author

ମାଓବାଦୀଙ୍କୁ ବିଏସଏଫ ଆଇଜିଙ୍କ କଡ଼ା ଚେତାବନୀ, ଆତ୍ମସମର୍ପଣ କର ନଚେତ୍ ଏନ୍‌କାଉଣ୍ଟର

ମାଓବାଦୀଙ୍କୁ ବିଏସଏଫ୍ ଆଇଜିଙ୍କ କଡା ଚେତାବନୀ । ବିଏସଏଫ୍ ଆଇଜି ଶ୍ରୀବାସ୍ତବ କଡା ଚେତାବନୀ ଦେଇ କହିଛନ୍ତି ଯେ ଆତ୍ମସମର୍ପଣ କର ନଚେତ୍ ଏନ୍‌କାଉଣ୍ଟର ହେବ । ହିଡିମ୍ବା ଭଳି ପ୍ରତି ମାଓ ନେତାଙ୍କ ଉପରେ ନଜର ରହିଛି । ଡ୍ରୋନ ଓ ସାଟେଲାଇଟ ଜରିଆରେ ଆଣ୍ଟି ନକ୍ସଲ ଅପରେସନ ଟେକ୍ନୋଲୋଜି ବ୍ୟବହାର କରାଯାଉଛି । କନ୍ଧମାଳ, ବୋଦ୍ଧ, କଳାହାଣ୍ଡିରେ ମାଓ ମୁକାବିଲାରେ ବିଏସଏଫ ମୁତୟନ ଅଛନ୍ତି । ଚଳିତ ବର୍ଷ ମିଳିତ ଅପରେସନରେ ୧୯ଜଣ ମାଓବାଦୀ […]

କେ.ଏସ.ବି.ପବ୍ଲିକ ସ୍କୁଲର ୨୫ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

ଶରଣକୁଳ,(ଓଡ଼ିଶା ଦର୍ପଣ)ଶରଣକୁଳ ଭିକାରୀପଡା ସ୍ଥିତ କେ.ଏସ.ବି ପବ୍ଲିକ ସ୍କୁଲରେ  ଦୁଇଦିନ ଧରି ଚାଲୁ ରହିଥିବା ବାର୍ଷିକ କ୍ରୀଡ଼ା ଉତ୍ସବ ଶନିବାର ଉଦଯାପିତ ହୋଇଯାଇଛି।ଶୁକ୍ରବାର  ଅନୁଷ୍ଠିତ ଏହି କ୍ରୀଡା ଉତ୍ସବର ଉଦଘାଟନୀ ଉତ୍ସବ ଲଡ଼ୁବାବାଙ୍କ ମନ୍ଦିର ସିଂହଦ୍ୱାରରେ ଅନୁଷ୍ଠିତ ହୋଇଥିଲା ଲ ସ୍କୁଲ ସମ୍ପାଦକ ବରିଷ୍ଠ ଶିକ୍ଷବିତ ପ୍ରଶାନ୍ତ କୁମାର ଦାଶ, କଣ୍ଠଶିଳ୍ପୀ ରବୀନ୍ଦ୍ର ତ୍ରିପାଠୀ,ଅଧ୍ୟକ୍ଷ ନୀଳମାଧଵ ତ୍ରିପାଠୀ,ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ, ରାଜେନ୍ଦ୍ର ତ୍ରିପାଠୀ, ସବିତା ସାହୁ, ସମାଜ ସେବୀ ଜୟ କୃଷ୍ଣ ସାହୁ ପ୍ରମୁଖ ଅତିଥି ରୂପେ […]

ଜିଲ୍ଳାପାଳଙ୍କୁ ଭେଟିଲା ପ୍ରେସ ଏଣ୍ଡ ମିଡିଆ ୱେଲଫେୟର ଆସୋସିଏସନ।ଚିକିତ୍ସାଧୀନ ମହିଳା ସାମ୍ବାଦିକାଙ୍କୁ ଆର୍ଥିକ ସହାୟତା ପାଇଁ ଆଲୋଚନା

