author

କଟକରେ ଆଜି ମାଆଙ୍କ ମେଲାଣି। ପାଖ ପାଖି ୧୭୦ରୁ ଅଧିକ ମୂର୍ତ୍ତି ଦେବୀଗଡା ଠାରେ ବିସର୍ଜନ

ଧରାପୃଷ୍ଠରୁ ବିଦାୟ ନେବେ ମା’ ଦଶଭୂଜା ଦୁର୍ଗା । ୪ ଦିନ ମଣ୍ଡପରେ ଦର୍ଶନ ଦେବା ପରେ ଆଜି ମେଲାଣି ନେବେ । ଆଜି ଭସାଣ ଉତ୍ସବ । କଟକରେ ଆଜି ପାଖ ପାଖି ୧୭୦ରୁ ଅଧିକ ମୂର୍ତ୍ତି ଦେବୀଗଡା ଠାରେ ବିସର୍ଜନ କରାଯିବ ।  ଏ ନେଇ କଟକ ଦେବୀଗଡ଼ାରେ ପ୍ରଶାସନ ତରଫରୁ କରାଯାଇଛି ବ୍ୟାପକ ପ୍ରସ୍ତୁତି ।  ଦେବୀଗଡା ନିକଟରେ ଓଡ୍ରାଫ୍ ଏବଂ ଅଗ୍ନିଶମ ବିଭାଗକୁ ସଜାଗ ରହିବାକୁ କୁହାଯାଇଛି। ସକାଳ ୮ ଟାରେ […]

ଆଜିର ରାଶିଫଳ(୦୩ ଅକ୍ଟୋବର, ୨୦୨୫)

ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ । ବୃଷ : ଆଜି ବାଣିଜ୍ୟ, […]

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ, ହାତ ମିଳାଇବାକୁ ନେଇ ମୁହଁ ଖୋଲିଲା BCCI

ମହିଳା ବିଶ୍ୱକପ୍ ୨୦୨୫ କଲମ୍ବୋର ଆର ପ୍ରେମଦାସା ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି । ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହିଳା ବିଶ୍ୱକପ୍ ମ୍ୟାଚ୍‌ରେ ହାତ ମିଳାଇବ କି ନାହିଁ ସେ ବିଷୟରେ ନୀରବତା ଭାଙ୍ଗିଛନ୍ତି BCCI ସଚିବ ଦେବଜିତ ସାଇକିଆ । BCCI ସଚିବ ଦେବଜିତ ସାଇକିଆ ବିବିସି ଷ୍ଟମ୍ପଡକୁ କହିଛନ୍ତି ଯେ, ସେ ପୂର୍ବରୁ କୌଣସି ପୂର୍ବାନୁମାନ କରିପାରିବେ ନାହିଁ । ତଥାପି ସେ ଆଶ୍ବାସନା ଦେଇଛନ୍ତି । କିନ୍ତୁ ଭାରତ ପାକିସ୍ତାନ ଖେଳାଳିଙ୍କ […]

ଓଡ଼ିଶାର ଏହି ଗ୍ରାମରେ ଭଗବାନ ରୂପେ ପୂଜା ପାଆନ୍ତି ବାପୁଜୀ

ସମ୍ବଲପୁର ମହାନଗର ନିଗମ ଅଧିନସ୍ଥ ଧନୁପାଲି ନିକଟସ୍ଥ ଭତରା ଗାଁରେ ରହିଛି ପ୍ରସିଦ୍ଧ ଗାନ୍ଧୀ ମନ୍ଦିର l 1972 ମସିହା ମାର୍ଚ୍ଚ 23ରେ ତତ୍କାଳୀନ ଉତ୍ତରାଞ୍ଚଳ ଆରଡ଼ିସି ରବୀନ୍ଦ୍ର ନାଥ ମହାନ୍ତି ଏହି ମନ୍ଦିର ନିର୍ମାଣର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ପରେ 11-04-1974ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥି ଏହାର ଉଦଘାଟନ କରିଥିଲେ l ସେହିଦିନ ଠାରୁ ମହାତ୍ମା ଗାନ୍ଧୀଙ୍କୁ ଏଠି ପୂଜା କରାଯାଉଛି l ଏହି ମନ୍ଦିରରେ 3.5 ଫୁଟ ଉଚ୍ଚତାର ଗାନ୍ଧିଜୀଙ୍କ […]

ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳନ

ଓଡ଼ିଶା ବିଧାନସଭା ପରିସରରେ ଆଜି ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ୧୫୬ ତମ ଜୟନ୍ତୀ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ସୁରମା ପାଢୀଙ୍କ ସମେତ ବହୁ ମନ୍ତ୍ରୀ ଓ ଅଧିକାରୀ ସାମିଲ ହୋଇଥିଲେ । ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ ନୀତି, ଆଦର୍ଶ ଏବଂ ଅବଦାନକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ମନେ ପକାଇଥିଲେ।ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ […]

ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବର ୫-୬ ରେ ଭାରତ ଗସ୍ତରେ ଆସିବେ ବୋଲି ଆଶା କରାଯାଉଛି । ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ କରିବେ ବୋଲି ସୂଚନା ରହିଛି । କିନ୍ତୁ ରୁଷ ରାଷ୍ଟ୍ରପତି ଗୋଟିଏ ଦିନ ପାଇଁ ଭାରତ ଗସ୍ତ କରିବେ କି ଦୁଇ ଦିନ ରହିବେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ପୁଟିନଙ୍କ ଗସ୍ତ ପୂର୍ବରୁ, ରୁଷ ବୈଦେଶିକ ମନ୍ତ୍ରୀ ସେରଗେ ଲାଭରୋଭ ରାଷ୍ଟ୍ରପତିଙ୍କ ଗସ୍ତର ବିବରଣୀ ଚୂଡ଼ାନ୍ତ […]

ପଦ୍ମଶ୍ରୀ କୃଷ୍ଣଲୀଳା ଗୁରୁ ଗୋପୀନାଥ ସ୍ୱାଇଁଙ୍କ ପରଲୋକ

ପଦ୍ମଶ୍ରୀ କୃଷ୍ଣଲୀଳା ଗୁରୁ ଗୋପୀନାଥ ସ୍ୱାଇଁଙ୍କର ୧୦୮ ବର୍ଷ ବୟସରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟଜନିତ କାରଣରୁ ତାଙ୍କର ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲାର ଶେରଗଡ଼ ବ୍ଲକ୍ ଗୋବିନ୍ଦପୁରସ୍ଥିତ ବାସଭବନରେ ସକାଳ ପ୍ରାୟ ୬ଟା ୪୦ରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ରାଜ୍ୟର ଲୋକପ୍ରିୟ ଲୋକନୃତ୍ୟ କୃଷ୍ଣ ଲୀଳାର ଗାୟକ ଭାବେ ଗୋପୀନାଥ ସ୍ବାଇଁ ନଅ ଦଶନ୍ଧିରୁ ଅଧିକ ସମୟ ଧରି କାର୍ଯ୍ୟ ଜାରି ରଖିଥିଲେ।ସେ ତାଙ୍କ ମାମୁଁଙ୍କଠାରୁ ୧୦ ବର୍ଷ ବୟସରେ କୃଷ୍ଣଲୀଳା ଶିଖିବା ଆରମ୍ଭ […]

ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ। ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପୁରୀ ଠାରୁ ୩ ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହେଉଛି ଅବପାତ। ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷୀଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ୧୦ କିମି ବେଗରେ ବଢ଼ୁଛି ଅବପାତ । ତେବେ ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି […]

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜ୍ ରାଜେଶ୍ୱରୀ ବେଶ

ଆଜି ହେଉଛି ପବିତ୍ର ବିଜୟାଦଶମୀ ପର୍ବ। ପୀଠରୁ ପୂଜା ମଣ୍ଡପ ସବୁଠି ଚାଲିଛି ମାଙ୍କ ବିଜୟା ଦଶମୀ ଦଶହରା ପର୍ବ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜ୍ ରାଜେଶ୍ୱରୀ ବେଶ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ଅନୁଷ୍ଠିତ ହେବ ସୁନାବେଶ।ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବେ। ଶ୍ରୀମନ୍ଦିରରେ […]

ଆଜି ବିଜୟା ଦଶମୀ: ପାରମ୍ପରିକ ରୀତିନୀତିରେ ଚାଲିଛି ମା’ଙ୍କ ପୂଜା

ଶାରଦୀୟ ଦୁର୍ଗାପୂଜାର ଆଜି ବିଜୟା ଦଶମୀ। ଅସତ୍ୟ ଉପରେ ସତ୍ୟର ଏବଂ ଅଧର୍ମ ଉପରେ ଧର୍ମର ବିଜୟର ପର୍ବ। ବିଭିନ୍ନ ସ୍ଥାନରେ ହେବ ରାବଣପୋଡି ଉତ୍ସବ ପାଳନ ହେବ। ସେଥିପାଇଁ ଦେଶର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି ପ୍ରସ୍ତୁତି। ଆଜି ମଣ୍ଡପ ମାନଙ୍କରେ ସିନ୍ଦୂର ଖେଳ ପରମ୍ପରା ରହିଛି । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା ଜଗତଜନନୀଙ୍କ ପୂଜା । ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ […]

ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଭାରତର ଦ୍ୱିତୀୟ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ

ଆଜି ହେଉଛି ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର୍ ଶାସ୍ତ୍ରୀଙ୍କ ଜୟନ୍ତୀ ।୧୮୬୯ ମସିହା ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ଅହିଂସାର ପୂଜାରୀ ମହାତ୍ମାଗାନ୍ଧୀ ।ଗାନ୍ଧୀଙ୍କ ଅହିଂସାର ମାର୍ଗକୁ ମନେ ପକାଇବା ପାଇଁ ପ୍ରତିବର୍ଷ ତାଙ୍କ ଜନ୍ମଦିନକୁ ଅର୍ନ୍ତଜାତୀୟ ଅହିଂସା ଦିବସ ଭାବେ ପାଳନ କରାଯାଉଛି ।ଆଇନ୍ ପାଠ ସାରି ଦକ୍ଷିଣ ଆଫ୍ରିକାରେ ପେଶାଦାର ଜୀବନ ଆରମ୍ଭ କରିବା ବେଳେ ହିଁ ମହାତ୍ମାଗାନ୍ଧୀଙ୍କ ଭିତରେ ଥିବା ନେତୃତ୍ୱ ନେବା […]

ଆଜିର ରାଶିଫଳ(୦୨ ଅକ୍ଟୋବର, ୨୦୨୫)

ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ । ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ […]