ରାୟଗଡ଼ :-ତା. ୨୭/୦୭- ମହାନଦୀ କୋଳ ଫିଲଡ ସହିତ ତିନୋଟି ବୁଝାମଣା ପତ୍ର ସ୍ଵାକ୍ଷର କରିଛି ଜିଲ୍ଲା ପ୍ରଶାସନ l ଜିଲ୍ଲାପାଳ ରାୟଗଡ଼ ଶ୍ରୀମତୀ ପାରୁଲ ପାଟାୱରୀ ଓ ମହାନଦୀ କୋଲଫିଲଡର ପ୍ରବନ୍ଧକ ଶୁଭ୍ରଜ୍ୟୋତି ସାହୁଙ୍କ ମଧ୍ୟରେ ସାକ୍ଷାରିତ ହୋଇଛି l କମ୍ପାନୀରେ ସିଏସଆର ପାଣ୍ଠିରେ ବିଦ୍ୟାଞ୍ଜଳି ଯୋଜାନରେ ଜିଲ୍ଲାର ଜନଜାତି ବିଦ୍ୟାଳୟ ମାନଙ୍କରେ ଅନ୍ତେବାସୀ ମାନଙ୍କ ବିଭିନ୍ନ ସୁଜିଧା ଯଥା ଖଟ, ଗଦା ଓ ଆର (RO)ଯୋଗାଇଦେବା ନିମନ୍ତେ ୪କୋଟି ୫୦ଲକ୍ଷ ଟଙ୍କାର ଗୋଟିଏ ବୁଝାମଣା […]
ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]
ଜେକେ କାଗଜ କଳ, ଜେକେପୁର ତରଫରୁ ଏଲ୍ ଭି ପ୍ରସାଦ ଚକ୍ଷୁ ଅନୁଷ୍ଠାନ ସହଯୋଗ ରେ କୋଲନରା ବ୍ଲକ ର ପୀତେଶ ଗ୍ରାମରେ ଏକ ଚକ୍ଷୁ ପରୀକ୍ଷଣ ଶିବିର ଆୟୋଜନ କରାଯାଇଥିଲା । ଏଥିରେ 59 ଜଣଙ୍କର ପରୀକ୍ଷା କରାଯାଇଥିଲା। 9 ଜଣ ମୋତିଆବିନ୍ଦୁ ରୋଗୀ, 5 ଜଣ ଟେରୀଜିମ୍ ଓ 25 ଜଣ ଦୃଷ୍ଟି ଦୋଷ ରୋଗୀ ଚିହ୍ନଟ ହୋଇଥିଲେ। ପ୍ରଥମ ପର୍ଯ୍ୟାୟରେ 14 ଜଣଙ୍କୁ ଏଲ୍ ଭି ପ୍ରସାଦ ଚକ୍ଷୁ ଅନୁଷ୍ଠାନକୁ ଅସ୍ତ୍ରୋପଚାର ପାଇଁ […]
ଦିଲ୍ଲୀରେ ଆଜି ୧୭ ଜଣ ସାଂସଦଙ୍କୁ ସେମାନଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ସଂସଦ ରତ୍ନ ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି । ଏହି ସାଂସଦମାନେ ଲୋକସଭାରେ ଅମୂଲ୍ୟ ଅବଦାନ ଦେଇଛନ୍ତି । ଏହା ବ୍ୟତୀତ ୪ ଜଣ ସାଂସଦଙ୍କୁ ସ୍ୱତନ୍ତ୍ର ଜୁରି ପୁରସ୍କାର ପ୍ରଦାନ କରାଯାଇଛି । ଏହି ପୁରସ୍କାରଗୁଡ଼ିକ ଏକ ବେସରକାରୀ ସଂଗଠନ ଦ୍ୱାରା ପ୍ରଦାନ କରାଯାଇଛି। ଏହି ଅବସରରେ ଗଣମାଧ୍ୟମ ସହିତ ଆଲୋଚନା କରି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି, […]
କୋଣାର୍କ-ପୁରୀ ବେଳାମାର୍ଗରେ ନଦୀକୁ ଖସିଲା କାର। ନଈରେ ଭାସିଗଲା କାର୍। ଅଳ୍ପକେ ବର୍ତ୍ତିଲେ କଟକ ସଦର ବିଡିଓ ଏବଂ ତାଙ୍କ ପତ୍ନୀ। କଟକ ସଦର ବିଡ଼ିଓ ପ୍ରତୀକ ସାହୁ ଓ ସ୍ତ୍ରୀ ପୁରୀ, କୋଣାର୍କ ବୁଲିଯିବାକୁ ଆସିଥିଲେ। କୋଣାର୍କରୁ ୧୦ କିଲୋମିଟର ଦୂରରେ ଥିବା ଏକ ଘରୋଇ ହୋଟେଲକୁ ଖାଇବାକୁ ଯାଉଥିଲେ। ସେଠାରେ ଗାଡିକୁ ପାର୍କିଂରେ ରଖିବା ପାଇଁ ଵୁଲାଇବା ବେଳେ କୁଶଭଦ୍ରା ନଦୀରେ ଖସି ପଡ଼ିଥିଲା। ସେମାନଙ୍କୁ ସ୍ଥାନୀୟ ଲୋକଙ୍କ ଦ୍ଵାରା କୋଣାର୍କ ମେଡିକାଲକୁ ସ୍ଥାନାନ୍ତର […]
