ବିଧାନସଭା ଆରମ୍ଭରୁ ଆଜି ବି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । କଂଗ୍ରେସ ଓ ବିଜେଡି ସଦସ୍ୟଙ୍କ ହୋହଲ୍ଲା ଓ ନାରାବାଜି । ପ୍ଲାକାର୍ଡ, ପୋଷ୍ଟର ଧରି ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ । ଗୃହକୁ ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି । ସୂଚନାମୁତାବକ ଆଜି ବି ଚାଲିପାରିଲାନି ଗୃହ, ୪ଟା ଯାଏଁ ମୁଲତବୀ ଘୋଷଣା । ମୌସୁମୀ ଅଧିବେଶନର ଚତୁର୍ଥ ଦିନରେ ୧୦ ମିନିଟ୍ ବି ଚାଲିଲାନି ଗୃହ କାର୍ଯ୍ୟ । ବିଜେପି – ବିଜେଡି […]
ଆଜି ବିଶ୍ୱ ଗଣ୍ଡା ଦିବସ ।ଗଣ୍ଡା ବଂଶର ସୁରକ୍ଷା ଓ ସଂରକ୍ଷଣ ଲାଗି ୨୦୧୦ ସେପ୍ଟେମ୍ବର ୨୨ ତାରିଖରୁ ଏହି ଦିବସ ସାରା ବିଶ୍ବରେ ପାଳନ କରାଯାଉଛି। ବିଶ୍ୱ ବନ୍ୟପ୍ରାଣୀ ସଂସ୍ଥା(ଡବ୍ଲ୍ୟୁ ଡବ୍ଲ୍ୟୁ ଏଫ୍) ପ୍ରଥମେ ଦକ୍ଷିଣ ଆଫ୍ରିକାରେ ସଚେତନତା ଦିବସ ଭାବେ ଏହି ଦିବସ ପାଳନ କରିଥିଲା। ତେବେ ଭାରତରେ ବହୁ ସଂଖ୍ୟାରେ ଏକ ସିଙ୍ଗ ବିଶିଷ୍ଟ ଗଣ୍ଡା ରହିଛନ୍ତି। ସେମାନଙ୍କର ସଂଖ୍ୟା ୩ ହଜାରରୁ ଅଧିକ ହେବ । ଏହି ଗଣ୍ଡାମାନେ ଆସାମ, ପଶ୍ଚିମବଙ୍ଗ […]
ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆସନ୍ତା ୨୩ ସେପ୍ଟେମ୍ବର (ମଙ୍ଗଳବାର) ଦିନ ସ୍ଥାୟୀ ରତ୍ନଭଣ୍ଡାରକୁ, ରାଜ୍ଯ ସରକାରଂକ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ, ସ୍ଥାନାନ୍ତର କରାଯିବ l ଏଥିପାଇଁ ସକାଳ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ । ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ପ୍ରବେଶ ବନ୍ଦ ରହିବ […]
ହିନ୍ଦୁ ଧର୍ମରେ ନବରାତ୍ରୀର ଉତ୍ସବ ବହୁତ ମହତ୍ତ୍ୱ ରଖିଥାଏ । ଏହି ନବରାତ୍ର ୯ ଦିନ ପାଳନ କରାଯାଏ । ଏହି ପୂଜା ସମ୍ପୂର୍ଣ୍ଣ ଭାବରେ ମା’ ଦୁର୍ଗାଙ୍କୁ ସମର୍ପଣ କରାଯାଇଥାଏ । ମାଆଙ୍କ ନଅଟି ରୂପର ପ୍ରଥମ ରୂପ ହେଉଛନ୍ତି ମା’ ଶୈଳପୁତ୍ରୀ । ନବରାତ୍ରୀର ପ୍ରଥମ ଦିନରେ ମା’ ଶୈଳପୁତ୍ରୀଙ୍କ ବିଧିବିଧାନର ସହ ପୂଜାର୍ଚ୍ଚନା କରାଯାଏ । ମା’ଙ୍କ ଏହି ରୂପ ପଛରେ ଥିବା ତାତ୍ତ୍ୱିକ ଅବଧାରଣା ଧାର୍ମିକ , ସାଂସ୍କୃତିକ ଏବଂ ସାମାଜିକ […]
ନବରାତ୍ରି ଅବସରରେ ଦେଶବାସୀଙ୍କୁ ବଡ଼ ଭେଟି, ମଝିରାତିରୁ ଭାରତରେ କାର୍ଯ୍ୟକାରୀ ହେଲା ନୂଆ ଜିଏସ୍ଟି । ୩ ସେପ୍ଟେମ୍ବର, ଜିଏସ୍ଟି କାଉନସିଲ ବୈଠକରେ ହୋଇଥିବା ନିଷ୍ପତ୍ତି ଆଜିଠାରୁ ସାରାଦେଶରେ ଲାଗୁ ହୋଇଛି । ୫ ରୁ ୧୮% ଟିକସ ସ୍ଲାବ ଅଧୀନରେ ଆସୁଥିବା ଅନେକ ଉତ୍ପାଦକୁ ଏଥିରୁ ମୁକ୍ତ କରାଯାଇଛି । ଖାଦ୍ୟ ସାମଗ୍ରୀ ଠାରୁ ଆରମ୍ଭ କରି ଶିକ୍ଷା, କୃଷି, ଚିକିତ୍ସା ଏବଂ ପିଲାମାନଙ୍କ ପାଠପଢ଼ା ସାମଗ୍ରୀ ମଧ୍ୟ ନୂଆ ଜିଏସଟି କାର୍ଯ୍ୟକାରୀ ହେବା ପରେ […]
