author

୧୦ଟି ବିଭାଗର ଗ୍ରୁପ-Cର ପଦବୀ ପୂରଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ । ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସିର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ । ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ କରିବାକୁ ନିର୍ଦ୍ଦେଶ ରହିଛି । ସର୍ବାଧିକ ବିଦ୍ୟାଳୟ ଓ ଗଣଶିକ୍ଷ ବିଭାଗର ୮ ହଜାର ୩୫୮, ପଂଚାୟତିରାଜ ବିଭାଗର ୪ ହଜାର ୪୨, ସ୍ବାସ୍ଥ୍ୟ ବିଭାଗର ୩ ହଜାର ୬୭୭ […]

ସବୁ ସରକାରୀ ବିଲଡିଂର ରଙ୍ଗ ବଦଳିବ , ଆସିଲା ନିର୍ଦ୍ଦେଶନାମା

ସରକାରୀ କୋଠାର ରଙ୍ଗ ବଦଳିବ । ଆଗକୁ ନିର୍ମାଣ ହେବାକୁ ଥିବା ସବୁ କୋଠାର ରଙ୍ଗ ବଦଳିଯିବ । ଏନେଇ ପୂର୍ତ୍ତ ବିଭାଗ ବିଜ୍ଞପ୍ତି ଜାରି କରିଛି।ସରକାରୀ ଉଦ୍ୟୋଗର କୋଠାକୁ ମଧ୍ୟ ଗେରୁଆ ରଙ୍ଗ ଦିଆଯିବ। ସରକାରୀ କୋଠା ଲାଗି ୩ଟି କଲର କୋଡ୍ ଜାରି ହୋଇଛି। ବାହାର କାନ୍ଥ ପାଇଁ ଆରଜିବି ମିକ୍ସ ବ୍ୟବହାର ହେବ। ଏହି ରଙ୍ଗ ହେଉଛି ଇଷତ୍ ଗେରୁଆ। କୋଠାର ବର୍ଡର ପାଇଁ ଆରଜିବି ମିକ୍ସ ରଙ୍ଗ ବ୍ୟବହାର କରାଯିବ। ଏଥିସହ […]

କେନ୍ଦ୍ରାପଡ଼ା ଛାତ୍ରୀ ଆତ୍ମାହୂତି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛି ବିଜେଡି

କେନ୍ଦ୍ରାପଡ଼ା ଛାତ୍ରୀ ଆତ୍ମାହୂତି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛି ବିଜେଡି । ଦଳର ବରିଷ୍ଠ ନେତା ତଥା ଆଳି ବିଧାୟକ ପ୍ରତାପ ଦେବ, ଯଦି ପୋଲିସ ଆରମ୍ଭରୁ ପଦକ୍ଷେପ ନେଇଥାନ୍ତା,ଆଜି ସେହି ଛାତ୍ରୀ ଜଣକ ଜୀବିତ ଥାଆନ୍ତେ । ପୋଲିସ ଏତଲା ରଖିଲା ନାହିଁ । ମାମଲାକୁ ଖାମଖିଆଲି ଭାବେ ନେଇ ଅଶ୍ଲୀଳ ଭିଡିଓ ଡିଲିଟ କରିବାକୁ ଓ ମୋବାଇଲ ସ୍ଵିଚ୍ ଅପ୍ କରିବାକୁ କହି ଚୁପ୍ ବସିଲା। ଯଦି ଆରମ୍ଭରୁ ଆକ୍ସନ ନେଇଥାନ୍ତା, ତେବେ […]

ଜଷ୍ଟିସ ବର୍ମାଙ୍କ ଆବେଦନ ସୁପ୍ରିମକୋର୍ଟରେ ଖାରଜ

ଘରୁ ଟଙ୍କା ମିଳିବା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟର ବିଚାରପତି ଯଶଓ୍ବନ୍ତ ବର୍ମାଙ୍କ ଆବେଦନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ତାଙ୍କୁ ଦୋଷୀ ବୋଲି ଦର୍ଶାଇଥିବା ତଦନ୍ତ କମିଟିର ରିପୋର୍ଟ ଏବଂ ପ୍ରଧାନ ବିଚାରପତିଙ୍କ ଦ୍ଵାରା ପଦବୀରୁ ତତ୍କାଳ ହଟାଯିବା ଲାଗି ସୁପାରିସକୁ ଚ୍ୟାଲେଞ୍ଜ କରି ବର୍ମା ସୁପ୍ରିମକୋର୍ଟରେ ପିଟିସନ ଦାୟର କରିଥିଲେ। ତଦନ୍ତ କମିଟି ଧାର୍ଯ୍ୟ ପ୍ରକ୍ରିୟାର ଅନୁପାଳନ କରିଥିବା ଦର୍ଶାଇ ସର୍ବୋଚ୍ଚ ନ୍ୟାୟାଳୟ ପିଟିସନକୁ ଖାରଜ କରିଦେଇଥିଲେ।ସୁପ୍ରିମକୋର୍ଟ କହିଛନ୍ତି ଯେ ଜଷ୍ଟିସ ଯଶୱନ୍ତ ବର୍ମାଙ୍କ ଆଚରଣ […]

