author

ବାତ୍ୟା ମୋନ୍ଥା: ୨୮ ତାରିଖ ସଂଧ୍ଯାରୁ ରାତି ମଧ୍ୟରେ ଲ୍ୟାଣ୍ଡଫଲ କରିବ

ଏସ୍‌ଆରସି ପକ୍ଷରୁ କୁହାଯାଇଛି ଯେ, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକୁ ଅଧିକ ସତର୍କ ରହିବାକୁ ହେବ । ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ ।  କୁଆପଥର ମାଡ଼ ଓ ବଜ୍ରପାତରୁ ନିଜକୁ ସୁରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଆଶ୍ରୟସ୍ଥଳୀ ଭାବେ ବାଛନ୍ତୁ । ସୁଚନା ମୁତାବକ ବାତ୍ୟା ମୋନ୍ଥା ଗୋପାଳପୁରର ଠାରୁ ୮୫୦ କିଲୋମିଟର ଏବଂ କାକିନଡ଼ା ଠାରୁ ୬୮୦ କିଲୋମିଟର ଦୂରରେ ରହିଛି ।  ଘଣ୍ଟା […]

ପ୍ରଥମ ପର୍ଯ୍ୟାୟରେ ଏସବୁ ରାଜ୍ୟରେ ହେବ ନିର୍ବାଚନ ତାଲିକା ସଂଶୋଧନ

ନିର୍ବାଚନ ଆୟୋଗ (EC) ସୋମବାର ଅକ୍ଟୋବର ୨୭ ତାରିଖରେ ଦେଶର ବିଭିନ୍ନ ରାଜ୍ୟ ପାଇଁ ସ୍ୱତନ୍ତ୍ର (Special Intensive Revision – SIR) ଭୋଟର୍ ସଂଶୋଧନ ତାଲିକାର କାର୍ଯ୍ୟସୂଚୀ ଘୋଷଣା କରିବେ। ତେବେ ନିର୍ବାଚନ ଆୟୋଗ SIR ର ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୧୦ ରୁ ୧୫ ଟି ରାଜ୍ୟର ତାଲିକା ଉନ୍ମୋଚନ କରିବାର ସମ୍ଭାବନା ରହିଛି। ଏହି ରାଜ୍ୟଗୁଡ଼ିକ ମଧ୍ୟରେ ୨୦୨୬ ରେ ବିଧାନସଭା ନିର୍ବାଚନ ହେବାକୁ ଥିବା ତାମିଲନାଡୁ, ପଶ୍ଚିମବଙ୍ଗ, କେରଳ, ଆସାମ ଏବଂ […]

ଦାରିଙ୍ଗବାଡ଼ିରେ ନଭେମ୍ବର ୧୫ ରୁ ଖୋଲିବ ଇକୋ ରିଟ୍ରିଟ୍‌

ବର୍ତ୍ତମାନ କନ୍ଧମାଳିଆ ଶୀତ ଓ କୁହୁଡି ଆରମ୍ଭ ହୋଇଗଲାଣି, ତେବେ ମଝିରେ ମଝିରେ ଲଘୁଚାପ ଜନିତ ବର୍ଷା ଯୋଗୁ କୁହୁଡି ଓ ଶୀତ ଛୁଇଁବାରେ ବିଳମ୍ବ ହୋଇଛି। ଶୀତର ମଜା ନେବାକୁ ଆସୁଥିବା ପର୍ଯ୍ୟଟକ ମାନେ ପ୍ରକୃତ ଶୀତକୁ ଅନୁଭବ କରି ନ ପାରି ନିରାଶ ହେଉଥିବା ଦେଖିବାକୁ ମିଳୁଛି । କିନ୍ତୁ ଆଗାମୀ ଦିନରେ ପ୍ରବଳ ଶୀତ ସହ ଘନ କୁହୁଡି ହେବାର ଆଶା କରାଯାଉଛି l ଓଡିଶାର କାଶ୍ମୀର ଓ କନ୍ଧମାଳ ପର୍ଯ୍ୟଟନ ର […]

ଆଜିର ରାଶିଫଳ(୨୭ ଅକ୍ଟୋବର, ୨୦୨୫)

ମେଷଆଜିର ଦିନଟିରେ ଆପଣଙ୍କ ଆତ୍ମିଅଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ। ବୃଷସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍‌ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ […]

ରାଜ୍ୟ ସାମ୍ବାଦିକ ସଂଘ (ଏସୟୁଜେ) ନୟାଗଡ ଶାଖାର ସାଙ୍ଗଠନିକ ବୈଠକ:ସୁବାଷ ସଭାପତି,  ପ୍ରଭାସିନୀ ସମ୍ପାଦିକା

