ମେଷବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ । ବୃଷ ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । […]
କାଶୀପୁର,୧୪/୮; ରାୟଗଡ଼଼ା ଜିଲ୍ଲା କାଶୀପୁର ବ୍ଲକ ନୂଆପଡ଼ାସ୍ଥିତ ଉତ୍କଳ ଆଲୁମିନା ଇଣ୍ଟରନେସନାଲ, ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗୃପର ସହଯୋଗୀ କମ୍ପାନୀ ତରଫରୁ ସ୍ଥାନୀୟ କ୍ଲବ ହାଉସରେ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏଥିରେ 229 ଜଣ ସ୍ୱେଛାକୃତ ଭାବେ ରକ୍ତଦାନ କରିଥିଲେ। ଆଜି ଏହି ରକ୍ତଦାନ ଶିବିରକୁ ରାୟଗଡା ଅତିରୀକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ରାୟଗଡା ରମେଶ ଚନ୍ଦ୍ର ଜେନା, ଟିକିରି ସରପଞ୍ଚ ଜଗବନ୍ଧୁ ମାଝୀ, କୁଚେଇ ପଦର ସରପଞ୍ଚ […]
ନୂଆଗାଁ,:( ପୁଷ୍ପଲତା ପ୍ରଧାନ):ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ରାମେଶ୍ବର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଖାଲମଡା ରେ ପୂର୍ବବତ ପ୍ରଧାନ ଶିକ୍ଷକ ଆନନ୍ଦ ଚନ୍ଦ୍ର ଖିଲାର ଙ୍କ ୧୩ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷକ ଦିଲ୍ଲୀପ କୁମାର ସ୍ୱାଇଁଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ରାଜ କିଶୋର ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ୍, ଅବସର ପ୍ରାପ୍ତ ଶିକ୍ଷକ ,ସଙ୍ଗୀତଜ୍ଞ ମଦନ ମୋହନ ପ୍ରଧାନ , […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଚିନ୍ମୟ ମିଶନ ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ ତ୍ରିନାଥ ଛକସ୍ଥିତ ଶ୍ରୀରାମ ମନ୍ଦିର ପରିସରରେ ହନୁମାନ ଚାଳିଶା ପଠନ ଏବଂ ସମୂହ ପ୍ରସାଦ ସେବନ କାର୍ଯ୍ୟକ୍ରମ ପବିତ୍ର ରେଖା ପଞ୍ଚମୀ ଅବସରରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ସଭାପତି ସୁରେନ୍ଦ୍ରନାଥ ମହାପାତ୍ର ଏବଂ ସମ୍ପାଦକ ଘନଶ୍ୟାମ ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ସଦସ୍ୟ ଥରେ ଥରେ ହନୁମାନ ଚାଳିଶା ପାଠ କରି ସର୍ଵମଙ୍ଗଳ କାମନା କରିଥିଲେ। ପରେ ସମୂହ ପ୍ରସାଦ ସେବନ […]
ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ୭୯ତମ ସ୍ୱାଧିନତା ଦିବସ ଉପଲକ୍ଷ ବାଲୁକା ସ୍ୟାଣ୍ଡ ଆନିମେସନ ପ୍ରସ୍ତୁତ କରିଛନ୍ତି। ଏହି ସ୍ୟାଣ୍ଡ ଆନିମେସନଟି ଅପରେସନ ସିନ୍ଦୂରର ବିଜୟ ଗାଥାକୁ ଆଧାର କରି କରାଯାଇଛି। ଏହା ସାରା ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି।ଆମ ଦେଶର ସୁରକ୍ଷା ପାଇଁ ବୀର ଯବାନ ମାନେ ନିଜ ଜୀବନକୁ ବାଜି ଲଗାଇ ଦେଉଛନ୍ତି। ତାଙ୍କର ବୀର ଗାଥାକୁ ବାଲୁକା ଆନିମେସନରେ ଦର୍ଶାଇଛନ୍ତି ବାଲୁକା ଶିଳ୍ପୀ ମାନସ ସାହୁ। ଏହି ବାଲୁକା […]
ମଧ୍ୟପ୍ରଦେଶ, ଶହଡୋଲ୍ ଜିଲ୍ଲାର ସୋହାଗପୁର ଥାନା ଅଞ୍ଚଳ ଅନ୍ତର୍ଗତ ପିପାରିଆ ଗାଁରେ, ଏକ ତିନି ବର୍ଷର ଝିଅ କଞ୍ଚନ କୋଲକୁ ଏକ ବିଷାକ୍ତ କରୈତ ନାମକ ସାପ କାମୁଡ଼ିଥିଲା । ସାପଟି ଥରେ କିମ୍ବା ଦୁଇଥର ନୁହେଁ ବରଂ ଶିଶୁର ହାତକୁ ତିନିଥର ଚୋଟ ମାରିଥିଲା । ଝିଅକୁ ଗୁରୁତର ଅବସ୍ଥାରେ ଶହଡୋଲ୍ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଝିଅ ବଞ୍ଚିବ ବୋଲି ସମସ୍ତେ ଆଶା ଛାଡ଼ି ଦେଇଥିଲେ । କିନ୍ତୁ ଝିଅର ବିଞ୍ଚିବା ଜିଦ୍ […]
ଅଗଷ୍ଟ ୧୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଓପନ ସ୍କୁଲ ଦ୍ୱିତୀୟର ପରୀକ୍ଷା ଫଳ । ମଧ୍ୟାହ୍ନ ସାଢ଼େ ୧୨ ଟା ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସ୍ଥିର ହୋଇଛି । ଚଳିତ ଥର ରାଜ୍ୟ ମୁକ୍ତ ବିଦ୍ୟାଳୟ ବା ଓପନ ସ୍କୁଲ ପରୀକ୍ଷା ୧୦୩ ଟି କେନ୍ଦ୍ରରେ ୧୦ ହଜାର ୮୦୯ ଜଣ ପରୀକ୍ଷାର୍ଥୀ ଦେଇଛନ୍ତି । ସେହିପରି ହାଇସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ୯୮ ଟି ପରୀକ୍ଷା କେନ୍ଦ୍ରରେ ୩୨୩୨ […]
ବୁଲା କୁକୁରଙ୍କୁ ନେଇ ସୁପ୍ରିମ କୋର୍ଟ ନେଇଥିବା ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି ଭୁବନେଶ୍ବର ମେୟର ସୁଲୋଚନା ଦାସ । ସେ କହିଛନ୍ତି, କୁକୁର ମାନେ କଥା କହିପାରୁନାହାନ୍ତି ବୋଲି କଣ ସେମାନଙ୍କ ବଂଚିବାର ଅଧିକାର ନାହିଁ । ଜୈବବିବିଧତାର ସମନ୍ୱୟ ପାଇଁ ପ୍ରାଣୀ ଓ ମଣିଷ ସମସ୍ତେ ରହିବାର ଆବଶ୍ୟକତା ରହିଛି । ତେବେ ଦିଲ୍ଲୀ-ଏନସିଆରରୁ ବୁଲା କୁକୁରଙ୍କୁ ହଟାଇ ଆଶ୍ରୟସ୍ଥଳକୁ ପଠାଇବା ନେଇ ସୁପ୍ରିମକୋର୍ଟ ଦେଇଥିବା ନିର୍ଦେଶକୁ ନେଇ ଦେଶବ୍ୟାପୀ ଅସନ୍ତୋଷ ପ୍ରକାଶ […]
