ନୟାଗଡ଼ ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ରୋଟାରୀ କ୍ଲବ ନୟାଗଡ଼ ତାର ୩୬ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ରୋଟାରୀ କ୍ଲବ, ନୟାଗଡ଼ ୩୬ ବର୍ଷ ଧରି ସମାଜ ସେବାରେ ନିଜକୁ ଉତ୍ସର୍ଗୀକୃତ କରିଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପାନୀୟ ଜଳ ବ୍ୟବସ୍ଥା, ସ୍ବଳ୍ପ ମୂଲ୍ୟରେ ଆମ୍ବୁଲାନ୍ସ ସେବା, ନୟାଗଡ଼ ଡ଼ାକ୍ତରଖାନାରେ ଗରମ ପାଣିର ବ୍ୟବସ୍ଥା, ବୃକ୍ଷ ରୋପଣ, ରକ୍ତଦାନ ଶିବିର, ଚିକିତ୍ସା ଶିବିର, ମାଗଣା ଚଷମା ବଣ୍ଟନ, କୃତ୍ରିମ ଅଙ୍ଗ ପ୍ରତିରୋପଣ, ମାଗଣା ଶ୍ରବଣ […]
ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଳକ ଅନ୍ତର୍ଗତ ପଙ୍କୁଆ ପ୍ରାଥମିକ ବିଦ୍ୟାଳୟରେ ମାତାଲ୍ ପ୍ରଧାନ ଶିକ୍ଷକଙ୍କୁ ତାଲା ପକାଇଲେ ଶତାଧିକ ଅଭିଭାବକ । ପ୍ରଧାନ ଶିକ୍ଷକଙ୍କୁ ଉଦ୍ଧାର କଲା ପୁଲିସ । ବିଦ୍ୟାଳୟରୁ ପ୍ରଧାନ ଶିକ୍ଷକ ନଯିବା ପର୍ଯ୍ୟନ୍ତ ପିଲାମାନଙ୍କୁ ବିଦ୍ୟାଳୟକୁ ଛାଡ଼ିବୁ ନାହିଁ ବୋଲି କହିଲେ ଅଭିଭାବକ ।ଏ ସମ୍ପର୍କରେ ସଂପୃକ୍ତ ପ୍ରଧାନଶିକ୍ଷକଙ୍କୁ ପଚାରିବାରୁ ସବୁ କଥା ସ୍ୱୀକାର କରିବା ସହ ଭୋଜି ହୋଇଥିଲା ମୁଁ ପିଇଛି ବୋଲି କହିଥିଲେ। ମୋତେ ଯଦି ନିଲମ୍ବନ କରାଯାଏ, ତାହାହେଲେ […]
ସମ୍ବଲପୁରଜିଲ୍ଲା ଯୁଯୁମୁରା ଥାନା ଅଞ୍ଚଳରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କ ସହ ତାଙ୍କ ନିଜ ବାପା ଦ୍ୱାରା ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତା ଗତକାଲି ଯୁଯୁମୁରା ଥାନାରେ ଲିଖିତ ଅଭିଯୋଗ ଦାଖଲ କରିଛନ୍ତି। ପୁଲିସ ଅଭିଯୋଗ ଆଧାରରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଘଟଣା ସହ ପୋସ୍କୋ ଆଇନ ଅଧୀନରେ ମାମଲା ଚାଲିଛି। ଅନ୍ୟପକ୍ଷରେ, ଅଭିଯୁକ୍ତ ବାପା ବର୍ତ୍ତମାନ ଫେରାର ଅଛନ୍ତି।
କଟକ ମଣି ସାହୁ ଛକରେ କୋଠା ବାଲକୋନି ଭୁଶୁଡି ୩ ଜଣ ମୃତ୍ୟୁବରଣ କରିଛନ୍ତି । ମଣିସାହୁ ଛକ ନିକଟରେ ଥିବା ହାଡ଼ିବନ୍ଧୁ ସ୍କୁଲ ନିକଟରେ ପୁରୁଣା କୋଠା ଭୁଶୁଡ଼ିବାରୁ ବସ୍ତିରେ ରହୁଥିବା ୩ ଜଣଙ୍କର ମୃତ୍ୟୁ ଘଟିଛି। କମିସନରେଟ୍ ପୋଲିସ କହିଛି ଯେ, ସ୍ବାମୀ,ସ୍ତ୍ରୀ, ଜଣେ ମହିଳା ଓ ଦୁଇ ଛୋଟ ପିଲାଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ଡାକ୍ତରଖାନା ନିଆଯାଇଥିଲା। ସେଠାରେ ବାପା, ମା’ ଓ ଜଣେ ୫ ବର୍ଷର ଶିଶୁଙ୍କୁ ଡାକ୍ତର ମୃତ ଘୋଷଣା […]
