author

ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା: ଶିକ୍ଷକର କେବେ ଅବସର ନଥାଏ

ନୟାଗଡ଼,(ଓଡ଼ିଶା ଦର୍ପଣ): ଜଣେ ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ମୁନିସିପାଲିଟି ଅନ୍ତର୍ଗତ  ପଶ୍ଚିମ ଟାଉନ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରବାସିନୀ ମିଶ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠି ଏପରି ମତବ୍ୟକ୍ତ କରିଥିଲେ।  ଶ୍ରୀମତୀ ମିଶ୍ରଙ୍କର […]

ମହିଳା ଦୃଷ୍ଟିବାଧିତ ଟି-୨୦ ବିଶ୍ୱକପ୍ ୨୦୨୫ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଶ୍ରୀଲଙ୍କାର କଲମ୍ବୋ ଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପ୍ ରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି।ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ- ବାଲେଶ୍ୱରର ଫୁଲ ସୋରେନ, ମୟୂରଭଞ୍ଜର ପାର୍ବତୀ ମାର୍ଣ୍ଡି, ଯମୁନାରାଣୀ ଟୁଡୁ ଏବଂ ବାସନ୍ତୀ ହାଁସଦା ପ୍ରତିନିଧିତ୍ବ କରିଥିଲେ। ଆଜି ସେଠାରୁ ଫେରିବା ପରେ, ବିଶ୍ୱ ଚାମ୍ପିଅନମାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଜ ବାସଭବନ […]

ଶହେ ତମ ଜନ୍ମଦିନ ପୂର୍ବରୁ AIIMS-ଭୁବନେଶ୍ୱରକୁ ୩.୪ କୋଟି ଟଙ୍କା ଦାନ

ଆସନ୍ତା ଡିସେମ୍ବର ୫ ତାରିଖରେ ଶହେ ବର୍ଷରେ ପାଦ ଦେବା ପୂର୍ବରୁ ଓଡ଼ିଶାର ଜଣାଶୁଣା ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର କେ. ଲକ୍ଷ୍ମୀ ବାଇ ତାଙ୍କ ଜୀବନ ବ୍ୟାପୀ ସଞ୍ଚୟରୁ ୩.୪ କୋଟି ଟଙ୍କା AIIMS-ଭୁବନେଶ୍ୱରକୁ ଦାନ କରିଛନ୍ତି।୧୯୪୫ ମସିହାରେ କଟକ ମେଡ଼ିକାଲ କଳେଜର ସେ ଥିଲେ ପ୍ରଥମ ବ୍ୟାଚ୍ ର ଏମବିବିଏସ୍ ଛାତ୍ରୀ । ଏହା ପରେ ସେ ଏମକେସିଜି ମେଡ଼ିକାଲ କଲେଜର ପ୍ରସୂତି ଓ ସ୍ତ୍ରୀ ରୋଗ ବିଭାଗରେ ପ୍ରଫେସର ତଥା ବିଭାଗୀୟ ମୁଖ୍ୟ […]

ପୋଷା କୁକୁର ସହ ସଂସଦରେ ପହଞ୍ଚିଲେ କଂଗ୍ରେସ ଏମ୍‌ପି, ଜାଣନ୍ତୁ କହିଲେ କ’ଣ?

ପୋଷା କୁକୁରକୁ ସାଥୀରେ ଧରି ସଂସଦ ଭବନରେ ପହଞ୍ଚିଲେ ସାଂସଦ । ସଂସଦର ଶୀତକାଳୀନ ଅଧିବେଶନ ଆଜି (ସୋମବାର) ଠାରୁ ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରୁ ହିଁ ବିବାଦରେ ଫସିଛନ୍ତି କଂଗ୍ରେସ ସାଂସଦ ରେଣୁକା ଚୌଧୁରୀ ।ବିଜେପି ଏହାକୁ ନିୟମର ଉଲ୍ଲଂଘନ କହି ଚୌଧୁରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି। ଏବେ ସଂସଦ ପରିସରରୁ ଆରମ୍ଭ କରି ସୋସିଆଲ ମିଡିଆ ପର୍ଯ୍ୟନ୍ତ ଏହି କଥାକୁ ନେଇ ବିତର୍କ ଆରମ୍ଭ ହୋଇଯାଇଛି। ଏଥିରେ କୌଣସି ସାଂସଦ ତାଙ୍କ […]