ନୟାଗଡ(ଓଡ଼ିଶା ଦର୍ପଣ): ରାଜ୍ୟ ସାମ୍ବାଦିକ (ଏସୟୁଜେ)ର ନୟାଗଡ ଜିଲ୍ଲା ଶାଖାର ଏକ ସାଧାରଣ ବୈଠକ ନିକଟସ୍ଥ ଓମ୍‌ ହୋଟେଲ ବାଲୁଗାଁ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ସାମ୍ବାଦିକ ସଂଘ ସଭାପତି କୈଳାସ ଚନ୍ଦ୍ର ନାୟକ, ରାଜ୍ୟ କାର୍ଯ୍ୟକାରୀ ସଭାପତି କୀର୍ତ୍ତି ଚନ୍ଦ୍ର ସାହୁ ଯୋଗଦେଇଥିଲେ। ଉକ୍ତ ବୈଠକରେ ସୁବାଷ ଚନ୍ଦ୍ର ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ସଂଯୋଜକ ଭାବେ ପ୍ରଭାସିନୀ ନନ୍ଦ, ସହ ସଂଯୋଜକ ରବୀନ୍ଦ୍ର ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ଖୋର୍ଦ୍ଧା, ପୁରୀ, […]

ଇଟାମାଟି ଠାରେ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର  ଆୟୋଜିତ  

ନୟାଗଡ଼,(ଓଡ଼ିଶା ଦର୍ପଣ):ବଂଶୀଧର ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ ଫର ପିସ ଆଣ୍ଡ ଡେଭଲପମେଣ୍ଟ,, ଇଟାମାଟି, ନୟାଗଡ଼ ଏବଂ ଓଡ଼ିଶାର ନମ୍ବର ୱାନ ପେନକ୍ଲିନିକ ହେଲଥ ଭିଲେଜ ହସ୍ପିଟାଲ, ଭୁବନେଶ୍ୱର ମିଳିତ ଆନୁକୂଲ୍ୟରେ ସମାଜସେବୀ ମନୋଜ କୁମାର ସାହୁଙ୍କ ପରିଚାଳନାରେ ଆଶୀର୍ବାଦ କଲ୍ୟାଣ ମଣ୍ଡପ ଇଟାମାଟି ଠାରେ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହୋଇଯାଇଅଛି । ଏଥିରେ ହେଲଥ ଭିଲେଜ ହସ୍ପିଟାଲ ଭୁବନେଶ୍ୱରର ସିନିୟର ପ୍ରଫେସର ଡାକ୍ତର ଶୋଭନ କୁମାର ରଥଙ୍କ ନେତୃତ୍ୱରେ  ଅଭିଜ୍ଞ ଡାକ୍ତର ପ୍ରତାପ କୁମାର ସିଂ (ଭେଷଜ […]

ରାହସ ପୂର୍ଣ୍ଣିମା ପୂଜାପାଇଁ ପ୍ରସ୍ତୁତି ବୈଠକ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ କେନ୍ଦେଇପଶି ପଞ୍ଚାୟତ ସିଲିଦା ଗ୍ରାମ ମୁଣ୍ଡା ସାହିର ରାଧା କୃଷ୍ଣ ଯୁବକ ସଂଘ କମିଟି ତରଫରୁ ଚଳିତ ୨୦୨୫ ମସିହା ରାହସ ପୂର୍ଣ୍ଣିମା ପୂଜା ପାଇଁ କମିଟି ର ସଭାପତି ସୁଶାନ୍ତ ମୁଣ୍ଡାଙ୍କ ସଭାପତିତ୍ବ ରେ ପୂଜା ମଣ୍ଡପରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ର ସାଧାରଣ ସମ୍ପାଦକ ଟୁଟୁରାମ ମୁଣ୍ଡା ,କୋଷାଧ୍ୟକ୍ଷ ପରମେଶ୍ୱର ମୁଣ୍ଡା,ସଂଯୋଜକ ସନ୍ତୋଷ କୁମାର ପାତ୍ର ଓ ସଂପାଦକ ବଳରାମ ମୁଣ୍ଡା,ସହ […]

ଆଜିର ରାଶିଫଳ(୨୬ ଅକ୍ଟୋବର, ୨୦୨୫)

ମେଷମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି। ବୃଷଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, […]

