ଆଜି ହେଉଛି ନଭେମ୍ବର ୧୪ ଅର୍ଥାତ ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ। ସେ ଶିଶୁମାନଙ୍କୁ ଖୁବ୍ ଭଲ ପାଉଥିବାରୁ ତାଙ୍କ ଜନ୍ମଦିନକୁ ଦେଶବ୍ୟାପୀ ଶିଶୁ ଦିବସ ଭାବେ ପାଳନ କରାଯାଉଛି।ନେହରୁଙ୍କ ଜନ୍ମ ୧୮୮୯ ମସିହାରେ ଆଲ୍ଲାବାଦରେ ହୋଇଥିଲା । ନେହେରୁଙ୍କ ଛୋଟ ପିଲାଙ୍କ ପ୍ରତି ବହୁତ ଭଲପାଇବା, ସ୍ନେହ ଓ ଶ୍ରଦ୍ଧା ଥିଲା, ଯେଉଁଥିପାଇଁ ପ୍ରତିବର୍ଷ ନଭେମ୍ବର ୧୪ ତାରିଖକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ସେ […]
ଆଜି ନୂଆପଡା ଉପନିର୍ବାଚନ ଫଳ । ସକାଳୁ ଷ୍ଟ୍ରଙ୍ଗରୁମରେ ଖୋଲାହୋଇଛି ପୋଷ୍ଟାଲ୍ ବାଲାଟ୍ । ଆରମ୍ଭ ହୋଇ ଗଲାଣି କାଉଣ୍ଟ ଡାଉନ୍ । ସକାଳ ୮ଟାରୁ ଗଣତି ଆରମ୍ଭ । ୧୪ଟି ଟେବୁଲରେ ୨୬ ରାଉଣ୍ଡ ଗଣତି ପରେ ଜଣାପଡିବ ରାଜନୈତିକ ଜିତ୍ କାହାର ।ପ୍ରଥମେ ପୋଷ୍ଟାଲ୍ ବାଲାଟ୍, ପରେ ଇଭିଏମ୍ ଗଣତି ହେବ । ପ୍ରତି ରାଉଣ୍ଡରେ ରେଜଲ୍ଟ ଘୋଷଣା କରାଯିବ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଭିତରେ ଭୋଟ୍ ଗଣତି ହେବ । ଗଣତି […]
ମେଷ : ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି। ମିଥୁନ: ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି […]
ଭୁବନେଶ୍ୱରର ବାଲିଅନ୍ତାରେ ନିୟୋଜିତ ଜଣେ ଆସିଷ୍ଟାଣ୍ଟ ସବ-ଇନ୍ସପେକ୍ଟର (ଏଏସଆଇ) ଗୁରୁବାର ଦିନ ଜଣେ ବ୍ୟକ୍ତିଙ୍କ ଠାରୁ ୪,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଦ୍ୱାରା ଗିରଫ ହୋଇଛନ୍ତି। ଅଭିଯୁକ୍ତ ଅଧିକାରୀ ଜଣକ ସୋମନାଥ ପଲେଇ ବୋଲି ଚିହ୍ନଟ ହୋଇଛନ୍ତି। ପାରିବାରିକ ବିବାଦ ମାମଲାରେ ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇ ପ୍ରତି ବଦଳରେ ୪,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଟ୍ରାପ ପରେ ସୋମନାଥଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ। ତିନୋଟି ସ୍ଥାନରେ ଏକକାଳୀନ […]
