ଟ୍ରାଫିକ୍ ନିୟମ ଉଲ୍ଲଂଘନ କରିଥିବା ଯାନବାହନ ମାଲିକ ଓ ଚାଳକମାନଙ୍କ ପାଇଁ ଓଡ଼ିଶା ସରକାର ଏକ ବଡ଼ ରିହାତି ଘୋଷଣା କରିଛନ୍ତି। ମୋଟର ଯାନ ଆଇନ୍, ୧୯୮୮ ଅନୁଯାୟୀ କିଛି ନିର୍ଦ୍ଦିଷ୍ଟ ଉଲ୍ଲଂଘନ କ୍ଷେତ୍ରରେ ପଡ଼ି ରହିଥିବା ଜରିମାନା ରାଶିକୁ ହ୍ରାସ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ସୁବିଧା ଜୁଲାଇ ୩୧, ୨୦୨୫ ପର୍ଯ୍ୟନ୍ତ ଉପଲବ୍ଧ ରହିବ।ସଂଶୋଧିତ ହାର ଅନୁଯାୟୀ, ବିନା ପରମିଟରେ ଯାନ ବ୍ୟବହାର କରିବା ଉପରେ ୧୦,୦୦୦ ଟଙ୍କା ବଦଳରେ ୫,୦୦୦ ଟଙ୍କା […]
ନୀତୀଶ କୁମାର ସୋମବାର ସକାଳେ କ୍ୟାବିନେଟ ବୈଠକ ଡାକିଛନ୍ତି। ସୂଚନା ଅନୁଯାୟୀ ଏହି ବୈଠକରେ କ୍ୟାବିନେଟ ଭାଙ୍ଗିବାକୁ ଅନୁମୋଦନ ମିଳିପାରେ। ଏହା ପରେ ତୁରନ୍ତ ନୀତୀଶ କୁମାର ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିବେ ଏବଂ ନୂତନ ସରକାର ଗଠନ ପ୍ରକ୍ରିୟା ଆରମ୍ଭ ହେବ।ସୂଚନା ମିଳୁଛି ଯେ, ଆସନ୍ତା ୧୯ କିମ୍ବା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ । ତେବେ ଏହା ପୂର୍ବରୁ ସରକାରରେ କାହାର କେତେ ଭାଗିଦାରୀ ରହିବ, କାହାକୁ କେତେ ମନ୍ତ୍ରୀ ପଦ […]
ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ତଥା ନୂଆପଡା ଉପନିର୍ବାଚନରେ ଦଳର ପ୍ରାର୍ଥୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ନୂଆପଡା ଉପନିର୍ବାଚନରେ ଜିଲ୍ଲା ପ୍ରଶାସନ, ପୋଲିସ୍ ଓ ନିର୍ବାଚନ କମିଶନଙ୍କୁ ହାତବାରିସୀ କରି ଭୋଟ ରିଗିଂ ମାଧ୍ୟମରେ ବିଜେପି ବିଜୟୀ ହୋଇଛି ବୋଲି ଅଭିଯୋଗ କରିଛନ୍ତି ।ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଶ୍ରୀମତୀ ଛୁରିଆ କହିଥିଲେ, ନିର୍ବାଚନ ପ୍ରଚାର ସମୟରେ ନୂଆପଡାର ପ୍ରତ୍ୟେକ ପଞ୍ଚାୟତ ଓ ଏନଏସି ଅଞ୍ଚଳକୁ ଯାଇଥିଲେ ଓ ପ୍ରତ୍ୟେକ ସ୍ଥାନରେ ବିଜୁ […]
ସୁବର୍ଣ୍ଣପୁର ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଚରଦା ବାବା କପିଳେଶ୍ୱର ମନ୍ଦିରରେ ଘଟିଛି ଆଲୌକିକ ଘଟଣା । ମନ୍ଦିର ପାର୍ଶ୍ଵରେ ଥିବା ଅଫିସ ଗୃହ କାନ୍ଥରୁ ଏକ ଘଣ୍ଟା ଧରି କ୍ଷୀର ଝରୁଥିଲା ବୋଲି କହିଛନ୍ତି ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି । ଏହି ଘଟଣା ପ୍ରଚାରିତ ହେବା ପରେ ଏହାକୁ ଦେଖିବାକୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ନାହିଁ ନଥିବା ଭିଡ଼ ଲାଗିରହିଛି । ଏହି ଘଟଣାରେ ମନ୍ଦିର ପ୍ରଶାସନ କହିଛି,ଗତକାଲି ସଂକ୍ରାନ୍ତି ଥିବାରୁ ଭଗବାନଙ୍କ କୃପା ଭକ୍ତଙ୍କ […]
ଥଣ୍ଡାରେ ଥରୁଛି ସାରା ଓଡ଼ିଶା । ଆହୁରି ଦୁଇ ଦିନ ହାଡ଼ଭଙ୍ଗା ଶୀତ । ଉପକୂଳରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ବି ନିସ୍ତାର ମିଳୁନି । ଲଗାତାର ଭାବେ ପାରଦ ହ୍ରାସ ପାଇଚାଲିଛି । ୧୨ ଡିଗ୍ରୀ ତଳେ ୧୩ ସହରର ତାପମାତ୍ରା । କନ୍ଧମାଳ ଜିଲ୍ଲା ଘୁ. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ବର ଓ କଟକ ସହରର ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀକୁ […]