ନବରାତ୍ରି ଅବସରରେ ଦେଶବାସୀଙ୍କୁ ବଡ଼ ଭେଟି ଦେଇଛନ୍ତି କେନ୍ଦ୍ର ସରକାର । ମଝିରାତିରୁ ଭାରତରେ କାର୍ଯ୍ୟକାରୀ ହେଲା ନୂଆ ଜିଏସ୍ଟି । ୩ ସେପ୍ଟେମ୍ବର, ଜିଏସ୍ଟି କାଉନସିଲ ବୈଠକରେ ହୋଇଥିବା ନିଷ୍ପତ୍ତି ସାରାଦେଶରେ ଲାଗୁ ହୋଇଛି । ୧୨% ଓ ୨୮% ଟ୍ୟାକ୍ସ ସ୍ଲାବ୍ ସମ୍ପୂର୍ଣ୍ଣ ଉଛେଦ୍ଦ କରାଯାଇଥିବା ବେଳେ ଏଣିକି କେବଳ ୫% ଓ ୧୮% ଜିଏସ୍ଟି ରହିଛି । ଅଧିକାଂଶ ସାମଗ୍ରୀର ଦରରେ ବ୍ୟାପକ ହ୍ରାସ ଘଟିଛି । ଫଳରେ ଏହାର ଲାଭ ସିଧାସଳଖ […]
ଉତ୍ତର ଆଣ୍ଡାମାନ ଓ ସଂଲଗ୍ନବର୍ତ୍ତୀ ମିଆଁମାର ଉପକୂଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଉତ୍ତରବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ସେହିପରି ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ୨୫ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ୨୬ ତାରିଖ […]
ମେଷଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ। ବୃଷଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ […]
ମେଷ- ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ। ବୃଷପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, […]
ଭାରତୀୟ ସିନେମାରେ ଅମୂଲ୍ୟ ଅବଦାନ ପାଇଁ ମାଲାୟାଲମ୍ ସୁପରଷ୍ଟାର ମୋହନଲାଲଙ୍କୁ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯିବ। ଏହି ପୁରସ୍କାର ସେପ୍ଟେମ୍ବର ୨୩ ତାରିଖରେ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ପ୍ରଦାନ କରାଯିବ। ଶନିବାର କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏହି ଘୋଷଣା କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ ଏହି ଆୱାର୍ଡ ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ । ସିନେମା ଉଦ୍ୟୋଗକୁ ବିଶେଷ ଯୋଗଦାନ ପାଇଁ ବିଶିଷ୍ଟ ବ୍ୟକ୍ତିଙ୍କୁ ଏହା ପ୍ରଦାନ କରାଯାଇଥାଏ […]
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ ଶେଷ । କାର୍ତ୍ତିକ ମାସ ନୀତି ଚୂଡ଼ାନ୍ତ । ଭୋର ୪ଟାରୁ ଫିଟିବ ଦ୍ବାର । ସେପଟେ ଏମାର ମଠରୁ ମିଳିଥିବା ସମସ୍ତ ରୂପା ଇଟା ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ଆଣିବା ପାଇଁ ଛତିଶା ନିଯୋଗ ପକ୍ଷରୁ ଦିଆଗଲା ପ୍ରସ୍ତାବ । କାର୍ତ୍ତିକ ମାସପରେ ନାଟମଣ୍ଡପରେ ଧାଡି ଦର୍ଶନ କରାଯିବ । ନୀତି ପାଇଁ କାର୍ତ୍ତିକ ମାସ ପରେ ହେବ । ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ଉପରେ ଆଲୋଚନା ।ପରମ୍ପରା କ୍ଷୁର୍ଣ୍ଣ […]
ଭାରତୀୟ ରେଳ ଯାତ୍ରୀଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛି । ଏଣିକି ରେଲୱେ ଷ୍ଟେସନରେ ମିଳୁଥିବା ‘ରେଳ ନୀର’ର ଗୋଟିଏ ଲିଟର ପାଣି ୧୫ ଟଙ୍କା ବଦଳରେ କେବଳ ୧୪ ଟଙ୍କାରେ ମିଳିବ । ରେଲୱେର ଏହି ନିଷ୍ପତ୍ତି ଦ୍ୱାରା ଯାତ୍ରୀମାନେ ଉପକୃତ ହେବେ ।ଏହା ଆସନ୍ତା ୨୨ ତାରିଖରୁ ଲାଗୁ ହେବ ।ସେହିପରି ୫୦୦ ମିଲି ପାଣି ୯ ଟଙ୍କାରେ ମିଳିବ । ପୂର୍ବରୁ ରେଲ ନୀର ୧ ଲିଟର ବୋତଲ ୧୫ ଟଙ୍କା […]
