author

ପୂଜା ମଣ୍ଡପରେ ମାଁ କାଳୀ,ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଉତ୍ସବମୁଖର ରାୟଗଡ଼ା ସହର

ରାୟଗଡ଼ା,୨୩/୧୦(ନିପ୍ର)– ପୂଜା ମଣ୍ଡପରେ ମାଁ କାଳୀ,ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଉତ୍ସବମୁଖର ରାୟଗଡ଼ା ସହର ଫ୍ରେଣ୍ଡସ୍ ୟୁଥ୍ ଆସୋସିଏସନ ଆନୁକୁଲ୍ୟରେ ଆୟୋଜିତ ୪୩ତମ ଦକ୍ଷିଣ କାଳୀ ଦଶ ମହାବିଦ୍ୟା ପୂଜା ଉତ୍ସବ ଉପଲକ୍ଷେ ରାୟଗଡା ସହର ଉତ୍ସବ ମୁଖର ହୋଇପଡିଛି । ସହର ସ୍ଥିତ ବ୍ଲକ କଲୋନୀ ଠାରେ ଥିବା ମାଙ୍କ ସ୍ଥାୟୀ ମନ୍ଦିରରେ ରୀତିନୀତି ତଥା ବିଧିବଦ୍ଧ ଅନୁଯାୟୀ ପୂଜାକାର୍ଯ୍ୟ ଦୀପାବଳୀ ତିଥିରେ ସୋମବାର ଶୁଭାରମ୍ଭ ହୋଇଛି । ବିଲ୍ୱବରଣ ଓ କଳସ ଆବାହନ ପରେ ରାତି ପ୍ରାୟ […]

ମାଣ୍ଡିଆ ଦିବସରେ ଯୋଗଦେବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ

ମାଣ୍ଡିଆ ଦିବସ ଅବସରରେ ରାଜ୍ୟ ସରକାର ଆୟୋଜନ କରିବେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଆସନ୍ତା ୧୦ ଓ ୧୧ ତାରିଖରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ ।ଏ ନେଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସୂଚନା ଦେଇଛନ୍ତି । ଉତ୍ସବ ମାଧ୍ୟମାରେ ମାଣ୍ଡିଆର ପ୍ରଚାର ପ୍ରଶାର ସାଙ୍ଗକୁ ବିଶ୍ୱ ବଜାରରେ ମାଣ୍ଡିଆ ଯେପରି ପହଞ୍ଚି ପାରିବ ସେନେଇ ଉଦ୍ୟମ […]

ଆସନ୍ତା ୨୭ ତାରିଖ ଆଡ଼କୁ ବାତ୍ୟା ଆଶଙ୍କା

୨୫ରେ ଅବପାତର ରୂପ ନେବ ଲଘୁଚାପ । ଆସନ୍ତା ୨୭ ତାରିଖ ଆଡ଼କୁ ବାତ୍ୟା ଆଶଙ୍କା । ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ଥିବା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେବା ସମ୍ଭାବନା ।ଏବେ ଧୀରେ ଧୀରେ ଉତ୍ତର-ପଶ୍ଚିମ ଉତ୍ତର ଦିଗରେ ଗତି କରୁଛି । ଘଣ୍ଟା ପ୍ରତି ୩ କିମି ବେଗରେ ଗତି କରୁଛି । ବଙ୍ଗୋପସାଗରରେ ବଳ ଗୋଟାଉଛି । ବାତ୍ୟା […]

ଆଜି ବିଶ୍ୱ ପୋଲିଓ ଦିବସ

ଆଜି (ଶୁକ୍ରବାର) ବିଶ୍ୱ ପୋଲିଓ ଦିବସ । ପ୍ରତିବର୍ଷ ଅକ୍ଟୋବର ମାସର ୨୪ ତାରିଖକୁ ବିଶ୍ୱ ପୋଲିସ ଦିବସ ଭାବେ ପାଳନ କରାଯାଇଥାଏ ।୮୦ ଦଶକରେ ସାରା ବିଶ୍ୱରେ ପୋଲିଓ ଏକ ମହାମାରୀ ରୂପେ ଦେଖା ଦେଇଥିଲା । ଏହି ରୋଗରେ ପୀଡିତ ଶିଶୁମାନେ ଜନ୍ମରୁ ବିକଳାଙ୍ଗ ହେଉଥିଲେ ବା କିଛି କ୍ଷେତ୍ରରେ ଜନ୍ମର ୨ ବର୍ଷ ମଧ୍ୟରେ ତାଙ୍କୁ ପୋଲିଓ ହୋଇଯାଉଥିଲା । ଏହା ଫଳରେ ଶିଶୁଟିର କୌଣସି ଏକ ଅଙ୍ଗ ବିକଳାଙ୍ଗ ହୋଇଯାଉଥିଲେ । […]

ପରକିୟା ପ୍ରୀତି ସନ୍ଦେହରେ ମହିଳାଙ୍କୁ ଜୋତା ମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ପଡିଲା ମହଙ୍ଗା

ପରକ୍ରିୟା ପ୍ରୀତି ସନ୍ଦେହରେ ଜୋତା ମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ମହଙ୍ଗା ପଡିଲା । ଭିଡିଓ ଭାଇରାଲ ହେବା ପରେ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ । ଏଭଳି ଘଟଣା ଘଟିଛି କେନ୍ଦୁଝର ଆନନ୍ଦପୁର ଥାନା ଷଡ଼ଙ୍ଗୀ ଗାଁରେ ।ସୂଚନା ଯୋଗ୍ୟ, ଷଡ଼ଙ୍ଗୀ ଗ୍ରାମର ଜଣେ  ଯୁବକ ଧାନ ଜମିରେ ଚାଷ କାର୍ଯ୍ୟ ସାରି ଘରକୁ ଫେରିବା ବାଟରେ ଗାଁ ମୁଣ୍ଡରେ ହାଣ୍ଡିଆ ପିଇବାକୁ ଅଟକିଥିଲା । ଜଣେ ମହିଳା […]

୫୦ ହଜାରରୁ ଉର୍ଦ୍ଧ୍ବ ଏକର ଜମି ପାଇଁ ସରକାର ଦେବେ ଆଳୁ ବିହନ 

ଓଡିଶାକୁ ଆଳୁରେ ଆତ୍ମନିର୍ଭର କରିବା ଅଭିଯାନରେ ଚଳିତବର୍ଷ ଚାଷୀଙ୍କୁ ଆଗୁଆ ଆଳୁ ବିହନ ଯୋଗାଇ ଦେବା ପାଇଁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ନିର୍ଦ୍ଦେଶ ଦେଇଛନ୍ତି । ୫୦ ହଜାରରୁ ଉର୍ଦ୍ଧ୍ବ ଏକର ଜମିରେ ପ୍ରାୟ ୩ ଲକ୍ଷ କୁଇଣ୍ଟାଲ ପାଖାପାଖି ଆଳୁ ବିହନ ଆବଶ୍ୟକ ହୋଇଥାଏ ଏବଂ ଏହା ଚାଷୀଙ୍କୁ ଆବଶ୍ୟକ ଅନୁଯାୟୀ ଆଗୁଆ ବିଭାଗ ପକ୍ଷରୁ ଯୋଗାଇ ଦିଆଯିବ ।  ନଭେମ୍ବର ମାସ ପ୍ରଥମ ସପ୍ତାହରୁ ଆଳୁ ବିହନ ଯୋଗାଣ ପାଇଁ ବିଭାଗ ପକ୍ଷରୁ ପ୍ରସ୍ତୁତି […]

ରେଳ ଧାରଣା, ଟ୍ରେନରେ ରିଲସ ଓ ସେଲଫି ନିଷେଧ

ଯୁବପୀଢି ଟ୍ରେନ ସମ୍ମୁଖରେ ରିଲସ ଓ ସେଲଫି ନେବାକୁ ଯାଇ ଜୀବନକୁ ବିପଦରେ ପକାଉଛନ୍ତି । ତେଣୁ ପୂର୍ବତଟ ରେଳପଥ କଡା ଚେତାବନୀ ଦେଇଛି । ବାରମ୍ବାରେ ଏଭଳି କରୁଥିବା ଯୁବପୀଢିଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛି ।ପୂର୍ବତଟ ରେଳପଥ କହିଛି, ଯୁବପୀଢ଼ିମାନେ ରେଳପଥ ଉପରେ, ଟ୍ରାକ୍ ନିକଟରେ କିମ୍ବା ଚାଲୁଥିବା ଟ୍ରେନ୍‌ର ଫୁଟବୋର୍ଡ କିମ୍ବା ଛାତ ଉପରେ ଭିଡିଓ ସୁଟିଂ କରୁଛନ୍ତି । ଏଭଳି ଦୃଶ୍ୟ ବେଆଇନ ଅଟେ । ରେଳବାଇ […]

ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ତାଲା ପକାଇ ଚାଲି ଯାଇଥିଲେ ଶିକ୍ଷକ

ନୟାଗଡ଼ ବାରବାଟୀ ସଂସାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଉତ୍ତେଜନା ।  ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ତାଲା ପକାଇ ଚାଲିଯାଇଥିଲେ ଶିକ୍ଷକ। ଏକ ଘଣ୍ଟା ପରେ ତାଲାଭାଙ୍ଗି ଉଦ୍ଧାର କରିଥିଲେ ସ୍ଥାନୀୟ ଲୋକେ।ଅଭିଯୋଗ ଅନୁସାରେ, ଗତ ବୁଧବାର ଅପରାହ୍ଣରେ ଅଷ୍ଟମ ଶ୍ରେଣୀ ଛାତ୍ରର ଦେହ ଖରାପ ହେବାରୁ ସେ ଘରକୁ ଯିବା ପାଇଁ ପ୍ରଧାନଶିକ୍ଷୟିତ୍ରୀଙ୍କୁ କହିଥିଲେ ।  କିନ୍ତୁ ସ୍କୁଲ ଛୁଟି ହେଲା ପରେ ଯିବାକୁ ଅନୁମତି ଦେଇଥିଲେ ପ୍ରଧାନଶିକ୍ଷୟିତ୍ରୀ । ଏହାପରେ ଶ୍ରେଣୀ କକ୍ଷରେ ଛାତ୍ର […]