ରାୟଗଡ ଜିଲ୍ଲା ସ୍ତରୀୟ ଛାୟା ସଂସଦ କାର୍ଯ୍ୟକ୍ରମ ଶନିବାର ଜିସିଡ଼ି ହାଇସ୍କୁଲ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ରେ କୋରାପୁଟ ଲୋକସଭା ସାଂସଦ ଓ ଅପରାହ୍ଣରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟତମ ଅତିଥି ରୂପେ ଜିଲ୍ଲା ଶିକ୍ଷାଧିକାରୀ ରାମଚନ୍ଦ୍ର ନାହକ, ଅତିରିକ୍ତ ଶିକ୍ଷାଧିକାରୀ ଭଜନଲାଲ ମାଝୀ ଓ ଶାନ୍ତିଲତା ମୁନୀ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଅଧ୍ୟକ୍ଷ ଜଗନ୍ନାଥ ମେହେର, ସମସ୍ତ ବ୍ଳକ ଶିକ୍ଷାଧିକାରୀ ବୃନ୍ଦ […]
ଖୋର୍ଦ୍ଧା ଜିଲ୍ଲାରେ ଗତବର୍ଷ(ଜାନୁଆରୀରୁ ସେପ୍ଟେମ୍ବର) ତୁଳନାରେ ଚଳିତବର୍ଷ ୧୧.୦୧ ପ୍ରତିଶତ ଅଧିକ ଦୁର୍ଘଟଣା ଘଟିଛି । ୬ଜଣଙ୍କ ଜୀବନ ଗଲାଣି । ଜାତୀୟ ରାଜପଥରେ ହିଁ ସର୍ବାଧିକ ମୁଣ୍ଡ ଗଡି଼ଛି । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା ବୈଠକରେ ଏହି ତଥ୍ୟ ଉପସ୍ଥାପନ କରାଯାଇଛି । ନଭେମ୍ବରରୁ ଫେବ୍ରୁଆରୀ ଭିତରେ ପିକ୍ନିକ୍ ଓ କୁହୁଡ଼ି ଯୋଗୁଁ ଦୁର୍ଘଟଣା ବଢ଼ିବା ଆଶଙ୍କା ରହିଛି । ବର୍ଷକ ଭିତରେ ଦୁର୍ଘଟଣାର ଏହି ବର୍ଦ୍ଧିତ ତଥ୍ୟ ଜିଲ୍ଲା […]
ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା ପ୍ରଦାନ କରାଯିବ। ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ କରାଯାଇଛି। ପତ୍ନୀଙ୍କ ପ୍ରେସମିଟ୍ ପରେ ସୁରକ୍ଷା ଦେବାକୁ ପଦକ୍ଷେପ ନିଆଯାଇଛି। ମାମଲା ପ୍ରତ୍ୟାହାର ପାଇଁ ଧମକ ଆସୁଥିବା ଅଭିଯୋଗ କରିଥିଲେ ପତ୍ନୀ। ଅଜଣା ନମ୍ବରରୁ ପୁଅ ପାଖକୁ ୨ ଥର ଧମକପୂର୍ଣ୍ଣ କଲ୍ ଆସିଥିଲା। ସୂଚନାମୁତାବକ ପୀତବାସ ପଣ୍ଡା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ନାଆଁରେ ହତ୍ୟା ଧମକ ମିଳୁଛି । […]
ନୂଆପଡାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ରୋଡ ଶୋ’ କରିଛନ୍ତି। ନୂଆପଡାରୁ ଖରିଆଳ ରୋଡ୍ ପର୍ଯ୍ୟନ୍ତ ରୋଡ୍ ଶୋ’ କରିଛନ୍ତି। ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିଥିଲେ। ଜୟଙ୍କୁ ଭୋଟ ଦେଇ ବିଜୟୀ କରିବାକୁ ସେ ଭୋଟରଙ୍କୁ ନିବେଦନ କରିଥିଲେ। ଏହି ପରିପ୍ରେକ୍ଷୀରେ ଅଭୟାରଣ୍ୟ ଭିତରେ ଥିବା ସୁନାବେଡ଼ାରେ ଗର୍ଜିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ନୂଆପଡ଼ାର ଆଦିବାସୀ ଜନଜାତି ପ୍ରତି ଅବହେଳା ହୋଇଛି। ନବୀନ ବାବୁ ଆଦିବାସୀଙ୍କ ପ୍ରତି ଅବହେଳା କରିଛନ୍ତି। ଖାଲି ଭୁବନେଶ୍ୱରରେ […]
