ବିହାରରେ ଏନଡିଏ ସରକାରଙ୍କ ନେତୃତ୍ଵତରେ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ହେବା ପରେ ଦୁଇଦଶନ୍ଧି ଧରି ସରକାରୀ ବାସଭବନରେ ରହୁଥିବା ପୂର୍ବତ୍ତନ ମୁଖ୍ୟମନ୍ତ୍ରୀଙ୍କୁ ବାସଭବନ ଖାଲି କରିବାକୁ ନିର୍ଦ୍ଦେଶ ଦିଅ ଯାଇଛି । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଲାଲୁ ଯାଦବଙ୍କ ପତ୍ନୀ ରାବ୍ରୀ ଦେବୀ ଦୁଇ ଦଶନ୍ଧି ଧରି ପାଟଣାର ସର୍କୁଲାର ରୋଡ ସ୍ଥିତ ୧୦ ନମ୍ବର ସରକାରୀ ବାସଭବନରେ ରହି ଆସୁଥିଲେ । ଗତ ନଭେମ୍ବର ୨୫ରେ ତାଙ୍କୁ ସରକାରୀ ବାସଭବନ ଖାଲି କରିବାକୁ ନୋଟିସ […]
ଦ୍ବିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଠାରୁ ୪୦୮ ରନରେ ପରାଜୟ । ଟେଷ୍ଟ ଇତିହାସରେ ଭାରତର ଏହା ରନ୍ ବ୍ୟବଧାନରେ ସବୁଠାରୁ ବଡ଼ ପରାଜୟ ଘଟିଛି । ଏହି ପରାଜୟ ପରେ ଏବେ ଟିମ୍ ଇଣ୍ଡିଆର ପ୍ରତ୍ୟେକ ଖେଳାଳିଙ୍କ ସହ ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ପାରିବାପଣିଆ ଉପରେ ପ୍ରଶ୍ନ ଉଠିବାରେ ଲାଗିଛି । ତେବେ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଯେଉଁଥିରେ ତାଙ୍କୁ ପଚରାଯାଇଛି ଯେ ସେ ଟେଷ୍ଟ କ୍ରିକେଟ […]
କେନ୍ଦ୍ର କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ୭ ହଜାର ୨୮୦ କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ପୁଣେ ମେଟ୍ରୋ ଟ୍ରେନ୍ ସମ୍ପ୍ରସାରଣକୁ ମିଳିଲା ମଞ୍ଜୁରୀ। ମୁମ୍ବାଇ ନିକଟବର୍ତ୍ତୀ ବଦଲାପୁର-କର୍ଜତ ଲାଇନ ଏବଂ ଗୁଜରାଟର ଦ୍ୱାରକା ଲାଇନ। ଏହି ନିଷ୍ପତ୍ତିଗୁଡ଼ିକ ସଂଯୋଗୀକରଣ ପ୍ରତି ସରକାରଙ୍କ ଗମ୍ଭୀରତାକୁ ପ୍ରଦର୍ଶନ କରିଛି। ଏହି ପ୍ରକଳ୍ପଗୁଡ଼ିକ ଲକ୍ଷ ଲକ୍ଷ ଯାତ୍ରୀଙ୍କୁ ସିଧାସଳଖ ଲାଭ ଦେବ ଏବଂ ଯାତ୍ରା ସମୟକୁ ଯଥେଷ୍ଟ ହ୍ରାସ କରିବ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ […]
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ଭାରତୀୟ ଖାଦ୍ୟ ନିଗମ ବା ଏଫସିଆଇ ଓଡ଼ିଶାରୁ ଅତିରିକ୍ତ ୮ ଲକ୍ଷ ମେଟ୍ରିକ୍ ଟନ୍ ତଥା ମୋଟ ୫୮ ଲକ୍ଷ ଧାନ(ଚାଉଳ ଆକାରରେ) କିଣିବ ବୋଲି କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି । ସେହିପରି ରବି ଫସଲ ପାଇଁ ଏହି ଲକ୍ଷ୍ୟକୁ ୧୦ ଲକ୍ଷ ମେଟ୍ରିକ୍ ଟନରୁ ବୃଦ୍ଧି କରି ୧୧ ଲକ୍ଷ ମେଟ୍ରିକ୍ […]
