ବିହାର ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ବିହାର ବିଧାନସଭା ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ନଭେମ୍ବର ୬ ଏବଂ ୧୧ ତାରିଖରେ ମତଦାନ ହେବ ଏବଂ ନଭେମ୍ବର ୧୪ ତାରିଖରେ ଫଳାଫଳ ଘୋଷଣା କରାଯିବ। ବିହାରର ୨୪୩ ସିଟ୍ ପାଇଁ ନିର୍ବାଚନ ହେବ । ୨୪୩ ସଦସ୍ୟ ବିଶିଷ୍ଟ ବିହାର ବିଧାନସଭାର କାର୍ଯ୍ୟକାଳ ନଭେମ୍ବର ୨୨ରେ ଶେଷ ହେଉଛି । ବିହାରରେ ପୋଲିଂ ବୁଥକୁ ମୋବାଇଲ ମନା କରାଯାଇଥିବା ବେଳେ ବାହାରେ ରଖିବା ବ୍ୟବସ୍ଥା […]
ନୋବେଲ୍ ପ୍ରାଇଜ୍-୨୦୨୫ ଘୋଷଣା । ମେଡିସିନ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି । ଆମେରିକାର ସିଆଟଲ ସହରରେ ରହୁଥିବା ମ୍ୟାରୀ ଇ. ବ୍ରୁଙ୍କୋ, ସାନ ଫ୍ରାନ୍ସିସ୍କୋର ଫ୍ରେଡ୍ ରାମସଡେଲ୍ ଏବଂ ଜାପାନର ଶିମୋନ୍ ସାକାଗୁଚିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ବ୍ରୁଙ୍କୋ ଇନଷ୍ଟିଚ୍ୟୁଟ୍ ଅଫ୍ ସିଷ୍ଟମ୍ସ ବାୟୋଲୋଜିରେ କାମ କରୁଥିବା ବେଳେ ରାମସଡେଲ୍, ସୋନୋମା ବାୟୋଥେରାପିଉଟିକ୍ସ ସହିତ ଏବଂ ସାକାଗୁଚି ଜାପାନର ଓସାକା ବିଶ୍ୱବିଦ୍ୟାଳୟରେ କାର୍ଯ୍ୟ କରନ୍ତି । ନୋବେଲ ପୁରସ୍କାରର ଏକ୍ସ ହ୍ୟାଣ୍ଡେଲରେ […]
ନୂଆପଡ଼ା ଉପ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ଆସନ୍ତା ନଭେମ୍ବର ୧୧ ରେ ହେବ ନୂଆପଡା ଉପନିର୍ବାଚନ | ଘୋଷଣା କଲେ ନିବରଚନା କମିଶନ | ଏହା ସହ ବିହାର ବିଧାନସଭା ନିର୍ବାଚନ ହେବ। ଏଥର ୨ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ । ନଭେମ୍ବର ୬ ଏବଂ ୧୧ ତାରିଖରେ ମତଦାନ ହେବ ଏବଂ ନଭେମ୍ବର ୧୪ ତାରିଖରେ ଫଳାଫଳ ଘୋଷଣା କରାଯିବ। ପ୍ରଥମ ପର୍ଯ୍ୟାୟ ଭୋଟ୍ – ନଭେମ୍ବର […]
ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ଚରଣ ମାଝୀଙ୍କ ବଡ଼ ଘୋଷଣା । ପ୍ରଥମେ ଜିଲ୍ଲାକୁ ୧୧୦୧ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଥିବା ବେଳେ କୋମନା ଓ ସିନାପାଲିକୁ ମିଳିଲା ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା (ଏନ୍ଏସ୍ସି )ତେବେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ଜିଲ୍ଲା ପାଇଁ ଅନେକ ବିକାଶ ମୂଳକ କାର୍ଯ୍ୟର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ସହ ଶୁଭ ଉଦ୍ଘାଟନ ହୋଇଛି ମୁଖ୍ୟମନ୍ତ୍ରୀ । ନୂଆପଡ଼ା ମିନି ଷ୍ଟାଡିୟମରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ […]
