author

ପିଆଜ, ରସୁଣ ଭାଙ୍ଗିଦେଲା ଘରସଂସାର; କୋର୍ଟରେ ହେଲା ବିବାହ ବିଚ୍ଛେଦ

ଗୁଜରାଟ ହାଇକୋର୍ଟରେ ଏକ ଅଜବ ବିବାବ ବିଚ୍ଛେଦ ମାମଲା ସାମ୍ନାକୁ ଆସିଛି । ପତି-ପତ୍ନୀଙ୍କ ମଧ୍ୟରେ ଫାଟ ସୃଷ୍ଟି କଲା ପିଆଜ, ରସୁଣ । ବିବାହର ୨୨ ବର୍ଷ ପରେ ଗୁଜରାଟର ଏକ ଦମ୍ପତି ସମ୍ପର୍କ ତୁଟାଇ ପରସ୍ପରଠାରୁ ଅଲଗା ହୋଇଛନ୍ତି।ମହିଳା ଜଣକ ସ୍ବାମୀନାରାୟଣ ଦୀକ୍ଷା ନେଇଥିବାରୁ ପିଆଜ, ରସୁଣ ଖାଇବାକୁ ମନା କରିଦେଇଥିଲେ। ଏହି ବିବାଦ ଏପରି ଘନେଇଲା ଯେ, ମାମଲା ଅଦାଲତକୁ ଯାଇଥିଲା। ଗୁଜରାଟ ହାଇକୋର୍ଟ ଫାମିଲି କୋର୍ଟ ରାୟକୁ ବଳବତ୍ତର ରଖି ବିଚ୍ଛେଦ […]

ଆସନ୍ତା ୧୭ରେ ଓଟିଇଟି ପରୀକ୍ଷା

ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି।ଆସନ୍ତା ୧୪ ତାରିଖରୁ ଡିଜି ଲକରରେ ପ୍ରଶ୍ନପତ୍ର ଓ ଓଏମଆର ସିଟ ପଠାଯିବ। ୩୦ଟି ଜିଲ୍ଲା ପାଇଁ ୩୯ଟି ରୁଟରେ ଆର୍ମ ପୋଲିସ ସହିତ ପ୍ରଶ୍ନପତ୍ର ପଠାଯିବ।ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି […]

ଏସଆଇ ସ୍କାମ୍‌: ସିବିଆଇ ରିମାଣ୍ଡରେ ୪ ଅଭିଯୁକ୍ତ

ସବ ଇନ୍ସପେକ୍ଟର ଚାକିରୀ କେଳେଙ୍କାରୀ ଘଟଣା। ୨ ଦିନିଆ ରିମାଣ୍ଡରେ ୪ ଅଭିଯୁକ୍ତ । ମାଷ୍ଟରମାଇଣ୍ଡ ମୁନା ମହାନ୍ତି, ଶ୍ରୀକାନ୍ତ ମହାରଣା, ଟି ଅଭିମନ୍ୟୁ ଦୋରା ଓ ପ୍ରିୟଦର୍ଶିନୀ ସାମଲଙ୍କୁ ରିମାଣ୍ଡରେ ନେଇଛି ସିବିଆଇ । ଦିନ ପ୍ରାୟ ୧୨ ଟା ସମୟରେ ଝାରପଡା ଜେଲରୁ ସେମାନଙ୍କୁ ସିଧାସଳଖ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା । ଏମାନଙ୍କୁ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ସିବିଆଇ ପକ୍ଷରୁ ସ୍ୱତନ୍ତ୍ର କୋର୍ଟରେ ଆବେଦନ କରାଯାଇଥିଲା । […]

ଦିଲ୍ଲୀକୁ ସୁରକ୍ଷା ଦେବ ସ୍ୱଦେଶୀ ଡ୍ରୋନ୍-ଯୁଦ୍ଧ ବିମାନ

ରାଜଧାନୀ ଦିଲ୍ଲୀ-ଏନ୍‌ସିଆର୍‌କୁ କ୍ଷେପଣାସ୍ତ୍ର, ଡ୍ରୋନ୍ ଓ ଯୁଦ୍ଧ ବିମାନ ଆକ୍ରମଣ ଭଳି ବିପଦରୁ ରକ୍ଷା କରିବା ପାଇଁ ଭାରତ ବର୍ତ୍ତମାନ ନିଜର ବହୁସ୍ତରୀୟ ବାୟୁ ପ୍ରତିରକ୍ଷା ବ୍ୟବସ୍ଥା ନିୟୋଜିତ କରିବାକୁ ଯାଉଛି।ବରିଷ୍ଠ ପ୍ରତିରକ୍ଷା ଅଧିକାରୀଙ୍କ ସୂଚନା ଅନୁସାରେ, ନୂଆ ଇଣ୍ଟିଗ୍ରେଟେଡ୍ ଏୟାର ଡିଫେନ୍ସ ୱିପନ୍ ସିଷ୍ଟମ (ଆଇଏଡିଡବ୍ଲ୍ୟୁଏସ୍) ସମ୍ପୂର୍ଣ୍ଣ ଭାବେ ସ୍ୱଦେଶୀ ଅସ୍ତ୍ରଶସ୍ତ୍ରରେ ପ୍ରସ୍ତୁତ ହେବ। ଏହି ସିଷ୍ଟମର ବଡ଼ ଭାଗରେ ଡିଆର୍‌ଡିଓ ଦ୍ୱାରା ବିକଶିତ କ୍ୟୁଆର୍‌ଏସ୍ଏଏମ୍ ମିସାଇଲ ଏବଂ ଭିଏସ୍ଏଚ୍ଓଆର୍‌ଏଡିଏସ୍ ରହିବ । ଏଥିସହ ବହୁ […]

