ମଙ୍ଗଳବାର ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ଫେରିବ ମହାପ୍ରଭୁଙ୍କ ଗଚ୍ଛିତ ରତ୍ନ ଅଳଙ୍କାର । ଦିନ ୧୦ଟା ପରେ ମାହେନ୍ଦ୍ର ବେଳାରେ ଏହି କାର୍ଯ୍ୟ ସମାପନ ହେବ । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ସମସ୍ତ କାର୍ଯ୍ୟ ସମାପନ ହେବ ବୋଲି ସୋମବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍ରୁ (ଖଟଶେଯ ଓ ଚାଙ୍ଗଡ଼ା ଘର) ରତ୍ନଅଳଙ୍କାରଗୁଡ଼ିକ ସୁରକ୍ଷିତ ଭାବେ ସ୍ଥାନାନ୍ତର ପାଇଁ ପ୍ରାଧିକୃତ ୧୧ ଜଣିଆ କମିଟି ଗଠନ କରାଯାଇଛି। ଏହି କମିଟିରେ ଶ୍ରୀମନ୍ଦିର […]
ମେଷଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ବୃଷରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ […]
ଗୋଲାପ ଫୁଲକୁ ସ୍ନେହ ଓ ପ୍ରେମର ପ୍ରତୀକ ଭାବେ ଧରାଯାଏ । କ୍ୟାନ୍ସର ପରି ଏକ ମାରାତ୍ମକ ବ୍ୟାଧି ସହ ଲଢ଼ୁଥିବା ରୋଗୀଙ୍କୁ ଗୋଲାପ ଫୁଲଟିଏ ଦେଇ ସେମାନଙ୍କ ମନୋବଳ ବୃଦ୍ଧି କରିବା ସହ ଜୀବନ ପ୍ରତି ନୂତନ ଆଶା ସଞ୍ଚାର କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ସେପେଫମ୍ବର ୨୨ ତାରିଖକୁ ‘ବିଶ୍ୱ ଗୋଲାପ ଦିବସ’ ଭାବେ ପାଳନ କରାଯାଏ । କର୍କଟ ରୋଗ ସହ ସଂଘର୍ଷ କରୁଥିବା ଲୋକଙ୍କୁ ଜିଇଁବା ପାଇଁ ପ୍ରେରଣା ଦେବା ତଥା ତାଙ୍କ […]
ବଢୁଛି ସୁନା ଏବଂ ରୁପା ଦର ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୨,୫୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୩,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୨,୫୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୩,୨୦୦ ଟଙ୍କାକୁ ପହଞ୍ଚିଛି ।। ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, […]
ଘିଅ, ବଟର, ପନିର, ଆଇସକ୍ରିମ ଏବଂ ଅନ୍ୟାନ୍ୟ ଦୁଗ୍ଧଜାତ ଦ୍ରବ୍ୟ ସମେତ ୭୦୦ ରୁ ଅଧିକ ଉତ୍ପାଦର ମୂଲ୍ୟ ହ୍ରାସ କଲା ଅମୁଲ । ଏହି ନୂଆ ଦାମ ୨୨ ସେପ୍ଟେମ୍ବର ୨୦୨୫ରୁ ଲାଗୁ ହେବ । ଆମୁଲର ୧ ଲିଟର ଆଇସକ୍ରିମ ଟବର ମୂଲ୍ୟ ୧୯୫ ଟଙ୍କାରୁ ହ୍ରାସ ପାଇ ୧୮୦ ଟଙ୍କା ହେବ, ଆମୁଲ ଡାର୍କ ଓ ମିଲ୍କ ଚକୋଲେଟ (୧୫୦ ଗ୍ରାମ) ୨୦୦ ଟଙ୍କାରୁ ୧୮୦ ଟଙ୍କା ହେବ, କାରଣ ଏହି ଉତ୍ପାଦର […]
