ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୭,୮୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୭,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ […]
ବିହାରରେ ଏନଡିଏ ଏକ ବଡ଼ ବିଜୟ ହାସଲ କରିଛି । ଭାରତୀୟ ଜନତା ପାର୍ଟି ସବୁଠାରୁ ବଡ଼ ଦଳ ଭାବରେ ଉଭା ହୋଇଛି । ଏନଡିଏ ମୋଟ ୨୦୨ଟି ଆସନରେ ବିଜୟୀ ହୋଇଥିବା ବେଳେ ତାମଧ୍ୟରୁ ବିଜେପି ୯୫ଟି ଓ ଜେଡିୟୁ ୮୫ଟି ଆସନରେ ବିଜୟ ହାସଲ କରିଛନ୍ତି । ଏନଡିଏର ଏହି ବଡ଼ ସଫଳତା ପରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ମୁକୁଟ ପିନ୍ଧିବେ ନୀତିଶ କୁମାର । ୨୦୨୪ ରେ ସେ ନବମ ଥର ପାଇଁ […]
ରାଜ୍ୟରେ ଖସୁଛି ପାରଦ ବଢୁଛି ଶୀତ । ସାରା ରାଜ୍ୟରେ ସର୍ବନିମ୍ନ ତାପପାତ୍ରା ୨୦ ଡିଗ୍ରୀ ତଳେ ରହିଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଆଇଏମଡିର ଆକଳନ ‘ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଆଗାମୀ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ନାହିଁ । ଚଳିତ ସପ୍ତାହରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।ସେହିପରି ଗତ ୪ ଦିନ ହେବ ଦୈତନଗରୀ କଟକ, ଭୁବନେଶ୍ୱରରେ […]
ବ୍ରହ୍ମପୁର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ୮ ଅଭିଯୁକ୍ତଙ୍କ ହେବ ଟିଆଇ ପରେଡ ।ଆଜି ଜେଲ ଭିତରେ ମାଜିଷ୍ଟ୍ରେଟ, ଜେଲ ଅଧିକାରୀଙ୍କ ଉପସ୍ଥିତିରେ ସାକ୍ଷୀ ରୂପେ ଥିବା ବ୍ୟକ୍ତି ଅନ୍ୟମାନଙ୍କ ଗହଣରେ ଅଭିଯୁକ୍ତଙ୍କୁ ଚିହ୍ନଟ କରିବେ । ସାକ୍ଷୀ ରୂପେ ପୋଲିସ ଆକାଶ ବିଷୋୟୀ, ଏନ କିରଣ କୁମାରଙ୍କୁ ରଖିଥିବା ଜଣାପଡ଼ିଛି । ଗତ ଅକ୍ଟୋବର ୬ ତାରିଖ ରାତିରେ ପୀତବାସଙ୍କୁ ତାଙ୍କ ବାସଭବନ ନିକଟରେ ଗୁଳି କରି ହତ୍ୟା କରାଯାଇଥିଲା । ଘଟଣାଦିନ ଅଭିଯୁକ୍ତ […]
ମେଷଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି । ବୃଷଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ ଓ […]
ସରିଗଲା କଟକର ଐତିହାସିକ ବାଲିଯାତ୍ରା ।ଚଳିତ ବର୍ଷ ବାଲିଯାତ୍ରାରେ 9 ଦିନରେ 60 ଲକ୍ଷରୁ ଅଧିକ ଲୋକଙ୍କ ସମାବେଶ ହୋଇଥିବା ବେଳେ ଶନିବାର, ରବିବାର ଏବଂ ଶେଷ ଦିନରେ ରେକର୍ଡ଼ ସଂଖ୍ୟକ ଭିଡ଼ ହୋଇଥିବା ଜିଲ୍ଲପାଳ କହିଛନ୍ତି । ସବୁଠାରୁ ବଡ଼ କଥା ହେଉଛି କେବଳ ପଲିଶ୍ରୀ ମେଳାରେ ଏଥର ପୂର୍ବ ବର୍ଷ ମାନଙ୍କ ତୁଳନାରେ ରେକର୍ଡ଼ ସଂଖ୍ୟକ ବ୍ୟବସାୟ ହୋଇଛି । ବୁଧବାର ଅଷ୍ଟମ ଦିନ ସନ୍ଧ୍ୟା ସୁଦ୍ଧା ପ୍ରାୟ 47 କୋଟି 68 ଲକ୍ଷ […]
ବିହାର ବିଧାନସଭା ନିର୍ବାଚନରେ ଏନଡିଏ ମେଣ୍ଟର ଐତିହାସିକ ବିଜୟ ଓଡ଼ିଶାର ନୂଆପଡ଼ା ଉପନିର୍ବାଚନରେ ଦଳର ସଫଳତା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ବିହାର ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ଜନସାଧାରଣ, ବିଜେପିର ଶୀର୍ଷ ନେତୃତ୍ୱ ତଥା କାର୍ଯ୍ୟକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ନୂଆପଡ଼ା ଉପନିର୍ବାଚନ ଫଳାଫଳ ସମ୍ପର୍କରେ ଶ୍ରୀ ପ୍ରଧାନ ଏକ୍ସରେ ପୃଥକ ପୋଷ୍ଟରେ ଦଳର ବିଜୟୀ ପ୍ରାର୍ଥୀ ଶ୍ରୀ ଜୟ ଢୋଲକିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ନୂଆପଡ଼ାବାସୀଙ୍କ ସହ […]