ମୋଦୀଙ୍କ ଉତ୍ତରାଧିକାରୀ କିଏ? RSS ମୁଖ୍ୟ ମୋହନ ଭାଗବତ କଣ କହିଲେ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରେ କିଏ ତାଙ୍କ ଉତ୍ତରାଧିକାରୀ ହେବେ ବୋଲି ପ୍ରଶ୍ନରେ ଆରଏସଏସ ମୁଖ୍ୟ ମୋହନ ଭାଗବତ କହିଛନ୍ତି ଯେ, ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ସମ୍ପର୍କରେ ବିଚାର ବିମର୍ଶ ଏବଂ ନିଷ୍ପତ୍ତି କେବଳ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ନରେନ୍ଦ୍ର ମୋଦିଙ୍କ ପାଖରେ ରହିବ।ତେଣୁ, ଏ ବିଷୟରେ ମୋର କିଛି ବି କହିବାର ନାହିଁ। ମୁଁ କେବଳ ତାଙ୍କୁ ଶୁଭକାମନା ଜଣାଇପାରିବି, ଆଉ କିଛି ନୁହେଁ ।ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ଶତବାର୍ଷିକୀ ସମାରୋହରେ […]

ପିଏଚଡି ପାଇପ ଫାଟିଯିବାରୁ ପ୍ରାୟ ୭୦୦ ବସ୍ତା ଧାନ ପାଣିରେ ଭିଜି ନଷ୍ଟ

ପିଏଚ୍‌ଡି ପାଇପ ଫାଟିବାରୁ ୭୦୦ ଶହ ବସ୍ତା ଧାନ ଓଦା ହୋଇ ନଷ୍ଟ ହୋଇଯାଇଛି । ସମ୍ବଲପୁର ଭତରାର ହସ୍ପିଟାଲ ରୋଡ ପାଖ ଖଳାରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।ସମ୍ବଲପୁର ଭତରା ହସ୍ପିଟାଲ ରୋଡ ପାଖ ଖଳାରେ ଥିବା ଚାଷୀ କୁବେର ଭୁକ୍ତାଙ୍କ ଖଳାରେ ଏଭଳି ଘଟଣା ଘଟିଛି ।ଗତକାଲି ରାତି ୧୦ଟାରୁ ପାଇପ ଫାଟି ପାଣି ଲିକେଜ ହୋଇ ପ୍ରାୟ ୭ଲକ୍ଷ ଟଙ୍କାର ଧାନ ନଷ୍ଟ ହୋଇଯାଇଛି । ଏବେ ଭିଜା ଧାନକୁ ନେଇ […]

ରୋଗୀଙ୍କୁ ଦେଲେନି, ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ

ସ୍ବାସ୍ଥ୍ୟ ସେବାର ବିକଳ ଚିତ୍ର । ରୋଗୀଙ୍କୁ ଦେଲେନି, ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ ।ବାଲେଶ୍ଵର ରେମୁଣା ବ୍ଲକ ଶ୍ରୀଜଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ମାତ୍ର କିଛି ଦୂରରେ ତୁଣ୍ଡରା ରାସ୍ତାପାର୍ଶ୍ବରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ରାସ୍ତାପାଖ ଅଳିଆ ଗଦାରେ ପଡିଛି ଅବଧି ସରିନଥିବା ଔଷଧ । ଗୋଟିଏ କି ୨ ପ୍ୟାକେଟ ନୁହେଁ ଶହ ଶହ ପ୍ୟାକେଟ ସରକାରୀ ଆଇରନ ଓ ଫଲିକ ଏସିଡ ମେଡିସିନ ପଡିରହିଛି ।ଏସବୁ ରୋଗୀମାନଙ୍କୁ ମାଗଣା […]

