author

ଦୁଷ୍କର୍ମ ଅଭିଯୋଗ :ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ

ଦୁଷ୍କର୍ମ ଅଭିଯୋଗରେ ଗିରଫ ହେବା ପରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ସସପେଣ୍ଡ କରାଯାଇଛି। NSUI ତାଙ୍କୁ ସସପେଣ୍ଡ କରାଯାଇଥିବା ସୂଚନା ଦେଇଛନ୍ତି NSUI ରାଷ୍ଟ୍ରୀୟ ସଭାପତି ବରୁଣ ଚୋଧୁରୀ। । ଛାତ୍ରୀଙ୍କୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ ଅଭିଯୋଗ ହୋଇଥିଲା । ଉଦିତ ପ୍ରଧାନକୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ ।ଜଣେ ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ଦେଇ ଦୁଷ୍କର୍ମ କରିବା ନେଇ ଛାତ୍ରୀ ଜଣକ ଲିଖିତ ଅଭିଯୋଗ କରିଥିଲେ। ମଞ୍ଚେଶ୍ୱର […]

ବଳଙ୍ଗା ନାବାଳିକା ପୀଡ଼ିତାଙ୍କୁ ଜାଳିଦେବା ଘଟଣା: ବୟାନରେ ତାଳମେଳ ରହୁନି

ପୁରୀ ଜିଲ୍ଲା ବଳଙ୍ଗାରେ ନାବାଳିକା ପୋଡ଼ି ଘଟଣାରେ ତଦନ୍ତକୁ ଜୋରଦାର କରିଛି ପୋଲିସ। ଏକାସଙ୍ଗେ ତିନିଟି ଟିମ୍ ଭିନ୍ନ ଭିନ୍ନ ସ୍ଥାନରେ ତଦନ୍ତ କରୁଛନ୍ତି । ଗୋଟିଏ ଟିମ୍ ପୀଡ଼ିତାଙ୍କ ଘରେ ପହଞ୍ଚିଥିବା ବେଳେ ଅନ୍ୟ ଏକ ଟିମ୍ ପୀଡ଼ିତାଙ୍କ ସାଙ୍ଗଙ୍କ ଘରେ ପହଞ୍ଚିଛି । ସେହିପରି ଆଉ ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଗତକାଲି ବିଳମ୍ବିତ ରାତିରେ ମଧ୍ୟ ପୋଲିସର ସ୍ପେଶାଲ ଟିମ୍ ପୀଡ଼ିତାଙ୍କ ଘରେ ଛାନଭିନ୍ କରିଛି। ବଳଙ୍ଗା ବଜ଼ାରର […]

OTET ପରୀକ୍ଷା ବାତିଲ, ଛାତ୍ର ବିଜେଡି ପକ୍ଷରୁ ବିକ୍ଷୋଭ ଜାରି

ଗତକାଲି ହେବାକୁ ଥିବା ସ୍ବତନ୍ତ୍ର OTET-୨୦୨୫ ପରୀକ୍ଷା ସ୍ଥଗିତ ରହିଛି। ରାତି ଅଧରେ ପ୍ରଶ୍ନପତ୍ର ପ୍ରଘଟ ଦର୍ଶାଇ ପରୀକ୍ଷାକୁ ବାତିଲ କରାଯାଇଥିବାରୁ ଶିକ୍ଷକମାନେ ମର୍ମାହତ ହୋଇଛନ୍ତି। ଏହି ଘଟଣାକୁ ତୀବ୍ର ନିନ୍ଦା କରିଛି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ।ଏତେ ସଂଖ୍ୟକ ଶିକ୍ଷକ ପରୀକ୍ଷା ଦେବାପାଇଁ ପ୍ରଶ୍ନପତ୍ର ଓ ପରୀକ୍ଷା ପରିଚାଳନା ଦାୟିତ୍ବ ମାଧ୍ୟମିକ ଶିକ୍ଷା ପରିଷଦକୁ ଦିଆଯାଇଥିଲା। ମାଧ୍ୟମିକ ଶିକ୍ଷା ପରିଷଦର ପରିଚାଳନା ତ୍ରୁଟି ଯୋଗୁଁ ଓଟିଇଟି ପରୀକ୍ଷା ହୋଇପାରି ନାହିଁ ଓ ଶିକ୍ଷା ବିଭାଗ ବଦନାମ […]

