author

OTET ବାତିଲ ଘଟଣାରେ ୬ ଅଧିକାରୀଙ୍କ ବଦଳି

ସ୍ୱତନ୍ତ୍ର ଓଡିଇଟି ପରୀକ୍ଷା ବାତିଲ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି ହୋଇଥିବା ସୂଚନା ମିଳିଛି । ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହେଲେ ୬ ଅଧିକାରୀ ।ଘଟଣାର ୬ ଦିନ ପରେ ବି ପରୀକ୍ଷା କେବେ ହେବ ସ୍ପଷ୍ଟ କରାଯାଇ ନାହିଁ । ସୂଚନାମୁତାବକ ଜୁଲାଇ ୨୦ରେ ହେବାକୁ ଥିବା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘୋଷଣା କରାଯାଇଥିଲା । ଓଡ଼ିଶା […]

ପରିମଳ କର୍ମଚାରୀଙ୍କୁ ମିଳିବ ବାସଗୃହ ସହ ଜୀବନ ବୀମା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୨ ଦିନିଆ ଗରିମା ଜାତୀୟ କର୍ମଶାଳାର ଉଦଘାଟନ ହୋଇଯାଇଛି | ପରିମଳ କର୍ମଚାରୀଙ୍କୁ ସଶକ୍ତ କରିବାର ଉଦ୍ଦେଶ୍ୟ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦଘାଟନ କରିଥିଲେ | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ପରିମଳ କର୍ମଚାରୀଙ୍କୁ ଏଣିକି ଜୀବନ ବୀମା ମିଳିବ | ଗ୍ରେଡ଼-୧ ପରିମଳ କର୍ମଚାରୀଙ୍କୁ ମିଳିବ ୧୦ ଲକ୍ଷର […]

ସ୍ବାଧୀନତାର ମହାନାୟକ ମାଳତୀ ଚୌଧୁରୀ। ଆଜି ତାଙ୍କର ଜନ୍ମ ଜୟନ୍ତୀ

ସ୍ବାଧୀନତା ସଂଗ୍ରାମ, ସମାଜବାଦ ଆନ୍ଦୋଳନ, ଚାଷୀ ଆନ୍ଦୋଳନ, ନିଶା ନିବାରଣ, ଶିଶୁ ଅଧିକାର, ଭୂଦାନ ଆନ୍ଦୋଳନ, ନାଗରିକ ସୁରକ୍ଷା ଆଦି କ୍ଷେତ୍ରରେ ଆଜୀବନ ସକ୍ରିୟ ରହି ଓଡ଼ିଶାବାସୀଙ୍କୁ ସବୁ ପ୍ରକାର ଶୃଙ୍ଖଳରୁ ମୁକ୍ତ କରିବା ପାଇଁ ଉଦ୍ୟମ କରିଥିଲେ ମହାନ ନାରୀ ନେତ୍ରୀ ମାଳତୀ ଚୌଧୁରୀ।ନାଁରୁ ଲାଗୁଛି ସତେ ଅବା ଯେମିତି ଦ୍ଵାପରର ସେଇ ଦିବ୍ୟଯୋଡି । କର୍ମ କିନ୍ତୁ ଆରମ୍ଭୀଥିଲେ ମାନବୀୟ ଅତିସାଧାରଣ । ମାଟିର ମଣିଷ ମାଟିକୁ ସଜାଡିବାକୁ ଲାଗିପଡିଲେ । ସ୍ଵାମୀ ସହିତ […]

୩୧.୫୦ ଲକ୍ଷ ଟଙ୍କାର ଠକେଇ କରି ଗିରଫ ହେଲେ ଅଭିନେତା

ଉଧାର ଟଙ୍କା ନେଇ କରଜ ସୁଝି ନପାରିବା ଓଡିଆ ଫିଲ୍ମ ହିରୋଙ୍କୁ ମହଙ୍ଗା ପଡିଛି । ଓଲିଉଡ଼ ଅଭିନେତାଙ୍କୁ ଗିରଫ କରିଛି ପୋଲିସ୍ । ‘ବଦମାସ ଟୋକା’ ଫିଲ୍ମର ହିରୋ ଉଦୟନ ଅପରାଜିତଙ୍କୁ ବାନ୍ଧିଛି ପୋଲିସ । ଭୁବନେଶ୍ବର ବଡଗଡ ଥାନାରେ ହୋଇଥିବା ଅଭିଯୋଗ ଆଧାରରେ ଗିରଫ କରିଛି କମିଶନରେଟ୍ ପୋଲିସ । ସେ ହେଲେ ମଞ୍ଚେଶ୍ୱର ଥାନା ପଳାଶୁଣୀରେ ରହୁଥିବା ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ମଙ୍ଗଳପୁରର ଉଦୟନ ଅପରାଜିତ୍‌ (୪୦)। କୋର୍ଟଚାଲାଣ ପରେ […]

