ମହିଳା ଭକ୍ତମାନଙ୍କ ପାଇଁ ବଡ଼ ପଦକ୍ଷେପ। ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ।ବିଶେଷକରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଓ ମା’ମାନଙ୍କ ପାଇଁ ବ୍ୟବସ୍ଥା କରାଯିବାକୁ ହୋଇଛି ନିଷ୍ପତି।ଏନେଇ ସ୍ୱତନ୍ତ୍ର ଗୃହ ସ୍ଥାପନ ପାଇଁ ସ୍ଥାନ ନିରୂପଣ କରାଯାଇଥିବା ସୂଚନା ଦିଆଯାଇଛି।ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ବିଦାୟୀ ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର ବକ୍ସି […]
ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ପହଂଚି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି । ଡିହାଇଡ୍ରେସନ କାରଣରୁ ରବିରାର ସଂଧ୍ୟାରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ନବୀନ ଭର୍ତ୍ତି ହୋଇଥିଲେ। ପ୍ରାୟ ୭୭ ଘଣ୍ଟା ପରେ ସୁସ୍ଥ ହୋଇ ସେ ନବୀନ ନିବାସ ଫେରିଛନ୍ତି। । […]
କୁକୁରମାନଙ୍କୁ ନେଇ ସୁପ୍ରିମ୍କୋର୍ଟଙ୍କ ସଂଶୋଧିତ ରାୟ ପରେ ମତ୍ସ୍ୟ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ପ୍ରତିକ୍ରିୟା ଦେଇଛନ୍ତି । ସୁପ୍ରିମ କୋର୍ଟଙ୍କ ନିର୍ଦେଶକୁ କଡାକଡି ପାଳନ କରିବ ବିଭାଗ । ମତ୍ସ ଓ ପ୍ରାଣୀ ସମ୍ପଦ ବିଭାଗ ବୁଲା କୁକୁରଙ୍କ ଗଣନା ମଧ୍ୟ କରିବ ।ବିଭାଗ ପକ୍ଷରୁ ବୁଲା କୁକୁରଙ୍କ ବନ୍ଧ୍ୟାକରଣ ଏବଂ ଟୀକାକାରଣ କରାଯିବ । ଏହାସହ ବୁଲା କୁକୁରଙ୍କୁ ବନ୍ଧ୍ୟାକରଣ କରି ଅଣାଯାଇଥିବା ସ୍ଥାନରେ ଛାଡି ଦିଆଯିବ । ଯେଉଁମାନେ ହିଂସ୍ର ଓ […]
ଏଥର ବର୍ଷାରେ ଭିଜିବ ଗଣେଶ ପୂଜା । ଗଣପତିଙ୍କ ଉତ୍ସବକୁ ନେଇ ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ପାଣିପାଗକୁ ନେଇ ବଡ ଖବର ସାମ୍ନାକୁ ଆସିଛି । ଯାହାକି ଚିନ୍ତା ବଢାଇଛି । ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ଆସିଥିବାରୁ ରାଜ୍ୟ ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ଆକଳନ କରିଛି ।ତେବେ ଚଳିତ ବର୍ଷ ଗଣେଶ ପୂଜା ୨୭ ତାରିଖରେ ପଡୁଛି । ପୂଜା ନେଇ ରାଜ୍ୟବାସୀ ଉତ୍ସାହିତ […]
ଟିକ୍ଟକ୍ ପୁଣି ଭାରତ ଫେରୁଥିବା ନେଇ ଚର୍ଚ୍ଚା ଉପରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟିକରଣ । ଏହି ଚୀନ ଭିଡିଓ ଆପର ୱେବସାଇଟ୍ ଖୋଲିବା ପରେ ପୁଣି ଭାରତକୁ ଟିକ୍ଟକ୍ ଫେରିବ ବୋଲି ଚର୍ଚ୍ଚା ଆଲୋଚନା ହେଉଥିଲା । କିନ୍ତୁ ସରକାର ଏଥିରେ ପୂର୍ଣ୍ଣଛେଦ ପକାଇଛନ୍ତି। ଭାରତ ସରକାର TikTok କୁ ଅନବ୍ଲକ୍ କରିବା ପାଇଁ କୌଣସି ଆଦେଶ ଜାରି କରିନାହାନ୍ତି । ଏପରି କୌଣସି ବିବୃତି କିମ୍ବା ଖବର ମିଛ ଓ ବିଭ୍ରାନ୍ତିକର । ୨୦୨୦ ମସିହାରେ […]
୩ଟି ବ୍ଲକର ୫୬ଟି ସ୍କୁଲକୁ କାରଣ ଦର୍ଶାଅ ନୋଟିସ ।ଅଗଷ୍ଟ -୧୫ରେ ପିଲାଙ୍କୁ ମିଡ ଡେ ମିଲ ଦେଇନଥିବାରୁ ନୋଟିସ କରାଯାଇଛି । ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକର ୩୩ଟି , ବୌଦ୍ଧ ବ୍ଲକର ୧୫ଟି, କଣ୍ଟାମାଳ ବ୍ଲକର ୮ଟି ସ୍କୁଲକୁ ଜାରି ହୋଇଛି ନୋଟିସ ।ସାତ ଦିନ ମଧ୍ୟରେ ବିଦ୍ୟାଳୟ ପରିଚାଳନା କମିଟି ଆଗରେ ୧୫ ତାରିଖର ମଧ୍ୟାହ୍ନ ଭୋଜନ ଛାତ୍ରଛାତ୍ରୀଙ୍କୁ ଦେବା ସହ ପ୍ରମାଣ ସ୍ୱରୂପ ଫଟୋ ଏବଂ ଭିଡିଓ ସହ ଉତ୍ତର ଦାଖଲ […]