ଏନଏସି ସ୍ତରରେ ନିଯୁକ୍ତ ହେବେ ଖାଦ୍ୟ ନିରାପତ୍ତା ଅଧିକାରୀ

ସହରରୁ ଗାଁ ପର୍ଯ୍ୟନ୍ତ ଅନେକ ପେଟ ରୋଗରେ ଆକ୍ରାନ୍ତ ହେଉଛନ୍ତି। କେଉଁଠି ବାସି ଖାଦ୍ୟ ବିକ୍ରି ହେଉଛି ତ ପୁଣି କେଉଁଠି ଦୂଷିତ ପାଣି ବ୍ୟବହାର ଯୋଗୁଁ ଲୋକ ଝାଡ଼ାବାନ୍ତି ଭଳି ସ୍ବାସ୍ଥ୍ୟ ସମସ୍ୟା ଭୋଗୁଛନ୍ତି। ଏସବୁ ରୋକିବା ପାଇଁ ଖାଦ୍ୟ ନିରାପତ୍ତା ବିଭାଗ ରହିଛି। ବିଭାଗର ମାନବ ସମ୍ବଳ ଅଭାବ ଯୋଗୁଁ ଅପମିଶ୍ରଣ ରୋକିବାରେ ସକ୍ଷମ ହୋଇପାରୁନି।ଏଣିକି ଖାଦ୍ୟ ସାମଗ୍ରୀରେ ହେବ ନାହିଁ ଅପମିଶ୍ରଣ। ଏହାକୁ ରୋକିବାକୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଉଛି। ବିଭାଗ ପକ୍ଷରୁ […]

ଗୋଟିଏ କନିଆକୁ ବାହା ହେଲେ ଦୁଇ ଭାଇ

ହିମାଚଳ ପ୍ରଦେଶରୁ ଏକ ଅଜବ ବିବାହ ଖବରରେ ଅଛି। ଯାହାକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି। ଏଠାରେ ହାତୀ ଜନଜାତିର ଦୁଇ ଭାଇ ଜଣେ ମହିଳାଙ୍କୁ ବିବାହ କରିଛନ୍ତି, ଯାହାକୁ ପୁରୁଣା ବହୁପତି ବିବାହ ତଥା ସ୍ଥାନୀୟ ଭାଷାରେ ‘ଯୋଡିଦାରା’ କୁହାଯାଏ)।ଏହି ବିବାହ ବହୁପତି ପରମ୍ପରା ଅନୁଯାୟୀ ହୋଇଯାଇଛି । ଯାହା ଏହି ଜନଜାତିରେ ଶତାବ୍ଦୀ ଧରି ଚାଲିଆସୁଛି । ଜୁଲାଇ ୧୨ ରୁ ଆରମ୍ଭ ହୋଇ ଏହି ବିବାହ ତିନି ଦିନ ଧରି […]

ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଦୁଇ ଶିକ୍ଷକ ଗିରଫ

ସ୍କୁଲରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ । ମାମଲାରେ ଦୁଇ ଜଣ ଶିକ୍ଷକଙ୍କୁ ଗିରଫ କରିଛି ରାଇବଣିଆ ପୋଲିସ । ରାଇବଣିଆ ଥାନା ଚମାର ଗାଁସ୍ଥିତ ପି .ଏନ ହାଇସ୍କୁଲର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ଯାଳୟର ଗଣିତ ଶିକ୍ଷକ କୈଳାସ ଚନ୍ଦ୍ର ବେଜ ଦୀର୍ଘ ଦୀର୍ଘ ୩ ମାସ ଧରି ଅଶ୍ଳୀଳ ଇଙ୍ଗିତ କରିବା ସହିତ ଅସାଦାଚରଣ କରୁଥିବା ଅଭିଯୋଗ କରିଥିଲେ ।ଏହାକୁ ବିରୋଧ କରିବାରୁ ଶିକ୍ଷକ ଛାତ୍ରୀଙ୍କୁ ପରୀକ୍ଷାରେ ଫେଲ କରାଇ […]

ବଙ୍ଗୋପସାଗରରେ ଆସିପାରେ ଆଉ ଏକ ଲଘୁଚାପ

ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୨୪ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି।ଏହାଦ୍ବାରା ୨୩ ଓ ୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଘଡ଼ଘଡ଼ି, ବିଜୁଳି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାକୁ […]

ରେଭେନ୍ସାରେ ପୁଣି ରାଗିଂ! 10 ଛାତ୍ରଙ୍କୁ ହଷ୍ଟେଲ ଛାଡ ନିର୍ଦ୍ଦେଶ। 

ରେଭେନ୍‌ଶାର ଇଷ୍ଟ ହଷ୍ଟେଲରେ ରାଗିଂ ଅଭିଯୋଗରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଇଷ୍ଟ୍ ହଷ୍ଟେଲ୍‌ରେ ରହୁଥିବା ୟୁଜି ପ୍ରଥମ ବର୍ଷର କିଛି ଛାତ୍ରଙ୍କୁ କିଛି ସିନିୟର୍ ଛାତ୍ର ରାଗିଂ କରିଥିବା ଅଭିଯୋଗକୁ ଆଧାର କରି କାର୍ଯ୍ୟନୁଷ୍ଠାନ । ବିଳମ୍ବିତ ରାତିରେ ଖବର ପାଇ ହଷ୍ଟେଲରେ ପହଞ୍ଚି ଥିଲେ କୁଳପତି, ୱାଡେନ୍ ଏବଂ ଅନ୍ୟାନ୍ୟ ଅଧ୍ୟାପକ। ଅଭିଯୋଗର ତଦନ୍ତ କରିବ ଏକ କମିଟି ।ଆଗରୁ ମଧ୍ୟ ଏହିଭଳି ଘଟଣା ଅନେକ ଥର ଦେଖିବାକୁ ମିଳିଛି, […]

