ରାଜ୍ୟରେ ବିଦ୍ୟୁତ ବିଲ ବାକି ପଡିଛି ପ୍ରାୟ ୭ ହଜାର କୋଟି ଟଙ୍କା । ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେ ଉତ୍ତର ରଖି କହିଛନ୍ତି, ମୋଟ ୬ ହଜାର ୯୫୬ କଟି ୯୩ ଲକ୍ଷ ଟଙ୍କା ବିଦ୍ୟୁତ ବିଲ ବାକି ପଡିଛି । ସାଧାରଣ ଗ୍ରାହକଙ୍କ ଉପରେ ୬ ହଜାର ୫୫୮ କଟି ଟଙ୍କା ବିଲ ବାକି ହଇଛି । ଶିଳ୍ପ ଓ ବାଣିଜ୍ୟ ଗ୍ରାହକଙ୍କ ଉପରେ ୩୯୮ କୋଟି ୯୩ ଲକ୍ଷ ଟଙ୍କା […]
ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଇ-କେୱାସି ପ୍ରକ୍ରିୟା । ଇ-କେୱାସି ତର୍ଜମା ସମୟରେ ୬ ଲକ୍ଷ ୮୩ ହଜାର ୯୯୫ ମୃତ ବ୍ୟକ୍ତି ଚିହ୍ନଟ । ସେହିପରି ୩୩ ହଜାର ୧୨୮ ଅଯୋଗ୍ୟ ରାସନ କାର୍ଡ ବାତିଲ କରାଯାଇଛି, ଯାହାର ପରିବାର ସଦସ୍ୟଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର ୧୯୯ । ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରେ ୪୭୪୭ ଜାଲ୍ ରାସନ କାର୍ଡ ଧରାପଡିଛି । ଗତବର୍ଷ ଜୁନ୍ରୁ ୧୫ ଲକ୍ଷ ୩୩ ହଜାର […]
ମାପ ଓଜନରେ ସାଧାରଣ ଖାଉଟିକୁ ଠକୁଛନ୍ତି ବ୍ୟବସାୟୀ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସୂଚନା ଦେଇ କହିଛନ୍ତି ଯେ ଦୁଇ ବର୍ଷରେ ସାମ୍ନାକୁ ଆସିଲାଣି ୧୫୩ ମାମଲା । ୨ ବର୍ଷରେ ୩ ଲକ୍ଷ ୧୨ ହଜାର ୩୨୬ ଚଢାଉ ହୋଇଛି । ୧୦ ହଜାର ୭୫୬ ମାମଲା ରୁଜୁ ହୋଇଛି । କେବଳ ମାପ ଓ ଓଜନରେ ୧୫୩ ମାମଲା ଆସିଛି । […]
ନୟାଗଡ଼: ଦଶପଲ୍ଲା ଚଡ଼େୟାପଲ୍ଲୀ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ରହିଥିବା ବେଳେ ଗତ ୨୭ ତାରିଖ ପୂର୍ବାହ୍ଣରେ ପଙ୍କୁଆ–କଳସାଖମଣ ରାସ୍ତାର ଉଦୁଡ଼ା ନିକଟରୁ ପୋଖରୀଗୋଛା ପଞ୍ଚାୟତ ଚିନାପହଁରା ଗ୍ରାମର ହରି ଥାଟେଇ(୨୩)ଙ୍କ ମୃତଦେହ ଉଦ୍ଧାର ହେବା ସ୍ଥାନୀୟ ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରି ଦେଇଥିଲା। ହରି ବ୍ରହ୍ମପୁରର ଏକ ଏକାଡ଼େମିକରେ ରହି ସୈନ୍ୟ ବାହିନୀରେ ସାମିଲ ହେବାକୁ ନିଜକୁ ପ୍ରସ୍ତୁତ କରୁଥିବା ବେଳେ ଘରକୁ ଫରିବା ରାସ୍ତାରେ ହଠାତ୍ ମୃତଦେହ ପଡ଼ିବା ଘଟଣା ଯେକୈାଣସି ବ୍ୟକ୍ତିଙ୍କ ମନକୁ ସନ୍ଦେହ ଆଣିଥିଲା। […]