ଗିରଫ ହେଲେ କଟକ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ (ସିଡିଏମ୍ଓ)ର ବରିଷ୍ଠ କିରାଣୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କିଶୋର ସାହାଣୀଙ୍କୁ ଗିରଫ କଲା ଭିଜିଲାନ୍ସ। ତାଙ୍କୁ ଆଜି କୋର୍ଟ ଚାଲାଣ କରାଯିବ। ଗତକାଲି କିଶୋର କୁମାର ସାହାଣୀଙ୍କର ଯୋବ୍ରା ନୂଆସାହିରେ ତିନିମହଲା ବାସଭବନ, ଚୌଦ୍ୱାର ପାଳସିଆସ୍ଥିତ ଅନ୍ୟ ଏକ ଘର ଓ କୁକୁଡ଼ା ଫାର୍ମ, କଟକସ୍ଥିତ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ, ତୁଳସୀପୁରସ୍ଥିତ ଶ୍ୱଶୁର ଘର ଓ କିଶୋରନଗର ଥାନା ଅନ୍ତର୍ଗତ ଉତ୍ତରକୂଳରେ ଅବସ୍ଥିତ ଶ୍ରୀ […]
ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ISRO) ଶୁକ୍ରବାର ଦିନ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିବା ଜାତୀୟ ମହାକାଶ ଦିବସ ସମାରୋହରେ ଭାରତୀୟ ସ୍ପେସ୍ ଷ୍ଟେସନ (BAS) ମଡ୍ୟୁଲର ଏକ ମଡେଲର ଶୁଭାରମ୍ଭ ହୋଇଛି। ୨୦୨୮ରେ ଭାରତ ତାର ପ୍ରଥମ ସ୍ପେସ୍ ଷ୍ଟେସନ ଲକ୍ଷ୍ୟ ରଖିଛି । ପରେ ଏହାକୁ ସଂପ୍ରସାରଣ କରାଯିବ। BAS-୧ ର ଓଜନ ରହିବ ପାଖାପାଖି ୧୦ ଟନ। ପୃଥିବୀ ୪୫୦ କିଲୋମିଟର ଉପରେ ରହି ପୃଥିବୀକୁ ପ୍ରଦକ୍ଷିଣ କରିବ। ଏଥିରେ ମାଇକ୍ରୋ ଗ୍ରାଭିଟି ରିସର୍ଚ୍ଚ, […]
ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଏନେଇ ସୂଚନା ଦେଇଛି ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗ ।ସୂଚନାରେ କୁହାଯାଇଛି ଯେ, ଆସନ୍ତା ସୋମବାର ଅଗଷ୍ଟ ୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣ ମାଧ୍ୟମ ଜରିଆରେ ଜଣାଇ ଦିଆଯିବ।
ଯୁକ୍ତ ୨ ପାଠ୍ୟକ୍ରମରେ ପରିବର୍ତ୍ତନ ହୋଇଛି । ଏଣିକି ବାଧ୍ୟତାମୂଳକ ଇଂରାଜୀରେ ‘ପରିବେଶ ଶିକ୍ଷା’ ୟୁନିଟ୍ ରହିବ ।ପରିବେଶ ଏବଂ ମୂଲ୍ୟବୋଧ ଶିକ୍ଷା ଉପରେ ଆସିବ ପ୍ରଶ୍ନ।୨୦୨୫-୨୬ ଶିକ୍ଷା ବର୍ଷର ଯୁକ୍ତ ୨ ଛାତ୍ରଛାତ୍ରୀ ଦେବେ ପରୀକ୍ଷା। ୨୦୨୬ ବୋର୍ଡ ପରୀକ୍ଷାରେ ଉଭୟ ବିଷୟରେ ପ୍ରଶ୍ନ ଆସିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଲଘୁଚାପ ପ୍ରଭାବରେ ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ୧୬.୪୪ମିମି ବର୍ଷା ରେକର୍ଡ କରାଯାଇଛି । ଦିନକ ମଧ୍ୟରେ ହୀରାକୁଦ ଜଳଭଣ୍ଡାରକୁ ଜଳପ୍ରବାହ ୯୦ ହଜାର କ୍ୟୁସେକ୍ରୁ ବୃଦ୍ଧି ପାଇ ଅଢ଼େଇ ଲକ୍ଷ କ୍ୟୁସେକ୍ ଟପିଲାଣି । ଏହାକୁ ଲକ୍ଷ୍ୟ କରି ଶନିବାର ପୂର୍ବାହ୍ଣ ୧୦ଟାରେ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସନ କରିବାକୁ ନିଷ୍ପତ୍ତି ହୋଇଛି । ପ୍ରାରମ୍ଭିକ ଭାବେ ୪ଟି ଗେଟ୍ ଖୋଲାଯିବାକୁ ଯୋଜନା ରହିଛି । ଆସନ୍ତା ୨୭ […]
ମେଷ: ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ। ବୃଷଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ […]