ଐତିହାସିକ ବାଲିଯାତ୍ରା କଟକ-୨୦୨୫ର ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ଐତିହାସିକ ବାଲିଯାତ୍ରାର ଉଦ୍ଯାପନୀ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଚାଲିଛି ବଲିଉଡ୍ ଗାୟିକା ଶ୍ରେୟା ଘୋଷାଲଙ୍କ ଶୋ’ । ଶ୍ରେୟାଙ୍କ ଗୀତରେ ଝୁମିବାକୁ ତଳ ବାଲିଯାତ୍ରା ପଡ଼ିଆରେ ପ୍ରବଳ ଭିଡ଼ ଜମିଥିବା ବେଳେ ଠେଲାପେଲାରେ ୩ ଜଣ ଅଚେତ ହୋଇ ପଡ଼ିଥିବା ସୂଚନା ମିଳିଛି ।ଏପରିକି ପୁଲିସ ଓ ଲୋକ ହାତାହାତି ହୋଇଥିଲେ। ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୁଲିସ ପକ୍ଷରୁ […]
ଦିଲ୍ଲୀ ବିସ୍ଫୋରଣ ଘଟଣାକୁ ନେଇ ଗୃହମନ୍ତ୍ରୀ ଅମିତ ଶାହଙ୍କ ଉଚ୍ଚ ସ୍ତରୀୟ ବୈଠକ । ଗୁରୁବାର ସକାଳେ ତାଙ୍କ ବ୍ୟକ୍ତିଗତ ବାସଭବନରେ ବୈଠକ ଡାକିଥିରେ । ଯେଉଁଥିରେ ଗୁଇନ୍ଦା ସଂସ୍ଥା ଏବଂ ଗୃହ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। NIA ଠୁ ତଦନ୍ତର ଅପଡେଟ୍ ରିପୋର୍ଟ ନେଇଛନ୍ତି ଶାହ । ଆତଙ୍କବାଦୀ ଆଗାମୀ ଦିନରେ ଏଭଳି ବର୍ବର କାଣ୍ଡ ଭିଆଇବାକୁ ଯେପରି ସାହସ କରିବେନି, ସେହିପରି କଡ଼ା ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ଶାହ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼-ଖଣ୍ଡପଡ଼ା ରାଜ୍ୟ ରାଜପଥର ରେଳ ଓଭରବ୍ରିଜ ଠାରୁ ନୟାଗଡ଼ ଟାଉନ ଷ୍ଟେସନକୁ ଯାଇଥିବା ଏକ କିମି ଲମ୍ବ ମୁଖ୍ୟରାସ୍ତା ରାତ୍ର ସମୟରେ ଅନ୍ଧାର କିଟି କିଟି ଯୋଗୁଁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି କି ଅନ୍ଧାରରେ ଚାଲି ଚାଲି ଯାଉଥିବା ଯାତ୍ରୀମାନେ ଖାଲ ଖମାରେ ଝୁଣ୍ଟି ହୋଇ ଦୁର୍ଘଟଣା ଗ୍ରସ୍ତ ହେଉଥିବା ଅଭିଯୋଗ ହେଉଛି। ଅନ୍ୟ ପକ୍ଷରେ ଅନ୍ଧାରର ସୁଯୋଗ ନେଇ ବିଭିନ୍ନ ଅସାମାଜିକ ବ୍ୟକ୍ତିମାନେ ଏହି ରାସ୍ତା କଡରେ […]
ସଡ଼କ ଦୁର୍ଘଟଣା ଓ ତଦଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଁ ସରକାରଙ୍କ ଦ୍ୱାରା ନିରନ୍ତର ପ୍ରୟାସ ଜାରି ରହିଛି।ନଭେମ୍ବର ୧୬ରୁ ୩୦ ଯାଏଁ ସାରା ରାଜ୍ୟରେ ସଡ଼କ ଦୁର୍ଘଟଣା ଜନିତ ଶୂନ ମୃତାହତ ପକ୍ଷ ଆରମ୍ଭ ହେବାକୁ ଯାଉଛି। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ନିଷ୍ପତ୍ତି ଗ୍ରହଣ କରିଛି।ଜନସାଧାରଣଙ୍କୁ ସଡ଼କ ସୁରକ୍ଷା ନିୟମ ପ୍ରତି ଅବଗତ କରିବା ଏବଂ ସେମାନଙ୍କ ଜୀବନ ରକ୍ଷା ପାଇଁ ଏହାର ପାଳନ କିଭଳି ଅନିବାର୍ଯ୍ୟ ସେ ସଂପର୍କରେ ସଚେତନତା କାର୍ଯ୍ୟକ୍ରମ […]