FM ଛାତ୍ରୀ ଆତ୍ମାହୁତି ଘଟଣା : ତଦନ୍ତରୁ ହଟିଲେ ଏସ. ସାଇନି

ବାଲେଶ୍ବର ଫକୀରମୋହନ ଛାତ୍ରୀ ଆତ୍ମାହୁତି ଘଟଣା ତଦନ୍ତରୁ ହଟିଲେ ଏସ୍‌. ସାଇନି । CAW ଆଇଜି ଏସ୍‌. ସାଇନି ତଦନ୍ତରୁ ଅନ୍ତର ହୋଇଛନ୍ତି । ତଦନ୍ତ ନୀରିକ୍ଷଣ କରିବେ କ୍ରାଇମବ୍ରାଞ୍ଚ SP ଅନିରୁଦ୍ଧ ରାଉତରାୟ ।ସେ କହିଛନ୍ତି, ମୁଁ ତଦନ୍ତର ରିଭ୍ୟୁ କରିବାକୁ ଆସିଛି । ଅଗ୍ରଗତି ନେଇ ଡିଜିଙ୍କୁ ରିପୋର୍ଟ ଦେବି । ଏହା ଏକ ନିରନ୍ତର ପ୍ରକ୍ରିୟା, ପ୍ରତ୍ୟେକ ଦିଗକୁ ବିଚାର କରୁଛୁ । ଆମେ ସତ୍ୟ ଓ ତଥ୍ୟ ବାହାର କରୁଛୁ । […]

ଶୁଳ୍କ ଆଟାକ୍ ପରେ ଟ୍ରମ୍ପଙ୍କୁ କଡା ଜବାବ ଦେଲେ ମୋଦି

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ବିରୋଧରେ ଟାରିଫ ଯୁଦ୍ଧକୁ ତୀବ୍ର କରିଥିବାର ଦିନକ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୃଢ଼ ବାର୍ତ୍ତା ଦେଇ କହିଛନ୍ତି ଯେ ଭାରତ କେବେ ବି ତା’ର ଚାଷୀ ଓ ମତ୍ସ୍ୟଜୀବୀଙ୍କ ସ୍ବାର୍ଥ ସହ ଆପୋଷ କରିବ ନାହିଁ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ତାଙ୍କୁ ଏଥିପାଇଁ ବ୍ୟକ୍ତିଗତ ଭାବେ ବଡ଼ ମୂଲ୍ୟ ଦେବାକୁ ପଡ଼ିପାରେ, କିନ୍ତୁ ସେ ଏଥିପାଇଁ ପ୍ରସ୍ତୁତ।ଦିଲ୍ଲୀରେ ଆୟୋଜିତ ଏମଏସ ସ୍ବାମୀନାଥନ ଶତବାର୍ଷିକୀ ଆନ୍ତର୍ଜାତୀୟ ସମ୍ମିଳନୀରେ ସମ୍ବୋଧନ କରି […]

ଆଜି ହେଉଛି ଜାତୀୟ ହସ୍ତତନ୍ତ ଦିବସ

ଆଜି ହେଉଛି ଜାତୀୟ ହସ୍ତତନ୍ତ ଦିବସ। ପ୍ରତିବର୍ଷ ଅଗଷ୍ଟ ୭ ତାରିଖରେ ଏହି ଦିବସ ପାଳନ କରାଯାଇଥାଏ । ଯେତେବେଳେ ବଙ୍ଗଳା ବିଭାଜନ ହୋଇଥିଲା ସେତେବେଳେ ସ୍ବଦେଶୀ ଆନ୍ଦୋଳନ ଶକ୍ତି ବୃଦ୍ଧି ହୋଇଥିଲା। ସର୍ବପ୍ରଥମେ ୧୯୦୫ ଅଗଷ୍ଟ ୭ରେ କୋଲକାତା ଟାଉନ ହଲରେ ବିଦେଶୀ ସାମଗ୍ରୀକୁ ବର୍ଜନ କରିବା ଏବଂ ଭାରତୀୟ ଉତ୍ପାଦ ଉପରେ ନିର୍ଭର କରିବା ପାଇଁ ଆନୁଷ୍ଠାନିକ ଘୋଷଣା କରାଯାଇଥିଲା। ଏକ ଶତାବ୍ଦୀ ପରେ ଅର୍ଥାତ୍‌ ୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଜାତୀୟ […]

