍ଯ୍ୟାଦାଜନକ ପଦବୀରେ ରହିଥିଲେ […]

ଆଜିର ରାଶିଫଳ(୧୨ ଡିସେମ୍ବର, ୨୦୨୫)

ମେଷଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି […]