author

ପୁଲିସ-ଉଗ୍ରବାଦୀ ଗୁଳି ବିନିମୟ: ତିନି ଉଗ୍ରବାଦୀ ନିହତ

ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗୁମଲା ଘାଘରା ଥାନା ସେହଲ ଲଭଡାଗ ଗାଁରେ ପୁଲିସ ଓ ନିଷିଦ୍ଧ ଉଗ୍ରବାଦୀ ସଂଗଠନ ଝାଡ଼ଖଣ୍ଡ ଜନ ମୁକ୍ତି ପରିଷଦ (ଜେଜେଏମପି) ମଧ୍ୟରେ ଗୁଳି ବିନିମୟ ହୋଇଛି l ପୁଲିସ ଏନକାଉଣ୍ଟରରେ ତିନି ଉଗ୍ରବାଦୀ ନିହତ ହୋଇଛନ୍ତି l ଘାଘରା ଥାନା ସେହଲ ଲଭଡାଗ ଗାଁରେ ନିକଟସ୍ଥ ଜଙ୍ଗଲରେ ଏନକାଉଣ୍ଟର ହୋଇଛି । ସମସ୍ତ ତିନି ମାଓବାଦୀଙ୍କ ମୃତଦେହ ସହ ଘଟଣାସ୍ଥଳରୁ ସୁରକ୍ଷାବଳ ଏକେ-୪୭ ଓ ଇନସାସ ରାଇଫଲ୍ ଜବତ କରିଛନ୍ତି।ଏହା ପୂର୍ବରୁ ଗତ […]

ପୁଣି ଧୋକା ଦେଲା ଗୁଗଲ ମ୍ୟାପ! କାର ସହ ଖାଇକୁ ଖସିପଡିଲେ ମହିଳା

ମହାରାଷ୍ଟ୍ର ନଭି ମୁମ୍ବାଇରେ ଜଣେ ମହିଳାଙ୍କୁ ଗୁଗଲ ମ୍ୟାପ୍ ଫଲୋ କରିବା ମହଙ୍ଗା ପଡିଛି। ରୁଟକୁ ଫଲୋ କରି ମହିଳାଙ୍କ କାର ଖାଇକୁ ଖସିପଡିଛି। ତେବେ ଉପସ୍ଥିତ ସୁରକ୍ଷା ଅଧିକାରୀମାନେ ତୁରନ୍ତ ପଦକ୍ଷେପ ଗ୍ରହଣ କରି ମହିଳାଙ୍କୁ ଉଦ୍ଧାର କରିଛନ୍ତି। ମହିଳାଙ୍କୁ ସେପରି ଗୁରୁତର ଆଘାତ ଲାଗି ନାହିଁ, ସେହି ପରି ତାଙ୍କ କାରକୁ ମଧ୍ୟ ବାହାର କରାଯାଇଛି। ରିପୋର୍ଟ ଅନୁସାରେ ମହିଳାଙ୍କୁ ବେଲାପୁରରୁ ଉଲଭେ ଯିବାର ଥିଲା। ଏଥି ପାଇଁ ସେ ଘରୁ କାରରେ ବାହାରିଥିଲେ। […]

ଶିଶୁ ପୁତ୍ରର ମୁଣ୍ଡରେ ପଶିଗଲା ଗରା, କଟରରେ କାଟି ଉଦ୍ଧାର କରାଗଲା

ବଜାରରୁ ନୂଆ ଷ୍ଟିଲ ଗରା କିଣି ଆଣିଥିଲେ ବାପା । ଖେଳୁ ଖେଳୁ ଗରାରେ ମୁଣ୍ଡ ଫସାଇ ଦେଲା ୩ ବର୍ଷ ଶିଶୁ ପୁତ୍ର । ୨ ଘଣ୍ଟା ଧରି ହଟହଟା ହେବାପରେ ଶେଷରେ କଟରରେ ଗରା କାଟି ଶିଶୁଟିର ଜୀବନ ବଞ୍ଚାଇଲେ ଅଗ୍ନିଶମ କର୍ମଚାରୀ । ଏହି ଚିତ୍ରଟି ଆସିଛି ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ଗାଁରୁ । ସୂଚନାଯୋଗ୍ୟ ଯେ, କୋରୁକୋଣ୍ଡା ଗ୍ରାମର ପ୍ରଦୀପ ବିଶ୍ୱାସଙ୍କ ପୁଅ ତନ୍ମୟ ବିଶ୍ୱାସଙ୍କ ମୁଣ୍ଡରେ ଏକ ଗରା ପଶି […]

