author

ଅକ୍ଟୋବର ୧୫ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ ପୁରୁଣା ଯାନବାହାନ ସ୍କ୍ରାପ କରିବାକୁ ନିର୍ଦ୍ଦେଶ

ଅକ୍ଟୋବର ୧୫ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ ପୁରୁଣା ଯାନବାହାନ ସ୍କ୍ରାପ କରିବାକୁ ନିର୍ଦ୍ଦେଶ ହୋଇଛି । ଏନେଇ ବାଣିଜ୍ୟ ପରିବହନ ବିଭାଗ ପକ୍ଷରୁ  ନିର୍ଦ୍ଦେଶନାମା ଜାରି କରାଯାଇଛି । ସବୁ  ବିଭାଗର ସଚିବଙ୍କ ସମେତ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରମୁଖଙ୍କୁ ଏନେଇ ଚିଠି ହୋଇଛି ।  ଚିଠିରେ ଉଲ୍ଲେଖ ହୋଇଛି ଗତ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ମୋଟ ୪ ହଜାର ସରକାରୀ ଯାନବାହାନ ସ୍କ୍ରାପ ହୋଇସାରିଛି । ଏଥିପାଇଁ କେନ୍ଦ୍ର ଅର୍ଥମନ୍ତ୍ରାଳୟ ପକ୍ଷରୁ […]

ଠକ ସ୍ଵାମୀର ପର୍ଦ୍ଦାଫାଶ! ଥାନାରେ ହାଜରେ ହେଲେ ୨ ସ୍ତ୍ରୀ

ମିଛ ପ୍ରେମର ଅଭିନୟ କରି ଦୁଇଜଣ ମହିଳାଙ୍କୁ ବିବାହ କରିଥିଲେ । ସେମାନଙ୍କ ଟଙ୍କାରେ ଅୟସ, ଆରାମ କରୁଥିଲେ । ପୁଣି ଟଙ୍କା ଲୋଭରେ ଦେଉଥିଲେ ଧମକ ଆଉ ଶାରିରୀକ ନିର୍ଯାତନା । ଆହୁରି ଅନେକ ବିବାହ କରି ସ୍ତ୍ରୀଙ୍କୁ ଲୁଚାଇ ରଖିଥିବା ମଧ୍ୟ ଅଭିଯୋଗ କରିଛନ୍ତି ଦ୍ଵିତୀୟ ସ୍ତ୍ରୀ । ସୁହାନାମୁତାବକ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଚୁନିଦା ବଳଭଦ୍ରପୁର ଗାଁର ସୀତାଂଶୁ ଶେଖର ସାହୁ ପ୍ରଥମେ ବାଲେଶ୍ଵର ଜିଲ୍ଲା ଅଞ୍ଚଳର ଅଞ୍ଜନା ବାରିକ ନାମକ […]

“ଆମ ସାଥି” Chatbotର ଶୁଭାରମ୍ଭ କଲେ ରାଜ୍ୟ ସରକାର

ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଜନ୍ମମୃତ୍ୟୁ, ଆଇନଗତ ଉତ୍ତରାଧିକାରୀ, ବାସସ୍ଥାନ ଏବଂ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ, ଆର୍ନ୍ତଜାତି ବିବାହରୁ ଲାଭ, ଜାତୀୟ ପରିବାର ଯୋଜନାରୁ ଲାଭ ଭଳି ବହୁ ସୁବିଧା ହ୍ୱାଟସଆପ୍ ଜରିଆରେ ମିଳିପାରିବ ।ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି “ଆମ ସାଥି” ଚାଟବଟ୍ ଏବଂ ସେଣ୍ଟ୍ରାଲ୍ ମନିଟରିଂ ସିଷ୍ଟମ୍ ୨.୦ । ଏଥିପାଇଁ “ଆମ ସାଥି” ହ୍ଵାଟ୍ସଆପ୍ ଚାଟ ବଟ ନମ୍ବର 9437292000ରେ ମେସେଜ ଦେଲେ […]

ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି; ୭୫ ହଜାର ୪୦୩ ଶିକ୍ଷକ-ଶିକ୍ଷୟିତ୍ରୀ ଦେବେ ପରୀକ୍ଷା

ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ଦେବେ ଏହି ପରୀକ୍ଷା । ସମସ୍ତ ପରୀକ୍ଷା କେନ୍ଦ୍ରରେ ହୋଇଛି ସିସିଟିଭି ବ୍ୟବସ୍ଥା । ବୋର୍ଡରେ ରହିଛି ଇଣ୍ଟିଗ୍ରେଟେଡ଼ କମାଣ୍ଡ କଣ୍ଟ୍ରୋଲ ରୁମ । ବୋର୍ଡରୁ ସମସ୍ତ ପରୀକ୍ଷା ନିରୀକ୍ଷଣ କରି ପାରିବେ ଅଧିକାରୀ ପରୀକ୍ଷାରେ ଅନିୟମିତତା ତଥା ଭାଇରାଲ୍‌ ଓ କପି ଆଦି ନିୟନ୍ତ୍ରଣ ପାଇଁ ପୂର୍ବ ପରି ପ୍ରତି ପ୍ରଶ୍ନପତ୍ରରେ କ୍ୟୁଆର୍‌ କୋର୍ଡ […]

