author

୮ଟି କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ-ଉଚ୍ଚଶିକ୍ଷା ମନ୍ତ୍ରୀ

୮ଟି କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ । ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି । ସେ କହିଛନ୍ତି ଯେ ରାଉରକେଲା ସ୍ୱୟଂ ଶାସିତ କଲେଜରୁ ୩ ଘଟଣା ସାମ୍ନାକୁ ଆସିଛି । ଜିଏମ ବିଶ୍ୱ ବିଦ୍ୟାଳୟ ଓ ଯାଜପୁର ବାଲିଆ କଲେଜରୁ ଗୋଟିଏ ଅଭିଯୋଗ । ଅନୁଗୁଳ, ବରଗଡ, ଟିଟିଲାଗଡରୁ ଗୋଟିଏ ଲେଖାଏଁ ଅଭିଯୋଗ ହୋଇଛି । ବାଲେଶ୍ୱର ଏଫଏମ କଲେଜରୁ ବି […]

 ମାଓବାଦୀଙ୍କୁ ଶେଷ ସୁଯୋଗ । ବଢିଲା  ମାଓ ଆତ୍ମସମର୍ପଣ ଅର୍ଥ ରାଶି

ଆତ୍ମସମର୍ପଣ କଲେ ମାଓବାଦୀଙ୍କ ମିଳିବ ଅଧିକ ଅର୍ଥରାଶି । ଏନେଇ ଘୋଷଣା କରାଯାଇଛି । ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଲାଇଟ୍‌ ମେସିନ୍‌ ଗନ୍‌ ସହିତ ଆତ୍ମସମର୍ପଣ କରିଲେ ମାଓବାଦୀଙ୍କୁ ମିଳିବ ୪ଲକ୍ଷ ୯୫ହଜାର ଟଙ୍କା । ସେହିପରି ଏକେ ୪୭ ସହ ଆତ୍ମସମର୍ପଣ କଲେ ମିଳିବ ୩ ଲକ୍ଷ ୩୦ ହଜାର ଟଙ୍କା, SLR ସହ ଆତ୍ମସମର୍ପଣ କଲେ ମିଳିବ ୧ ଲକ୍ଷ ୬୫ ହଜାର ଟଙ୍କା ମିଳିବ ।୧୦ଲକ୍ଷ […]

ରାଜ୍ୟରେ ଖୋଲିବନି ୨୦ରୁ କମ ଛାତ୍ରଛାତ୍ରୀ ଥିବା ସ୍କୁଲ- ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ଖୋଲିବନି ୨୦ରୁ କମ ଛାତ୍ରଛାତ୍ରୀ ଥିବା ସ୍କୁଲ। ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖି କହିଛନ୍ତି, ପୂର୍ବ ସରକାର ୨୦ରୁ ଅଧିକ ଛାତ୍ରଛାତ୍ରୀ ଥିବା ସ୍କୁଲକୁ ବନ୍ଦ କରିଥିଲେ । ଆମ ସରକାର ସେଭଳି ୪୬ଟି ସ୍କୁଲକୁ ଖୋଲି ସାରିଲେଣି । ଜିଲ୍ଲାସ୍ତରୀୟ କମିଟିରୁ ନିବେଦନ ଆସିବା ପରେ ବିଚାର କରି ଖୋଲାଯାଉଛି ।ସେପଟେ ସରକାର ଡ୍ରପ୍ ଆଉଟ୍ ରୋକିବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି । ଚାଇଲ୍ଡ […]

ଇତିହାସ ରଚିଲା ହନୁମାନ ଚାଳିଶା,ଏହି ଭଜନ ୫ ବିଲିୟନ୍ ଭ୍ୟୁ ପାଇଥିବା ପ୍ରଥମ ଭାରତୀୟ ଭିଡିଓ

କ୍ୟାସେଟ୍ ଯୁଗ ଥିବା ସମୟରେ ଅନେକ ଗୀତ ହିଟ୍ ହୋଇଥିଲା । ସେତେବେଳେ ଆଧୁନିକ ଗୀତର ଯେତେ ଡିମାଣ୍ଡ ଥିଲା ଭକ୍ତିପୂର୍ଣ୍ଣ ଭଜନକୁ ମଧ୍ୟ ଲୋକ ଖୁବ୍ ଶୁଣୁଥିଲେ । ଘରେ ଘରେ ଶୁଭୁଥିଲା ରାମାୟଣ , ମହାଭାରତ ଏବଂ ଅନେକ ଭଜନ ଗୀତର ସ୍ବର । ମାର୍କେଟରେ ମୁକ୍ତିଲାବ କରିଥିଲା ଟି-ସିରିଜ୍ର ସେହି ବହୁ ପ୍ରତିକ୍ଷୀତ ହନୁମାନ ଚାଳିସା । ଧୀରେ ଧୀରେ ଲୋକଙ୍କର ସେହି ଭଜନ ପ୍ରତି ଡିମାଣ୍ଡ ବି ବଢିଥିଲା । ଟି-ସିରିଜ୍ […]

