ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ପ୍ରଥମ ଘରୋଇ ରକେଟ ବିକ୍ରମ-୧ ଉନ୍ମୋଚନ କରିଛନ୍ତି । ମୋଦୀ ହାଇଦ୍ରାବାଦରେ ସ୍କାଏରୁଟ୍ ଏରୋସ୍ପେସର ଇନଫିନିଟି କ୍ୟାମ୍ପସ୍ ଉଦଘାଟନ କରିଛନ୍ତି ଏବଂ ବିକ୍ରମ-୧ ଉନ୍ମୋଚନ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରି କହିଛନ୍ତି ଯେ ଭାରତ ଏବେ ବିଶ୍ୱର ତୃତୀୟ ସର୍ବବୃହତ ଷ୍ଟାର୍ଟଅପ୍ ଇକୋ-ସିଷ୍ଟମ୍ ସହିତ ଠିଆ ହୋଇଛି। ଆଜି ଦେଶ ମହାକାଶ କ୍ଷେତ୍ରରେ ଏକ ଅଭୂତପୂର୍ବ ସୁଯୋଗ ଦେଖୁଛି। ଆଜି, ଘରୋଇ କ୍ଷେତ୍ର ଭାରତର ମହାକାଶ […]
ମହଙ୍ଗା ପଡ଼ିଲା କାର୍ଯ୍ୟରେ ଅବହେଳା। ୯୧ ଅଧିକାରୀଙ୍କ ଦରମା ବନ୍ଦ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପରେ କାର୍ଯ୍ୟାନୁଷ୍ଠାନ। ଅଭିଯୋଗ ସମାଧାନ କ୍ଷେତ୍ରରେ କଟକ ସବୁଠୁ ପଛରେ ଥିବାରୁ ଖପ୍ପା ହେଲେ ସିଏମ୍ ଗ୍ରୀଭାନ୍ସ ସେଲ୍ । ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ସତ୍ତ୍ୱେ ଜିଲ୍ଲା ପ୍ରଶାସନ ଗୁରୁତ୍ୱ ଦେଉନି । ଯାହାକୁ ନେଇ କିଛି ଅଧିକାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ନଭେମ୍ବର ମାସର ଦରମା ବନ୍ଦ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ତାଲିକାରେ […]
ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଆରମ୍ଭ ରୁ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ପରେ ଏହାକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , ଭାରତୀୟ ଜାତୀୟ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ, ସିପିଆଇ ଦଳର ନେତା । ପରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଗୃହରେ ଏକ ମିନିଟର ନୀରବ ପ୍ରାର୍ଥନା କରାଯାଇଥିଲା । […]
ବିଦେଶୀ ପକ୍ଷୀ ଗୋଡ଼ରେ ଲାଗିଛି ଅଜଣା ଟ୍ୟାଗ । ଋଷିକୂଲ୍ୟା ମୁହାଣରେ ବୁଲୁଥିବା ଅବସ୍ଥାରେ ସ୍ଥାନୀୟ ପରିବେଶବିତ ରବିନ୍ଦ୍ର ନାଥ ସାହୁଙ୍କ କ୍ୟାମେରାରେ କଏଦ ହୋଇଛି ଏହି ଚିତ୍ର । ପକ୍ଷୀଟି ସ୍ୟାଣ୍ଡ ପ୍ଲୋଭର ପ୍ରଜାତିର ହୋଇଥିବା ସୂଚନା ।ଏହାର ଗୋଡ଼ରେ ଲାଗିଥିବା ଟ୍ୟାଗ୍ ସାଧାରଣତଃ ଏମାନଙ୍କର ଗତିବିଧି ଉପରେ ନଜର ରଖିବା ପାଇଁ ବ୍ୟବହାର କରାଯାଇଥାଏ । ପ୍ରତିକୂଳ ପରିସ୍ଥିତିରେ ଏହି ପକ୍ଷୀଗୁଡ଼ିକ କେଉଁ ପ୍ରକାର ପରିସ୍ଥାନକୁ ନିଜ ବାସସ୍ଥଳୀ ରୂପେ ବ୍ୟବହାର କରିଥାନ୍ତି ଏହା […]
ରାଜ୍ୟକୁ ପୁଣି ଥରେ ଶୀତ ଆରମ୍ଭ ହୋଇଯାଇଛି । ୧୫ଟି ସ୍ଥାନର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ୪ଟି ସ୍ଥାନର ତାପମାତ୍ରା ୧୨ ଡିଗ୍ରୀ ବା ଏହାଠାରୁ ତଳକୁ ଖସିଯାଇଛି । ଆସନ୍ତା ଦୁଇ ଦିନ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ଖସିବା ସହ ଥଣ୍ଡା ବଢ଼ିଯିବ । ଶୀତକୁ ନେଇ ଏମିତି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଜି ଉଦୟଗିରି ରେ ସର୍ବନିମ୍ନ ତାପମାତ୍ରା ପାରଦ ୮.୬ ଡିଗ୍ରି କୁ […]
ବହୁଚର୍ଚ୍ଚିତ ପୁଲିସ୍ ଏସ୍ଆଇ ଜାଲିଆତି ଘଟଣାରେ ସିବିଆଇ ୪ ଜଣ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଇଛି । ସେମାନେ ହେଲେ ତଫିନ ଅହମ୍ମଦ ଖାନ୍, ବିଶ୍ୱଜିତ୍ ହରିଚନ୍ଦନ, ବିଶ୍ୱରଞ୍ଜନ ବେହେରା ଓ ଲୋକନାଥ ସାହୁ । ଏମାନଙ୍କ ୫ ଦିନ ରିମାଣ୍ଡ ନେବାକୁ ସ୍ପେଶାଲ୍ ସିବିଆଇ କୋର୍ଟରେ ଆବେଦନ କରିଥିଲେ ତଦନ୍ତକାରୀ । କୋର୍ଟ ୩ ଦିନ ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ, ପୋଲିସ ସବ୍-ଇନ୍ସ୍ପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ଅଭିଯୋଗ […]
ନିଷ୍କ୍ରିୟ ହେଲା ୨ କୋଟି ଆଧାର ନମ୍ବର। ଦୁଇ କୋଟିରୁ ଅଧିକ ମୃତ ବ୍ୟକ୍ତିଙ୍କ ଆଧାର ନମ୍ବରକୁ ନିଷ୍କ୍ରିୟ କଲା UIDAI । ଭାରତୀୟ ସ୍ୱତନ୍ତ୍ର ପରିଚୟ ପ୍ରାଧିକରଣ (UIDAI)ଦେଶବ୍ୟାପୀ ଚଳାଉଥିବା ଆଧାର ସ୍ୱଚ୍ଛ ଅଭିଯାନରେ ମୃତ୍ୟୁବରଣ କରିଥିବା୨କୋଟିରୁ ଅଧିକଲୋକଙ୍କର ଆଧାର ନମ୍ବରକୁ ନିଷ୍କ୍ରିୟ କରିଛି। ଆଧାର ଡାଟାବେସର ଅଖଣ୍ଡତାକୁ ସୁରକ୍ଷିତ ରଖିବା ଏବଂ ପରିଚୟ ପ୍ରମାଣପତ୍ରର ଅପବ୍ୟବହାରକୁ ରୋକିବା ପାଇଁ ଏହି ପଦକ୍ଷେପର ନିଆଯାଇଛି ବୋଲି ସରକାର ସୂଚନା ଦେଇଛନ୍ତି।କୌଣସି ବ୍ୟକ୍ତିଙ୍କର ମୃତ୍ୟୁ ହେଲେ କଲ୍ୟାଣକାରୀ […]
