author

ରାଜ୍ୟ କ୍ୟାବିନେଟର ବୈଠକ ଶେଷ, ୪ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର

ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ । ୪ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର ।ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ ପାରିତ ହୋଇଛି । କାରଖାନା ୧୯୪୮ର ସଂଶୋଧନ ଆଇନ ମଧ୍ୟ ହେଲା ପାରିତ ହୋଇଛି । ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି । ସେହିଭଳି ସପ୍ତାହକରେ ୪୮ […]

ରେପୋ ୨୫ ବେସିସ୍‌ ପଏଣ୍ଟ କମିପାରେ

ରିଜର୍ଭ ବ୍ୟାଙ୍କ ରେପୋ ହାରକୁ ୨୫ ବେସିସ୍‌ ପଏଣ୍ଟ କମାଇପାରେ ବୋଲି ଏସ୍‌ବିଆଇ ରିସର୍ଚ୍ଚ ପକ୍ଷରୁ ଆକଳନ କରାଯାଇଛି । ଆଜିଠୁ ଗଭର୍ଣ୍ଣର ସଞ୍ଜୟ ମାଲ୍‌ହୋତ୍ରାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ବ୍ୟାଙ୍କର ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକ ବସିବ । ଭାରତର ରପ୍ତାନି ଉପରେ ଆମେରିକା ୫୦% ଟାରିଫ ଲଗାଇଛି । ଏଭଳି ସ୍ଥିତିରେ ଅର୍ଥନୀତିର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ୩ ଦିନିଆ ବୈଠକରେ ମାନସ ମନ୍ଥନ କରିବ କେନ୍ଦ୍ରୀୟ ବ୍ୟାଙ୍କ । ଅକ୍ଟୋବର ୧ରେ କେନ୍ଦ୍ରୀୟ […]

ଉପର ପଡିଆରେ ବି ହେବ ବାଲିଯାତ୍ରା,ହାଇକୋର୍ଟଙ୍କୁ ସତ୍ୟପାଠ ଦିଆଯିବ 

ନଭେମ୍ବର ୫ରୁ ଆରମ୍ଭ ହେବାକୁ ଯାଉଛି ବାଲିଯାତ୍ରା । ଉପର ପଡିଆରେ ବି ହେବ ବାଲିଯାତ୍ରା । ଏନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦିଆଯିବ କହିଲେ ଜିଲ୍ଲାପାଳ । ରୂପରେଖ କଣ ହେବ ହାଇକୋର୍ଟଙ୍କୁ ଅବଗତ କରାଯିବ । ଲୋକପ୍ରତିନିଧିଙ୍କୁ ନେଇ ଜିଲ୍ଲାପାଳଙ୍କ ଆବାସିକ ବାସଭବନ ବୈଠକରେ ନିଷ୍ପତ୍ତି ନିଆଯାଇଛି ।ସୂଚନାଥାଉକି, ନଭେମ୍ବର ୫ରୁ ୧୨ ତାରିଖ ଯାଏଁ ବାଲିଯାତ୍ରା ଅନୁଷ୍ଠିତ ହେବ ।ତେବେ ଚଳିତ ବର୍ଷ ଉପର ବାଲିଯାତ୍ରା ପଡ଼ିଆରେ ବାଲିଯାତ୍ରା ଆୟୋଜନ ନ କରିବା ନେଇ […]

୨୦୫୦ ସୁଦ୍ଧା ୭୫% ବଢିଯିବ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା

୨୦୫୦ ସୁଦ୍ଧା ୭୫% ବଢିଯିବ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା। ଦି ଲାନସେଟରେ ପ୍ରକାଶିତ ଏକ ନୂଆ ରିପୋର୍ଟ ବିଶ୍ୱକୁ କର୍କଟ ରୋଗ ବିଷୟରେ ସତର୍କ କରାଇଛି।୨୦୨୨ ମସିହାରେ ଦେଶରେ କର୍କଟ ରୋଗର ଆନୁମାନିକ ସଂଖ୍ୟା ପ୍ରାୟ ୧.୪୬ ନିୟୁତ ଥିଲା, ଯାହା ଚଳିତ ବର୍ଷ ଶେଷ ଆଡ଼କୁ ୧.୫ ନିୟୁତରୁ ଅଧିକ ହେବ ବୋଲି ଆକଳନ କରାଯାଇଛି । ଅର୍ଥାତ ୧ ଲକ୍ଷ ଲୋକଙ୍କ ମଧ୍ୟରୁ ପ୍ରାୟ ୧୦୦ ଜଣ କର୍କଟ ରୋଗରେ ପୀଡ଼ିତ । କର୍କଟ […]