ଆଜି ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ’ । ଡିସେମ୍ବର ୩ ତାରିଖ ଆଜିର ଦିନରେ ବିଶ୍ୱବ୍ୟାପୀ ଉତ୍ସାହ ଓ ଉଦ୍ଦୀପନାର ସହ ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ’ ପାଳନ କରାଯାଉଛି ।ଜାତିସଂଘ ଆନୁକୂଲ୍ୟରେ ୧୯୯୨ ମସିହା ଡିସେମ୍ବର ୩ ତାରିଖକୁ ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ’ ଭାବରେ ପାଳନ କରାଯାଉଛି। ୧୯୮୧ ମସିହାକୁ ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ବର୍ଷ’ ଭାବେ ପାଳନ କରାଯାଇଥିଲା । ୧୯୭୬ ମସିହାରେ ଜାତିସଂଘ ଏହାକୁ ଭିନ୍ନକ୍ଷମ ବର୍ଷ ଭାବେ ଘୋଷିତ କରିଥିଲା ।ଅନ୍ୟପକ୍ଷରେ ଭିନ୍ନକ୍ଷମ ତଥା ଦିବ୍ୟାଙ୍ଗ […]
ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ଷଷ୍ଠ ଦିନ । ଗତ ୧୭ ମାସରେ ଜଳିଗଲାଣି ୪ ହଜାର ୬୦୯ ହେକ୍ଟର ଜଙ୍ଗଲ। ଗୃହରେ ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି । ଜୁଲାଇ ୨୦୨୪ରୁ ଆଜିଯାଏଁ ୪ ହଜାର ୬୦୯ ହେକ୍ଟର ଜଙ୍ଗଲ ନିଆଯଁରେ କ୍ଷତିଗ୍ରସ୍ତ ହୋଇଛି । ଗତ ୨ ବର୍ଷରେ ୫୬ ହଜାର ୮୮୦ ହେକ୍ଟର ଜଙ୍ଗଲ ଜମିରେ ଚାରାରୋପଣ କରାଯିବ।ଚାରାରୋପଣ ପାଇଁ ୪ କୋଟି […]
ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍ରେ ଭାରତ ଏବଂ ସାଉଥ୍ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍ ଅନୁଷ୍ଠିତ ହେବ। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।ସୁରକ୍ଷା ବ୍ୟବସ୍ଥାରେ ମୋଟ ୪୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯିବ । ଏଥର ଦଳାଚକଟା ନିୟନ୍ତ୍ରଣ ପାଇଁ ଜିକ୍ଜାକ୍ ଶୈଳୀରେ ବ୍ୟାରିକେଡ୍ ପ୍ରସ୍ତୁତ କରାଯାଉଥିବା ବେଳେ ଦ ୟୁନିଭର୍ସ ନିକଟରୁ ଧାଡ଼ି ଆରମ୍ଭ ହେବ । ୫ଟି କାଉଣ୍ଟରରେ ଟିକେଟ […]
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ସୂଚୀ । ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କୁ ମିଶାଇ ଫର୍ମ ପୂରଣ କରିଛନ୍ତି ୪ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ । ଚଳିତ ବର୍ଷ ବିଜ୍ଞାନରେ ୧ ଲକ୍ଷ ୬ ହଜାର ୩୪୪ ଛାତ୍ରଛାତ୍ରୀ ପଞ୍ଜୀକୃତ ହୋଇଥିବାବେଳେ କଳାରେ ୨ ଲକ୍ଷ ୩୯ ହଜାର ୫୬୧ ଓ ବାଣିଜ୍ୟରେ ୨୨,୮୮୦ ପଞ୍ଜୀକୃତ ହୋଇଛନ୍ତି। ଡିସେମ୍ୱର ୧୫ ତାରିଖ ସୁଦ୍ଧା ଆଡମିଟ କାର୍ଡ ମିଳିବ। ମିଳିଥିବା ସୂଚନା ମୁତାବକ […]