ସରକାରୀ ସହାୟତା ପ୍ରଦାନର ପ୍ରତିଶୃତି ଦେଲେ ଜିଲ୍ଳାପାଳରାୟଗଡ଼ 28/11/ 2025 : ଗତ ବୁଧବାର ଦିନ ସମ୍ବଲପୁର ଜିଲ୍ଳା କୁଚିଣ୍ଡାକୁ ବରଯାତ୍ରୀରେ ଯାଇ ସଡକ ଦୁର୍ଘଟଣାର ଶୀକାର ହୋଇ ବିଶାଖାପାଟଣମରେ ଚିକିତ୍ସାଧୀନ ହେଉଥିବା ରାୟଗଡ଼ାର ଜଣେ ୱେବ ମିଡିଆ ସାମ୍ବାଦିକା ସୁପ୍ରିୟା ଷଡଙ୍ଗୀଙ୍କ ଉଚ୍ଚ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଆର୍ଥିକ ସହାୟତା ପ୍ରଦାନ ନିମନ୍ତେ ଆଜି ପ୍ରେସ ଏଣ୍ଡ ମିଡିଆ ୱେଲଫେୟାର ଆସୋସିଏସନ,ଓଡିଶା,ରାୟଗଡ଼ା ଜିଲ୍ଳାର ସଦସ୍ୟମାନେ ଜିଲ୍ଳାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି […]

ଦିନେଶ ବେହେରାଙ୍କ ନାଁରେ ମହିଳା ଥାନାରେ ଏତଲା

ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମା’ଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଘଟଣାରେ ଥାନାରେ ମାମଲା । ଷ୍ଟେଟ ହୁମାନ ରାଇଟ କାଉନସିଲ ପକ୍ଷରୁ କଟକ ମହିଳା ଥାନାରେ ଏତଲା । ହ୍ୟୁମାନ ସାଗରଙ୍କ ମୃତ ବେଳେ ତାଙ୍କ ମାଆଙ୍କୁ ଅସଭ୍ୟ ଭାଷାରେ ଗାଳି କରିଥିଲେ ମ୍ୟାନେଜର ଦିନେଶ ବେହେରା । ଯାହାକୁ ବିରୋଧ କରିଛନ୍ତି ଷ୍ଟେଟ ହୁମାନ ରାଇଟ କାଉନସିଲ ।ଅଭିଯୋଗ ଅନୁସାରେ, ହ୍ୟୁମାନଙ୍କ ମୃତ୍ୟୁ ଦିନ ହିଁ ତାଙ୍କ ମ୍ୟାନେଜର ଦିନେଶ ଓ ହ୍ୟୁମାନଙ୍କ ମା’ଙ୍କ ମଧ୍ୟରେ […]

୪ ହଜାରରୁ ଊର୍ଦ୍ଧ୍ବ ମନ୍ଦିରର ଆର୍ଥିକ ଅନୁଦାନ ରାଶି ବୃଦ୍ଧି

ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସ। ରାଜ୍ୟ ସରକାର ୪୧୪୫ ମନ୍ଦିରର ଆର୍ଥିକ ଅନୁଦାନ ବୃଦ୍ଧି କରିଛନ୍ତି। । ପୂର୍ବାପେକ୍ଷା ଅଢେଇ କୋଟିର ଅଧିକ ଅନୁଦାନ ଯୋଗାଇ ଦେଇଛନ୍ତି ସରକାର।ପୂର୍ବରୁ ଏହା ୫ କୋଟି ଟଙ୍କା ଥିବା ବେଳେ ଏବେ ଏହାକୁ ସାଢ଼େ ୭ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି । ଦେବୋତ୍ତର କମିଶନଙ୍କ ଅଧୀନରେ ରହିଛି ୧୮ ହଜାରରୁ ଅଧିକ […]

ରାଉରକେଲା NIT ତିଆରି କଲା କ୍ୟାନସର ମେଡିସିନ ! ପିପ୍ପଳିରୁ ଭଲ ହେବ କ୍ୟାନ୍ସର

ମସଲା ଜାତୀୟ ପିପଳିରୁ ପ୍ରସ୍ତୁତ ହୋଇଛି କର୍କଟ ରୋଗର ମେଡିସିନ୍ l କୋଲୋନ୍ କର୍କଟ ଏମିତି ଏକ ରୋଗ ଯେଉଁଥିରେ ଶରୀରର ବଡ଼ ଅନ୍ତଃନଳୀରେ କୋଷ ବୃଦ୍ଧି କରି ଟ୍ୟୁମର କରିଥାଏ l ଯାହାକି କର୍କଟ ରୋଗର ଏକ ବଡ଼ କାରଣ lଏନଆଇଟି ରାଉରକେଲାର ଲାଇଫ ସାଇନ୍ସ ବିଭାଗର ରିସର୍ଚ୍ଚ ବିଶେଷଜ୍ଞଙ୍କୁ ମିଳିଲା କ୍ୟାନ୍ସର ଚିକିତ୍ସା କ୍ଷେତ୍ରରେ ନୂଆ ଉଦ୍ଭାବନ । ଏକ ତିନି ଜଣିଆ ରିସର୍ଚ୍ଚ ଟିମ କ୍ୟାନ୍ସର ପାଇଁ ରିସର୍ଚ୍ଚ ଜାରି ରଖିଥିବା ବେଳେ […]