ହୋମଗାର୍ଡ ଆଶାୟୀଙ୍କୁ ଆମ୍ବୁଲାନ୍ସରେ ଗଣଦୁଷ୍କର୍ମ ଅଭିଯୋଗ

ବିହାରର ଗୟାଜୀ ଜିଲ୍ଲାରୁ ଏକ ଅତ୍ୟନ୍ତ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଗୁରୁବାର ଦିନ ହୋମଗାର୍ଡ ନିଯୁକ୍ତି ଲାଗି ଦୌଡ଼ ସମୟରେ ଜଣେ ମହିଳା ଆଶାୟୀ ଚେତାଶୂନ୍ୟ ହୋଇଯାଇଥିଲେ । ଏହା ପରେ, ତାଙ୍କୁ ହସ୍ପିଟାଲ ନେବା ସମୟରେ ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନ୍ ମିଶି ମହିଳାଙ୍କୁ ଦୁଷ୍କର୍ମ କରିଥିଲେ। ଏହି ଘଟଣା ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି । ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନଙ୍କୁ ଗିରଫ କରିଛି ପୁଲିସ । ସୂଚନାମୁତାବକ ଯୁବତୀ ଜଣକ […]

ଗ୍ରାହକଙ୍କ ଖୁସି ଖବର । କମିଲା ସୁନା ଦାମ୍‌

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୯,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୧ ,୬୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୯,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୧ ହଜାର ୬୦୦ ଟଙ୍କାକୁ ପହଞ୍ଚିଛି ।୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୪,୯୫୦ ଟଙ୍କା ରହିଛି । ଗତକାଲି ୭୫,୩୬୦ […]

ବିଜେଡ଼ି ଆଣିବ ଅନାସ୍ଥା ! ଇଙ୍ଗିତ ଦେଲେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ ସାହୁ

ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ ଓ ବିଜେଡି ମିଶି ଭାଜପା ସରକାରଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ ଆହ୍ବନ ଦେଇଛନ୍ତି। ତେବେ ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିବା ପ୍ରସଙ୍ଗରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଶନିବାର ନିଜର ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ବିରୋଧୀଙ୍କ ଅଧିକାର ରହିଛି ଅନାସ୍ଥା ପ୍ରସ୍ତାବ ଆଣିବାର। କଂଗ୍ରେସ ଆଣିବାକୁ ଚାହିଁଲେ ଆଣିବ ଓ […]

ସତର୍କ କରାଇଲା IMD, 24 ଘଣ୍ଟାରେ ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସହ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ଷା ସମୟରେ ପବନର ବେଗ ଘଣ୍ଟାପ୍ରତି ୩୫ -୪୫ କିମି ବହିବା ସମ୍ଭାବନା ଥିବାରୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଯିବାକୁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି । ତେବେ […]

ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ପାଇଁ ହୋଇଥିବା କଣ୍ଟ୍ରାକ୍ଟ ବାତିଲ

ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ପାଇଁ ହୋଇଥିବା କଣ୍ଟ୍ରାକ୍ଟ ବାତିଲ ହୋଇଛି । କାର୍ଯ୍ୟ ବିଳମ୍ବ ହେଉଥିବାରୁ ଠିକାର ସଂସ୍ଥାର କଣ୍ଟ୍ରାକ୍ଟ ବାତିଲ ହୋଇଛି । ଠିକା ସଂସ୍ଥା ସିଗାଲ ଇଣ୍ଡିଆ ଓ ରଞ୍ଜିତ ବିଲ୍ଡକନ୍‌ ସହ କଣ୍ଟ୍ରାକ୍ଟ ବାତିଲ ହୋଇଛି । କଣ୍ଟ୍ରାକ୍ଟକୁ ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ୍‌ ବାତିଲ କରିଛି । ତେବେ ସିଇଆଇଜିଆଇଏଲ୍ ଇଣ୍ଡିଆ ଲିମିଟେଡ୍ ଏବଂ ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ୍ ଲିମିଟେଡ୍ କୁ ପୂର୍ବ ସରକାର ଟେଣ୍ଡର ଦେଇଥିଲେ। କିନ୍ତୁ ଏହି […]