କଟକ ସହରରେ ଅଶାନ୍ତି ସୃଷ୍ଟି ଘଟଣାରେ ୮ ଜଣ ଗିରଫ ହୋଇଛନ୍ତି । ଏନେଇ ସୂଚନା ଦେଲେ ପୋଲିସ କମିଶନର ଏସଦେବଦତ୍ତତ୍ତ ସିଂ । କହିଛନ୍ତି, ଅଶାନ୍ତି ସୃଷ୍ଟି, ଭଙ୍ଗାରୁଜା, ପୋଲିସକୁ ଆକ୍ରମଣ ଘଟଣାରେ ଗିରଫ କରାଯାଇଛି । ୩ଟି ମାମଲାରେ ୮ ଜଣଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତଙ୍କ ବିରୋଧରେ ସଙ୍ଗୀନ ଦଫା ଲାଗିଛି । ବିନା ଅନୁମତିରେ ଶୋଭାଯାତ୍ରା କାଢିବା, ବେଆଇନ ଭାବେ ସହର ପରିକ୍ରମା କରି ଏକାଠି ହେବା , ପୋଲିସ […]
ରାଜ୍ୟର ୧୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଅନୁଗୁଳ, ଦେବଗଡ଼, ବରଗଡ଼, ଝାରୁସୁଗୁଡ଼ା, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ନୟାଗଡ଼, କଟକ, ଖୋର୍ଦ୍ଧା, ଯାଜପୁର, ପୁରୀ ଏବଂ ଢେଙ୍କାନାଳ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ […]
ପୋଲିସ ଏସଆଇ ନିଯୁକ୍ତି କେଳେଙ୍କାରୀ ଘଟଣା। ଆଶାୟୀଙ୍କୁ ନ୍ୟାୟ ଦାବି ସହ ଅନିୟମିତା ବିରୋଧରେ ବିଜୁ ଜନତା ଦଳର ପ୍ରତିବାଦ ।ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକଠାରେ ପ୍ରତିବାଦ କରିଛନ୍ତି । ସିବିଆଇ ତଦନ୍ତ ଦାବିରେ ଏକାଠି ହୋଇଛନ୍ତି ଶତାଧିକ ବିଜୁ ଯୁବ ଛାତ୍ର ନେତା ଓ କର୍ମୀ ହାତରେ ପ୍ଲା କାର୍ଡ ଧରି , ପୋଡାଜଳା କରିଛନ୍ତି । ସରକାର ଗାଦି ଛାଡ କହି ନାରାବାଜି କରି ଆନ୍ଦୋଳନ କରିଛନ୍ତି |ପୋଲିସ ଓ ଯୁବ ବିଜେଡି କର୍ମୀଙ୍କ […]
ଦୀର୍ଘ ୧୨ ଘଣ୍ଟାର ଅପରେସନ୍ ପରେ ଉଦ୍ଧାର ହେଲେ ପର୍ଯ୍ୟଟକ ଓ ଉଦ୍ଧାରକାରୀ । ଖୋର୍ଦ୍ଧା ଜିଲ୍ଲା ବରୁଣେଇ ପାହାଡ଼ରେ ଆତଙ୍କ ଖେଳାଇଥିବା ବାରହା କବଳରୁ ମୁକୁଳିଛନ୍ତି ୫ ପର୍ଯ୍ୟଟକ । ହିଂସ୍ର ବାର୍ହା ଭୟରେ ଗଛ ଉପରେ ଆଶ୍ରୟ ନେଇଥିଲେ ୫ ପର୍ଯ୍ୟଟକ । ସେମାନଙ୍କୁ ଉଦ୍ଧାର କରିବାକୁ ଯାଇଥିବା ଜଣେ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି । ଜଣେ ଗୁରୁତର ପର୍ଯ୍ୟଟକଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି ।ଘଟଣା ଅନୁଯାୟୀ, ୬ ଜଣ ପର୍ଯ୍ୟଟକ ବରୁଣେଇ […]
