author

ଚିକିତ୍ସା ପାଇଁ ଜୁନ ୨୨ ତାରିଖରେ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ ।

ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ । ଜୁନ ୨୨ ତାରିଖରେ ସେ ମୁମ୍ୱାଇ ଯିବେ । କୋକିଲାବେନ୍ ଧିରୁଭାଇ ଅମ୍ୱାନୀ ଡାକ୍ତରଖାନାରେ ହେବେ ଚିକିତ୍ସିତ । ଏ ନେଇ ନବୀନ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ନବୀନ ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ ସେ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ର ଚିକିତ୍ସା ପାଇଁ ମୁମ୍ବାଇ ଯାଉଛନ୍ତି। ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବେ। ସେ ପ୍ରଭୁ […]

ଫାସ୍ ଟ୍ୟାଗକୁ ନେଇ ବଡ଼ ଘୋଷଣା, ୩ ହଜାର ଟଙ୍କାରେ ମିଳିବ ବାର୍ଷିକ ପାସ୍

କେନ୍ଦ୍ର  ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ବୁଧବାର ଏକ ଐତିହାସିକ ଘୋଷଣା କରିଛନ୍ତି। ଅଗଷ୍ଟ ୧୫, ୨୦୨୫ ଠାରୁ, ଘରୋଇ ଯାନବାହନ (ଯେପରିକି କାର, ଜିପ, ଭ୍ୟାନ, ଇତ୍ୟାଦି) ପାଇଁ ୩୦୦୦ ମୂଲ୍ୟର ଏକ FASTag-ଆଧାରିତ ବାର୍ଷିକ ପାସ ଜାରି କରାଯିବ। ଏହି ପାସ ସକ୍ରିୟକରଣ ତାରିଖରୁ ଗୋଟିଏ ବର୍ଷ କିମ୍ବା ୨୦୦ ଯାତ୍ରା ପାଇଁ ବୈଧ ହେବ। ଯାହା ସାଧାରଣ ଲୋକଙ୍କୁ ଦେବ ବହୁ ମାତ୍ରାରେ ଆଶ୍ୱସ୍ତି । କେନ୍ଦ୍ରମନ୍ତ୍ରୀ ନୀତିନ […]

ଝାଡ଼ାବାନ୍ତି ଏବେ ସେକେଣ୍ଡ ଟ୍ରାନ୍ସମିସନ ଷ୍ଟେଜରେ ଅଛି-ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକ ।

ଝାଡ଼ାବାନ୍ତି ଏବେ ସେକେଣ୍ଡ ଟ୍ରାନ୍ସମିସନ ଷ୍ଟେଜରେ ଅଛି । ଜଳ ବାହିତ ଏହି ଜୀବାଣୁ ଏବେ ମଣିଷଙ୍କଠାରୁ ମଣିଷଙ୍କୁ ଡେଉଁଛି । ଅର୍ଥାତ୍ ସଂକ୍ରମିତ ଅଞ୍ଚଳର ବ୍ୟକ୍ତି ଅନ୍ୟ ଅଞ୍ଚଳକୁ ଯିବା ଏବଂ ସେଠାରେ ଝାଡ଼ା କିମ୍ବା ବାନ୍ତି କଲେ ତାହା ପାଣି ସହ ମିଶି ସଂକ୍ରମଣ ବଢ଼ାଇଥାଏ ବୋଲି କହିଛନ୍ତି ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକ । ଯାଜପୁରରୁ ଆରମ୍ଭ ହୋଇ ଅନ୍ୟ ଜିଲ୍ଲାକୁ ବ୍ୟାପିଲାଣି ଝାଡ଼ାବାନ୍ତି ରୋଗ । ବର୍ତ୍ତମାନ ୭ରୁ ଅଧିକ ଜିଲ୍ଳାରେ ଝାଡ଼ାବାନ୍ତି […]

କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ

କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ୍ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷଣା । ସୁବ୍ରତ ସେନାପତି ଏବଂ ରାଜକିଶୋର ପାଢୀଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ କରାଯିବ । ‘କଦମ୍ବ ବନ’ ପାଇଁ ଯୁବ ଲେଖକ ସୁବ୍ରତ କୁମାର ସେନାପତି ଏବଂ ‘କେତେ ଫୁଲ ଫୁଟିଛି’ ବହି ପାଇଁ ଶିଶୁ ସାହିତ୍ୟିକ ରାଜକିଶୋର ପାଢ଼ୀ ପାଇବେ ୨୦୨୫ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ଓ ବାଲ ପୁରସ୍କାର ।ଏହି ପୁରସ୍କାର ସ୍ୱରୂପ ୫୦୦୦୦ ଟଙ୍କା ପ୍ରଦାନ […]

୧୨ ଟଙ୍କାରୁ ୯୪ ଟଙ୍କା ବଢିଲା ଭୁବନେଶ୍ୱର ରେଲୱେ ଷ୍ଟେସନରେ ପାର୍କିଂ ଫି

ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍‌ସ୍ଥିତ ରେଳ ଷ୍ଟେଶନରେ ଗାଡ଼ି ପାର୍କିଂ ଏବେ ମହଙ୍ଗା ହୋଇଛି। ପାର୍କିଂ ଫି’ ୮ଗୁଣା ବୃଦ୍ଧି କରାଯାଇଛି। ପାର୍କିଂ ଫି’ରେ ହଠାତ୍‌ ବୃଦ୍ଧିକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।ରଜ ଛୁଟିଦିନରେ ପାର୍କିଂ ସ୍ଥାନରେ ସେମାନଙ୍କର ବାଇକ୍ ଛାଡି ଆସିଥିବା ଯାତ୍ରୀମାନେ ଫେରିବା ପରେ ଏକ ବଡ ଆଘାତର ଶିକାର ହୋଇଥିବା ସୂଚନା ମିଳିଛି।ଏଠାରୁ ପ୍ରତିଦିନ ହଜାର ହଜାର ଲୋକ ଟ୍ରେନ୍‌ରେ ଯିବାଆସିବା କରିଥାନ୍ତି। ଅନେକ ଯାତ୍ରୀ ନିଜ ୨ ଚକିଆ ଯାନ ଓ ସାଇକେଲ […]

ଡାଇରିଆ ପରେ ରାଜଧାନୀରେ ଚିନ୍ତା ବଢ଼ାଇଲାଣି ଜଣ୍ଡିସ୍ ।

ରାଜ୍ୟ ସରକାରଙ୍କ ସହ କେନ୍ଦ୍ରୀୟ ଟିମ୍‌ର ବଡ଼ ବୈଠକ । ଗ୍ରାଉଣ୍ଡ ରିପୋର୍ଟ ନେଇ ବୈଠକରେ ଆଲୋଚନା ହୋଇଛି । ଆଗାମୀ ପଦକ୍ଷେପ ନେଇ ସରକାରଙ୍କୁ ପରାମର୍ଶ ଦେବେ ଏହି ଟିମ୍‌ର ସଦସ୍ୟ। ସେପଟେ ଦୂଷିତ ପାଣି ଯୋଗୁ ଡାଇରିଆ ବ୍ୟାପିଥିବା ନେଇ ରାଜ୍ୟ ସରକାରଙ୍କୁ ଅବଗତ କରାଇଲେ କେନ୍ଦ୍ରୀୟ ଟିମ୍ । ରାଜ୍ୟରେ ଝାଡାବାନ୍ତି ସ୍ଥିତି ସାମାନ୍ୟ କମିଥିଲେ ବି ଏଥିରେ ସମ୍ପୂର୍ଣ୍ଣ ବ୍ରେକ୍ ଲାଗିନି । ଯାଜପୁରରୁ ଆରମ୍ଭ ହୋଇଥିବା ଡାଇରିଆ ଏବେ ରାଜ୍ୟର […]