ନବରାତ୍ରିର ଅଷ୍ଟମ ଦିନରେ କରନ୍ତୁ ମା’ ମହାଗୌରୀଙ୍କୁ ପୂଜା

ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କ ପ୍ରତି ମା’ ମହାଗୌରୀ କଠୋର ପୂଜା କରିଥିଲେ ଯେଉଁଥି ପାଇଁ ତାଙ୍କ ଶରୀର କଳା ପଡିଯାଇଥିଲା । ଯେତେବେଳେ ଭଗବାନ ଶିବ ତାଙ୍କୁ ଦର୍ଶନ ଦେଇଥିଲେ ସେତେବେଳେ ତାଙ୍କ କୃପାରୁ ମା’ ମହାଗୌରୀଙ୍କ ଶରୀର ଅତ୍ୟନ୍ତ ଗୋରା ହୋଇଯାଇଥିଲା । ସେଥିପାଇଁ ତାଙ୍କ ନାମ ମା’ ଗୌରୀ । କୁହାଯାଏ କି ମାତା ସୀତା ଶ୍ରୀରାମଙ୍କୁ ପାଇବା ପାଇଁ ଏହାକୁ ପୂଜା କରିଥିଲେ […]

କଟକ ଦୁର୍ଗାପୂଜା ପାଇଁ ୧୨୨ ପ୍ଲାଟୁନ ଫୋର୍ସ ମୁତୟନ

କଟକ ଦୁର୍ଗାପୂଜା ପାଇଁ ମୁତୟନ ହେବେ୧୨୨ ପ୍ଲାଟୁନ ଫୋର୍ସ । ୨ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମଧ୍ୟ ସୁରକ୍ଷା ପାଇଁ ମୁତୟନ ରହିବେ । ପୂଜା ପାଇଁ ସହରରେ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି । ମହିଳା ଓ ଶିଶୁଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ରହିବ ।ପୂଜା ପାଇଁ ସହରରେ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି। ମହିଳା ଓ ଶିଶୁଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ରହିବ। ସୁରକ୍ଷା ପାଇଁ CCTV ଓ ଡ୍ରୋନ୍ ର […]

ଅକ୍ଟୋବର ପହିଲାରେ ଆଉ ଏକ ଲଘୁଚାପ

ମଙ୍ଗଳବାର ଯାଏ ପାଗ ଶୁଖିଲା ରହିବ । ଏହା ପରଠାରୁ ଆରମ୍ଭ ହୋଇଯିବ ବର୍ଷା । ଅକ୍ଟୋବର ୧ ତାରିଖରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ।ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ।୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଅଧିକ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ୨ ତାରିଖରେ କଳାହାଣ୍ଡି, […]