ପହିଲାରୁ ଖୋଲିବ କୁଲଡିହା: ପର୍ଯ୍ୟଟକ ଆଗ୍ରହୀ

ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ନଭେମ୍ବର ୧ରୁ ଜୁନ୍‌‌ ୧୫ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବାଲେଶ୍ବର ଜିଲାର କୁଲଡିହା ଅଭୟାରଣ୍ୟ ଖୋଲିବ। ଏ ନେଇ ବନ ବିଭାଗ ପକ୍ଷରୁ ଚୂଡ଼ାନ୍ତ ପ୍ରସ୍ତୁତି ସରିଛି।ଏଠାରେ ୨୭୨.୭୫ବର୍ଗ କିମି ପରିବ୍ୟାପ୍ତ ଘଞ୍ଚ ଶାଳବଣର ସବୁଜିମା, ପକ୍ଷୀଙ୍କ କଳରବ ପର୍ଯ୍ୟଟକଙ୍କୁ ବିଭୋର କରିଥାଏ। ଏଥିପାଇଁ ଓଡ଼ିଶା ସମେତ ପଶ୍ଚିମବଙ୍ଗର ବହୁ ସଂଖ୍ୟକ ପର୍ଯ୍ୟଟକ କୁଲଡିହାକୁ ଧାଇଁ ଆସିଥାନ୍ତି।୨୭୨.୭୫ ବର୍ଗ କିମି ପରିବ୍ୟାପ୍ତ କୁଲଡିହା ଅଭୟାରଣ୍ୟ ଭିତରେ ହାତୀ, ଭାଲୁ, […]

କୁର୍ଣ୍ଣୁଲ ବସ୍‌ ଟ୍ରାଜେଡି: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

ଜଳିଗଲା ବସ୍ । ଅଗ୍ନିକାଣ୍ଡରେ ୨୦ ଜଣ ଯାତ୍ରୀଙ୍କ ଜୀବନ୍ତ ଦଗ୍ଧ ହେବାର ସମ୍ଭାବନା । ମର୍ମନ୍ତୁଦ ଦୁର୍ଘଟଣା କର୍ଣ୍ଣୁଲ ଜିଲ୍ଲା ବେଙ୍ଗାଳୁରୁ-ହାଇଦ୍ରାବାଦ ଜାତୀୟ ରାଜପଥରେ ଘଟିଛି।ଦୁର୍ଘଟଣାରେ୨୫ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥାଇପାରେ, କିନ୍ତୁ ଏପର୍ଯ୍ୟନ୍ତ ସରକାରୀ ରିପୋର୍ଟ ମିଳିନାହିଁ । ବସ୍‌ଟି ୪୨ ଜଣ ଯାତ୍ରୀଙ୍କୁ ନେଇଯାଉଥିଲା । ନିଆଁ ଲାଗିବା ସମୟରେ ୧୦ ରୁ ୧୨ ଜଣ ଯାତ୍ରୀ ବାହାରକୁ ଡେଇଁ ଦୌଡ଼ି ପଳାଇଥିଲେ। ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। କଲ୍ଲୁର ମଣ୍ଡଳର ଚିନ୍ନାଟେକୁରୁ […]

ଘରପିଛା ମିଳିବ ଅତିରିକ୍ତ ୫ କେଜି ଚାଉଳ: ୧୯ ଜିଲ୍ଲା ଉପକୃତ ହେବେ

ରାଜ୍ୟର ରାସନ କାର୍ଡଧାରୀମାନଙ୍କୁ ସରକାର ଅତିରିକ୍ତ ଭାବେ ଅଧିକ ୫ କେଜି ଚାଉଳ ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ୨୦୨୫ ମାସ ପାଇଁ ରାସନ କାର୍ଡଧାରୀଙ୍କୁ ମାସିକ ଅଧିକ ୫ କେଜି ସୁଦୃଢ଼ (Fortified) ଚାଉଳ ମାଗଣାରେ ବଣ୍ଟନ କରାଯିବ। ଏ ନେଇ ଯୋଗାଣ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇଛି।ଅନୁଗୁଳ, ବାଲେଶ୍ବର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, […]

ପୀତବାସ ପଣ୍ଡା ହତ୍ୟାକାଣ୍ଡ : ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ

ବରିଷ୍ଠ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ। ଏନେଇ ସେମାନେ ଆଜି କୋର୍ଟରେ ୱକାଲାତନାମା ଦାଖଲ କରିଛନ୍ତି। ବିକ୍ରମଙ୍କ ସହ କର୍ପୋରେଟର ମଳୟ ବିଷୋୟୀ ଏବଂ ବିଜେଡି ନେତା ମଦନ ଦଳେଇଙ୍କ ପାଇଁ ମଧ୍ୟ ଏହି ଓକିଲମାନେ ଲଢ଼ିବେ।