ଆଜି କାରଗିଲ ବିଜୟ ଦିବସ

୧୯୯୯ରେ କାରଗିଲ୍‍ ବିଜୟ ଉତ୍ସବକୁ ମନେ ପକାଇ ଆଜିର ଦିନରେ ସାରା ଦେଶରେ ଉତ୍ସବର ମାହୋଲ ରହିଛି । ୧୯୯୯ ମସିହାରେ ହୋଇଥିବା କାରଗିଲ ଯୁଦ୍ଧ ଏଭଳି ଏକ ଐତିହାସିକ ଯୁଦ୍ଧ ଥିଲା ଯେ ଭାରତର ପ୍ରତ୍ୟେକ ବ୍ୟକ୍ତି, ଯୁବପୀଢି ଏହା ବିଷୟରେ ଗର୍ବର ସହିତ ଆଲୋଚନା କରିଥାନ୍ତି । ଏହି ଯୁଦ୍ଧ ମେ ୩ ୧୯୯୯ରେ ଆରମ୍ଭ ହୋଇଥିଲା ଏବଂ ୨୬ଜୁଲାଇରେ ଟାଇଗର ହିଲ୍‍ ଓ ତୋଲୋଲିଙ୍ଗ ହିଲରେ କବଜା କରି ପାକିସ୍ତାନ ସେନାକୁ ମାତ […]

OTET ବାତିଲ ଘଟଣାରେ ୬ ଅଧିକାରୀଙ୍କ ବଦଳି

ସ୍ୱତନ୍ତ୍ର ଓଡିଇଟି ପରୀକ୍ଷା ବାତିଲ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି ହୋଇଥିବା ସୂଚନା ମିଳିଛି । ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହେଲେ ୬ ଅଧିକାରୀ ।ଘଟଣାର ୬ ଦିନ ପରେ ବି ପରୀକ୍ଷା କେବେ ହେବ ସ୍ପଷ୍ଟ କରାଯାଇ ନାହିଁ । ସୂଚନାମୁତାବକ ଜୁଲାଇ ୨୦ରେ ହେବାକୁ ଥିବା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘୋଷଣା କରାଯାଇଥିଲା । ଓଡ଼ିଶା […]

ପରିମଳ କର୍ମଚାରୀଙ୍କୁ ମିଳିବ ବାସଗୃହ ସହ ଜୀବନ ବୀମା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୨ ଦିନିଆ ଗରିମା ଜାତୀୟ କର୍ମଶାଳାର ଉଦଘାଟନ ହୋଇଯାଇଛି | ପରିମଳ କର୍ମଚାରୀଙ୍କୁ ସଶକ୍ତ କରିବାର ଉଦ୍ଦେଶ୍ୟ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦଘାଟନ କରିଥିଲେ | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ପରିମଳ କର୍ମଚାରୀଙ୍କୁ ଏଣିକି ଜୀବନ ବୀମା ମିଳିବ | ଗ୍ରେଡ଼-୧ ପରିମଳ କର୍ମଚାରୀଙ୍କୁ ମିଳିବ ୧୦ ଲକ୍ଷର […]

ସ୍ବାଧୀନତାର ମହାନାୟକ ମାଳତୀ ଚୌଧୁରୀ। ଆଜି ତାଙ୍କର ଜନ୍ମ ଜୟନ୍ତୀ

ସ୍ବାଧୀନତା ସଂଗ୍ରାମ, ସମାଜବାଦ ଆନ୍ଦୋଳନ, ଚାଷୀ ଆନ୍ଦୋଳନ, ନିଶା ନିବାରଣ, ଶିଶୁ ଅଧିକାର, ଭୂଦାନ ଆନ୍ଦୋଳନ, ନାଗରିକ ସୁରକ୍ଷା ଆଦି କ୍ଷେତ୍ରରେ ଆଜୀବନ ସକ୍ରିୟ ରହି ଓଡ଼ିଶାବାସୀଙ୍କୁ ସବୁ ପ୍ରକାର ଶୃଙ୍ଖଳରୁ ମୁକ୍ତ କରିବା ପାଇଁ ଉଦ୍ୟମ କରିଥିଲେ ମହାନ ନାରୀ ନେତ୍ରୀ ମାଳତୀ ଚୌଧୁରୀ।ନାଁରୁ ଲାଗୁଛି ସତେ ଅବା ଯେମିତି ଦ୍ଵାପରର ସେଇ ଦିବ୍ୟଯୋଡି । କର୍ମ କିନ୍ତୁ ଆରମ୍ଭୀଥିଲେ ମାନବୀୟ ଅତିସାଧାରଣ । ମାଟିର ମଣିଷ ମାଟିକୁ ସଜାଡିବାକୁ ଲାଗିପଡିଲେ । ସ୍ଵାମୀ ସହିତ […]