ନୟାଗଡ଼ ଦଶପଲ୍ଲା ଥାନା ଟାକରା ନିକଟସ୍ଥ ଅସନିବେରେଣା ରାସ୍ତା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକକୁ ଅନ୍ୟ ଏକ ଟ୍ରକ ଧକ୍କା ଦେବାକୁ ଘଟାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଛି । ୨ଜଣ ଗୁରୁତରଙ୍କୁ ଉଦ୍ଧାର କରାଯାଇ ଦଶପଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି । ଶନିବାର ସନ୍ଧ୍ୟାରେ ବଲାଙ୍ଗୀର ଖୋର୍ଦ୍ଧା ୫୭ ନମ୍ବର ଜାତୀୟ ରାଜପଥର ଟାକେରା ନିକଟସ୍ଥ ଅସନିବେରେଣା ରାସ୍ତା ନିକଟରେ ଏକ ବାଇକ୍କୁ ରକ୍ଷା କରିବାକୁ ଯାଇ ଦୁଇ ମାଲ ବୋଝେଇ ଟ୍ରକ୍ […]
କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଡାଙ୍ଗମାଳ ନାଗା ନାରାୟଣ ହାଇସ୍କୁଲରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ । ଶିକ୍ଷକ ଅମର ପ୍ରସାଦ ମଲ୍ଲିକଙ୍କୁ ସ୍କୁଲ ପରିସରରୁ ଉଠାଇନେଲା ତାଳଚୁଆ ସାମୁଦ୍ରିକ ଥାନା ପୋଲିସ । ଶିକ୍ଷକଙ୍କ ବିରୁଦ୍ଧରେ ପ୍ରଧାନ ଶିକ୍ଷକଙ୍କ ନିକଟରେ ୧୭ ଜଣ ଛାତ୍ରୀ ଲିଖିତ ଅଭିଯୋଗ ଦେଇଛନ୍ତି । ସପ୍ତମ ଶ୍ରେଣୀର ୭ଜଣ ଓ ୧୦ମ ଶ୍ରେଣୀର ୧୦ଜଣ ଛାତ୍ରୀ ଅଭିଯୋଗ କରିଛନ୍ତି । ପ୍ରଧାନ ଶିକ୍ଷକଙ୍କ ନିକଟରେ ଛାତ୍ରୀମାନେ ଅଭିଯୋଗ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଓଡ଼ିଆ ଭାଷା, ସାହିତ୍ୟ ପାଇଁ ନିରନ୍ତର ବିଭିନ୍ନ କାର୍ଯ୍ୟକ୍ରମ କରିଆସୁଥିବା, ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ଓଡ଼ିଆ ଭାଷା ସାହିତ୍ୟ ପ୍ରତି ଅଧିକ ଆଗ୍ରହ ସୃଷ୍ଟି କରିବା ପାଇଁ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ସ୍ତରରେ ” ନୂଆ ସ୍ୱର ନିଆରା କଥା” ପରି କାର୍ଯ୍ୟକ୍ରମ ଆୟୋଜନ କରିବା ସହ ବିଭିନ୍ନ ସେବାମୁଳକ କାର୍ଯ୍ୟ କରିଆସୁଥିବା ଉତ୍କଳ ସମ୍ମିଳନୀ ନୟାଗଡ ଜିଲ୍ଲା ଶାଖାର ନୂତନ କର୍ମକର୍ତ୍ତା ନିର୍ବାଚିତ କରାଯାଇଛି। ଉତ୍କଳ ସମ୍ମିଳନୀ ରାଜ୍ୟ ସଂଗଠନର ନିର୍ଦ୍ଦେଶ କ୍ରମେ […]
ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗୁମଲା ଘାଘରା ଥାନା ସେହଲ ଲଭଡାଗ ଗାଁରେ ପୁଲିସ ଓ ନିଷିଦ୍ଧ ଉଗ୍ରବାଦୀ ସଂଗଠନ ଝାଡ଼ଖଣ୍ଡ ଜନ ମୁକ୍ତି ପରିଷଦ (ଜେଜେଏମପି) ମଧ୍ୟରେ ଗୁଳି ବିନିମୟ ହୋଇଛି l ପୁଲିସ ଏନକାଉଣ୍ଟରରେ ତିନି ଉଗ୍ରବାଦୀ ନିହତ ହୋଇଛନ୍ତି l ଘାଘରା ଥାନା ସେହଲ ଲଭଡାଗ ଗାଁରେ ନିକଟସ୍ଥ ଜଙ୍ଗଲରେ ଏନକାଉଣ୍ଟର ହୋଇଛି । ସମସ୍ତ ତିନି ମାଓବାଦୀଙ୍କ ମୃତଦେହ ସହ ଘଟଣାସ୍ଥଳରୁ ସୁରକ୍ଷାବଳ ଏକେ-୪୭ ଓ ଇନସାସ ରାଇଫଲ୍ ଜବତ କରିଛନ୍ତି।ଏହା ପୂର୍ବରୁ ଗତ […]
ମହାରାଷ୍ଟ୍ର ନଭି ମୁମ୍ବାଇରେ ଜଣେ ମହିଳାଙ୍କୁ ଗୁଗଲ ମ୍ୟାପ୍ ଫଲୋ କରିବା ମହଙ୍ଗା ପଡିଛି। ରୁଟକୁ ଫଲୋ କରି ମହିଳାଙ୍କ କାର ଖାଇକୁ ଖସିପଡିଛି। ତେବେ ଉପସ୍ଥିତ ସୁରକ୍ଷା ଅଧିକାରୀମାନେ ତୁରନ୍ତ ପଦକ୍ଷେପ ଗ୍ରହଣ କରି ମହିଳାଙ୍କୁ ଉଦ୍ଧାର କରିଛନ୍ତି। ମହିଳାଙ୍କୁ ସେପରି ଗୁରୁତର ଆଘାତ ଲାଗି ନାହିଁ, ସେହି ପରି ତାଙ୍କ କାରକୁ ମଧ୍ୟ ବାହାର କରାଯାଇଛି। ରିପୋର୍ଟ ଅନୁସାରେ ମହିଳାଙ୍କୁ ବେଲାପୁରରୁ ଉଲଭେ ଯିବାର ଥିଲା। ଏଥି ପାଇଁ ସେ ଘରୁ କାରରେ ବାହାରିଥିଲେ। […]
ବଜାରରୁ ନୂଆ ଷ୍ଟିଲ ଗରା କିଣି ଆଣିଥିଲେ ବାପା । ଖେଳୁ ଖେଳୁ ଗରାରେ ମୁଣ୍ଡ ଫସାଇ ଦେଲା ୩ ବର୍ଷ ଶିଶୁ ପୁତ୍ର । ୨ ଘଣ୍ଟା ଧରି ହଟହଟା ହେବାପରେ ଶେଷରେ କଟରରେ ଗରା କାଟି ଶିଶୁଟିର ଜୀବନ ବଞ୍ଚାଇଲେ ଅଗ୍ନିଶମ କର୍ମଚାରୀ । ଏହି ଚିତ୍ରଟି ଆସିଛି ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ଗାଁରୁ । ସୂଚନାଯୋଗ୍ୟ ଯେ, କୋରୁକୋଣ୍ଡା ଗ୍ରାମର ପ୍ରଦୀପ ବିଶ୍ୱାସଙ୍କ ପୁଅ ତନ୍ମୟ ବିଶ୍ୱାସଙ୍କ ମୁଣ୍ଡରେ ଏକ ଗରା ପଶି […]
ବିହାରର ଗୟାଜୀ ଜିଲ୍ଲାରୁ ଏକ ଅତ୍ୟନ୍ତ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଗୁରୁବାର ଦିନ ହୋମଗାର୍ଡ ନିଯୁକ୍ତି ଲାଗି ଦୌଡ଼ ସମୟରେ ଜଣେ ମହିଳା ଆଶାୟୀ ଚେତାଶୂନ୍ୟ ହୋଇଯାଇଥିଲେ । ଏହା ପରେ, ତାଙ୍କୁ ହସ୍ପିଟାଲ ନେବା ସମୟରେ ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନ୍ ମିଶି ମହିଳାଙ୍କୁ ଦୁଷ୍କର୍ମ କରିଥିଲେ। ଏହି ଘଟଣା ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି । ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନଙ୍କୁ ଗିରଫ କରିଛି ପୁଲିସ । ସୂଚନାମୁତାବକ ଯୁବତୀ ଜଣକ […]