ଡିସେମ୍ବର ୧ରୁ ଶସ୍ତା ହୋଇପାରେ ଏଲ୍‌ପିଜି ଗ୍ୟାସ୍‌

ପ୍ରତି ମାସର ପ୍ରଥମ ତାରିଖକୁ ନେଇ ଦେଶବାସୀ ସାମାନ୍ୟ ଭୟଭୀତ ହୋଇପଡିଥାନ୍ତି। କାରଣ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟ ସମ୍ପର୍କୀତ ଯାହାକିଛି ବି ବଡ଼ ଘଟଣା ଘଟେ ସେସବୁ ପ୍ରତ୍ୟେକ ମାସର ପହିଲା ତାରିଖରେ ହିଁ ଦେଖିବାକୁ ମିଳିଥାଏ। ତେବେ ଡିସେମ୍ବର ୧ ତାରିଖରେ ଘରୋଇ ଏଲପିଜି ସିଲିଣ୍ଡର ମୂଲ୍ୟ ୨୦ ଟଙ୍କା ପର୍ଯ୍ୟନ୍ତ ହ୍ରାସ ପାଇପାରେ ବୋଲି ଆଶା କରାଯାଉଛି। ଏହି ପରିମାଣର ହ୍ରାସ ନିଶ୍ଚିତ ଭାବରେ ଗ୍ରାହକମାନଙ୍କୁ ମୁଦ୍ରାସ୍ଫୀତିରୁ କିଛି ଆଶ୍ୱସ୍ତି ପ୍ରଦାନ କରିବ। ମୂଲ୍ୟ […]

ଓଡ଼ିଶାରେ ୨୦,୧୫୦ ଅଙ୍ଗନବାଡ଼ିର ନିଜସ୍ବ ଗୃହ ନାହିଁ: ଉପ ମୁଖ୍ୟମନ୍ତ୍ରୀ

ବିଧାନସଭା ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ପ୍ରଶ୍ନକାଳ ସ୍ୱାଭାବିକ ଚାଲିଛି । ମହିଳା ଓ ଶିଶୁ ବିକାଶ ବିଭାଗ ଉପରେ ଚାଲିଛି ପ୍ରଶ୍ନୋତ୍ତର । ବିଧାନସଭାରେ ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଓଡ଼ିଶାରେ ୨୦,୧୫୦ ଅଙ୍ଗନବାଡ଼ିର ନିଜସ୍ବ ଗୃହ ନାହିଁ। ଏବେ ୭୩୮୯ଟି ଅଙ୍ଗନବାଡ଼ିର ଗୃହନିର୍ମାଣ ଚାଲିଛି। ଏଣେ ୩୮୯୦ ଅଙ୍ଗନବାଡ଼ି ଭଡ଼ା ଘରେ ଚାଲିଛି।ବିଜେଡି ବିଧାୟକ ଅଶ୍ୱିନୀ ପାତ୍ରଙ୍କ ପ୍ରଶ୍ନର ଉତ୍ତର ରଖି ସୂଚନା […]

