author

ହୋଟେଲ ଓ ଢାବା ପାଇଁ ବଡ଼ ଆଶ୍ୱସ୍ତି, ୨୩ ତାରିଖରୁ ମିଳିବ ଅଧିକ ୨୦% ଗ୍ୟାସ୍

କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ ୨୦ ପ୍ରତିଶତ ଆବଣ୍ଟନକୁ ଅନୁମତି ଦିଆଯାଇଛି। ଯାହା ମୋଟ୍‌ ଆବଣ୍ଟନକୁ ୫୦ ପ୍ରତିଶତକୁ ନେଇଯିବ।ଏହି ବର୍ଦ୍ଧିତ ୨୦% ଗ୍ୟାସ୍ ମୁଖ୍ୟତଃ ପ୍ରାଥମିକତା ଭିତ୍ତିରେ ଦିଆଯିବ। ରେଷ୍ଟୁରାଣ୍ଟ, ଢାବା, ହୋଟେଲ,ଶିଳ୍ପ ସଂସ୍ଥାର କ୍ୟାଣ୍ଟିନ, ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍ ଏବଂ ଦୁଗ୍ଧ ଶିଳ୍ପ,ରାଜ୍ୟ ସରକାର ବା ସ୍ଥାନୀୟ ପ୍ରଶାସନ ଦ୍ୱାରା ଚାଲୁଥିବା ସ୍ୱଳ୍ପମୂଲ୍ୟ […]

ନାଟକ ମହୋତ୍ସବର ଅନ୍ତିମ ସନ୍ଧ୍ୟା, ମଞ୍ଚସ୍ଥ ହେଲା ନାଟକ ‘ଡାଆଣି’

ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ‘ନାଟ୍ୟଧାରା’ ପକ୍ଷରୁ ଚାଲିଥିବା ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ଅନ୍ତିମ ଦିବସରେ ‘ଚମତ୍କାର ନାଟ୍ୟାନୁଷ୍ଠାନ’, ନୟାଗଡ଼ ପକ୍ଷରୁ ଜୀବନ ଓ ଅନ୍ଧବିଶ୍ୱାସର  ନାଟକ ‘ଡାଆଣି ’ ସଫଳତାର ସହ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ମଞ୍ଚସ୍ଥ ହୋଇଯାଇଛି। ଆଦିବାସୀ ପରମ୍ପରା ଓ ସେମାନଙ୍କ ଜୀବନଶୈଳୀକୁ ଆଧାର କରି ନିର୍ମିତ ଏହି ନାଟକଟି ସମାଜରେ ପ୍ରଚଳିତ କୁସଂସ୍କାର ବିରୁଦ୍ଧରେ ଏକ ଶାଣିତ ସ୍ୱର ଉତ୍ତୋଳନ କରିଛି। ନାଟକଟି ଆଦିବାସୀ ସମାଜର ସରଳତା ଏବଂ […]

ମହିଳା ଏବ˚ ଶିଶୁ ବିକାଶ ବିଭାଗ କମିଶନର ତଥା ଶାସନ ସଚିବଙ୍କ ରାୟଗଡ଼ ଗସ୍ତ ଓ ସମୀକ୍ଷା

lରାୟଗଡ଼:- ତା. ୨୧/୦୩-ଆଜି ମହିଳା ଏବ˚ ଶିଶୁ ବିକାଶ ବିଭାଗର କମିଶନର ତଥା ସଚିବ ଡଃ ମୃଣାଳିନୀ ଦର୍ସ୍ବାଲ, ରାୟଗଡ଼ ଜିଲ୍ଲା ପରିଦର୍ଶନରେ ଆସିଥିଲେ। ପ୍ରଥମେ ସେ ସୁପୋଷିତ ଓଡିଶା ମିଶନ ଜିଲ୍ଲାସ୍ତରୀୟ କର୍ମଶାଳା କୁ ଉଦଘାଟନ କରିଥିଲେ। ମହିଳା ଏବ˚ ଶିଶୁ ବିକାଶ ତରଫରୁ ନୂଆକରି ଆରମ୍ଭ ହୋଇଥିବା ମହିଳା ମାନଙ୍କ ସୁରକ୍ଷା ସମୃଦ୍ଧି ଏବ˚ ଅର୍ଥନୈତିକ ପ୍ରଗତି ପାଇଁ ରାଜ୍ୟ ମହିଳା ହବ ଏବ˚ ଜିଲ୍ଲା ମହିଳା ହବ ଗଠନ ହୋଇଥିବା ସ˚ପର୍କରେ ସମ୍ୟକ […]