ଭାରତରେ ବିମାନ ହାଇଜାକ୍ ଉଦ୍ୟମ ପଣ୍ଡ । ଜଣେ ଯାତ୍ରୀ କକ୍ପିଟର ଦ୍ବାର ଖୋଲିବାକୁ ଚେଷ୍ଟା କରିବା ପରେ ବିମାନ ହାଇଜାକ୍ ନେଇ ସନ୍ଦେହ ବଢ଼ିଥିଲା । ହେଲେ ବିମାନର ପାଇଲଟ୍ଙ୍କ ଉପସ୍ଥିତି ବୁଦ୍ଧି ଯୋଗୁଁ ଉଭୟ ବିମାନ ଏବଂ ଯାତ୍ରୀ ସୁରକ୍ଷିତ ଅଛନ୍ତି । ସୂଚନାମୁତାବକ, ଯାତ୍ରୀଙ୍କ ନିଜ ୮ ଜଣ ସାଥି ସହିତ ବିମାନରେ ଯାତ୍ରା କରୁଥିଲେ । ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ଫ୍ଲାଇଟ୍ IX 1086 ରେ ଶୌଚାଳୟ ଖୋଜିଖୋଜି ଯାତ୍ରୀ ଜଣକ […]
ସମୟ ଅବଧି ସରିଥିବାରୁ କଂଗ୍ରେସର ଅନାସ୍ଥା ପ୍ରସ୍ତାବ କାଟ ଖାଇଛି । ଗୃହରେ ବାଚସ୍ପତି ଏନେଇ ଘୋଷଣା କରିଛନ୍ତି। ଏହାକୁ ବିରୋଧ କରି ବାଚସ୍ପତିଙ୍କ ଫୋଡିୟମ ତଳେ କଂଗ୍ରେସ ବିଧାୟକ ନାରାବାଜି କରିଛନ୍ତି।ରେ ବିଧାନସଭା ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ କଂଗ୍ରେସ ବିଧାୟକ ଧାରଣା ଦେଇଛନ୍ତି। ସୋମବାର ଅପରାହ୍ନରେ ଗୃହ ସ୍ୱାଭାବିକ ହୋଇଥିଲା। ଅନାସ୍ଥା ପ୍ରସ୍ତାବ ଗ୍ରହଣ କରିବାକୁ ବାଚସ୍ପତିଙ୍କୁ କଂଗ୍ରେସ ବିଧାୟକ ଦଳ ନେତା ରାମ ଚନ୍ଦ୍ର କାଡାମ ଅନୁରୋଧ କରିଥିଲେ। ବାଚସ୍ପତି କହିଥିଲେ […]
ଏବେ ସାହୁ ଭାଉଜଙ୍କ ଡିମାଣ୍ଡ୍ ବହୁତ । ସାହୁ ଭାଉଜ ଷ୍ଟେଜ୍ ଚଢିଲେନି ବୋଲି ଚେୟାର ମାଡ଼ କଲେ ଦର୍ଶକ। ବନ୍ଦ ହୋଇଗଲା ପୁରା ଯାତ୍ରା। ଏଭଳି ଘଟଣା ଘଟିଛି କେନ୍ଦୁଝର ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ମନୋହରପୁର ଗାଁରେ।ଦୁର୍ଗାଶ୍ରୀ ଯାତ୍ରାପାର୍ଟି ଗାଁରେ ଯାତ୍ରା ପକେଇଥିଲା। ତେବେ ଶନିବାର ଦିନ ସାହୁ ଭାଉଜ ଷ୍ଟେଜ ଶୋ’ କରିବାର ପ୍ରୋଗ୍ରାମ ଥିଲା। ସାହୁ ଭାଉଜ ଆସି ପହଂଚିଥିଲେ। କିନ୍ତୁ ସ୍ଥାନୀୟ ଲୋକଙ୍କ ବିରୋଧ ପରେ ପୋଲିସ ଘଟଣାସ୍ଥଳକୁ ଯାଇ ସାହୁ […]