ସକାଳେ ଖାଲି ପେଟରେ ପିଅନ୍ତୁ ଗରମ ପାଣି ! ଏହିସବୁ ରୋଗରୁ ମିଳିବ ମୁକ୍ତି

ଶୀତଦିନେ ଉଷୁମ ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ କୌଣସି ଔଷଧଠାରୁ କମ୍ ନୁହେଁ । ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ସକାଳେ ସର୍ବଦା ଉଷୁମ କିମ୍ବା ଗରମ ପାଣି ପିଇବାକୁ ପରାମର୍ଶ ଦିଅନ୍ତି । ଯଦି ଆପଣ ପ୍ରତିଦିନ ସକାଳେ ଉଠି ଗରମ ପାଣି ପିଅନ୍ତି, ତେବେ ଆପଣଙ୍କ ବଡି ଡିଟକ୍ସିଫିକେସନ୍ ହୋଇଥାଏ । ଗରମ ପାଣି ଲସିକା ପ୍ରଣାଳୀକୁ ଆକ୍ଟିଭ କରିଥାଏ ଏବଂ ଶରୀରରେ ଥିବା ବିଷାକ୍ତ ପଦାର୍ଥକୁ ବାହାର କରିବା ପାଇଁ କାମ କରିଥାଏ । ସକାଳେ […]

କମ୍ପାନୀର ଭୁଲ ପାଇଁ କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା

ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରିଥିଲା। ଅଧ୍ୟକ୍ଷ ବିକ୍ରମ ସିଂହ ମେହେଟା କମ୍ପାନୀର ଭୁଲକୁ ସ୍ୱୀକାର କରିଥିଲେ ଏବଂ କ୍ଷମା ପ୍ରାର୍ଥନା କରିଥିଲେ। ସେ କହିଥିଲେ ଯେ ଇଣ୍ଡିଗୋ ବିମାନଗୁଡ଼ିକ ଏବେ ସ୍ୱାଭାବିକ ହୋଇଛି, ପ୍ରତିଦିନ ୧୯୦୦ ରୁ ଅଧିକ ବିମାନ ଚଳାଚଳ କରୁଛି ଏବଂ ସମୟ ଅନୁଯାୟୀ କାର୍ଯ୍ୟଦକ୍ଷତାରେ ଉନ୍ନତି ହେଉଛି। ଅନ୍ୟପଟେ ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା […]

୧୦ ଲକ୍ଷ ଡଲାରରେ ଆମେରିକୀୟ ନାଗରିକତା-ଟ୍ରମ୍ପଙ୍କ ବଡ଼ ଘୋଷଣା

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବୁଧବାର ଦିନ ଘୋଷଣା କରିଛନ୍ତି ଯେ, ତାଙ୍କର ବହୁ ପ୍ରତୀକ୍ଷିତ “ଗୋଲ୍ଡ କାର୍ଡ” ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ଏହି ଯୋଜନା ଅନ୍ତର୍ଗତ, ଜଣେ ବ୍ୟକ୍ତି ୧୦ ଲକ୍ଷ ଡଲାରଦେଇ ଆଇନଗତ ସ୍ଥିତି ଏବଂ ଶେଷରେ ଆମେରିକୀୟ ନାଗରିକତା ପାଇପାରିବେ।ତେବେ କମ୍ପାନୀଗୁଡ଼ିକ ପାଇଁ ଆମେରିକା ଗୋଲ୍ଡ କାର୍ଡ ମୂଲ୍ୟ ୨ ମିଲିଅନ୍ ଡଲାର୍ ଧାର୍ଯ୍ୟ କରାଯାଇଛି । ଗତ ଫେବ୍ରୁଆରୀ ମାସରେ ରାଷ୍ଟ୍ରପତି ଟ୍ରମ୍ପ ଗୋଲ୍ଡ କାର୍ଡ ନାମରେ ଏକ ସ୍ପେଶାଲ୍ […]

ଆଜିର ରାଶିଫଳ(୧୧ ଡିସେମ୍ବର, ୨୦୨୫)

ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]

ଆନ୍ଧ୍ରରେ ୨ ପ୍ରଫେସରଙ୍କ ଦ୍ୱାରା ଓଡିଆ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ

ଓଡ଼ିଶାର ଜଣେ ୨୭ ବର୍ଷୀୟ ବିଏଡ୍ ଛାତ୍ରୀ ଯୌନ ନିର୍ଯାତନା, ଉତ୍ପୀଡ଼ନ ଏବଂ ବ୍ଲାକମେଲ୍ ଅଭିଯୋଗ କରିବା ପରେ ତିରୁପତି ପୋଲିସ ଜାତୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ (NSU)ର ଦୁଇ ଜଣ ସହକାରୀ ପ୍ରଫେସରଙ୍କୁ ଗିରଫ କରାଯାଇଛି।ଅଭିଯୋଗ ଅନୁସାରେ ଡାକ୍ତର ଲକ୍ଷ୍ମଣ କୁମାର ସମ୍ପୃକ୍ତ ଛାତ୍ରୀଙ୍କୁ ମାନସିକ ଭାବରେ ଭୟଭୀତ କରିଥିଲେ ଏବଂ ତାଙ୍କୁ ଯୌନ ଶୋଷଣ କରୁଥିଲେ। ଆଉ ଲୁଚିକି ଏହାର ଭିଡିଓ ବନେଇଥିଲେ ଦ୍ୱିତୀୟ ପ୍ରଫେସର। ଯାହାର ଏକ ଭିଡିଓ ମଧ୍ୟ ଭାଇରାଲ ହେଉଛି। ସେ […]