ଜାମିନ ଆବେଦନର ଶୁଣାଣି ୨୦ ତାରିଖକୁ ଘୁଞ୍ଚିଲା । ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ରହୁଥିବା ଶଙ୍କର ପୃଷ୍ଟି ସମେତ ମୋଟ ୭ ଜଣଙ୍କ ଜାମିନ ଆବେଦନର ଶୁଣାଣି ବ୍ରହ୍ମପୁର ଭିଜିଲାନ୍ସ କୋର୍ଟରେ ଆଜି ହେବାର ଥିଲା l ଏହି କେଳେଙ୍କାରୀର ମୁଖ୍ୟ କୁହାଯାଉଥିବା ଶଙ୍କର ପୃଷ୍ଟିଙ୍କ ସମେତ ସୁରେଶ ନାୟକ, ଅରବିନ୍ଦ ଦାସଙ୍କ ଶୁଣାଣି ଆସନ୍ତା ୨୦ ତାରିଖକୁ ଘୁଞ୍ଚିଲା lଏସଆଇ ନିଯୁକ୍ତି ସ୍କାମରେ ସଂଗଠିତ ଅପରାଧର […]
ଭୁବନେଶ୍ଵର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ। ସହରର ଟ୍ରାଫିକ ସମସ୍ୟା ଦୂର ପାଇଁ ଦୁଇ ଥାକିଆ ରାସ୍ତା ନିର୍ମାଣ କରାଯିବ। ଏଜି ଛକ ଦେଇ ଏହି ରାସ୍ତା ଯିବ। ମାଟି ତଳେ ଏବଂ ମାଟି ଉପରେ ରାସ୍ତା ନିର୍ମାଣ କରାଯିବ। କଳ୍ପନା, ଖଣ୍ଡଗିରି, ଜୟଦେବ ବିହାର ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ହେବ। ପ୍ରାରମ୍ଭିକ ଡିପିଆର ପ୍ରସ୍ତୁତ ହୋଇଥିବା କହିଲେ ପୂର୍ତ୍ତ ମନ୍ତ୍ରୀ । ଟ୍ରାଫିକ ସମସ୍ୟା ଦୂର ପାଇଁ ୨୦ଟି ନୂଆ ରାସ୍ତା ନିର୍ମାଣ ପାଇଁ […]
ପୁଣି ଇସ୍କନର ମନମାନୀ । ଆସନ୍ତା୨୩ତାରିଖ ରବିବାର ଦିନ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା । ତାଇୱାନର ଜିମେଣ୍ଡିଙ୍ଗ ଏମଆରଟି EXIT-6ରେ ଆୟୋଜିତ ହେବାକୁ ଥିବା ଅଦିନିଆ ରଥଯାତ୍ରାରେ ଯୋଗ ଦେବାପାଇଁ ଇସ୍କନ ଅନୁଗାମୀ ଏବଂ ଜଗନ୍ନାଥ ପ୍ରେମୀଙ୍କୁ ଅନଲାଇନ ମାଧ୍ୟମରେ ସୂଚନା ଦିଆଯାଇଛି ।। ତେବେ ଏହି ଘଟଣାକୁ ନେଇ ସେବାୟତ ଓ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ତୀବ୍ର ପତିକ୍ରିୟା ପ୍ରକାଶ ପାଇଛି। ଇସ୍କନ ବାରମ୍ବାର ଏଭଳି ଅଦିନିଆ ରଥଯାତ୍ରା ଆୟୋଜନ କରୁଥିବାରୁ ସାଧାରଣରେ […]
ଏଣିକି ଓଡିଶାରେ ରହିବ କେବଳ ଗୋଟିଏ ରାଜସ୍ଵ ଆଇନ୍। ପୁରୀରେ ସମୀକ୍ଷା ବୈଠକ ପରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସରକାର ଅଧ୍ୟୟନ କରୁଛନ୍ତି, ପ୍ରସ୍ତୁତି ଆରମ୍ଭ ହୋଇଛି। ଅନେକ ଜଟିଳ ଆଇନ୍ ଅଛି, କିଛି ଆବଶ୍ୟକ ନାହିଁ। ଖୁବ୍ ଶୀଘ୍ର ଓଡିଶା ଗଭରମେଣ୍ଟ ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ ଆସିବ। ଏହା ସମୟ ଉପଯୋଗୀ ହେବ। ଲୋକଙ୍କୁ ବୁଝିଲା ଭଳି ହେବ। ସୂଚନାମୁତାବକ ଆଜି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ […]