ଏବେ ଭାରତର ଜାଗାକୁ ନିଜର ବୋଲି ଦେଖାଇଛି ନେପାଳ! ଜାରି କଲା ୧୦୦ ଟଙ୍କିଆ ବିବାଦୀୟ ନୋଟ

ନେପାଳର କେନ୍ଦ୍ରୀୟ ବ୍ୟାଙ୍କ ଏକ ନୂତନ ୧୦୦ ଟଙ୍କାର ନୋଟ୍ ଜାରି କରିଛି, କିନ୍ତୁ ଏହି ନୋଟ୍ ଏକ ପୁରୁଣା ବିବାଦକୁ ପୁନର୍ବାର ଜନ୍ମ ଦେଇଛି। ନୋଟ୍ ଉପରେ ମୁଦ୍ରିତ ମାନଚିତ୍ରରେ ନେପାଳ ଲିପୁଲେଖ, କଳାପାଣି ଏବଂ ଲିମ୍ପିଆଧୁରାକୁ ଏହାର କ୍ଷେତ୍ର ମଧ୍ୟରେ ଥିବାର ଦର୍ଶାଇଛି। ଏହି ଅଞ୍ଚଳଗୁଡ଼ିକ ବର୍ଷ ବର୍ଷ ଧରି ଉତ୍ତରାଖଣ୍ଡର ଅଂଶ ରହିଛି। ନେପାଳ ରାଷ୍ଟ୍ରୀୟ ବ୍ୟାଙ୍କ (ଏନ୍ଆରବି) ଦ୍ବାରା ଜାରି ଏହି ନୂଆ ନୋଟ୍ ଉପରେ ପୂର୍ବତନ ଗର୍ଭନର ଡକ୍ଟର ମହାପ୍ରସାଦ […]

ଶ୍ରୀମନ୍ଦିର ନାଁରେ ବିବାଦୀୟ ଟିପ୍ପଣୀ : ବଭିନ୍ନ ମହଲରେ ଅସନ୍ତୋଷ ଏବଂ ବିରୋଧ

ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆରେ ଭୁଲ୍ ଉପସ୍ଥାପନ କରିବାରୁ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିବାହ ପୂର୍ବରୁ ଯଦି ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଵେ, ତେଵେ ସେମାନଙ୍କ ପ୍ରେମ କେବେବି ସଫଳ ହେବନାହିଁ । ସେମାନେ କେବେ ମଧ୍ୟ ବିବାହ ବନ୍ଧନରେ ବାନ୍ଧି ହୋଇପାରିବେ ନାହିଁ ।ମା’ ରାଧାରାଣୀ ଶ୍ରୀକୃଷ୍ଣଙ୍କୁ ଜଗନ୍ନାଥଙ୍କ ରୂପରେ ଦର୍ଶନ କରିବାକୁ ଯାଉଥିବା ବେଳେ ସେବାୟତ ମାନେ ତାଙ୍କୁ ଅଟକାଇଥିଲେ । ଶ୍ରୀମନ୍ଦିର ଭିତରକୁ ଭଗବାନଙ୍କ […]

ଆଧାରକୁ ନାଗରିକତ୍ୱର ନିର୍ବିବାଦ ପ୍ରମାଣ ଭାବେ ଗ୍ରହଣ କରାଯାଇପାରିବ ନାହିଁ- ସୁପ୍ରିମକୋର୍ଟ

ଆଧାରକୁ ନାଗରିକତ୍ୱର ନିର୍ବିବାଦ ପ୍ରମାଣ ଭାବେ ଗ୍ରହଣ କରାଯାଇପାରିବ ନାହିଁ। ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପାଇଁ ନିର୍ବାଚନ କମିଶନଙ୍କ ନିଷ୍ପତ୍ତିକୁ ବିରୋଧକରି ଦାଏର ଅନେକ ପିଟିଶନ ଉପରେ ଚୂଡ଼ାନ୍ତ ଶୁଣାଣି ଅବସରରେ ସୁପ୍ରିମକୋର୍ଟ ଏହା କହିଛନ୍ତି। ଆଧାର କାର୍ଡ ଭାରତୀୟ ନାଗରିକତାର ନିର୍ଣ୍ଣାୟକ ପ୍ରମାଣ ନୁହେଁ । ଏହାକୁ ଆଧାର କରି କୌଣସି ବିଦେଶୀ ବ୍ୟକ୍ତି ଭୋଟର ତାଲିକାରେ ସ୍ୱୟଂଚାଳିତ ଭାବେ ସାମିଲ ହେବା ଉଚିତ କି ନାହିଁ ବୋଲି […]

 ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା । ପୁଣି ୨ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା ପୁଲିସ