ଗୁରୁବାର ଆରମ୍ଭ ହେଉଛି ବିଧାନସଭାର ଶୀଳକାଳୀନ ଅଧିବେଶନ । ବିଧାନସଭା ସୁରୁଖୁରୁରେ ଚଳାଇବାକୁ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି ।ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆଜି ସର୍ବଦଳୀୟ ବୈଠକ ବସିଥିଲା । ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ,ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ଥିଲେ । ତାସହ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା […]
୨୧ ଶତାବ୍ଦୀର ସବୁଠାରୁ ଦୀର୍ଘ ସୂର୍ଯ୍ୟଗ୍ରହଣ, ଯାହା ସମ୍ପୂର୍ଣ୍ଣ ୬ ମିନିଟ୍ ୨୩ ସେକେଣ୍ଡ ପାଇଁ ରହିବ। ବୈଜ୍ଞାନିକମାନେ କହିଛନ୍ତି ଯେ ଏପରି ଦୃଶ୍ୟ ଗତ ୧୦୦ ବର୍ଷ ମଧ୍ୟରେ ଦେଖାଯାଇନାହିଁ, ଏବଂ ଏତେ ଦୀର୍ଘ ଅବଧିର ସମ୍ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ପୁଣି ସହଜରେ ଦେଖାଯିବ ନାହିଁ। ଯାହା ଘଟିବାକୁ ଯାଉଛି ୨ ଅଗଷ୍ଟ, ୨୦୨୭ରେ । ଏହି ଦିନ, ଚନ୍ଦ୍ର ସୂର୍ଯ୍ୟକୁ ସମ୍ପୂର୍ଣ୍ଣ ଭାବରେ ଘୋଡ଼ାଇ ଦେବ। ମଧ୍ୟାହ୍ନ ଭଳି ଆଲୋକ ହଠାତ୍ ସନ୍ଧ୍ୟା ହୋଇଯିବ। ତାପମାତ୍ରା […]
ପରିବା ଦର ଉପରେ ଆଉ ନିୟନ୍ତ୍ରଣ ନାହିଁ । ଆକାଶ ଛୁଆଁ ପରିବା ଦର । କାର୍ତ୍ତିକ ମାସରେ ଯେଉଁ ଦର ଥିଲା ଆଜି ବି ପ୍ରାୟ ସମାନ ଦର ।କ୍ରମାଗତ ଭାବରେ ପନିପରିବାର ଦର ବୃଦ୍ଧି ପାଇଁ ପାଣିପାଗକୁ ଦାୟୀ କରିଛନ୍ତି କଟକ ଛତ୍ରବଜାର ବ୍ୟବସାୟୀ । ଅଦିନିଆ ବର୍ଷା ଯୋଗୁଁ ଅନେକ ଫସଲ ନଷ୍ଟ ହୋଇଯାଇଛି । ସାଧାରଣତଃ ଏହି ସମୟରେ ଅନେକ ପରିବା ଅମଳ ହେବା କଥା । ବିଶେଷକରି ଲୋକାଲ ପରିବା […]
ଖୋଲିବ ଗୁଣ୍ଡିଚା ମନ୍ଦିର। ଡିସେମ୍ବର ୧ ତାରିଖରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ଏଥିପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା । ଦୀର୍ଘ ପ୍ରାୟ ୬ ବର୍ଷ ହେଲା ବନ୍ଦ ରହିଛି ଗୁଣ୍ଡିଚା ମନ୍ଦିର । ସୂଚନା ଦେଇ ଜିଲ୍ଲାପାଳ କହିଛନ୍ତି ଯେ ଗୁଣ୍ଡିଚା ମନ୍ଦିର ନିକଟରୁ ହଟିଛି ଜବରଦଖଲ । ଭକ୍ତଙ୍କ ପାଇଁ ହୋଇଛି ବ୍ୟବସ୍ଥା । ଗୁଣ୍ଡିଚା ମନ୍ଦିରର ପରିଚାଳନା କରିବ ଶ୍ରୀମନ୍ଦିର ପ୍ରଶାସନ […]