ହେବନି ନୂଆ ଆଉଟ୍‌ସୋର୍ସିଂ ନିଯୁକ୍ତି-ସରକାରଙ୍କ ବଡ଼ ଘୋଷଣା

ରାଜ୍ୟରେ ଏଣିକି ଠିକା ସଂସ୍ଥା(ଆଉଟ୍‌ସୋର୍ସିଂ) ଜରିଆରେ ସିଧାସଳଖ ନୂଆ ନିଯୁକ୍ତି ସିଧାସଳଖ ଦିଆଯିବ ନାହିଁ। ପୂର୍ବରୁ ଯେଉଁସବୁ ଆଉଟ୍‌ସୋର୍ସିଂ ସଂସ୍ଥାକୁ ମ୍ୟାନ୍‌ ପାଓ୍ବାର ଲାଗି ନିଯୁକ୍ତ କରାଯାଇଛି ତାହା ବଜାୟ ରହିବ ଏବଂ ସମ୍ପୃକ୍ତ ସଂସ୍ଥା ନବୀକରଣ କରିପାରିବେ। ହେଲେ ସମ୍ପୃକ୍ତ ସଂସ୍ଥା ଅର୍ଥ ବିଭାଗର ବିନା ଅନୁମୋଦନରେ ନୂଆ କରି ଜଣେ ହେଲେ ବି ‘ମ୍ୟାନ୍‌ ପାଓ୍ବାର’ ନିଯୁକ୍ତି ଦେଇପାରିବେ ନାହିଁ ବୋଲି ଅର୍ଥ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଅନ୍ୟପକ୍ଷରେ, କୌଣସି ନୂଆ କ୍ୟାଡର୍ […]

ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ନୂଆଦିଲ୍ଲରେ କୌଣସି ଆଲୋଚନା ହୋଇନାହିଁ: ମନମୋହନ

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରୁ ଫେରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଦିଲ୍ଲୀରୁ ଫେରିବା ପରେ ସେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ଏକ ବଡ଼ କଥା କହିଦେଇଛନ୍ତି। ରାଜ୍ୟର ସାଂଗଠନିକ ଓ ଅନ୍ୟାନ୍ୟ କାମ ବିଷୟରେ ଆଲୋଚନା ଲାଗି ନୂଆଦିଲ୍ଲୀ ଯାଇଥିଲେ। ବିଜେପିର ନୂଆ କାର୍ଯ୍ୟକାରିଣୀରେ କିଛି ନୂଆ ଲୋକଙ୍କୁ ନିଆଯିବ ଏବଂ କିଛି ପୁରୁଣା କାର୍ଯ୍ୟକର୍ତ୍ତା ପୂର୍ବ ଭଳି ଦାୟିତ୍ବରେ ରହିବେ।ଖୁବ୍‌ଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ। ଆଜି ବି […]

ପ୍ରେମ ପାଇଁ ପରିବାରକୁ ବିଷ ପିଆଇ ଦେଲା ନୃଶଂସ ଝିଅ

ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା କନିକାପଡ଼ାର ଚାଞ୍ଚଲ୍ୟକର ଘଟଣା । ପ୍ରେମ ପାଇଁ ପରିବାରକୁ ବିଷ ପିଆଇ ଦେଲା ନୃଶଂସ ଝିଅ। ପରିବାରର ଏକ ଶିଶୁ କନ୍ୟା ସହ ୬ ଗୁରୁତର ମେଡିକାଲରେ ଭର୍ତ୍ତି । ମଙ୍ଗଳପୁର ଥାନା କନିକାପଡ଼ା ଗ୍ରାମରେ ଜଣେ ବିବାହିତା ଝିଅ ତାଙ୍କ ବାପଘର ଲୋକଙ୍କ ଖାଦ୍ୟରେ ବିଷ ମିଶାଇ ଦେଇଛନ୍ତି। ବିଷମିଶା ଖାଦ୍ୟ ଖାଇ ପରିବାରର ୬ ସଦସ୍ୟ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏନେଇ […]

ଆଜିର ରାଶିଫଳ(୨୬ ଜୁଲାଇ, ୨୦୨୫)

ମେଷଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, […]