୯ ଜେଲ୍‌ରୁ ୧୩ କଏଦୀ ଫେରାର୍‌ – ମୁଖ୍ୟମନ୍ତ୍ରୀ

ଗତବର୍ଷ ଜୁଲାଇରୁ ଏଯାବତ୍‌ ୯ଟି ଜେଲ୍‌ରୁ ୧୩ କଏଦୀ ଫେରାର ହୋଇଛନ୍ତିି।। ମୁଖ୍ୟମନ୍ତ୍ରୀ କହିଛନ୍ତି ଫେରାର କଏଦୀଙ୍କ ମଧ୍ୟରୁ ୬ ଜଣଙ୍କୁ ପୁଲିସ୍‌ ଧରିପାରିଛି। ବର୍ଷକରେ ୩୧ ଜଣ ବିଚାରାଧୀନ କଏଦୀଙ୍କ ଜେଲ୍‌ରେ ମୃତ୍ୟୁ ହୋଇଛି। ୮ ଜଣ ଆତ୍ମହତ୍ୟା କରିଛନ୍ତି, ୩୯ ଅଭିଯୁକ୍ତ ପୋଲିସ ହେପାଜତରୁ ଚମ୍ପଟ ମାରିଛନ୍ତି । ଅନ୍ୟପଟେ ପୋଲିସ ବିଭାଗରେ ନିର୍ଯାତନାର ଶିକାର ହୋଇଛନ୍ତି ୧୮ ମହିଳା । ୩ ବର୍ଷରେ ବିଭିନ୍ନ ଥାନାରେ ରୁଜୁ ହୋଇଛି ୧୮ ମାମଲା । […]

ନୂଆବର୍ଷ ପାଇଁ ଆରମ୍ଭ ହେଲା ଧରପଗଡ଼, ସ୍କାନରରେ ରାଜଧାନୀର ବାର ଓ ପବ୍

ଆଗକୁ ବଡ଼ଦିନ ସହ ଜିରୋନାଇଟ୍ ଓ ନୂଆବର୍ଷ ଥିବାରୁ ଆକ୍ସନ୍ ମୋଡ୍‌କୁ ଆସିଛି ଅବକାରୀ ବିଭାଗ । ସ୍କାନରରେ ରହିଛି ରାଜଧାନୀର ବାର ଓ ପବ୍ । ନିୟମିତ ଚେକିଂକୁ ଆହୁରି କଡ଼ାକଡ଼ି କରାଯିବ ବୋଲି କହିଛନ୍ତି ଅବକାରୀ ଅଧୀକ୍ଷକ ଦେବାଶିଷ ପଟେଲ । ସିସିଟିଭି ଯାଞ୍ଚ ସହ ରହିବ ଡ୍ୟାନ୍ସ ବାର ଉପରେ କଡା ନଜର । ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲିଲେ ହେବ କାର୍ଯ୍ୟନୁଷ୍ଠାନ । ହୋଟେଲ ଗୁଡିକରେ ମଧ୍ୟ ହେବ ସରପ୍ରାଇଜ ଭିଜିଟ […]