ନୂଆପଡ଼ା ବିଧାନସଭା ଆସନ, ଜୟ ଢୋଲକିଆ ବିଜେଡି ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

“ଆମ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ମୁଁ କାମ କରୁଛି । ମୁଁ ବିଜେଡିର ପ୍ରାର୍ଥୀ ହେବି ।ତେବେ କିଛି ଗଣମାଧ୍ୟମରେ ସେ ଅନ୍ୟ ଦଳରେ ମିଶିବା ନେଇ ପ୍ରକାଶିତ ଖବରକୁ ଜୟ ଢୋଲକିଆ ଖଣ୍ଡନ କରିଛନ୍ତି । ବିଜେଡି ଉପରେ ତାଙ୍କ ପରିବାରର ଆସ୍ଥା ଓ ବିଶ୍ଵାସ ରହିଛି । ଏବେ ଜୟ ଢୋଲକିଆ ନୂଆପଡ଼ା ନିର୍ବାଚନ ମଣ୍ଡଳୀର ବିଭିନ୍ନ ଗାଁକୁ ବୁଲି ଜନସମର୍ଥନ ଜୁଟାଉଛନ୍ତି । ସେ ଆଗାମୀ ଉପନିର୍ବାଚନ ଲଢ଼ିବା […]

ନବରାତ୍ରିର ପଞ୍ଚମ ଦିନରେ ମା’ ସ୍କନ୍ଦମାତାଙ୍କୁ ପୂଜା

ନବରାତ୍ରିର ପ୍ରତ୍ୟେକ ଦିନ ଦେବୀ ମାତାଙ୍କ ପୂଜା ପାଇଁ ଉତ୍ସର୍ଗୀକୃତ, କିନ୍ତୁ ପ୍ରତ୍ୟେକ ଦିନ ଦେବୀଙ୍କ ଏକ ଭିନ୍ନ ରୂପକୁ ପୂଜା କରାଯାଏ। ତେଣୁ, ନବରାତ୍ରିର ପଞ୍ଚମ ଦିନରେ ପୂଜା ପାଉଥିବା ଦେବୀ ଦୁର୍ଗାଙ୍କ ରୂପ ହେଉଛି ସ୍କନ୍ଦମାତା। ଦେବୀଙ୍କ ଏହି ରୂପ ମାତୃତ୍ୱ, ଜ୍ଞାନ ଏବଂ ଶକ୍ତିର ପ୍ରତୀକ। ସ୍କନ୍ଦ ଭଗବାନ ଶିବ ଏବଂ ଦେବୀ ପାର୍ବତୀଙ୍କ ପୁତ୍ର ଭଗବାନ କାର୍ତ୍ତିକେୟଙ୍କୁ ବୁଝାଏ। ତାଙ୍କ ମାତା ହୋଇଥିବାରୁ, ଦେବୀଙ୍କ ଏହି ରୂପ ସ୍କନ୍ଦମାତା ଭାବରେ ପରିଚିତ […]

ପୁଣି ନୂଆ ଶୁଳ୍କ ଘୋଷଣା-ବିଦେଶୀ ଔଷଧୀୟ ସାମଗ୍ରୀ ଉପରେ ୧୦୦% ଟାରିଫ୍‌

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଶୁଳ୍କ ସମ୍ପର୍କିତ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଔଷଧ କ୍ଷେତ୍ର ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି। ଟ୍ରମ୍ପଙ୍କର ଏହି ‌ନିଷ୍ପତ୍ତି ଯୋଗୁଁ ଔଷଧଗୁଡ଼ିକ ଏବେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ ହୋଇଯିବ। ଆମେରିକା ରାଷ୍ଟ୍ରପତିଙ୍କ ଏଭଳି ନିଷ୍ପତ୍ତି ପାଇଁ ଭାରତୀୟ ଔଷଧ ନିର୍ମାତାମାନଙ୍କ ଉପରେ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇପାରେ । କାରଣ ଆମେରିକାକୁ ଭାରତ ପ୍ରତିବର୍ଷ ପ୍ରାୟ ୮୩୦୦୦କୋଟି ଟଙ୍କା ଔଷଧ ରପ୍ତାନି କରିଥାଏ […]