ଆଜି ପୀଠରେ ମହାଅଷ୍ଟମୀ, ମଣ୍ଡପରେ ମହାସପ୍ତମୀ

ନବରାତ୍ରି ଅବସରରେ ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶକ୍ତିପୀଠ । ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଠାରୁ ଆରମ୍ଭ କରି ସମ୍ବଲପୁରର ମା’ ସମଲେଶ୍ବରୀ, କଟକର ମା’କଟକଚଣ୍ଡୀ, ଝଙ୍କଡ଼ ଶାରଲା, କାକଟପୁର ମଙ୍ଗଳା, ଘଟଗାଁର ମା’ ତାରିଣୀଙ୍କ ପୀଠରେ ଚାଲିଛି ପୂଜାର୍ଚ୍ଚନା । ପୀଠମାନଙ୍କରେ ଆଜି ମା’ଙ୍କ ମହାଷ୍ଟମୀ ନୀତି ଅନୁଷ୍ଠିତ ହେବାକୁ ଥିବା ବେଳେ ମଣ୍ଡପରେ ମହାସପ୍ତମୀରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଦର୍ଶନ ଦେଉଛନ୍ତି ଦେବୀ ଦୁର୍ଗା । ବଡ଼ମ୍ବାର ଅଧିଷ୍ଠାତ୍ରୀ ଦେବୀ ଭଟ୍ଟାରିକାଙ୍କ ପୀଠରେ […]

ଆଜିର ରାଶିଫଳ(୨୯ ସେପ୍ଟେମ୍ବର, ୨୦୨୫)

ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]

ଆଜିର ରାଶିଫଳ(୨୮ ସେପ୍ଟେମ୍ବର, ୨୦୨୫)

ମେଷଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି […]

ବିଶ୍ବ ପର୍ଯ୍ୟଟନ ଦିବସ

ଆଜି ବିଶ୍ବ ପର୍ଯ୍ୟଟନ ଦିବସ । ସମଗ୍ର ବିଶ୍ୱରେ ସଂସ୍କୃତି ଏବଂ ଐତିହ୍ୟର ସଂରକ୍ଷଣ ତଥା ପ୍ରଚାରରେ ପର୍ଯ୍ୟଟନର ବେଶ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ମିଳିତ ଜାତିସଙ୍ଘର ସଂଗଠନ ଦ୍ବାରା ବିଶ୍ୱ ପର୍ଯ୍ୟଟନ ଦିବସର ଆୟୋଜନ ପ୍ରତିବର୍ଷ କରାଯାଇଥାଏ ।: ପ୍ରତିବର୍ଷ ସେପ୍ଟେମ୍ବର ୨୭ରେ ବିଶ୍ବ ପର୍ଯ୍ୟଟନ ଦିବସ ପାଳିତ ହୋଇ ଆସୁଛି। ୧୯୮୦ରେ ପ୍ରଥମଥର ପାଇଁ ଏହି ଦିବସ ପାଳନ କରାଯାଇଥିଲା। ବିଶ୍ବର ବିଭିନ୍ନ ଦେଶର ଲୋକଙ୍କୁ ପରସ୍ପରର ନିକଟତର ହେବାର ସୁଯୋଗ ଦେବା, ଅର୍ଥନୀତିକୁ […]

ପଶ୍ଚିମବଙ୍ଗ ଦୁର୍ଗା ପୂଜାରେ ଦେଖାଗଲା ଟ୍ରମ୍ପଙ୍କ ଆକୃତିର ମହିଷାସୁର ମେଢ

ଭାରତ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରାକ୍ଷସ ସଦୃଶ। ଭାରତ ବିରୋଧୀ ଆଭିମୁଖ୍ୟ ପାଇଁ ଟ୍ରମ୍ପଙ୍କୁ ନେଇ ସବୁଠି ଏଭଳି ଚର୍ଚ୍ଚା। ଏବେ ଦୁର୍ଗାପୂଜା ମଣ୍ଡପରେ ବି ଏହାର ଝଲକ ଦେଖିବାକୁ ମିଳିଛି। ଟ୍ରମ୍ପଙ୍କୁ ଅସୁର ଭାବେ ଦର୍ଶାଇଛନ୍ତି କିଛି ମଣ୍ଡପ।ଯେଉଁଥିରେ ମହିଷାସୁର ମେଢ ଭାବେ ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆକୃତିରେ ପ୍ରତିମୁର୍ତ୍ତୀ ତିଆରି କରାଯାଇଛି। ଏହା ଭାରତ ଉପରେ ଲଦାଯାଇଥିବା ୫୦% ଟ୍ରେଡ୍ ଟ୍ୟାରିଫ୍ ବିରୋଧରେ ଏକ ସାଂସ୍କୃତିକ ପ୍ରତିବାଦ ଭାବେ ଦେଖାଯାଉଛି। […]