ବିଜେଡିରୁ ୬ ବିଧାୟକ ନିଲମ୍ବିତ

ବିଜେଡି ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ। ରାଜ୍ୟସଭା ନିର୍ବାଚନରେ ଦଳୀୟ ହ୍ଵିପ୍ ଅବମାନନା କରି କ୍ରସ ଭୋଟିଂ କରିଥିବା ଛଅ ବିଧାୟକଙ୍କୁ କଲେ ସସପେଣ୍ଡ। ଛଅ ବିଧାୟକ ହେଉଛନ୍ତି ସୌରଭିକ ବିଶ୍ଵାଳ, ଦେବୀରଞ୍ଜନ ତ୍ରିପାଠୀ, ସୁବାସିନୀ ଜେନା, ନବ କିଶୋର ମଲ୍ଲିକ, ରମାକାନ୍ତ ଭୋଇ ଏବଂ ଚକ୍ରମଣି କହଁର। ସୂଚନାମୁତାବକ, ବିଜେଡିର ୮ ଜଣ ବିଧାୟକ ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଥିଲେ । ତା ଭିତରୁ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ […]

ଲୋକ ଅଧିକାର ଅଭିଯାନକୁ ନୟାଗଡ଼ରେ ସ୍ଵାଗତ

ନୟାଗଡ଼,(ଓଡ଼ିଶା ଦର୍ପଣ):ଜମି ଜଳ ଜଙ୍ଗଲର ସୁରକ୍ଷା ଓ ଲୋକ ଅଧିକାରର ସୁରକ୍ଷା ପାଇଁ ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରାୟଙ୍କ ନେତୃତ୍ୱରେ ଚାଲିଥିବା ରାଜ୍ୟବ୍ୟାପୀ ଅଭିଯାନ କ୍ରମେ ଆଜି ନୟାଗଡ଼ରେ ପ‍ହଞ୍ଚିବା ଅବସରରେ କେସି କ୍ଳବ୍ ଠାରେ ସମାଜସେବୀ ପ୍ରମୋଦ ପଟ୍ଟନାୟକ ଓ ବିଶ୍ଵନାଥ ମହାପାତ୍ରଙ୍କ ନେତୃତ୍ବରେ ସମ୍ବର୍ଦ୍ଧନା ଦିଆଯାଇଥିଲା। ପ୍ରକୃତି ବନ୍ଧୁ ସୁକାନ୍ତ ଚୌଧୁରୀ ଓ କୃଷକ ନେତା ପବିତ୍ର ଇନ୍ଦ୍ରଜିତ ଅଭିଯାତ୍ରୀ ଦଳକୁ ଉତ୍ତରୀୟ ପ୍ରଦାନ ପୂର୍ବକ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। କର୍ପୋରେଟ୍ ପୁଞ୍ଜିର ସ୍ଵାର୍ଥ […]

ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ

ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ । ତାତିକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ବାବଦରେ ନିଷ୍ପତ୍ତି ନିଆଯିବ । ଏ ନେଇ ବୈଠକ ବସିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବୈଠକରେ ବିପର୍ଯ୍ୟୟ ପରିଚାଳନା ବିଭାଗର ଅଧିକାରୀ ଯୋଗଦେବେ । ଏହି ବୈଠକରେ ଖରାକୁ ଦେଖି ସକାଳୁଆ ସ୍କୁଲ କେବେଠୁ ହେବ ସେ ବାବଦରେ ନିଷ୍ପତ୍ତି ନିଆଯିବ । ସକାଳୁଆ ସ୍କୁଲ ନେଇ ସୂଚନା ଦେଇଛନ୍ତି ବିଦ୍ଯାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । […]

ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ କଲେ ଆମେରିକା-ଇସ୍ରାଏଲ

ଆମେରିକା ଓ ଇସ୍ରାଏଲ ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ କରିଛନ୍ତି । ଆଜି ଏହି ଦୁଇଟି ଦେଶ ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ଏୟାରଷ୍ଟ୍ରାଇକ୍ କରିଛନ୍ତି । ଏହି ଆକ୍ରମଣରେ ଏପର୍ଯ୍ୟନ୍ତ କୌଣସି ପ୍ରକାର ରେଡିଓ ଆକ୍ଟିଭ ଲିକ୍ ହୋଇନାହିଁ । ଏହି ଅଞ୍ଚଳ ଓ ଆଖପାଖର ଲୋକଙ୍କ ପାଇଁ କୌଣସି ବିପଦ ନାହିଁ ବୋଲି କୁହାଯାଇଛି । ବୋମାମାଡ଼ ଯୋଗୁଁ ସ୍ଥାନୀୟ ଲୋକ ଭୟଭୀତ ହୋଇ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ଗତବର୍ଷ […]

ବାସନ ମାଜିବାକୁ ମନା କଲେ ସ୍ୱାମୀ, ପୁଲିସ୍‌କୁ ଡାକି ସ୍ତ୍ରୀ

ଉତ୍ତରପ୍ରଦେଶ ସୋନହା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ବାସମଜାକୁ ନେଇ ସ୍ୱାମୀ-ସ୍ତ୍ରୀ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ବିବାଦ ଏତେ ବଢିଥିଲା କି ପୁଲିସ୍‌କୁ ମାମଲାର ସମାଧାନ କରିବାକୁ ପଡିଥିଲା । ଜଣେ ମହିଳା ସନ୍ଧ୍ୟାରେ ରାତ୍ରୀ ଭୋଜନ କରିବାକୁ ତାଙ୍କ ରୋଷେଇ ଘରେ ପ୍ରବେଶ କରିଥିଲେ । ସେତେବେଳେ ସିଙ୍କରେ ବାସନ ପଡ଼ିଥିବା ଦେଖି ସେ ତାଙ୍କ ସ୍ୱାମୀଙ୍କ ଉପରେ ରାଗି ଯାଇଥିଲେ । ସେ ତାଙ୍କ ସ୍ୱାମୀଙ୍କ ସହିତ ଝଗଡ଼ା […]

ଡିଜିଟାଲ ଆରେଷ୍ଟକୁ ନେଇ ସରକାର କରିବେ ହ୍ୱାଟ୍ସଆପ୍‌ରେ ଆଇଡ଼ି ବ୍ଲକ୍‌

କେନ୍ଦ୍ର ସରକାର ହ୍ୱାଟ୍ସଆପ୍ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଡିଜିଟାଲ୍ ଗିରଫ ଠକେଇରେ ବ୍ୟବହୃତ ହ୍ୱାଟ୍ସଆପ୍ ଡିଭାଇସ୍ ଆଇଡି ଗୁଡ଼ିକୁ ରୋକିବା ପାଇଁ ସରକାର ସେମାନଙ୍କୁ ବ୍ଲକ୍ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କଠୋର ଆଭିମୁଖ୍ୟ ଗ୍ରହଣ କରି, ସରକାର ସମସ୍ତ ଡିଭାଇସ୍ ଅବରୋଧ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।ଅନେକ ଠକେଇରେ, ଅପରାଧୀମାନେ ପୀଡିତମାନଙ୍କୁ ହ୍ୱାଟ୍ସଆପ୍ କଲ୍, ମେସେଜ୍ ଏବଂ ଭିଡିଓ କଲ୍ କରିବା ପାଇଁ ହ୍ୱାଟ୍ସଆପ୍ ବ୍ୟବହାର କରନ୍ତି । ସରକାରଙ୍କ ନିର୍ଦ୍ଦେଶ ପରେ, WhatsApp ଭଳି […]

ରାଶନ କାର୍ଡ ହିତାଧିକାରୀଙ୍କୁ ଏପ୍ରିଲରେ ମିଳିବ ୩ ମାସର ରାଶନ

ଦେଶରେ ଲକ୍ଷ ଲକ୍ଷ ରାଶନ କାର୍ଡଧାରୀଙ୍କ ପାଇଁ ଖୁସି ଖବର | ଏହି ବର୍ଷ, ଏକା ସାଙ୍ଗରେ ତିନି ମାସର ରାଶନ ଯୋଗାଇ ଦିଆଯିବ। ଏହା ସିଧାସଳଖ ସେମାନଙ୍କ ଦୈନନ୍ଦିନ ଆବଶ୍ୟକତା ପାଇଁ ସରକାରୀ ରାଶନ ଉପରେ ନିର୍ଭର କରୁଥିବା ପରିବାରଗୁଡ଼ିକୁ ଲାଭ ଦେବ। ଏହା ସମୟ ବଞ୍ଚାଇବ, ବାରମ୍ବାର ଧାଡ଼ିରେ ଠିଆ ହେବାର ଆବଶ୍ୟକତା ଦୂର କରିବ ଏବଂ ଦୂରଦୂରାନ୍ତରେ ରହୁଥିବା ଲୋକଙ୍କୁ ଆଶ୍ୱସ୍ତି ଦେବ।ଏହି ନୂତନ ସରକାରୀ ବ୍ୟବସ୍ଥା ଅନୁଯାୟୀ, ଯୋଗ୍ୟ ରାଶନ କାର୍ଡଧାରୀମାନେ […]

ଆଶ୍ରମ ସ୍କୁଲରେ ଅମାନୁଷିକ କାଣ୍ଡ, ପ୍ରଥମ ଶ୍ରେଣୀ ଛାତ୍ରକୁ ପଂଚମ ଶ୍ରେଣୀ ଛାତ୍ରଙ୍କ ନିର୍ଯ୍ୟାତନା

ଘଟଗାଁ ଥାନା ଅନ୍ତର୍ଗତ ତୋରାଣିପୋଖରୀ ଆଶ୍ରମ ସ୍କୁଲରେ ଅଭାବନୀୟ ଘଟଣା ଘଟିଛି ।ପ୍ରଥମ ଶ୍ରେଣୀର ଛାତ୍ରକୁ ପଞ୍ଚମ ଶ୍ରେଣୀର କିଛି ପିଲାମାନେ ଅମାନୁଷିକ ଭାବେ ପୋଡି ଦେଇଛନ୍ତି। ପିଲାର ଆଖି, ଗୁପ୍ତାଙ୍କ ଓ ଶରୀରର ବିଭିନ୍ନ ସ୍ଥାନକୁ ପୋଡିଦିଆ ଯାଇଛି । ପିଲାଟିକୁ ପାଟଣା ସ୍ଵାସ୍ଥ୍ୟକେନ୍ଦ୍ର ରେ ଚିକିତ୍ସା କରାଯାଉଥିଲା କିନ୍ତୁ ପିଲାଟିର ଅବସ୍ଥା ଗୁରୁତର ଥିବାରୁ ଡାକ୍ତରଙ୍କ ପରାମର୍ଶ କ୍ରମେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।ତେବେ ଏପରି ଘଟଣା ଘଟିବା ବେଳେ ଦାୟିତ୍ୱରେ […]

ଆମେରିକା-ଇରାନ ଯୁଦ୍ଧର ପ୍ରଭାବ; ସବୁ ଜିନିଷ ଦାମ ବୃଦ୍ଧି ଯୋଗୁ ସାଧାରଣ ଖାଉଟି ଏବେ ଚିନ୍ତାରେ

କୋଭିଡ ମହାମାରୀ, ରୁଷ ୟୁକ୍ରେନ ଯୁଦ୍ଧ ଏହା ପରେ ଟ୍ରମ୍ପଙ୍କ ଟାରିଫ ମାଡ । ଏହାର ପ୍ରଭାବ ବିଶ୍ୱ ଅର୍ଥନୀତି ଉପରୁ ଶେଷ ହୋଇ ନ ଥିବା ବେଳେ ପୁଣି ସଙ୍କଟ ସୃଷ୍ଟି କରିଛି ଆମେରିକା-ଇରାନ ଯୁଦ୍ଧ । ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଦେଶର ପେଟ୍ରୋଲଡିଜେଲ, ଏଲ୍ପିଜି, ସାର, ପେଟ୍ରୋକେମିକାଲ୍ସ, ବିମାନ ସେବା, ପେଣ୍ଟସ, କୀଟନାଶକ, ସେରାମିକ, ଗ୍ଲାସ, ପରିବହନ, ଲଜିଷ୍ଟିକ୍ସ, ଟାୟାର, ଅଟୋମୋବାଇଲସ, ଧାତକ, କୃଷି ଯନ୍ତ୍ରାଂଶ ସମେତ ବିଭିନ୍ନ କ୍ଷେତ୍ରରେ ପଡିଛି । ଏବେ […]