ମେଷ:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ। ମିଥୁନ: […]
ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କଥିତ ଅପମାନଜନକ ମନ୍ତବ୍ୟ ଦେଇ ମାମଲାର ସମ୍ମୁଖୀନ ହେବାର କିଛି ଦିନ ପରେ ବିଜୁ ଜନତା ଦଳ (ବିଜେଡି)ର ନେତା ମନ୍ମଥ ରାଉତରାୟ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଚରଣ ଓ ଉଚ୍ଚାରଣକୁ ନେଇ ମନ୍ମଥ ଆପତ୍ତି ଉଠାଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁସାରେ ଆଦିବାସୀ ଝିଅଙ୍କ ପ୍ରତି ଅରୁଚିକର ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଓ ଅପଶବ୍ଦ ମଧ୍ୟ ପ୍ରୟୋଗ କରିଛନ୍ତି। ସେସବୁ ଆଦିବାସୀ […]
କେରଳର ଇଡୁକ୍କି ଜିଲ୍ଲାର ମୁନ୍ନାର ପଞ୍ଚାୟତ ନିର୍ବାଚନରେ ଏଥର ଗୋଟିଏ ନାମ ସବୁଠାରୁ ଅଧିକ ଚର୍ଚ୍ଚାରେ ରହିଛି । ଏହି ନାଁ ରାଜ୍ୟ ଏବଂ ରାଜନୀତିରେ ରୁଚି ରଖୁଥିବା ଲୋକଙ୍କ ମଧ୍ୟରେ କୌତୁହଳ ସୃଷ୍ଟି କରିଛି । ଏହି ନାଁ ହେଉଛି ବିଜେପି ପ୍ରାର୍ଥୀ ସୋନିଆ ଗାନ୍ଧୀଙ୍କର । କେରଳର ସ୍ଥାନୀୟ ନିର୍ବାଚନରେ ମୁନ୍ନାରରୁ ସୋନିଆ ଗାନ୍ଧୀଙ୍କୁ ପ୍ରାର୍ଥୀ ଭାବେ ବିଜେପି ଆଶ୍ଚର୍ଯ୍ୟଜନକ ପରିସ୍ଥିତି ସୃଷ୍ଟି କରିଛି । ଏଲଡିଏଫ ଏବଂ ବିରୋଧୀ ଦଳ ୟୁଡିଏଫ ରାଜ୍ୟରେ […]
ସଞ୍ଚାର ସାଥୀ ଆପ୍କୁ ନେଇ ବିବାଦ ପରେ ମତ ବଦଳାଇଲେ କେନ୍ଦ୍ର ସରକାର । ୟୁଜର୍ସ ମାନେ ଚାହିଁଲେ ଏହି ଆପ୍କୁ ଫୋନରେ ବ୍ୟବହାର କରିପାରିବେ ନଚେତ ଡିଲିଟ କରିପାରିବେ, ଏହା କୌଣସି ପ୍ରକାର ବାଧ୍ୟତାମୂଳକ ଆପ୍ ନୁହଁ ବୋଲି କହିଛନ୍ତି କେନ୍ଦ୍ର ଯୋଗଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ । ଗୋପନୀୟତା ସମସ୍ୟାକୁ ନେଇ ପ୍ରଶ୍ନ ଉଠିବା ପରେ କେନ୍ଦ୍ରମନ୍ତ୍ରୀ ଏପରି ବୟାନ ଦେଇଛନ୍ତି ।ସାଇବର ସୁରକ୍ଷା ପାଇଁ କେନ୍ଦ୍ର ସରକାର ନୂତନ ହ୍ୟାଣ୍ଡସେଟରେ ସଞ୍ଚାର ସାଥୀ […]