ଜିଲ୍ଲାପାଳଙ୍କ ଜନଶୁଣାଣି ସମୟରେ ବିଧବା ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ଆଜି କଟକ ଜିଲ୍ଲା ବାଙ୍କୀ ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣି ଚାଲିଥିବା ସମୟରେ ଜଣେ ବିଧବା ମହିଳା ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ମହିଳା ବୈଦେଶ୍ଵର ଗାଁର ସସ୍ମିତା ମାଝୀ ବୋଲି ପରିଚୟ ମିଳିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।ସେ ଦୀର୍ଘ ଦିନ ଧରି ନିଜ ସ୍ୱାମୀଙ୍କ ମୃତ୍ୟୁ ପରେ ପରିବାର ଭତ୍ତା ପ୍ରାପ୍ୟ ୨୦ ହଜାର ଟଙ୍କା ପାଇବା ଲାଗି ବାରମ୍ବାର ବ୍ଲକ ସାମାଜିକ ସୁରକ୍ଷା ଅଧିକାରିଣୀ ସସ୍ମିତା ସେଠୀଙ୍କ […]

ପୁଣି KIIT ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କିଟ୍ ପିଛା ଛାଡୁ ନାହିଁ ବିବାଦ । ଜଣଙ୍କ ପରେ ଜଣେ ଛାତ୍ରଙ୍କ ମୃତ୍ୟୁ କର୍ତ୍ତୁପକ୍ଷଙ୍କୁ ଅଙ୍ଗୁଳି ନିର୍ଦ୍ଦେଶ କରିଛି । ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ପୂର୍ଣ୍ଣଚ୍ଛେଦ ନପଡ଼ୁଣୁ ପୁଣି ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । KIIT ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ର ଜଣକ ଛତିଶଗଡ଼ର ରାହୁଲ ଯାଦବ ବୋଲି ଜଣାପଡିଥିବା ବେଳେ ସେ ପ୍ରଥମ ବର୍ଷ କମ୍ବ୍ୟୁଟର ସାଇନ୍ସ […]

ସବୁ ଜିଲ୍ଲାପାଳ କାର୍ଯ୍ୟାଳୟଗୁଡ଼ିକର ହେବ ନବ କଳେବର

ନବକଳେବର ହେବ କଲେକ୍ଟରେଟ କୋଠା । ସବୁ ଜିଲ୍ଲାପାଳ କାର୍ଯ୍ୟାଳୟଗୁଡିକରେ ହେବ ନବକଳେବର । ରାଜ୍ୟରେ ନିର୍ମାଣ ହେବ ନୂତନ ମଡେଲ ଜିଲ୍ଲପାଳ କାର୍ଯ୍ୟାଳୟ। ଜିଲ୍ଲାରେ ରାଜସ୍ୱ ପ୍ରଶାସନିକ ୟୁନିଟ, ଜନସଂଖ୍ୟା, କାର୍ଯ୍ୟଭାରକୁ ବିଚାରକୁ ନେଇ ଜିଲ୍ଲାଗୁଡ଼ିକୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ବୃହତ, ମଧ୍ୟମ ଓ କ୍ଷୁଦ୍ର ଭାବାରେ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ବଡ ବର୍ଗରେ ଥିବା ଜିଲ୍ଲାରେ ୧ ଲକ୍ଷ ୭୦ ହଜାର ବର୍ଗ ଫୁଟ ଜମିରେ ଜିଲ୍ଲାପାଳ କାର୍ଯ୍ୟାଳୟ ନିର୍ମାଣ ହେବ […]

