ଆଉ ମାତ୍ର ଦିନ କେଇଟା ପରେ ଆଲୋକର ପର୍ବ ଦୀପାବଳି । ଦୀପ ଲଗାଇବା ହେଉଛି ଆମର ପରମ୍ପରା । ବର୍ତ୍ତମାନ ବଜାରରେ ଖୁବ କମ୍ ଟଙ୍କାରେ ସୁନ୍ଦର ସୁନ୍ଦର କୋଲକାତା ଦୀପ ମିଳୁଥିବା ବେଳେ ଦେଶୀ ଦୀପରୁ ମୁହଁ ଫେରାଉଛନ୍ତି ଗ୍ରାହକ । ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖି କୁମ୍ଭାରମାନେ ଯଦିଓ ଦୀପ ପ୍ରସ୍ତୁତ କରୁଛନ୍ତି ତଥାପି କୋଲକାତା ଦୀପ ଲୋକଙ୍କୁ ବେଶ ଆକୃଷ୍ଟ କରୁଛି । ଅର୍ଥାତ ଦେଶୀ ମାଟିର ଦୀପଠାରୁ କୋଲକାତା ଦୀପକୁ […]
ଆଜି ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୯ ବର୍ଷରେ ପାଦ ଦେଇଛନ୍ତି ନବୀନ । ଏଥର ନିଜ ଜନ୍ମଦିନକୁ ଭିନ୍ନ ଢଙ୍ଗରେ ପାଳନ କରିବେ ବିରୋଧୀ ଦଳ ନେତା । ପ୍ରାୟ ୬ ମାସ ବ୍ୟବଧାନ ପରେ ସର୍ବସାଧାରଣ କାର୍ଯ୍ୟକ୍ରମରେ ସେ ସାମିଲ ହେବେ । ଏକାମ୍ରନିର୍ବାଚନ ମଣ୍ଡଳୀରେ ଦଳୀୟ ପଦଯାତ୍ରାରେ ଯୋଗ ଦେଇ କର୍ମୀମାନଙ୍କୁ ଉତ୍ସାହିତ କରିବେ । ୨୦୦୦ ମାର୍ଚ୍ଚ ୫ରୁ ୨୦୨୪ । ଓଡ଼ିଶାର ମୁଖ୍ୟମନ୍ତ୍ରୀ […]
ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ। ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]
ଶରଣକୁଳ ୧୫/୧୦():ଆଜି ଶରଣକୁଳ ନିକଟବର୍ତ୍ତୀ ସାନଗୋରଡ଼ା ଚାରଣ ଶାଖାର ଆଜି ବାର୍ଷିକ ସମ୍ମିଳନୀ ଆୟୋଜିତ ହୋଇ ଯାଇଛି। ଏଥି ସହିତ ଉକ୍ତ ଗ୍ରାମରେ ସପ୍ତାହ ବ୍ୟାପୀ ଅନୁଷ୍ଠିତ ଭାଗବତ ସପ୍ତାହର ଉଦ୍ଯାପନ ହୋଇଯାଇଛି। ଆଜି ସକାଳୁ ନୟାଗଡ଼ ଜିଲ୍ଲାର ବିଭିନ୍ନ ଚାରଣ ଶାଖାରୁ ପ୍ରାୟ ୨୦୦ ଚାରଣ ଯୋଗ ଦେଇ ନଗର କୀର୍ତ୍ତନରେ ବାହାରିଥିଲେ। ନଗର କୀର୍ତ୍ତନରୁ ଫେରିବା ପରେ ବ୍ୟାସ ଅଦ୍ୟ ଦିବସର କ୍ରମଶଃ ଭାଗବତ ପାରାୟଣ ପଠନର ପରିସମାପ୍ତି କରିଥିଲେ। ଦିବା ୧୧ଟା ସମୟରେ […]
ଭକ୍ତଙ୍କ ପାଇଁ ଖୁସି ଖବର । ଖୁବଶୀଘ୍ର ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର, ହେବ ଟିକେଟ ବ୍ୟବସ୍ଥା । ଶ୍ରୀମନ୍ଦିର ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବ୍ କମିଟି ବୈଠକରେ ନିଷ୍ପତ୍ତି । ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ସରିବ ଶ୍ରୀଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍ ସେଣ୍ଟର କାମ । ୨୦୨୬ ରଥଯାତ୍ରା ପୂର୍ବରୁ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସରିବ । ରଥଯାତ୍ରା ପରେ ପ୍ରକଳ୍ପର ଅନ୍ୟ ସବୁ କାର୍ଯ୍ୟ କରାଯିବ । ଶ୍ରୀଗୁଣ୍ଡିଚା ମନ୍ଦିରର ସମ୍ମୁଖ ଭାଗ ଉନ୍ନତୀକରଣ […]
ରାଜଧାନୀ ଭୁବନେଶ୍ବରରେ ବୁଧବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ସ୍କୁଟିରେ ବାଣ ନେଇ ଯାଉଥିବାବେଳେ ବିସ୍ଫୋରଣ ହେବାରୁ ସ୍କୁଟିଟି ସମ୍ପୂର୍ଣ୍ଣ ଜଳିଯାଇଛି। ବାଣ ନେଇ ଯାଉଥିବା ବେଳେ ହଠାତ ବିସ୍ଫୋରଣ ପରେ ହୁତୁହୁତୁ ହୋଇ ଜଳିଗଲା ସ୍କୁଟି । ଜୟଦେବ ବିହାର ଫ୍ଲାଏ ଓଭର ବ୍ରିଜ ଉପରେ ସ୍କୁଟିରେ ଲାଗିଛି ନିଆଁ । ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ରାସ୍ତାରେ ଯାଉଥିବା ଲୋକ ଆମ୍ବୁଲାନ୍ସ ଡକାଇ କ୍ୟାପିଟାଲ ହସ୍ପିଟାଲ ପଠାଇଛନ୍ତି । ଦୁଇ […]
ରୋଟାରୀ କ୍ଲବ ନୟାଗଡ଼ ଏବଂ ରୋଟାରି କ୍ଲବ ଅଫ ବ୍ରହ୍ମପୁର ଇଷ୍ଟର ମିଳିତ ଆନୁକୂଲ୍ୟରେ, ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ବିଜୁ ମହାବୀର ଫୁଟ୍ ସେଣ୍ଟର, ଖେlର୍ଦ୍ଧାଙ୍କ ସହଭାଗିତାରେ ନୟାଗଡ ରୋଟାରୀ କ୍ଲବ ପରିସରରେ ଭିନ୍ନକ୍ଷମଙ୍କ ପାଇଁ ମାଗଣାରେ କୃତ୍ରିମ ଅଙ୍ଗ ରୋପଣ ଶିବିର ଆୟୋଜନ କରାଯାଉଛି l ଏହି କ୍ରମରେ ନୟାଗଡଠାରେ ନଭେମ୍ବର 3 ରୁ 7 ପର୍ଯ୍ୟନ୍ତ ଆୟୋଜନ କରାଯିବ । ଏହି ଶିବିରରେ କୃତ୍ରିମ ଅଙ୍ଗ ଯଥା […]
ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ଆଜି ସନ୍ଧ୍ୟାରେ ପ୍ରାର୍ଥୀ ଘୋଷଣା କରିଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି। ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ପ୍ରାର୍ଥୀ ହୋଇଛନ୍ତି। ସୂଚନାମୁତାବକ ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ଦେଖାଯାଇଛି। ଆସନ୍ତା ନଭେମ୍ବର ୧୧ ତାରିଖରେ ଏଠାରେ ମତଦାନ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି। ଏହାରି ମଧ୍ୟରେ ଆଜି କଂଗ୍ରେସର […]