ଚଳିତବର୍ଷ କୁମାର ପୂର୍ଣ୍ଣିମା କେଉଁଦିନ ପାଳନ ହେବ ତାହାକୁ ନେଇ ପାଞ୍ଜି ଓ କ୍ୟାଲେଣ୍ଡରରେ ଭିନ୍ନ ତାରିଖ ଥିବାରୁ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ସାଧାରଣତଃ କୁମାରପୂର୍ଣ୍ଣମୀ ଓ ଗଜଲକ୍ଷ୍ମୀ ପୂଜା ଗୋଟିଏ ଦିନରେ ପଡ଼ିଥାଏ। ମାତ୍ର ଏବର୍ଷ ପାଞ୍ଜିରେ କୁମାର ପୂର୍ଣ୍ଣମୀ ବା ଆଶ୍ବିନ ପୂର୍ଣ୍ଣମୀ ତିଥି ୬ ତାରିଖ ଅର୍ଥାତ୍ ସୋମବାର ମଧ୍ୟାହ୍ନ ୧୨ଟା ୨୪ ମିନିଟ୍ରୁ ଆରମ୍ଭ ହୋଇ ମଙ୍ଗଳବାର ସକାଳ ୯ଟା ୨୪ ପର୍ଯ୍ୟନ୍ତ ରହୁଛି। ମାତ୍ର କ୍ୟାଲେଣ୍ଡରରେ ୭ ତାରିଖକୁ ପୂର୍ଣ୍ଣମୀ […]
ଦୁର୍ଗାପୂଜା ଭସାଣି ରାତିର ଗଣ୍ଡଗୋଳ, ଉତ୍ତେଜନାକୁ କେନ୍ଦ୍ର କରି ଅଶାନ୍ତ ହୋଇପଡିଛି କଟକ ସହର । ଦୁଇ ଦିନ ଧରି ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ରବିବାର ସହରରେ ଜଳିଥିଲା ନିଆଁ । ଏପଟେ କଟକ ସହରର ବିଶୃଙ୍ଖଳାକାରୀ ସିସିଟିଭିରୁ ଚିହ୍ନଟ ହୋଇଛି। ଆଇନ ଶୃଙ୍ଖଳା ADG ସଂଜୟ କୁମାରଙ୍କ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସିସିଟିଭିରେ ଅଭିଯୁକ୍ତ ଚିହ୍ନଟ ହୋଇଛନ୍ତି, ଦୃଢ କାର୍ଯ୍ୟାନୁଷ୍ଠାନ ହେବ। ଆଇନ ଶୃଙ୍ଖଳା ବଜାୟ ରଖିବାକୁ ୫୦ ପ୍ଲାଟୁନ […]
କଟକ ସହରର ଦରଘାବଜାର ଦେଇ ଶୁକ୍ରବାର ରାତିରେ ଦୁର୍ଗାମେଢ଼ ଭସାଣି ଶୋଭାଯାତ୍ରା ଯାଉଥିବା ସମୟରେ ଜୟ ଶ୍ରୀରାମ ଧ୍ୱନିକୁ ନେଇ ଏକ ନିର୍ଦ୍ଦିଷ୍ଟ ଦିଗରୁ ପଥର, କାଚବୋତଲ ମାଡ଼ ହୋଇଥିଲା। ଏଥିରେ ଅନେକ ଆହତ ହୋଇଥିବାବେଳେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକେ ଶୋଭାଯାତ୍ରାରେ ଶ୍ରୀରାମଙ୍କ ସଙ୍ଗୀତକୁ ବିରୋଧ କରିଥିଲେ। ଏହାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ଉତ୍ତେଜନା ଦେଖାଦେଇଛି। ଘଟଣାର ପ୍ରତିବାଦରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ସୋମବାର କଟକ ବନ୍ଦ ଡାକରା ଦିଆଯାଇଥିବାବେଳେ […]
ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ। ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]
