କର୍ନାଟକ ହାଇକୋର୍ଟ ବଳାତ୍କାର ଏବଂ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ଜନତା ଦଳ (ଏସ) ଏମ୍ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। କୋର୍ଟ ଏହି ମାମଲାରେ ରେଭାନ୍ନାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।ଆସନ୍ତା କାଲି କୋର୍ଟ ଦଣ୍ଡବିଧାନ କରିବେ । କୋର୍ଟଙ୍କ ରାୟ ଶୁଣିବା ପରେ ରେବନ୍ନା ଭୋ ଭୋ ହୋଇ କାନ୍ଦି ପକାଇଥିଲେ । ଏହି ମାମଲାର ଶୁଣାଣି ବେଙ୍ଗାଲୁରୁ ସ୍ଥିତି ନିର୍ବାଚିତ ଜନପ୍ରତିନିଧୀଙ୍କ ସହ ଜଡ଼ିତ ମାମଲାର ଶୁଣାଣି ପାଇଁ ଗଠନ ହୋଇଥିବା […]
ଶରୀରର ଯେକୌଣସି ଅଙ୍ଗରେ କର୍କଟ ବିପଦପୂର୍ଣ୍ଣ ଏବଂ ସାଂଘାତିକ । ମାରାତ୍ମକ କର୍କଟ ରୋଗ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଅଗଷ୍ଟ 1 ତାରିଖକୁ ‘ବିଶ୍ୱ ଫୁସଫୁସ କର୍କଟ ଦିବସ’ ଭାବରେ ପାଳନ କରାଯାଏ । ବିଶେଷକରି ଭାରତରେ ଫୁସଫୁସ କର୍କଟ ଏକ ସାଧାରଣ କର୍କଟ ମଧ୍ୟରୁ ଅନ୍ୟତମ । ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ବା WHOର ତଥ୍ୟ ଅନୁସାରେ 2020 ମସିହାରେ ଫୁସଫୁସ କର୍କଟ ହେତୁ ବିଶ୍ବରେ 158 ଲକ୍ଷ ଲୋକଙ୍କର ମୃତ୍ୟୁ […]
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ମଡେଲ ମଣ୍ଡି ଖୋଲିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟର ୩୦ଟି ଜିଲ୍ଲାରେ ହେବ ୩୮ଟି ମଡେଲ ମଣ୍ଡି । ଆବଶ୍ୟକତା ଦେଖି ବଡ ଜିଲ୍ଲାରେ ୨ଟି ମଣ୍ଡି ହେବ । ମଡେଲ ମଣ୍ଡିରେ ରହିବ ବିଶ୍ରାମଗାର ଓ ଟିଫିନ ସେଣ୍ଟର । ପାନୀୟ ଜଳ, ଶୌଚାଳୟ ଓ ପାର୍କିଂ ସୁବିଧା ବି ରହିବ । ମଡେଲ ମଣ୍ଡିର […]
ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ । ସୂଚନା ମୁତାବକ, ବ୍ୟକ୍ତିଗତ ଜମିର ସୀମା ନିର୍ଦ୍ଧାରଣ ପାଇଁ କୋରେଇ ଥାନା ବରୁଣ୍ଡେଇ ଅଞ୍ଚଳର ଲକ୍ଷ୍ମୀଧର ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ କିରାଣି ପେରେଇ । କାର୍ଯ୍ୟ କରାଇ ଦେବାକୁ କହି ଲକ୍ଷ୍ମୀଧରଙ୍କୁ ୫ହଜାର ଟଙ୍କା ଲାଞ୍ଚ […]
ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଗୁରୁତ୍ଵପୂର୍ଣ୍ଣ ସୂଚନା। ସେ କହିଛନ୍ତି, ୨ ଜଣ ଏକ୍ସପର୍ଟ ଦେବା ପାଇଁ ସରକାର ଆରବିଆଇକୁ ଚିଠି ଲେଖିଥିଲେ। ଆରବିଆଇ ମଧ୍ୟ ୨ ଜଣ ଏକ୍ସପର୍ଟଙ୍କ ନାମ ଦେଇଛନ୍ତି।ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। କମିଟି ଅନୁମତିରେ ରତ୍ନ ସବୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ସେ ପ୍ରକ୍ରିୟା ସରିବା ପରେ RBI ଅଧିକାରୀଙ୍କୁ ତାରିଖ ଜଣାଯିବ। ଏହାପରେ ଏକ୍ସପର୍ଟ ଆସି ଗଣତିମଣତି କରିବେ ବୋଲି କହିଛନ୍ତି […]
ଘର କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲା ପରେ ଶେଷରେ ଥାନାରେ ହାଜର ହୋଇଛନ୍ତି ଓଏଏସ୍ ବାବୁ ସାର୍ଥକ ସୌରଭ ମହାପାତ୍ର । ଦୁଇ ଦିନ ତଳେ ଓଏଏସ୍ ବାବୁଙ୍କ ପତ୍ନୀ ମହିଳା ଥାନାରେ ଏତଲା ଦେଇଥିଲେ । ଏନେଇ ମହିଳା ଥାନା ମାମଲା ରୁଜୁ କରି ନୋଟିସ୍ ପଠାଇବା ପରେ ଆଜି ଥାନାରେ ହୋଇଛନ୍ତି ଓଏଏସ୍ ବାବୁ ।ଅଭିଯୋଗ ଘଟଣାରେ ତାଙ୍କୁ ପଚରାଉଚରା ଚାଲିଛି । ତାଙ୍କ ନାଁରେ ପତ୍ନୀ ଆଣିଛନ୍ତି ସାଂଘାତିକ ଅଭିଯୋଗ । […]
ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୧ ଅଗଷ୍ଟ ଯାଏ ନାମାଙ୍କନପତ୍ର ଦାଖଲ ହେବ । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏଁ ହେବ ଭୋଟିଂ । ୨୫ ଅଗଷ୍ଟ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର ହେବ ।୨୩୩ ରାଜ୍ୟସଭା ସାଂସଦ, ୧୨ ରାଜ୍ୟସଭା ମନୋନୀତ ସାଂସଦ ଏବଂ ୫୪୩ ଲୋକସଭା ସାଂସଦ ଉପରାଷ୍ଟ୍ରପତିଙ୍କ ନିର୍ବାଚନ ପାଇଁ ଭୋଟ ଦେବେ । ଜଗଦୀପ ଧନଖଡ ଇସ୍ତଫା ପରଠାରୁ ଏହି […]
ଗଜପତି ଜିଲା ଆର୍. ଉଦୟଗିରି RWSS କନିଷ୍ଠ ଯନ୍ତ୍ରୀଙ୍କୁ ପିଅନ ପରିସ୍ରା ପିଆଇବା ଅଭିଯୋଗ ଘଟଣାରେ RWSS କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ପରୀକ୍ଷା ହେବ ପରିସ୍ରା ନମୁନା lପିଅନ ପାଣି ବୋତଲରେ ପରିସ୍ରା ଦେଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ ଯନ୍ତ୍ରୀ ସଚିନ ଗୌଡ଼। ଅଟକ ପିଅନ ଶିବ ନାରାୟଣଙ୍କୁ ୪୧ ବଣ୍ଡ୍ରେ ଛାଡ଼ିଛି ପୋଲିସ। ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆର.ଉଦୟଗିରି SDPO ସୁରେଶ ତ୍ରିପାଠୀ କହିଛନ୍ତି ।ସୂଚନା ଅନୁଯାୟୀ, ଗତ ୨୨ତାରିଖ […]