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା । ପୁଣି ୨ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା ପୁଲିସ । ହତ୍ୟାକାଣ୍ଡ ପୂର୍ବରୁ ଓ ପରେ ଆଶ୍ରୟ ଦେଇଥିବା ଅଭିଯୁକ୍ତଙ୍କୁ ରିମାଣ୍ଡରେ ନିଆଯାଇଛି । ଦୁଇ ଅଭିଯୁକ୍ତ ଶୂନ୍ୟ ଦାସ ଓ ସୁନୀଲ ହୋତାଙ୍କୁ ୨ ଦିନିଆ ରିମାଣ୍ଡରେ ନେଇ ପୁଲିସ ଜେରା କରୁଛି । ପୂର୍ବରୁ କୁରୁପତି ଭୂୟାଁ, ଚିଷ୍ଣୁ ପ୍ରଧାନ, ଉମା ବିଷୋୟୀ ଓ ଯୋଗୀ ରାଉତଙ୍କୁ ଦ୍ଵିତୀୟ ଥର ପାଇଁ ୨ଦିନିଆ ରିମାଣ୍ଡରେ ନେଇ ମୁହାଁମୁହିଁ […]

ଆଗକୁ ଆହୁରି ଦୁଇ ଦିନ ନାକେଦମ କରିବ ଜାଡ଼

ରେକର୍ଡ ଭାଙ୍ଗିଲା ନଭେମ୍ବର ଶୀତ। ରାଜ୍ୟକୁ ପୁଣି ଫେରିଛି ଶୀତ । ଦୁଇ ତିନି ଦିନ ହେବ ତାପମାତ୍ରାରେ କ୍ରମାଗତ ହ୍ରାସ ଫଳରେ ଥଣ୍ଡାର ପ୍ରଭାବ ବୃଦ୍ଧି ପାଇଛି । ଅନେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିଛି । ଦିନରେ ପ୍ରଚଣ୍ଡ ଖରା ସହ ସନ୍ଧ୍ୟା ସମୟ ସକାଳ ୮ ଟା ପର୍ଯ୍ୟନ୍ତ ପ୍ରବଳ ଶୀତ ଅନୁଭୂତି ହେଉଛି। ଶୀତର ମଜା ନେବାକୁ ପର୍ଯ୍ୟଟକ ଦାରିଙ୍ଗବାଡ଼ିରେ ଭିଡ଼ ଜମାଉଛନ୍ତି। ଏହାସହିତ ଆସନ୍ତା ୨ […]

ଆଜିର ରାଶିଫଳ(୨୮ ନଭେମ୍ବର, ୨୦୨୫)

ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ। ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]

ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ତରଫରୁ ସମ୍ବିଧାନ ଦିବସ ପାଳନ

ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଦୌରାଜଜ ତଥା ଆଇନ ସେବା ପ୍ରାଧିକରଣ ଅଧକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶରେ ସଚିବ, ଅଞ୍ଜଳି ମଚ୍ଛଖଣ୍ଡଙ୍କ ପ୍ରତେକ୍ଷ ତତ୍ୱାବଧାନରେ ଜିଲ୍ଲା କୋର୍ଟ ପରିସରରେ ଓକିଲ, କୋର୍ଟ କର୍ମଚାରୀ, ଅଧିକାର ମିତ୍ର, ଆଇନ ସେବା ପ୍ରାଧିକରଣ କର୍ମଚାରୀ, ଇନର ହୁଇଲ ସଭ୍ୟା ମାନଙ୍କୁ ନେଇ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି l ପ୍ରାରମ୍ଭରେ, ସଚିବ ଅଞ୍ଜଳି ମଚ୍ଛଖଣ୍ଡ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଏହାକୁ […]

ଲୋକପ୍ରତିନିଧିଙ୍କୁ ଆଚରଣ-ଉଚ୍ଚାରଣ ଭଲ ରଖିବାକୁ ପରାମର୍ଶ ଦେଲେ ରାଷ୍ଟ୍ରପତି

ଆଜିର ଦିନ ଓଡ଼ିଶା ବିଧାନସଭା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ଲିପିବଦ୍ଧ ହୋଇ ରହିବ । ପ୍ରଥମ ଥର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିଛନ୍ତି ।ଜୟ ଜଗନ୍ନାଥରୁ ଆରମ୍ଭ ରାଷ୍ଟ୍ରପତିଙ୍କ ଅଭିଭାଷଣ:ଜୟ ଜଗନ୍ନାଥ, ଜୁହାର, ନମସ୍କାରରୁ ଅଭିଭାଷଣ ଆରମ୍ଭ କରିଥିଲେ ମହାମହିମ ରାଷ୍ଟ୍ରପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣରେ କହିଥିଲେ, ‘ଆପଣଙ୍କ ଗ୍ରହଣରେ ରହି ବହୁତ ଖୁସି । ମା’ ମାଟି ମୋର କେଡେ ନିଜର…ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିବା ମୋ ପାଇଁ […]