ଆଜିର ରାଶିଫଳ(୨୧ ଜୁଲାଇ, ୨୦୨୫)

ମେଷ ଆଜି କୌଣସି କାରଣ ରୁ ଆପଣ ଖୁସି ରେ ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ। ବୃଷ : ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା […]

ରାୟଗଡ଼ ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ

ବଳାତ୍କାର ଉଦ୍ୟମ ମାମଲାରେ ଅତିରିକ୍ତ ଅଗ୍ନିଶମ ଅଧିକାରୀ ଗିରଫ – ରାୟଗଡ଼ ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଟାଉନ ଥାନା ପୋଲିସ ଗିରଫ କରିଛି। ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ପ୍ରସନ୍ନ କୁମାର ବେହେରା କହିଛନ୍ତି। ଜଣେ ମହିଳାଙ୍କ ଅଭିଯୋଗକୁ ଆଧାର କରି ପୋଲିସ କେସ ନଂ ୨୫୫ରେ ମାମଲା ରୁଜୁ କରି ରମେଶ ବେହେରାଙ୍କୁ ଗିରଫ କରିଛି। […]

ଅବସରପ୍ରାପ୍ତ ଶିକ୍ଷକ ମାନଙ୍କ ଦ୍ୱାରା ବୃକ୍ଷ ରୋପଣ

ନୟାଗଡ଼,(ଓଡ଼ିଶା ଦର୍ପଣ):ଇଟାମାଟି ଗ୍ରାମ ପଞ୍ଚାୟତର ଅବସର ପ୍ରାପ୍ତ ଶିକ୍ଷକ ସଂଘର ସମ୍ପାଦକ ରାଜ କିଶୋର ନାୟକଙ୍କ ତତ୍ତ୍ଵାବଧାନରେ ବଂଶୀଧର ଡ଼ିଗ୍ରୀ ମହାବିଦ୍ୟାଳୟ ନିକଟସ୍ଥ କେନାଲ ହୁଡ଼ାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇ ଅଛି । ପ୍ରାୟ କୋଡିଏ ଜଣ ଅବସର ପ୍ରାପ୍ତ ଶିକ୍ଷକ ଏକତ୍ରିତ ହୋଇ ଚାଳିଶରୁ ଉର୍ଦ୍ଧ୍ୱ ବଉଳ, ଅଶୋକ, ଆମ୍ବ ଓ ଗଙ୍ଗଶିଉଳି ଆଦି ଗଛ ଲଗାଇଥିଲେ। ଅବସରପ୍ରାପ୍ତ ଶିକ୍ଷକ ତ୍ରିନାଥ ସାଥୁଆ , ପ୍ରସନ୍ନ କୁମାର ଦାଶ, ରବି ନାରାୟଣ ପାତ୍ର, […]

‘ ସେଇ ଝିଅ ଶିବାନୀ ‘ ଉପନ୍ୟାସର ପାଠକୀୟ ଚର୍ଚ୍ଚା

ନୟାଗଡ଼,(ଓଡ଼ିଶା ଦର୍ପଣ): ସାହିତ୍ୟ ହେଉଛି ସମାଜର ଦର୍ପଣ। ପ୍ରଗତିଶୀଳ ସମାଜଧର୍ମୀ ସାହିତ୍ୟ ହିଁ ସମାଜିକ ସ୍ରୋତରେ ମୋଡ ପରିବର୍ତ୍ତନ କରିଦେଇ ପାରେ। କମ୍ରେଡ ବିଶ୍ଵନାଥ ମହାପାତ୍ରଙ୍କ ରଚିତ ଉପନ୍ୟାସ ଗୁଡିକ ସାଧାରଣ ମଣିଷର ଭାବୋଚ୍ଛ୍ଵାସକୁ ନେଇ ପରିପୁଷ୍ଟ। ‘ସେଇ ଝିଅ ଶିବାନୀ ‘ ଉପନ୍ୟାସ ନାରୀ ସଶକ୍ତିକରଣ, ଶୋଷଣବାଦୀ ସମାଜ ବ୍ୟବସ୍ଥାର ବିଭତ୍ସ ‌ବିରୂପ, ସମ୍ବେଦନଶୀଳ ନାରୀ ମନର କଥା ଓ ଗାଥା, ତତ୍ ସହିତ କାଳକ୍ରମେ ହଜି ଯାଉଥିବା ଶବ୍ଦ ମାନଙ୍କୁ ପ୍ରୟୋଗ କରି ପାଠକୀୟ […]