-ୟୁପିଆଇ କାରବାରରେ ପରିବର୍ତ୍ତନ-ଦିନକୁ ସର୍ବାଧିକ ୫୦ଥର ଯାଏ ବାଲାନ୍ସ ଯାଞ୍ଚ କରିପାରିବେ-ଅଟୋ ପେ କାରବାରରେ କିଛି ପରିବର୍ତ୍ତନ ହୋଇଛି-ନିର୍ଦ୍ଦିଷ୍ଟ ସମୟରେ ଅଟୋ ପେ କାରବାର ହେବ-ୟୁପିଆଇ ପେମେଣ୍ଟ ବିଫଳ ହେଲେ, ସ୍ଥିତି ଯାଞ୍ଚ ପାଇଁ ୩ଟି ସୁଯୋଗ ମିଳିବ-ପ୍ରତ୍ୟେକ ପ୍ରୟାସ ମଧ୍ୟରେ ୯୦ସେକେଣ୍ଡ ସମୟ ଅପେକ୍ଷା କରିବାକୁ ପଡିବ-ବ୍ୟାଙ୍କିଂ ଆଇନ-୨୦୨୫ ଆଜିଠାରୁ କାର୍ଯ୍ୟକାରୀ ହେବ କାହିଁକି ଚାର୍ଜ ଲାଗୁ କରାଯାଉଛି? ସରକାର କୌଣସି ବ୍ୟବସାୟୀଙ୍କଠାରୁ (ମର୍ଚ୍ଚାଣ୍ଟ ଡିସକାଉଣ୍ଟ ହାର) ଆଦାୟ କରେ ନାହିଁ। କିନ୍ତୁ NPCI ବ୍ୟାଙ୍କ […]
ଆଜି ସମ୍ବଲପୁରୀ ଦିବସ । ଉତ୍ସବମୁଖର ପଶ୍ଚିମ ଓଡ଼ିଶା । ନୂଆ ପୋଷାକ ପିନ୍ଧି , ନାଚି ଗାଇ ଉତ୍ସବ ପାଳନ କରୁଛନ୍ତି ପଶ୍ଚିମ ଓଡିଶାବାସୀ । ଭାଷା ସାହିତ୍ୟର ପୁରୋଧା ସତ୍ୟାନାରାୟଣ ବୋହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ ଭାବରେ ପ୍ରତିବର୍ଷ ପାଳନ କରୁଛନ୍ତି, ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାବାସୀ । ଦୀର୍ଘବର୍ଷ ଧରି ବିଭିନ୍ନ ସଂଗଠନ ଏହାକୁ ବିଭିନ୍ନ ଜିଲ୍ଲାରେ ପାଳନ କରିଆସୁଛନ୍ତି । ସମ୍ବଲପୁରୀ ଭାଷାର ସଂସ୍କୃତିର ପ୍ରଚାର ହିଁ ଏହି ଦିବସର ଏକମାତ୍ର […]
ଆଜି ଠାରୁ ୟୁପିଆଇ ନିୟମରେ ବଡ଼ ପରିବର୍ତ୍ତନ । କିଛି ନିୟମରେ ପରିବର୍ତ୍ତନ ହେଉଥିବା ବେଳେ ଏହା ଜନସାଧାରଣଙ୍କ ଉପରେ ସିଧାସଳଖ ପ୍ରଭାବ ପକାଇବ। ଏହି ପରିବର୍ତ୍ତନ ଗୁଡ଼ିକ ମଧ୍ୟରେ ୟୁପିଆଇରେ ବାଲାନ୍ସ ଚେକ୍ କରିବା ଠାରୁ ନେଇ ଏଲପିଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ହ୍ରାସ ଓ ବ୍ୟାଙ୍କିଂ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ଅନ୍ତର୍ଭୁକ୍ତ । ଜାଣନ୍ତୁ କେଉଁ ସବୁ ନିୟମରେ ଆଜିଠୁ ହେବ ବଡ ପରିବର୍ତ୍ତନ। ତେବେ ତୈଳ ବିପଣନ କମ୍ପାନୀମାନେ […]
ମୁନିଗୁଡ଼ା/୩୧/୭ ରାୟଗଡ଼ା ଜିଲ୍ଲା ମୁନିଗୁଡା ଗୌଡ଼ ସାହି ସ୍ଥିତ ବିବେକାନନ୍ଦ ଶିକ୍ଷା କେନ୍ଦ୍ର, ସମ୍ବାଦ ଓ ଆମ ଓଡ଼ିଶା ମିଳିତ ଆନୁକୁଲ୍ୟରେ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିର ରେ ମୁଖ୍ୟ ଅତିଥି ରୂପେ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ପ୍ରଧାନ ଶିକ୍ଷକ ମାତୃ ପ୍ରସାଦ ଦାସ ଯୋଗ ଦେଇ ଶିବିର କୁ ଉଦଘାଟନ କରିଥିଲେ। ରାୟଗଡ଼ା ରକ୍ତ ଭଣ୍ଡାର ଡାକ୍ତର ଗୌତମ ପଟ୍ଟନାୟକ,ବି.କିଶୋର କୁମାର, ଉମାକାନ୍ତ ମିଶ୍ର,ଶଙ୍କର ତାଡିଙ୍ଗି, ଚିନ୍ମୟ ପରିଛା ପ୍ରମୁଖ ଯୋଗ ଦେଇ […]