ଶୁକ୍ରବାର ଚେନ୍ନାଇର ତାମ୍ବରମ୍ ନିକଟରେ ଭାରତୀୟ ବାୟୁସେନା (IAF)ର ଏକ ପିଲାଟସ୍ PC-7 ବେସିକ ଟ୍ରେନର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିମାନଟି ଅପରାହ୍ନ ପ୍ରାୟ ୨ଟାରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରତୀୟ ବାୟୁସେନା ଅନୁଯାୟୀ, PC-7 ନିୟମିତ ତାଲିମ ଅଭ୍ୟାସରେ ଥିଲା ବେଳେ ତାମ୍ବରମ୍ ଏୟାରବେସ୍ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଭାରତୀୟ ବାୟୁସେନା ନିଶ୍ଚିତ କରିଛି ଯେ ପାଇଲଟ୍ କୌଣସି ଆଘାତ ବିନା ରକ୍ଷା ପାଇଯାଇଛନ୍ତି । ଦୁର୍ଘଟଣାର କାରଣ ଜାଣିବା ପାଇଁ ବାୟୁସେନା […]
ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟିର ବୃହତ୍ ବିଜୟ ହୋଇଛି। ଏଠାରେ କଂଗ୍ରେସ ହାତରୁ ବିଜେପି ଆସନ ଛଡ଼ାଇ ଆଣିଛି। ବିଜେପିର ଏହି ସଫଳତା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିକ୍ରିୟା ଦେଇଛନ୍ତି। ସରକାରଙ୍କ ନୀତି , ଜନକଲ୍ୟାଣ କାର୍ଯ୍ୟକ୍ରମ ପ୍ରତି ଲୋକଙ୍କ ଆସ୍ଥାକୁ ପ୍ରମାଣିତ କରୁଛି । ବିରୋଧୀଙ୍କୁ ଅପପ୍ରଚାର, ମିଥ୍ୟା ପ୍ରତିଶ୍ରୁତିକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି । ବିଶ୍ୱକୁ ସମର୍ଥନ କରି ଲୋକେ ବିଜେପିକୁ ସ୍ପଷ୍ଟ ଜନାଦେଶ ଦେଇଛନ୍ତି । ଆଜି ଆମ […]
ମୋରଡା ବ୍ଲକ୍ରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ । ଦୁଇ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ବ୍ଲକ କାର୍ଯ୍ୟାଳୟର କିରାଣୀ ପ୍ରାର୍ଥ ଶଙ୍କର ଚେଲଙ୍କୁ ମାଡି ବସିଲା ଭିଜିଲାନ୍ସ ଟିମ୍ । ମାଣତ୍ରି ଚନ୍ଦନପୁର ଗ୍ରାମର ଗଦାଧର ସରେନଙ୍କ ଠାରୁ ନେଉଥିଲେ ଲାଞ୍ଚ ।ସୂଚନା ଅନୁଯାୟୀ, ମୋରଡା ବ୍ଲକରେ ପୂର୍ବରୁ କାର୍ଯ୍ୟରତ ଥିବା ଅବସରପ୍ରାପ୍ତ ପିଇଓ ମାଣିତ୍ରୀ ଚନ୍ଦନପୁର ଗ୍ରାମର ଗଦାଧର ସୋରେନଙ୍କ ଅବସରକାଳୀନ କାଗଜପତ୍ରର କ୍ଲିଅରେନ୍ସ ପାଇଁ ୨ ହଜାର ଟଙ୍କା ବ୍ଲକ ପରିସର […]
ନୂଆପଡାରେ ବହୁମତରେ ବିଜୟ ହାସଲ କରିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଯାହାକୁ ନେଇ ବିଜେପିର ସେଲିବ୍ରେସନ ଆରମ୍ଭ ହୋଇଯାଇଛି । ସେପଟେ ଜନମତକୁ ଏପଟସେପଟ କରାଯାଇଥିବା ଅଭିଯୋଗ ଆଣିଛନ୍ତି ଉଭୟ ବିଜେଡି ଓ କଂଗ୍ରେସ ।ବିଜେଡିର ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି,”ସରକାରୀ କଳ ଏବଂ ବଳ ଦ୍ୱାରା ବିଜେପି ନିର୍ବାଚନ ବିଜୟ ହାସଲ କରିଛି । ଅନେକ ସମସ୍ୟା ନେଇ ନୂଆପଡାବାସୀ ମୁହଁ ଖୋଲୁଥିଲେ । ହେଲେ 9 ତାରିଖ ସକାଳ ପର୍ଯ୍ୟନ୍ତ […]
ବିହାର ବିଧାନସଭା ନିର୍ବାଚନରେ NDA ଏକ ବଡ଼ ବିଜୟ ଆଡ଼କୁ ଅଗ୍ରସର ହେଉଛି। ଏହା ଏବେ ୨ଶହରୁ ଅଧିକ ଆସନରେ ଆଗୁଆ ରହିଛି । ବିଜେପି ଏବଂ JDU ଉଭୟ ଶିବିରରେ ଖୁସିର ଲହରୀ ଖେଳିଯାଇଛି। ଭାଜପା ବିହାରରେ ଏକ ଐତିହାସିକ ପ୍ରଦର୍ଶନ କରିଛି, 95 ଆସନ ସହିତ ଏକକ ବୃହତ ଦଳ ଭାବରେ ଉଭା ହୋଇଛି। JDU 82 ଆସନରେ, LJP (R) 20 ଆସନରେ, HAM 5 ଆସନରେ ଏବଂ RLM 4 ଆସନରେ […]