ଆଜି ମାର୍ଗଶୀର କୃଷ୍ଣ ତ୍ରୟୋଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପାଞ୍ଚ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାୟୀ, ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ। ଅପରାହ୍ନ ୫ ଟା ଠାରୁ ରାତି ୧୦ ଟା ଯାଏଁ ପାଞ୍ଚ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦଇତାପତି […]
ମେଷ : ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ବୃଷ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର […]
ରାୟଗଡା : ପ୍ରେସ ଆଣ୍ଡ ମେଡିଆ ୱେଲଫର ଆସୋସିଏସନ ପକ୍ଷରୁ ଆଜି ଜାତୀୟ ପ୍ରେସ ଦିବସକୁ ସ୍ଥାନୀୟ ତେଜସ୍ୱି ହୋଟେଲରେ ପାଳନ କରାଯାଇଛି l ଏହି ଅବସରରେ ଆଜି ପ୍ରଥମେ ମା ମଝିଘରିଆଣିଙ୍କ ନିକଟରେ ଲୋଗୋ ଉନମଚନ ପରେ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ଓ ରାଜ୍ୟସଭା ସାଂସଦ ସୁରଜ କୁମାରଙ୍କ କର କମଳରେ ତାହାକୁ ପ୍ରଦର୍ଶନ କରାଯାଇଥିଲା l ଏହାପରେ ଜାତୀୟ ପ୍ରେସ ଦିବସ ଉପଲକ୍ଷେ ଆସୋସିଏସନ ପକ୍ଷରୁ ଏହାକୁ ପାଳନ ଅବସରରେ ସମସ୍ତ କାର୍ଯ୍ୟରତ ସାମ୍ବାଦିକ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଦଶପଲ୍ଲା ବ୍ଲକ ଅଡିସନ ଦଶପଲ୍ଲା ସରକାରୀ ଉଚ୍ଚ ବିଦ୍ୟାଳୟ ,ଦଶପଲ୍ଲାଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାକୁ ଦଶପଲ୍ଲା ବ୍ଲକ ଶିକ୍ଷାଧିକାରୀ ଭକ୍ତି ବିନୋଦ ସଲ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦଘାଟନ କରିଥିଲେ। ଏହି ପ୍ରତିଯୋଗିତାରେ ଦଶପଲ୍ଲା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର ୨୨ଜଣ କଣ୍ଠଶିଳ୍ପୀ […]
ଆଜି ହେଉଛି ଜାତୀୟ ପ୍ରେସ ଦିବସ । ପ୍ରତି ବର୍ଷ ନଭେମ୍ବର ୧୬ରେ ପାଳନ କରାଯାଇଥାଏ ଜାତୀୟ ପ୍ରେସ ଦିବସ । ଖବର ଗୁଣବତ୍ତା ବଜାୟ ରଖିବା ଉଦ୍ଦେଶ୍ୟରେ ୧୯୬୬ ମସିହା ନଭେମ୍ବର ୧୬ ତାରିଖରେ ପ୍ରେସ କାଉନସିଲ ଅଫ ଇଣ୍ଡିଆ ସ୍ଥାପିତ ହୋଇଥିଲା । ଦେଶର ସାମ୍ବାଦିକମାନେ ଯେପରି କୌଣସି ବାହ୍ୟ ଶକ୍ତି ଦ୍ବାରା ପ୍ରଭାବିତ ନହେବେ ସେଥିପାଇଁ ପ୍ରେସ କାଉନସିଲ ଅଫ ଇଣ୍ଡିଆ କାମ କରିଆସୁଛି ।ଏହି ଶକ୍ତିଶାଳୀ ମାଧ୍ୟମର ମାନ ବଜାଇ ରଖିବା […]
ମେଷଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ। ବୃଷଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ବିଭିନ୍ନ […]
ନଭେମ୍ବର ୧୫ ତାରିଖରୁ ଟୋଲ୍ ଟ୍ୟାକ୍ସ ଦେୟ ସହିତ ଜଡ଼ିତ ନିୟମରେ ଏକ ବଡ଼ ପରିବର୍ତ୍ତନ ଆଣିଛନ୍ତି କେନ୍ଦ୍ର ସରକାର ।ସଡ଼କ ପରିବହନ ମନ୍ତ୍ରଣାଳୟ ୨୦୦୮ ମସିହାରେ ନିର୍ଦ୍ଧାରିତ ହାଇୱେ ଫି ଢାଞ୍ଚାକୁ ସଂଶୋଧନ କରିଛି । ଏହି ନିୟମ ଅନୁଯାୟୀ, ଯଦି ଜଣେ ଚାଳକ ଫାଷ୍ଟାଗ୍ ଲେନରେ ପ୍ରବେଶ କରନ୍ତି କିନ୍ତୁ ତାଙ୍କର ଫାଷ୍ଟାଗ୍ ସ୍କାନ କରାଯାଇନାହିଁ କିମ୍ବା ତାଙ୍କ ଗାଡ଼ିରେ ଫାଷ୍ଟାଗ୍ ଲଗାଯାଇ ନାହିଁ । ତେବେ ତାଙ୍କୁ ପୂର୍ବ ପରି ଏକ ସ୍ଥିର […]