ପର୍ଯ୍ୟଟକଙ୍କ ପାଇଁ ଆସିଲା ଖୁସି ଖବର । ଖୋଲିବାକୁ ଯାଉଛି ଶିମିଳିପାଳ ଅଭୟାରଣ୍ୟ । ଆସନ୍ତା ୧୮ ତାରିଖରୁ ଏହି ଅଭୟାରଣ୍ୟ ଖୋଲିବ। ଜୁଲାଇ ୧ରୁ ଶିମିଳିପାଳ ଉପରେ କଟକଣା ଲାଗୁ ହୋଇଥିଲା କିନ୍ତୁ ଏବେ କଟକଣା ହଟିଯାଇଛି । ଏନେଇ ବିଜ୍ଞପ୍ତି ପ୍ରକାଶ କରି ସୂଚନା ଦିଆଯାଇଛି । ଏବେ କଟକଣା ହଟିବା ପରେ ସହଜ ଏବଂ ସୁବିଧାରେ ପର୍ଯ୍ୟଟକମାନେ ଶିମିଳିପାଳ ବୁଲି ଏହାର ମଜା ନେଇପାରିବେ।
ବାସ୍ତବକୁ ନେଇ ଜୀଉଁଥିବା ମଣିଷଟିଏ । ଜୀବନରେ କାହାକୁ ହରାଇବା ଯେତିକି କଷ୍ଟକର ..କାହାକୁ ଜିତିବା ଆହୁରି କଷ୍ଟସାଧ୍ୟ .. .ତାଙ୍କର ଉଦାର ମନୋଭାବ ସାଙ୍ଗକୁ ବଳିଷ୍ଠ ବ୍ୟକ୍ତିତ୍ୱ ଯୋଗୁ ଏବେ ବି ଝୁରୁଛି ତାଙ୍କୁ ସାରା ଦେଶ । ଏବେ ବି ସମସ୍ତଙ୍କ ହୃଦୟରେ ସେ ବିରାଜମାନ କରନ୍ତି । ଏବେ ବି ସେ ଲୋକଙ୍କ ପ୍ରେରଣାର ଉତ୍ସ। ସେ ଆଉ କେହିଁ ସେ ହେଉଛନ୍ତି ଭାରତର ମିସାଇଲ୍ ମ୍ୟାନ୍ ଏପିଜେ ଅବଦୁଲ କଲାମ୍ । […]
ସୁପ୍ରିମକୋର୍ଟ ଦିଲ୍ଲୀ-ଏନସିଆରରେ ସବୁଜ ବାଣ ବ୍ୟବହାରକୁ ଅନୁମୋଦନ କରିଛନ୍ତି। କୋର୍ଟ ବୁଧବାର ଏହି ନିଷ୍ପତ୍ତି ଶୁଣାଇଛନ୍ତି। କୋର୍ଟ କେବଳ ଅକ୍ଟୋବର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଏହି ଅନୁମତି ପ୍ରଦାନ କରିଛନ୍ତି। ସିଜେଆଇ ବିଆର ଗଭାଇ କହିଛନ୍ତି ଯେ ଆମକୁ ଏକ ସନ୍ତୁଳିତ ଆଭିମୁଖ୍ୟ ଗ୍ରହଣ କରିବାକୁ ପଡିବ । ପରିବେଶକୁ କ୍ଷତି ନ ପହଞ୍ଚାଇ ସଂଯମତାର ସହିତ ଅନୁମତି ପ୍ରଦାନ କରାଯିବା ଉଚିତ । CJI ୧୪ ଅକ୍ଟୋବର, ୨୦୨୪ ର ନିର୍ଦ୍ଦେଶକୁ ଉଦ୍ଧୃତ […]
ଅନୁଗୋଳ ସଦର ସ୍ଥିତ ଏକ ଘରୋଇ ସ୍କୁଲର ଶିକ୍ଷୟିତ୍ରୀଙ୍କୁ ଘରୋଇ ସ୍କୁଲ ପ୍ଲେ ସ୍କୁଲ ମାଲିକଙ୍କ ବଳାତ୍କାର ଅଭିଯୋଗ। ଥାନାରେ ଅଭିଯୋଗ ପରେ ମାଲିକ ସଙ୍କେତ କୁମାର ଶର୍ମାଙ୍କୁ ପୋଲିସ ଗିରଫ କରିଛି। ସୂଚନା ଅନୁଯାୟୀ, ଅନୁଗୁଳ ସହରର ଗାନ୍ଧୀ ମାର୍ଗରେ ଅବସ୍ଥିତ ସ୍କୁଲର ଜଣେ ମହିଳା ଶିକ୍ଷୟିତ୍ରୀଙ୍କୁ ଘରୋଇ ପ୍ଲେ ସ୍କୁଲର ମାଲିକ ପ୍ରେମ ପ୍ରସ୍ତାବ ଦେଇଥିଲେ। କିନ୍ତୁ, ସେ ତାଙ୍କ ପ୍ରେମ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଥିଲେ। ପରେ, ଯେତେବେଳେ ସ୍କୁଲରେ କେହି ନଥିଲେ, ସଙ୍କେତ […]