କେନ୍ଦ୍ର ସରକାରଙ୍କ ନୂଆ ନିର୍ଦ୍ଦେଶାନାମା : ଆକ୍ଟିଭ ସିମ୍‌ ନଥିଲେ ଚାଲିବନି ମେସେଜିଂ ଆପ୍

ଏଣିକି ମୋବାଇଲରେ ଆକ୍ଟିଭ ସିମ୍‌ ନ ଥିଲେ ଚାଲିବ ନାହିଁ ମେସେଜିଂ ଆପ୍। ସାଇବର୍ ଠକେଇର ମୁକାବିଲା ଲାଗି କେନ୍ଦ୍ର ସରକାରଙ୍କ ନୂଆ ନିର୍ଦ୍ଦେଶାନାମା। ଦୂରସଂଚାର ବିଭାଗ (DoT) ଦ୍ୱାରା ଜାରି କରାଯାଇଥିବା ଦୂରସଂଚାର ସାଇବରସୁରକ୍ଷା ସଂଶୋଧନ ନିୟମ ୨୦୨୫ ଅନୁଯାୟୀ ପ୍ରତ୍ୟେକ ହ୍ୱାଟସଆପ୍ ଆକାଉଣ୍ଟ ସର୍ବଦା ଆକ୍ଟିଭ ଥିବା ସିମ୍ କାର୍ଡ ସହିତ ଲିଙ୍କ୍ ରହିବା ଆବଶ୍ୟକ। କେବଳ ହ୍ୱାଟ୍ସଆପ୍ ନୁହେଁ,ସମାନ ମେସେଜିଂ ଆପଗୁଡ଼ିକ ପାଇଁ ମଧ୍ୟ ଏହି ନିୟମ ଲାଗୁ ହେବ। ନିୟମ ପାଳନ […]

ଚର୍ଚ୍ଚାରେ ସେଜଲଙ୍କ ପାଳିତ ମାଆଙ୍କ ଆବେଗଭରା ଚିଠି

ସାମ୍ନାକୁ ଆସିଛି ସେଜଲଙ୍କ ପାଳିତ ମା’ଙ୍କ ଆବେଗଭରା ଚିଠି। ସେଜ୍ ମାଇ ଡିଅର…ତୁମେ ଚାଲିଯିବ ବୋଲି ଭାବି ମୋ ହୃଦୟ କଷ୍ଟ ଓ ଯନ୍ତ୍ରଣାରେ ଭରିଯାଉଛି। ମୁଁ ଦୁଃଖିତ ଯେ ତୁମେ, ତୁମ ମାଆ ଙ୍କ ନାମରେ କଳଙ୍କ ଲାଗାଇଦେଲ। ତୁମେ ଜାଣିଛ ମୁଁ ତୁମ ପାଇଁ କେତେ କରି ପ୍ରେମ କରେ ଏବଂ ତୁମର ଯତ୍ନ ନିଏ। ତୁମେ ତୁମର ଯତ୍ନ ନେବ। ତୁମର ମଙ୍ଗଳ ହେଉ। ତୁମର ସବୁଠାରୁ ଛୋଟ ଆନନ୍ଦ ଏବଂ ସବୁଠାରୁ […]

ଆଜି ସଂସଦରେ ଆସୁଛି ଦୁଇଟି ବଡ଼ ବିଲ୍ ,ଗୁଟଖା, ସିଗାରେଟ୍ ଓ ପାନ ମସଲାର ମୂଲ୍ୟ ବୃଦ୍ଧି ପାଇବ

ସେସ୍ ବାତିଲ ହେବା ପରେ ମଧ୍ୟ ତମାଖୁ, ପାନ ମସଲା ଓ ଅନ୍ୟାନ୍ୟ ସାମଗ୍ରୀ ଉପରେ ସମାନ ରହିବ ଟିକସ । ତେବେ ସୁନିଶ୍ଚିତ କରିବା ପାଇଁ ସରକାର ସୋମବାର ଲୋକସଭାରେ ଦୁଇଟି ବିଲ୍ ଆଗତ କରିବାର ଆଶା କରାଯାଉଛି । ଏହା ଏହି ସାମଗ୍ରୀ ଉପରେ ଟିକସ ମଧ୍ୟ ବୃଦ୍ଧି କରିପାରେ |ତେବେ ଆଜି ସଂସଦ ଅଧିବେଶନ ଉପରେ ସମଗ୍ର ଦେଶର ନଜର ରହିଛି । ବିଶେଷକରି ତମାଖୁ ସେବନକାରୀ ଏବଂ ଏହି ବ୍ୟବସାୟ ସହିତ […]