ରାଜ୍ୟ ସରକାର ସୁଭଦ୍ରା ଯୋଜନାରେ ହିତାଧିକାରୀମାନଙ୍କୁ ପାଇଁ ଆଉ ଏକ ବଡ଼ ଆଶ୍ବସ୍ତି ଦେଇଛନ୍ତି। ଦ୍ବିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ସମସ୍ତ ହିତାଧିକାରୀମାନଙ୍କୁ ଟଙ୍କା ମିଳିବ। ମିସନ ଶକ୍ତି ଭବନ ଠାରେ ‘ଦିବ୍ୟାଙ୍ଗ ଭଉଣୀଙ୍କ ସହ ବାର୍ତ୍ତାଳାପ’ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି, ଇ-କେୱାଇସି ଡାଟା ଏଣ୍ଟ୍ରିରେ ତ୍ରୁଟି ଯୋଗୁଁ କେତେକ ଜୀବିତ ହିତାଧିକାରୀଙ୍କୁ ମୃତ ଦର୍ଶାଯାଇଛି। ସେମାନଙ୍କୁ ଭୁଲ୍ରେ ମୃତ ଦର୍ଶାଯାଇଥିବାରୁ ଦ୍ୱିତୀୟ କିସ୍ତି ପାଇପାରି ନାହାନ୍ତି। ଏହି ସମସ୍ୟାର ସମାଧାନ ଖୁବ ଶୀଘ୍ର […]
ପିଏମ ସୂର୍ଯ୍ୟ ଘର ଯୋଜନାକୁ ନେଇ ସମୀକ୍ଷା ପରେ ବଡ଼ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂ ଦେଓ । ଲୋକଙ୍କୁ ସଚେତନ କରାଯିବା ସହ ଲିଫଲେଟ୍ ଓ ପାମ୍ପଲେଟ୍ ବଣ୍ଟାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଅନଲାଇନ୍ ଜରିଆରେ ଯେଉଁମାନେ ପିଏମ ସୂର୍ଯ୍ୟ ଘର ଯୋଜନା ପାଇଁ ଆବେଦନ କରିଛନ୍ତି ସେମାନଙ୍କୁ ବିତରଣ କମ୍ପାନିମାନେ ଯୋଗାଯୋଗ କରି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ ବୋଲି ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ସେ ଆହୁରି […]
୨୦୨୫ରେ କୃଷ୍ଣ ଜନ୍ମାଷ୍ଟମୀ ଅର୍ଥାତ୍ ଶ୍ରୀ କୃଷ୍ଣ ଜୟନ୍ତୀ କେଉଁ ତାରିଖରେ ପାଳନ କରାଯିବ ସେ ବିଷୟରେ ବହୁତ ଦ୍ୱନ୍ଦ୍ୱ ରହିଛି । ପଞ୍ଚାଙ୍ଗ ଅନୁସାରେ, ଭାଦ୍ରବ ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଗଷ୍ଟ ୧୫ ରାତି ୧୧:୪୯ ରୁ ଆରମ୍ଭ ହୋଇ ଅଗଷ୍ଟ ୧୬ ରାତି ୦୯:୩୪ ପର୍ଯ୍ୟନ୍ତ ଚାଲିବ ।୨୦୨୫ ରେ ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀର ସଠିକ୍ ତାରିଖ ଜାଣିବା ପାଇଁ, ଏହି ପର୍ବ କେଉଁ ତିଥି ଏବଂ ନକ୍ଷତ୍ରରେ ପାଳନ କରାଯାଏ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶ କ୍ରମେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ମଡେଲ ଡିଗ୍ରୀ କଲେଜ, ନୟାଗଡ଼ ଥରେ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.ମାନସ ରଞ୍ଜନ ଶତପଥୀଙ୍କ ତତ୍ତ୍ଵାବଧାନରେ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରାରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ମାନେ ସାମିଲ ହୋଇଥିଲେ। ମଡେଲ ଡିଗ୍ରୀ କଲେଜରେ ହର୍ ଘର ତ୍ରୀରଙ୍ଗା କାର୍ଯ୍ୟକ୍ରମ ୭୯ତମ ସ୍ବାଧୀନତା ଦିବସ ଉପଲକ୍ଷେ ସରକାରଙ୍କ “ହର ଘର ତ୍ରୀରଙ୍ଗା” କାର୍ଯ୍ୟକ୍ରମକୁ […]
