ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ସୁପ୍ରିମକୋର୍ଟ ଏକ ନୋଟିସ ଜାରି କରିଛନ୍ତି। କୋର୍ଟ ପୁଷ୍କରରାଜ ସବରୱାଲଙ୍କ ଆବେଦନ ଉପରେ ଏହି ନିର୍ଦ୍ଦେଶ ଦେଇଛନ୍ତି, ଯାହାଙ୍କ ପୁଅ ସୁମିତ ବୋଇଂ 787 ଡ୍ରିମଲାଇନର ପାଇଲଟ-ଇନ-କମାଣ୍ଡ ଥିଲେ। କୋର୍ଟ କେନ୍ଦ୍ର ସରକାର ଏବଂ ସିଭିଲ ଏଭିଏସନ ନିୟାମକ (DGCA)କୁ ଏକ ନୋଟିସ ଜାରି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ଦୁର୍ଘଟଣା ପାଇଁ ପାଇଲଟ-ଇନ-କମାଣ୍ଡଙ୍କୁ ଦାୟୀ କରାଯାଇପାରିବ ନାହିଁ।ଏହି ଦୁର୍ଘଟଣାରେ ପାଇଲଟ୍, କ୍ରୁ ସଦସ୍ୟ ଏବଂ ଯାତ୍ରୀଙ୍କ ସମେତ ୨୪୧ […]
ମାସ ତମାମ ନିଷ୍ଠାର ସହ ନିରାମିଷ ଖାଦ୍ୟ ଖାଇବା ପରେ ଆଜି ପାଟିରେ ଟିକେ ଆମିଷ ବାଜିଛି । ସେପଟେ ଆମିଷ ବ୍ୟବସାୟ ମଧ୍ୟ ଭଲ ହୋଇଛି ।ଆଜି ରାଜଧାନୀରେ ମଟନ ବାବଦରେ ୧ କୋଟି ୨୭ ଲକ୍ଷ ୫୦ ହଜାର ଟଙ୍କା ବ୍ୟବସାୟ ହୋଇଥିବା ବେଳେ, ଚିକେନ ବାବଦରେ ୧ କୋଟି ୧୧ ଲକ୍ଷ୍ ୨୫ ହଜାର ଟଙ୍କା ବ୍ୟସାୟ ହୋଇଛି । ସେହିଭଳି ମାଛ ବାବଦରେ ୧ କୋଟି ୩୦ ଲକ୍ଷ ଏବଂ ଅଣ୍ଡା […]
ଆସୁଛି ଡବଲ୍ ଲଘୁଚାପ । ଗୋଟିଏ ଲୋପ୍ରେସର ୧୪ ତାରିଖରେ ଅନ୍ୟଟି ୧୯ ତାରିଖରେ ହେବା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାତ୍ୟା ମୋନ୍ଥା ପ୍ରଭାବରେ ବର୍ତ୍ତମାନ ପୂର୍ବକେନ୍ଦ୍ରୀୟ ଏବଂ ତତସଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ୧୨ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ପହଞ୍ଚିବ । ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ କି ନାହିଁ ତାହା ଜଣାପଡିନି । ସେପଟେ ପାଣିପାଗ […]
ନୟାଗଡ଼,(ଓଡ଼ିଶା ଦର୍ପଣ): କ୍ରିକେଟ ଖେଳା ଯାଉଥିବା ଆଇପିଏଲ ଢାଞ୍ଚାରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶା ଚେସ ପ୍ରିମିୟର ଲିଗ୍ ଭୁବନେଶ୍ୱର ଠାରେ ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଚେସ ପ୍ରିମିୟର ଲିଗ ପାଇଁ ଖେଳାଳି ନିଲାମୀ ପ୍ରକ୍ରିୟା ଭୁବନେଶ୍ୱର ସ୍ଥିତ ହୋଟେଲ ଲେମନ ଟ୍ରି ଠାରେ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟ ତଥା ଜାତୀୟ ସ୍ତରର ମନ୍ୟତା ପ୍ରାପ୍ତ ଖେଳାଳି ମାନେ ସାମିଲ ହୋଇଥିବା ବେଳେ ୧୨ଟି […]
ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନିକିଆ ନୂଆପଡ଼ା ଗସ୍ତରେ ଯାଇ ପହଞ୍ଚିଛନ୍ତି। ନବୀନ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିଛନ୍ତି। ଏହି ଅବସରରେ ନବୀନ ଖରିଆର୍ ରୋଡ ଏନଏସି ଅଞ୍ଚଳର ଦାଗା, ବିଜୁ ପଟ୍ଟନାୟକ ଏବଂ ଲକ୍ଷ୍ମଣିଆ ପେଟ୍ରୋଲ ପମ୍ପ ଛକ ଦେଇ ରୋଡ ଶୋ କରିଛନ୍ତି।ତେବେ ନୂଆପଡାରେ ଶାସକ ଦଳକୁ ଶାଣିତ ଟାର୍ଗେଟ କରିଛନ୍ତି ନବୀନ । ସ୍ୱର୍ଗତ ରାଜୁ ଢୋଲକିଆଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଟାର୍ଗେଟ […]
ନିର୍ବାଚନରେ ସ୍ୱଚ୍ଛତା ବଜାୟ ରଖିବା ଏବଂ ମତଦାତାମାନଙ୍କ ପାଇଁ ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶ ସୁନିଶ୍ଚିତ କରିବା ପାଇଁ, ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶା ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବ ଅବଧି, ଯାହାକୁ ସାଧାରଣତଃ ନୀରବ ଅବଧି ବୋଲି କୁହାଯାଇଥାଏ, ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି ।ଆସନ୍ତା ୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ବାହାର ଲୋକଙ୍କୁ ନୂଆପଡ଼ା ଛାଡିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ […]
ଓଡ଼ିଶାରେ ଜନ୍ମିତ ବରିଷ୍ଠ ଆଇପିଏସ୍ ଅଧିକାରୀ ତାଦାଶା ମିଶ୍ର ଝାଡ଼ଖଣ୍ଡର କାର୍ଯ୍ୟକାରୀ ପୋଲିସ ମହାନିର୍ଦ୍ଦେଶକ (DGP) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ପଦବୀରେ ଅବସ୍ଥାପିତ ହେବାରେ ସେ ହେଉଛନ୍ତି ଝାଡ଼ଖଣ୍ଡ ପୁଲିସ୍ ଫୋର୍ସର ପ୍ରଥମ ମହିଳା ମୁଖ୍ୟ।ସେ ବର୍ତ୍ତମାନ ଗୃହ, କାରାଗାର ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ସ୍ୱତନ୍ତ୍ର ସଚିବ ଭାବରେ କାର୍ଯ୍ୟରତ ଅଛନ୍ତି ଓ ତାଙ୍କୁ ନଭେମ୍ବର ୬ ତାରିଖରେ ଝାଡ଼ଖଣ୍ଡର କାର୍ଯ୍ୟକାରୀ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବରେ ନିଯୁକ୍ତି ଦିଆଯାଇଛି। ତେବେ ଅନୁରାଗ […]
ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲା, ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ବିପକ୍ଷରେ ୱକାଲତନାମା ଦାଖଲ କଲେ ୨୦୯ଜଣ ଓକିଲ। ପୂର୍ବରୁ ବିକ୍ରମଙ୍କ ସପକ୍ଷରେ ୪୦ରୁ ଉର୍ଦ୍ଧ୍ବ ଓକିଲ ୱକାଲତନାମା ଦାଖଲ କରିଥିଲେ । ଗୁରୁବାର ବିକ୍ରମଙ୍କ ଓକିଲ ଏକ ପିଟିସନ ବ୍ରହ୍ମପୁର ଏସ ଡିଜେଏମଙ୍କ କୋର୍ଟରେ ଦାଖଲ କରିଥିଲେ। ପୀତବାସ ହତ୍ୟା ମାମଲାରେ ବିକ୍ରମ ଙ୍କ ସଂପୃକ୍ତି ନାହିଁ ବୋଲି ଦାବି କରି ତାଙ୍କୁ ମାମଲାରୁ ମୁକ୍ତ ପାଇଁ ଏହି ପିଟିସନ ଦାଖଲ କରାଯାଇଥିଲା। ଆଜି ବିପକ୍ଷରେ […]
ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଏବଂ ସିଲିକନ୍ ଟେକ୍ ମାଲିକ ସୁରେଶ ନାୟକଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚରାଯାଇଥିଲେ ମଧ୍ୟ ସେମାନେ କେହି ସନ୍ତୋଷଜନକ ଉତ୍ତର ଦେଉନାହାନ୍ତି । ଯାହାକୁ ନେଇ ଏବେ ସେମାନଙ୍କର ଲାଏ ଡିଟେକ୍ସନ୍ ଟେଷ୍ଟ ବା ମିଛ ଧରା ପରୀକ୍ଷା କରାଯିବ ବୋଲି କ୍ରାଇମ୍ବ୍ରାଞ୍ଚ ଅଧିକାରୀ ସୂଚନା ଦେଇଛନ୍ତି ।ଶଙ୍କର ପୃଷ୍ଟି ଓ ଦଲାଲ ଅରବିନ୍ଦ ଦାସକୁ […]
ଉତ୍ତରାଖଣ୍ଡରେ ଓଡ଼ିଶା ଝିଅକୁ ବୀଭତ୍ସ ହତ୍ୟା । ରାୟଗଡା ଜିଲ୍ଲା ଜେକେପୁର ଅଞ୍ଚଳର ୨୩ ବର୍ଷିୟ ଝିଅ ସୃଷ୍ଟି ଶର୍ମାଙ୍କୁ ଉତ୍ତରାଖଣ୍ଡର ଲାଲପୁରରେ ବୀଭତ୍ସ ହତ୍ୟା କରାଯାଇଛି । ସୃଷ୍ଟି ରହୁଥିବା ଭଡ଼ା ଘର ମାଲିକଙ୍କ ପୁଅ ହତ୍ୟା କରିଥିବା ସ୍ପଷ୍ଟ କରିଛି ଲାଲପୁର ପୋଲିସ । ହତ୍ୟା କରି ଇଟା ଓ ପଥର ବାନ୍ଧି ସ୍ଥାନୀୟ ବାଡୋର ନଦୀରେ ମୃତଦେହ ଫିଙ୍ଗି ଦେଇଥିଲା ଘର ମାଲିକ ପୁଅ। ନଦୀରୁ ମୃତଦେହ ଉଦ୍ଧାର କଲା ପୋଲିସ। ଗତ […]
ନୂଆପଡାରେ ପହଞ୍ଚିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ । ନୂଆପଡଶରେ ପହଞ୍ଚିବା ପରେ ଦଳୀୟ କର୍ମୀ ଓ ଲୋକମାନେ ତାଙ୍କୁ ସ୍ୱାଗତ କରିଥିଲେ । ଖରିଆରରେ ନବୀନ ରୋଡ କରୁଛନ୍ତି ।ରୋଡ୍ ସୋ’ରେ ନୂଆପଡ଼ାରେ ପହଞ୍ଚି ସୂର୍ଯ୍ୟନଗର ଛକ, ଗାୟତ୍ରୀମନ୍ଦିର ଛକ ଓ ଏକତା ଛକରେ ଜନତାଙ୍କୁ ଉଦ୍ବୋଧନ ଦେବେ। ଦିନ ୩ଟାରେ ନୂଆପଡ଼ାର ପାରକୋଡ଼ରେ ଏକ ବିଶାଳ ସାଧାରଣ ସଭାକୁ ସମ୍ୱୋଧିତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ବିଜେଡି ଉପସଭାପତି […]
ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି।ନଭେମ୍ବର ୧୦ ଯାଏଁ ସଡକ ପରିବହନ ଉପରେ ଆଲୋଚନା ହେବ । ୮୪ ତମ ଅଧିବେଶନରେ ଅଂଶଗ୍ରହଣ କରିବେ ୩ ହଜାରରୁ ଅଧିକ ପ୍ରତିନିଧି ।ଏହାପୂର୍ବରୁ ଜନତା ମୈଦାନରେ ଆୟୋଜିତ ହୋଇଥିବା ଟେକ୍ନିକାଲ ସେସନକୁ ଉଦଘାଟନ କରିଥିଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ୧୦ ବର୍ଷ […]