ଦରମା ଲକ୍ଷେ ଛୁଇଁନି; ଘରୁ ବାହାରିଲା ନଗଦ ୧.୪୩ କୋଟି

ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍। ପି.ଆର୍ ପେଟା ବାସଭବନ ସମେତ ଜୟପୁର ବନଖଣ୍ଡ ଅଫିସରେ ଚଢାଉ। ଭୁବନେଶ୍ୱର ରଘୁନାଥପୁରରେ ଥିବା ଭାଇ ଘରେ ମଧ୍ୟ ଚଢାଉ ଜାରି ରହିଛି। ଯାଞ୍ଚ ବେଳେ ରାମଚନ୍ଦ୍ରଙ୍କ ଘରୁ ମିଳିଲା ୧ କୋଟି ୪୪ ଲକ୍ଷ ନଗଦ ଟଙ୍କା। ୫୦୦ ଟଙ୍କିଆ ଓ ୨୦୦ ଟଙ୍କିଆ ନୋଟ୍ ବିଡ଼ା ଜବତ। ୪ଟି ସୁନା ବିସ୍କୁଟ୍ […]

ଅବସର ପରେ କୌଣସି ପଦ ଗ୍ରହଣ କରିବି ନାହିଁ ବରଂ ଗାଁକୁ ଯିବି : ଜଷ୍ଟିସ୍ ଗଭାଇ

ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ବି.ଆର. ଗଭାଇ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଅବସର ପରେ ମୁଁ କୌଣସି ଲାଭଜନକ ସରକାରୀ ପଦବୀ ଗ୍ରହଣ କରିବି ନାହିଁ। ଅବସର ପରେ, ମୁଁ ମୋର ଅଧିକାଂଶ ସମୟ ଦାରାପୁର, ଅମରାବତୀ ଏବଂ ନାଗପୁରରେ ବିତାଇବାକୁ ଚାହେଁ।ସୂଚନାଥାଉକି, ପୂର୍ବରୁ ଜଷ୍ଟିସ ଗଭାଇ ମଧ୍ୟ ଅବସର ପରେ ରାଜନୀତିରେ ପ୍ରବେଶ କରିବାକୁ ମନା କରିଦେଇଥିଲେ। ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ ସେ କହିଥିଲେ,”ସିଜେଆଇ ପଦବୀରେ ରହିବା ପରେ ଜଣେ […]

ପ୍ରେସ ୟୁନିୟନ ତରଫରୁ ଜିଲ୍ଲାପାଳ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ରାୟଗଡ଼ା:- ରାୟଗଡ ଜିଲ୍ଲା ପାଳ ଶ୍ରୀମତି ପାରୁଲ ପଟୱରି ଙ୍କୁ ପଦୋନ୍ନତି ପରେ ତାଙ୍କୁ ଜିଲ୍ଲା ରୁ ଅନ୍ୟତ୍ର ବଦଳି ପରେ ଆଜି ରାୟଗଡ଼ ପ୍ରେସ ୟୁନିୟନ ତରଫରୁ ସଭାପତି ଅମୁଲ୍ୟ ସାହୁଙ୍କ ନେତୃତ୍ଵରେ ଜିଲ୍ଲାପାଳ ଙ୍କ ବାସଭବନରେ ପୁଷ୍ପ ଗୁଛ ଓ ଉପଢ଼ୌକନ ଦେଇ ବିଦାୟକାଳୀନ ସମ୍ବର୍ଦ୍ଧନା କରାଯାଇଥିଲା। ଜିଲ୍ଲାପାଳ ଙ୍କ ଏକ ବର୍ଷ ଅବଧି ମଧ୍ୟରେ ସାମ୍ବାଦିକ ମାନଙ୍କ ସହ ସୁସଂପର୍କ ସ୍ଥାପନ ଓ ଜିଲ୍ଲାର ବହୁ ଉନ୍ନୟନମୂଳକ କାର୍ଯ୍ୟ କୁ ତ୍ଵରାନିତ କରିଥିବାରୁ […]

ଶିକ୍ଷକଙ୍କ ଏକାଦଶାହରେ ବିଦ୍ୟାଳୟ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ଉଦୟପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କାର୍ଯ୍ୟରତ ଶିକ୍ଷକ ହାଡିବନ୍ଧୁ ବେହେରା(ଟୁକୁ ସାର) ଗତ ୧୫ ତାରିଖରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ମୃତ୍ୟୁ ବରଣ କରିଥିଲେ। ଆଜି ତାଙ୍କର ଏକାଦଶାହ ଅବସରରେ ବିଦ୍ୟାଳୟ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଉଥିଲା। ପ୍ରଧାନ ଶିକ୍ଷୟିତ୍ରୀ ସରୋଜିନୀ ଦାଶଙ୍କ ଅଧ୍ୟକ୍ଷତା ତଥା  ଶିକ୍ଷକ ମନୋରଞ୍ଜନ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ, ପରିଚାଳନା କମିଟି […]