ହାଇଦ୍ରାବାଦ ଠାରେ ବସ ଦୁର୍ଘଟଣାର ଓଡ଼ିଶା ଯୁବକଙ୍କ ମୃତ୍ୟୁ

ରାୟଗଡ଼ା ୨୫/୨୫ (ନିପ୍ର) ହାଇଦ୍ରାବାଦ୍ ରୁ ବାଙ୍ଗାଲୋର ଅଭିମୁଖେ ଆସୁଥିବା ବସ୍ କୁରନୁଲ ଜିଲ୍ଲା ଚିନାଟେକୁର ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇ ନିଆଁ ଲାଗିବା ଘଟଣାରେ ଓଡ଼ିଶାରୁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଏକ ହୃଦୟ ବିଦାରକ ଖବର ଆସି ପହଁଚିଛି। ଯୁବକ ଜଣଙ୍କ ହେଲେ ରାୟଗଡ଼ା ଜିଲ୍ଲା ମୁନିଗୁଡା ବ୍ଲକ ଅମ୍ବାଦଳା ଗ୍ରାମର କେଙ୍ଗୁଆ ଦୀପକ କୁମାର ସେ ହାଇଦ୍ରାବାଦରେ ନିଜ ଭଉଣୀ ମାନଙ୍କ ସାଙ୍ଗରେ ରହୁଥିବା ବେଳେ ବାଙ୍ଗାଲୋର ରେ ଆଇଟ ସେକ୍ଟର ରେ […]

ନଭେମ୍ବର ୧ରୁ ମାତ୍ର ତିନିଦିନରେ ଜିଏସଟି ପଂଜୀକରଣର ମଂଜୁରୀ ମିଳିପାରିବ

ଜିଏସଟି (GST Reform) ହାରକୁ ସରଳ କରିବା ପରେ ଏବେ ସରକାର ଜିଏସଟି ପଂଜୀକରଣ ପ୍ରକ୍ରିୟାକୁ ସରଳ କରିବାକୁ ଯାଉଛନ୍ତି। ନଭେମ୍ବର ୧ରୁ ମାତ୍ର ତିନିଦିନରେ ଜିଏସଟି ପଂଜୀକରଣର ମଂଜୁରୀ ମିଳିପାରିବ । ଏ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି । ଏହି ନୂତନ ପ୍ରକ୍ରିୟା ପ୍ରାୟ ୯୬ ପ୍ରତିଶତ ନୂତନ ଆବେଦନକାରୀଙ୍କୁ ସିଧାସଳଖ ଲାଭ ଦେବ। ନୂତନ ବ୍ୟବସ୍ଥା ଅନୁଯାୟୀ, ଦୁଇଟି ବର୍ଗର ଆବେଦନକାରୀ ସ୍ୱୟଂଚାଳିତ ଭାବରେ ପଞ୍ଜୀକୃତ ହେବେ: ତଥ୍ୟ ଏବଂ […]

ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସର ଚତୁର୍ଥ ଶ୍ରେଣୀ କର୍ମଚାରୀ

ପେନ୍‌ସନ୍‌ ବାବଦକୁ ଏରିୟର ବିଲ୍‌ କରାଇ ଦେବାକୁ ୪୭ ହଜାର ଟଙ୍କା ଲାଞ୍ଚ ନେଇ ଆଜି ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭିଜିଲାନ୍ସ ଜାଲରେ ଫସିଛନ୍ତି। ଭରତ ନାୟକଙ୍କ ଶ୍ବଶୁର ସେଟେଲମେଣ୍ଟ ଅଫିସରେ କାମ କରୁଥିଲେ । ତାଙ୍କ ପେନସନ ବାବଦକୁ ଏରିୟର ବିଲ୍ କରାଇ ଦେବାକୁ ୮୭ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ହରିଶ୍ଚନ୍ଦ୍ର। ଭରତ ନାୟକ ପୂର୍ବରୁ ୪୦ ହଜାର ଟଙ୍କା ଦେଇଥିବା ବେଳେ ଆଜି ବଳକା ୪୭ ହଜାର ଟଙ୍କା ଦେଇଥିଲେ। ଏହି […]

ରାଜ୍ୟ କ୍ୟାବିନେଟ୍‌ରେ ୪ଟି ବିଭାଗର ୫ଟି ପ୍ରସ୍ତାବକୁ ଅନୁମୋଦନ

ରାଜ୍ୟ କ୍ୟାବିନେଟର ୨୯ତମ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍‌ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି। ‌ଆଗକୁ ରାଜ୍ୟରେ ୨୦୦ ଟି ଇ- ବସ ଚାଲିବ । ଯେଉଁଥିରେ ପ୍ରଥମକରି ଅନୁଗୁଳ, ଝାରସୁଗୁଡ଼ା, କେଉଁଝର ଓ ବାରିପଦାରେ ୨୫ ଲେଖାଏଁ ନୂଆ ଇ-ବସ ଚାଲିବ । ସେହିଭଳି ବ୍ରହ୍ମପୁର ଓ ସମ୍ବଲପୁର […]