ଏଣିକି ସପ୍ତାହରେ ୨ ଥର ଆମ ବସରେ ଯାତ୍ରା କରିବେ କ୍ରୁଟ୍ ଅଧିକାରୀ

ଆମ ବସ୍ ସେବାରେ ସାଧାରଣ ଯାତ୍ରୀଙ୍କ ଯାତ୍ରା ଅଭିଜ୍ଞତା ବୃଦ୍ଧି ନେଇ କ୍ରୁଟ୍ ପକ୍ଷରୁ ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । କ୍ରୁଟ୍ ପରିଚାଳନା ନିର୍ଦ୍ଦେଶକ ଡକ୍ଟର ଏନ୍ ଥିରୁମାଲା ନାଏକ କ୍ରୁଟ୍‌ର ସମସ୍ତ ସଦସ୍ୟମାନଙ୍କୁ ସପ୍ତାହରେ ଅନ୍ତତଃ ଦୁଇଥର ଆମବସ୍‌ରେ ଯାତ୍ରା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବସ୍‌ରେ ଯାତ୍ରା କରି ବିସୃତ ଅନ୍‌ଲାଇନ୍ ଫର୍ମ ମାଧ୍ୟମରେ ଆମ ବସର ପ୍ରତ୍ୟେକ ସେବା ଉପରେ ମତାମତ ସଂଗ୍ରହ ହେବ। ମତାମତକୁ ଆଧାର କରି ଯଥାସମ୍ଭବ […]

କେନ୍ଦ୍ରାପଡ଼ା ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଗ୍ରାମାଞ୍ଚଳ ଥାନା ଏଏସ୍‌ଆଇଙ୍କୁ ବଦଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା ପୁରା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟ କରିଛି । ସେପଟେ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି ପୀଡିତାଙ୍କ ମୃତଦେହର ବ୍ୟବଚ୍ଛେଦ ହେବ। ବଡ଼ପଡ଼ା ମହାବିଦ୍ୟାଳୟର ଯୁକ୍ତି ତିନି ତୃତୀୟ ବର୍ଷ ଛାତ୍ରୀ କିରାସିନ ଢାଳି ହୋଇ ନିଜକୁ ଜାଳି ଦେଇଛନ୍ତି । ଛାତ୍ରୀ ଜଳିଯିବା ଖବର ଆସିବା ପରେ ତୁରନ୍ତ ହସ୍ତକ୍ଷେପ କରିଥିଲା ରାଜ୍ୟ ପୁଲିସ । ତେବେ ଗ୍ରାମାଞ୍ଚଳ ଥାନା ଏଏସ୍‌ଆଇ ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି […]

ପୂର୍ବତନ ଉପବାଚସ୍ପତି ଓ ଖଣ୍ଡପଡ଼ାର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ

ଓଡ଼ିଶାର ବରିଷ୍ଠ ରାଜନେତା ତଥା ଖଣ୍ଡପଡ଼ାଗଡ଼ର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ଗୁରୁବାର ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ସେ ପୂର୍ବତନ ମନ୍ତ୍ରୀ ଭାବେ ରାଜ୍ୟ ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।ମୃତ୍ୟୁ ବେଳେକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଖଣ୍ଡପଡ଼ା ଆସନରୁ ସେ ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ମୃତ୍ୟୁକୁ ନେଇ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ସେ ଦୀର୍ଘଦିନ ଧରି କଂଗ୍ରେସ […]

ଆଜିର ରାଶିଫଳ(୭ ଅଗଷ୍ଟ, ୨୦୨୫)

ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]

ଖଣ୍ଡପଡ଼ା ରାଜା ବିଭୂତି ମର୍ଦ୍ଦରାଜଙ୍କ  ପରଲୋକ

ନୟାଗଡ଼,(ଓଡ଼ିଶା ଦର୍ପଣ):ଖଣ୍ଡପଡ଼ା ରାଜା, ବିଧାନସଭାର ପୂର୍ବତନ ଉପ ବାଚସ୍ପତି ତଥା ମନ୍ତ୍ରୀ ବିଭୂତିଭୂଷଣ ସିଂହ ମର୍ଦ୍ଦରାଜଙ୍କର ବୁଧବାର ରାତି ୧୨.୩୦ ମିନିଟ ସମୟରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ  ହସ୍ପିଟାଲରେ ପରଲୋକ ହୋଇଯାଇଛି।ଦିର୍ଘ ମାସ ଧରି ସେ ଅସୁସ୍ଥ ଥିଲେ।ତାଙ୍କ ବିୟୋଗରେ ସମଗ୍ର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ଗଭୀର ଶୋକପ୍ରକାଶ ପାଇଛି। ସ୍ବର୍ଗତ ମର୍ଦ୍ଦରାଜ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରୁ ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଜଣେ ବରିଷ୍ଠ କଂଗ୍ରେସ ନେତା ଭାବେ ଜଣାଶୁଣା ବିଭୂତିଭୂଷଣ ବିଧାନସଭାରେ ଉପ ବାଚସ୍ପତି […]