ଆଜି ରାମଙ୍କ ସର୍ବୋଚ୍ଚ ମୂର୍ତ୍ତି ଅନାବରଣ କଲେ ମୋଦି

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୋଆର ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତ୍ତଗାଲି ଜୀବୋତ୍ତମ ମଠରେ ଭଗବାନ ରାମଙ୍କ ବ୍ରୋଞ୍ଜ ପ୍ରତିମାକୁ ଉନ୍ମୋଚନ କରିଥିଲେ, ଯାହାକୁ ଭଗବାନ ରାମଙ୍କ ସବୁଠାରୁ ଉଚ୍ଚ ପ୍ରତିମା ବୋଲି କୁହାଯାଉଛି।ଦକ୍ଷିଣ ଗୋଆର ହୋଇଥିବା ଭଗବାନ ରାମଙ୍କ ପ୍ରତିମା ୭୭ ଫୁଟ ଉଚ୍ଚ ହୋଇଥିବା ବେଳେ ଅଯୋଧ୍ୟା ମନ୍ଦିରରେ ରାମ ଲଲ୍ଲାଙ୍କ ପ୍ରତିମା ୫୧ ଇଞ୍ଚ ଉଚ୍ଚତାର ବୋଲି କୁହାଯାଉଛି। ଗୁଜରାଟରେ ଷ୍ଟାଚ୍ୟୁ ଅଫ୍‌ ୟୁନିଟିର ଡିଜାଇନ୍‌ କରିଥିବା ଶିଳ୍ପୀ ରାମ ସୁତାର ଶ୍ରୀରାମଙ୍କ […]

ଭାରତ ସମେତ ସାରା ବିଶ୍ୱରେ A320 ବିମାନ ସେବା ପ୍ରଭାବିତ

ଦେଶରେ ବିମାନ ଯାତ୍ରୀଙ୍କ ପାଇଁ ବଡ଼ ଖବର । ବିଶ୍ୱର ସର୍ବାଧିକ ବିକ୍ରି ହେଉଥିବା ବିମାନ ଏୟାରବସ A320 ଫ୍ୟାମିଲିର ବିମାନରେ ଏକ ଯାନ୍ତ୍ରିକ ତ୍ରୁଟି ଆବିଷ୍କାର ହୋଇଛି। ଏହା ଭାରତ ସମେତ ସାରା ବିଶ୍ୱରେ ହଜାର ହଜାର ଉଡ଼ାଣକୁ ପ୍ରଭାବିତ କରୁଛି। ଏକ ସଫ୍ଟୱେର୍‌ ତ୍ରୁଟି ଆବିଷ୍କାର ହେବା ପରେ, A320 ଫ୍ୟାମିଲିର ବିମାନକୁ ଗ୍ରାଉଣ୍ଡ କରାଯାଇଛି। ତା’ପରେ ସଫ୍ଟୱେର୍‌ ଅପଗ୍ରେଡ ହେବ, ଯାହା ଭାରତରେ ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋ ଭଳି ବିମାନ କମ୍ପାନୀ […]

ଡିସେମ୍ବର ୧ରୁ ଖୋଲିବନି ଶ୍ରୀଗୁଣ୍ଡିଚା ମନ୍ଦିର

ଡିସେମ୍ବର ୧ରୁ ଖୋଲିବନି ଶ୍ରୀଗୁଣ୍ଡିଚା ମନ୍ଦିର । ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ସର୍ବସାଧାରଣ ଭକ୍ତଙ୍କ ପାଇଁ ଖୋଲାଯିବା ପ୍ରସ୍ତାବ ସାମୟିକ ଭାବେ ସ୍ଥଗିତ ।ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଓ ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କ ଜରୁରୀ ରିପୋର୍ଟ ତଥା ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନଜରରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ।ସେହିପରି ଶ୍ରୀଗୁଣ୍ଡିଚା ମନ୍ଦିର ପରିସର ଉଦ୍ୟାନ ଗୁଡ଼ିକ ଭକ୍ତଙ୍କ ସୁରକ୍ଷା ଦୃଷ୍ଟିରୁ ସଫେଇ ଏବଂ ଉନ୍ନତିକରଣ ଜରୁରୀ ଥିବା ବରିଷ୍ଠ ସୁପରଭାଇଜର୍ ରିପୋର୍ଟ ଦେଇଛନ୍ତି l ଏହାକୁ ବିଚାରକୁ […]

କୁହୁଡ଼ି ପାଇଁ ଏସ୍‌ଟିଏର ସତର୍କତା

ଆଗାମୀ ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ନ ଥିବାବେଳେ ପାଗ ମୁଖ୍ୟତଃ ଶୁଖିଲା ରହିବ। ତିନି ଦିନ ହେଲା ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଅନୁଗୋଳ ଓ ଝାରସୁଗୁଡାରେ ଶୀତ ଲହରି ଦେଖାଦେଇଛି। ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଆଦି ଜିଲାର କିଛି ସ୍ଥାନରେ ଘନ କୁହୁଡି ହେବା ନେଇ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ଅନ୍ୟପଟେ କୁହୁଡ଼ି ସମୟରେ ଗାଡ଼ି ଚଳାଇଲେ ଦୁର୍ଘଟଣା ହେବାର ସମ୍ଭାବନା ରହିଛି । […]