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ହୋଇଥିବା ଦଳାଚକଟା ପାଇଁ ୭ ପୋଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ । କାର୍ଯ୍ୟରେ ଅବହେଳା ପାଇଁ ଏହି ପୋଲିସ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଗୃହ ବିଭାଗ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛି । ଏବେ ଗୁଣ୍ଡିଚା ମନ୍ଦିରରେ ହୋଇଥିବା ଦଳାଚକଟା ରିପୋର୍ଟକୁ ନେଇ ପ୍ରତିକ୍ରିୟା ରଖିଛି ବିଜେଡି । ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଏବଂ ରାଜ୍ୟସଭା ଏମ୍ପି ସୁଲତା […]
ଏହା ବ୍ୟତୀତ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ କାର୍ଯ୍ୟ କରୁଥିବା ସମବାୟ ବ୍ୟାଙ୍କଗୁଡ଼ିକ ମଧ୍ୟ ରୁପା ଋଣ ପ୍ରଦାନ କରିବେ। ଅଣ-ବ୍ୟାଙ୍କିଙ୍ଗ ଆର୍ଥିକ କମ୍ପାନୀ (NBFC) ଏବଂ ଗୃହ ଆର୍ଥିକ କମ୍ପାନୀଗୁଡ଼ିକ ମଧ୍ୟ ସେମାନଙ୍କର ଗ୍ରାହକମାନଙ୍କୁ ରୁପା ଋଣ ପ୍ରଦାନ କରିବେ। ନୂତନ ନିୟମ ଅନୁଯାୟୀ:ସୁନା ଅଳଙ୍କାର ଉପରେ ସର୍ବାଧିକ 1 କିଲୋଗ୍ରାମ ଋଣ ନିଆଯାଇପାରିବ।ରୂପା ଅଳଙ୍କାର ଉପରେ ସର୍ବାଧିକ 10 କିଲୋ ଋଣ ରାଶି ନିଆଯାଇପାରିବ।50 ଗ୍ରାମ ପର୍ଯ୍ୟନ୍ତ ସୁନା ମୁଦ୍ରା ଏବଂ 500 ଗ୍ରାମ ପର୍ଯ୍ୟନ୍ତ […]
ପ୍ରତି ୪ ବର୍ଷକୁ ଥରେ ଦେଶରେ ବାଘ ଗଣନା ହେଉଛି। ତେଣୁ ଚଳିତ ବର୍ଷ ଦେଶରେ ବାଘ ଗଣନା ପ୍ରକ୍ରିୟା ଚାଲିଛି। ଏହିଭଳି ବ୍ରହ୍ମପୁର ଆଞ୍ଚଳିକ ବନ ସଂରକ୍ଷକ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ବିଭିନ୍ନ ବନଖଣ୍ଡରେ ବାଘ ଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ କର୍ମଚାରୀମାନଙ୍କୁ ତାଲିମ ପ୍ରଦାନ କରାଯାଉଛି। ଏହାପରେ ଚଳିତ ମାସ ୧୫ରୁ ୨୧ ତାରିଖ ମଧ୍ୟରେ କର୍ମଚାରୀମାନେ ଜଙ୍ଗଲକୁ ଯାଇ ବାଘର ସ୍ଥିତି ଜାଣିବା ପାଇଁ ବିଭିନ୍ନ ପଦକ୍ଷେପ ନେବେ। ଏହି ସମୟରେ […]
ପୁଣି ପରୀକ୍ଷା ଦ୍ୱନ୍ଦ୍ୱ । ଆସନ୍ତାକାଲି ଗୋଟିଏ ଦିନରେ ଗୋଟିଏ ସମୟରେ ୨ଟି ପରୀକ୍ଷା । ଓପିଏସସି ପକ୍ଷରୁ ଆସନ୍ତାକାଲି ରହିଛି ଏଏସଓ । ଦିନ ୯ଟା, ୧୧ଟା ୩୦ ଓ ୨ଟା ୩୦ରେ ୩ଟି ସିଟିଂରେ ପରୀକ୍ଷା ହୋଇଛି । ଅନ୍ୟପକ୍ଷରେ ଓଏସଏସଏସସି ପକ୍ଷରୁ ଜାରି ହୋଇଛି ଆରଆଇ, ଆଇସିଡିସି, ଏଆରଆଇ ପରୀକ୍ଷା ହେବ । କାଲି ୯ଟାରୁ ୧୦ଟା ଯାଏଁ ରହିଛି ଓଏସଏସଏସସି ପରିଚାଳିତ ପରୀକ୍ଷା । କାଲି ସମାନ ୯ଟାରୁ ୧୦ ଟା […]