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା 

ବଙ୍ଗୋପସାରଗରେ ଲଘୁଚାପ ସୃଷ୍ଟି ହୋଇସାରିଛି।୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଦ୍ର ଉପକୂଳ ଅତିକ୍ରମ କରିବ ଅଵପାତ ।  ପରିଣାମରେ କୋରାପୁଟ ଓ ମାଲକାନଗିରି  ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି  ।ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଜି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଏହାସହ ୨ ଅକ୍ଟୋବରରେ ପୁଣି ଏକ ଅବପାତ ସୃଷ୍ଟି ହେବା ସମ୍ଭାବନା ରହିଛି। ସେପେଟ ସକାଳୁ […]

୨୭ ରୁ ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି

କମିଶନରେଟ୍ ପୋଲିସ ଗୁରୁବାର ଦିନ ଭୁବନେଶ୍ୱରରେ ଦୁର୍ଗାପୂଜା ଉତ୍ସବ ପାଳନ ପାଇଁ ଟ୍ରାଫିକ୍ କଟକଣା ଜାରି କରିଛି । ଟ୍ରାଫିକ୍ କଟକଣା ସେପ୍ଟେମ୍ବର ୨୭ ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଜାରି ରହିବ।ଭୁବନେଶ୍ୱରରେ ସେପ୍ଟେମ୍ବର ୨୮ ରୁ ଅକ୍ଟୋବର ୦୨ ତାରିଖ ପର୍ଯ୍ୟନ୍ତ ଦୁର୍ଗାପୂଜା ଉତ୍ସବ ପାଳନ କରାଯିବ। ଓଡ଼ିଶା ସହରାଞ୍ଚଳ ପୋଲିସ ଆଇନ ୨୦୦୩ (୨୦୦୭ ର ଓଡ଼ିଶା ଆଇନ ୮) ର ଧାରା ୨୮ ଅନୁଯାୟୀ ପ୍ରଦାନ କରାଯାଇଥିବା କ୍ଷମତା ବଳରେ ଏବଂ ଭୁବନେଶ୍ୱର-କଟକ […]

ଆଜିର ରାଶିଫଳ(୨୬ ସେପ୍ଟେମ୍ବର, ୨୦୨୫)

ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ। ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]

ଭୁବନେଶ୍ବର ଏମ୍ସରେ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟାବସ୍ଥା ସୁଧୁରିଲା

ସଙ୍ଗୀତ ନିର୍ଦେଶକ ଅଭିଜିତ ମଜୁମଦାର ସ୍ଵାସ୍ଥ୍ୟରେ ସୁଧାର ଆସିଥିବା ଭୁବନେଶ୍ଵର ଏମ୍‌ସ ପକ୍ଷରୁ ସୂଚନା ମିଳିଛି। ଗୁରୁବାର ତାଙ୍କ ଆଇସିୟୁ ଓ୍ବାର୍ଡରୁ ବାହାର କରି ମେଡିସିନ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଇଛି।ସୂଚନାଯୋଗ୍ୟ, ଅଭିଜିତ ଫୁସଫୁସ ସଂକ୍ରମଣ ଜନିତ ରୋଗରେ ପୀଡ଼ିତ ଥାଇ ଚିକିତ୍ସା ପାଇଁ ଭୁବନେଶ୍ଵର ଏମ୍‌ସରେ ଭର୍ତ୍ତି ହୋଇଥିଲେ। ହେଲେ ତାଙ୍କ ସ୍ଵାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସି ନ ଥିଲା। ଦିନକୁ ଦିନ ସ୍ଵାସ୍ଥ୍ୟାବସ୍ଥା ଜଟିଳ ହେବାରେ ଲାଗିଥିଲା। ମାତ୍ର ଡାକ୍ତରମାନଙ୍କ ନିରବଚ୍ଛିନ୍ନ ପ୍ରୟାସ ଯୋଗୁ ତାଙ୍କ […]

ପ୍ରେମ ଓ ପରେ ପ୍ରତାରଣା ଯୋଗୁଁ ଆତ୍ମହତ୍ୟା କଲେ ଛାତ୍ରୀ

ପ୍ରେମ ପ୍ରତାରଣାରୁ ଜୀବନ ହାରିଲେ ବିଏମସି ନର୍ସିଂ ଛାତ୍ରୀ । ମୃତ ଛାତ୍ରୀ ଜଣଙ୍କ ହେଲେ ମାଲକାନହିରି ଥାନା ଏମଭି- ୩୬ । କିଛି ଦିନ ତଳେ ଟାବଲେଟ ଖାଇ ଜୀବନ ହାରିବା ଉଦ୍ୟମ କରିଥିଲେ । ଗତକାଲି ମେଡିକାଲରୁ ଡିସ୍ଚାର୍ଜ ହୋଇ ଘରକୁ ଆସିଥିଲେ ଛାତ୍ରୀ । ଆଜି ପୁଣି ନିଜ ଘରେ ଫାଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିବା ସମୟରେ ବାପା ଦେଖି ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ । ହେଲେ ମେଡିକାଲରେ […]