ନବଜାତ ମୃତ୍ୟୁକୁ ନେଇ ବିଧାନସଭା ତଥ୍ୟ ଚିନ୍ତାଜନକ । ଗତ ତିନିବର୍ଷ ଭିତରେ ୨୩,୧୩୦ ନବଜାତକଙ୍କ ମୃତ୍ୟୁ ହୋଇଛି । ମା’ ଗର୍ଭରେ ୩୪ ହଜାର ୨୮୪ ଜଣ ଶିଶୁ ଙ୍କ ମୃତ୍ୟୁ ହୋଇଛି । ପ୍ରସବ ସମୟରେ ୨ ହଜାର ୬୪ ଜଣ ଗର୍ଭବତୀଙ୍କ ମୃତ୍ୟୁ ହୋଇଛି । ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖିଛନ୍ତି । ତେବେ ଆଜି ବିଧାନସଭା ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ, ହୋହଲ୍ଲା। ମାତ୍ର ୭ ମିନିଟ ଚାଲି […]
ରାଜ୍ୟରେ ଆଇଏଏସ୍ ଆଉ ଆଇପିଏସଙ୍କ ଅଭାବ । ଖାଲି ପଡ଼ିଛି ୧୮୨ ପୋଷ୍ଟ । ୨୪୮ ଆଇଏଏସ ପଦବୀ ସଂଖ୍ୟାରୁ ଖାଲି ରହିଛି ୪୫ ପଦବୀ । ମଞ୍ଜୁରୀ ପ୍ରାପ୍ତ ୧୯୫ ଆଇପିଏସ ପଦବୀରୁ ଖାଲି ରହିଛି ୬୬ ପଦବୀ । ୨୨୪୮ ଓଏଏସ ପଦବୀରୁ ୩୪୨ ପଦବୀ ଖାଲି ପଡିଛି । ୮୪୯ ଓପିଏଏସ ପଦବୀରୁ ଖାଲି ପଡିଛି ୧୪୧ ପଦବୀ । ବିଜେଡି ବିଧାୟକ ଅରୁଣ ସାହୁ ଏନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ।ଏନେଇ […]
ପୂର୍ବତନ ମନ୍ତ୍ରୀ ଓ ନୂଆପଡା ର ସ୍ବର୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆ ଙ୍କ ବିୟୋଗ ରେ ନୂଆପଡା ରେ ଆୟୋଜିତ ହୋଇଛି ଶୋକ ସଭା |ନୂଆପଡ଼ାର ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ନବୀନ ପଟ୍ଟନାୟକ ଦେଇଛନ୍ତି ଶ୍ରଦ୍ଧାଞ୍ଜଳି। ଖରିଆର ରୋଡ୍ ରେ ବିଜେଡି ତରଫରୁ ହୋଇଥିବା ଶ୍ରଦ୍ଧାଞ୍ଜଳି ସଭାରେ ଅନଲାଇନରେ ଯୋଗ ଦେଇଥିଲେ ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ରାଜେନ୍ଦ୍ର ଢୋଲକିଆଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହିତ ସେ ଶୋକସନ୍ତପ୍ତ ପରିବାରକୁ […]
ରାଜ୍ୟରେ ମାତ୍ର ୧୫ମାସରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ୧୯୯ ସରକାରୀ ବାବୁ । ଆଜି ଏନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତର ରଖିଛନ୍ତି । ୧୯୯ ଦୁର୍ନୀତି ସରକାରୀ ଅଧିକାରୀଙ୍କୁ ଧରିଲାଣି ଭିଜିଲାନ୍ସ। ଗତ ୧୫ ମାସରେ ୭୭ଟି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା ରୁଜୁ କରିଛି ଭିଜିଲାନ୍ସ। ଲାଞ୍ଚ ନେବା ଅଭିଯୋଗରେ ରୁଜୁ ହୋଇଛି ୧୨୨ଟି ମାମଲା। ମୋଟ ୨୦୨ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଜବତ କରିଛି ଭିଜିଲାନ୍ସ। […]