ଶ୍ରୀମନ୍ଦିର ଆଲୋକୀକରଣ ହେବ। ଏଥିପାଇଁ ଖର୍ଚ୍ଚ ହେବ ୧୭ କୋଟି ୧୨ ଲକ୍ଷ।ଏହି ଅର୍ଥ ଅବଢ଼ା ଯୋଜନାରେ ଖର୍ଚ୍ଚ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ସରକାରଙ୍କୁ ଅନୁରୋଧ କରିବ। ଭାରତୀୟ ଏଏସ୍ଆଇ ପ୍ରସ୍ତୁତ କରିଥିବା ଡିପିଆର୍କୁ ମୋହର ମାରିଛି ପରିଚାଳନା କମିଟି ।ସୂଚନାମୁତାବକ , ୨୦୨୧ ମସିହାରେ ଏଏସ୍ଆଇ ଶ୍ରୀମନ୍ଦିର ଭିତରେ ‘ଫେକ୍ଡ ଇଲୁମିନେସନ୍ ପ୍ରୋଜେକ୍ଟ’ ପ୍ରସ୍ତୁତି କରିଥିଲା। ଏଥିରେ ଅଁଳାବେଢ଼ାଠାରୁ ଆରମ୍ଭ କରି ମେଘନାଦ ପାଚେରି ଝଲସୁଥିଲା। ଦାମୀ ଥ୍ରି-ଡି ଲାଇଟ୍ ସଂଯୋଗ କରାଯାଇଥିଲା। ଏଥିପାଇଁ […]
ହଂକଂ ତାଇ-ପୋର ଏକ ରେସିଡେନ୍ସିଆଲ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ । ୪୪ଜଣ ଜୀଅନ୍ତା ଜଳିଯାଇଥିବା ବେଳେ ୩୦୦ଶହରୁ ଅଧିକ ନିଖୋଜ ଅଛନ୍ତି । ନିଆଁ ଲିଭାଇବାକୁ ୧୪୦ ଅଗ୍ନିଶମ ଗାଡ଼ି ଲାଗିଥିବା ବେଳେ, ୬୦ରୁ ଅଧିକ ଆମ୍ବୁଲାନ୍ସ ମୁତୟନ ହୋଇଛନ୍ତି । ପ୍ରାୟ ୯ଶହ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ଏହା ହଂକଂର ଅନ୍ୟତମ ବଡ଼ ଅଗ୍ନିଶମ ଅଭିଯାନ ବୋଲି କୁହାଯାଉଛି । ବୁଧବାର ଅପରାହ୍ନରୁ ନିଆଁ ଲାଗିଥିବା ବେଳେ ଏପର୍ଯ୍ୟନ୍ତ […]
ଗୁରୁବାରଠୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିଛି । ତେବେ ବିଧାନସଭାର ଶୀତ ଅଧିବେଶନକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ତେବେ ପ୍ରଥମ ଦିନରେ ରାଷ୍ଟ୍ରପତି ବିଧାନସଭାରେ ଅଭିଭାଷଣ ରଖିବେ। ଶୀତ ଅଧିବେଶନର ଦ୍ଵିତୀୟ ଦିନରେ ମାନେ ଶୁକ୍ରବାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ […]
ମେଷବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ । ବୃଷ ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । […]
ପୁଣି ଭାରତରେ ହେବ କମନଓ୍ବେଲ୍ଥ ଗେମ୍ସ । ୨୦୩୦ କମନଓ୍ବେଲ୍ଥ ଗେମ୍ସ ଆୟୋଜନ ଦାୟିତ୍ବ ଭାରତକୁ ମିଳିଛି । ସ୍କଟଲ୍ୟାଣ୍ଡର ଗ୍ଲାସଗୋରେ କମନଓ୍ବେଲ୍ଥ ସ୍ପୋର୍ଟ୍ସ ଜେନେରାଲ ଆସେମ୍ବ୍ଲିର ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।ବୈଠକରେ ଭାରତର ଅହମ୍ମଦାବାଦ ସହରରେ ଏହାକୁ ଆୟୋଜନ ପାଇଁ ଔପଚାରିକ ମଞ୍ଜୁରୀ ମିଳିଛି । ଭାରତ ମଧ୍ୟ ୨୦୩୬ ଅଲିମ୍ପିକ୍ ଗେମ୍ସ ଆୟୋଜନ ପାଇଁ ଏକ ଦାବିଦାର ରହିଛି। ତେଣୁ, ୨୦୩୦ ରାଜ୍ୟଗୋଷ୍ଠୀ ଗେମ୍ସ ଆୟୋଜନ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ […]