ଲଘୁ ଖଣିଜ ଚୋର, ଖଣି ମାଫିଆ ଓ ବାଲି ମାଫିଆଙ୍କୁ ନିଶ୍ଚିହ୍ନ କରାଯିବ। ଏନେଇ କଠୋର ଚେତାବନୀ ଦେଲେ ଖଣି ମନ୍ତ୍ରୀ ବିଭୂତି ଜେନା ।ବାଲି ମାଫିଆଙ୍କୁ ଦମନ କରିବା ପାଇଁ ତହସିଲଦାର, ଉପ ଜିଲ୍ଲାପାଳ ଓ ଜିଲ୍ଲାପାଳ ଏବଂ ପୋଲିସ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି । ଏହି ସମ୍ପତ୍ତି ଜନ ସାଧାରଣଙ୍କ ରୟାଲଟିକୁ ଲୁଟ୍ ହେବାକୁ ସରକାର ଦେବେ ନାହିଁ ବୋଲି କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା । ନୂଆ ଆଇନକୁ […]
୩ ଦିନ ବନ୍ଦ ରହିବ ବିମାନ ଚଳାଚଳ। ଉଡିବନି କୌଣସି ବି ବିମାନ। ବଙ୍ଗୋପସାଗରରେ ଶକ୍ତିଶାଳୀ ମିସାଇଲ ପରୀକ୍ଷଣ କରିବ ଭାରତ । ଯାହା ପୂର୍ବ ଅପେକ୍ଷା ଅଧିକ ଭୟଙ୍କର ହେବାକୁ ଯାଉଛି । ଯେଉଁଥିପାଇଁ ସମୁଦ୍ରର କିଛି ଅଞ୍ଚଳରେ ସତର୍କ ସୂଚନା ବା ନୋଟାମ୍ ଜାରି କରାଯାଇଛି । ଡିସେମ୍ବର ୬ରୁ ୮ ମଧ୍ୟରେ ଏହି ପରୀକ୍ଷଣ ହେବ ବୋଲି ଆଶା କରାଯାଉଛି ।ରିପୋର୍ଟ ଅନୁସାରେ, ଯେଉଁଦିନ ମିସାଇଲ ପରୀକ୍ଷଣ ହେବ ସେଦିନ ପ୍ରାୟ ୧୪୮୦ […]
ଗମ୍ଭୀର ହେଲାଣି ଦିଲ୍ଲୀ ବାୟୁ ପ୍ରଦୂଷଣ। ରାଜଧାନୀବାସଙ୍କୁ ନାକେଦମ୍ କଲାଣି ପ୍ରଦୂଷଣ। ଯେମିତି ପଦକ୍ଷେପ ନେଲେ ବି ପରିସ୍ଥିତିରେ ସୁଧାର ଆସୁନି। ଦିଲ୍ଲୀ-ଏନସିଆରରେ ବାୟୁ ଗୁଣବତ୍ତା ବୃଦ୍ଧି ପାଇବାରେ ଲାଗିଛି। ଏଣିକି ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ହ୍ୱିପ୍ ଜାରି କରିଛି PMO। ପ୍ରଦୂଷଣ ସୃଷ୍ଟି କରୁଥିବା ଯାନବାହନ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ପଦକ୍ଷେପ ନେଇଛି। ଦିଲ୍ଲୀରେ ପ୍ରଦୂଷଣ ସୃଷ୍ଟିକାରୀ ଯାନବାହନକୁ ବନ୍ଦ କରି ଇଭି ଚଳାଚଳକୁ ଗୁରୁତ୍ବ ଦେଇଛି […]
୨୬/୧୧ ଟେରର ଆକ୍ରମଣ । ଦୀର୍ଘ ୧୭ ବର୍ଷ ତଳେ ଆଜିର ଦିନରେ ମୁମ୍ବାଇରେ ଆତଙ୍କବାଦୀ ରଚିଥିଲେ ତାଣ୍ଡବ । ମୁମ୍ବାଇର ଛାତି ଥରାଇ ଦେଇଥିଲେ ୧୦ ଆତଙ୍କବାଦୀ । ୪ ଦିନ ଧରି ଗୁଳିମାଡ଼ ବ୍ୟତୀତ ଅନେକ ସ୍ଥାନରେ ବିସ୍ଫୋରଣ କରିଥିଲେ । ଏହି ଆକ୍ରମଣରେ ୧୬୦ରୁ ଊର୍ଦ୍ଧ୍ବ ଲୋକ ପ୍ରାଣ ହରାଇଥିବାବେଳେ ୬୦୦ରୁ ଅଧିକ ଲୋକ ଆହତ ହୋଇଥିଲେ । ବିସ୍ଫୋରଣର ମାଷ୍ଟର ମାଇଣ୍ଡ ୨୧ ବର୍ଷୀୟ ପାକିସ୍ତାନୀ ଆତଙ୍କବାଦୀ ଅଜମଲ ଅମୀର କସବଙ୍କୁ […]