SBI କ୍ରେଡିଟ୍ କାର୍ଡ ଧାରୀଙ୍କୁ ଝଟକା, ଜୁଲାଇ ୧୫ରୁ ମିଳିବ ନାହିଁ ବିମାନ ବୀମା ଟଙ୍କା ।

SBI କ୍ରେଡିଟ୍ କାର୍ଡ ଧାରୀଙ୍କୁ ଝଟକା, ଜୁଲାଇ ୧୫ରୁ ମିଳିବ ନାହିଁ ବିମାନ ବୀମା ଟଙ୍କା । ଅନେକ ପ୍ରିମିୟମ କାର୍ଡ ଉପରୁ ହଟାଇଲା ବିମାନ ଦୁର୍ଘଟଣା ଜନିତ ବୀମା ସୁରକ୍ଷା । ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ଏକ ସହାୟକ କମ୍ପାନୀ ଏସବିଆଇ କାର୍ଡ, ଏହାର କ୍ରେଡିଟ୍ କାର୍ଡ ଗ୍ରାହକମାନଙ୍କ ପାଇଁ ନୀତି ପରିବର୍ତ୍ତନ ଘୋଷଣା କରିଛି ।ଏହି ପରିବର୍ତ୍ତନଗୁଡ଼ିକ ବୀମା ସୁରକ୍ଷା ଏବଂ ପେମେଣ୍ଟ ସର୍ତ୍ତାବଳୀକୁ ପ୍ରଭାବିତ କରିବ । ଏସବିଆଇ କାର୍ଡ ଅନୁଯାୟୀ, […]

ଲୋକସେବା ଭବନରେ ହଇଜା ସ୍ଥିତିକୁ ନେଇ କେନ୍ଦ୍ରୀୟ ଟିମ୍ ସହ ସ୍ବାସ୍ଥ୍ୟ ବିଭାଗର ଆଲୋଚନା

ଲୋକସେବା ଭବନରେ କେନ୍ଦ୍ରୀୟ ଟିମ୍ । ଡାଇରିଆ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ସଚିବଙ୍କ ସହ ବସିଛି ସମୀକ୍ଷା ବୈଠକ । ରାଜ୍ୟରେ ଡାଇରିଆ ସ୍ଥିତିକୁ ନେଇ ବୈଠକରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ଚାଲିଛି । ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଏହି ବୈଠକରେ ଉପସ୍ଥିତ ଅଛନ୍ତି । ୫ଟି ଜିଲ୍ଲାରେ ଡାଇରିଆ ପରେ ସବୁ ଜିଲ୍ଲାକୁ ଆଲର୍ଟ କରିଛି ସ୍ବାସ୍ଥ୍ୟ ବିଭାଗ ।ସୂଚନା ଅନୁସାରେ, ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ମାଡ଼ି ଚାଲିଛି ଡାଇରିଆ । ଏବେ ବାଲେଶ୍ବରକୁ […]

ଏଣିକି UPI ମାଧ୍ୟମରେ ମହାପ୍ରଭୁଙ୍କୁ ଦାନ କରିପାରିବେ ଭକ୍ତ, ଇ-ହୁଣ୍ଡିକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଵତନ୍ତ୍ର ଡୋନେସନ ସେଲ ଗଠନ କରାଯାଇଛି । ଯେଉଁ ଭକ୍ତ ମାନେ ଚାହିଁବେ ଶ୍ରୀ ମନ୍ଦିର କାର୍ଯ୍ୟଳୟ ନିକଟର ହୋଇଥିବା ନୂଆ ଡୋନେସନ ସେଲ ଗୃହକୁ ଯାଇ ଉଭୟ ଅଫ ଲାଇନ୍ ଓ ୟୁପିଆଇ ଦ୍ଵାରା ମହାପ୍ରଭୁଙ୍କୁ ଦାନ କରିପାରିବେ। ଏହି ସ୍ଵତନ୍ତ୍ର ଡୋନେସନ ସେଲରେ ଇ ହୁଣ୍ଡି ସ୍ଥାପନ କରାଯିବ।ଶ୍ରୀମନ୍ଦିର କାର୍ଯ୍ୟାଳୟ ନିକଟକୁ ଲାଗି ଏହି ସେଲ ରହିବ। ଏହି ସେଲକୁ ଜଣେ ଭକ୍ତ ଆସି ଦାନ ଦେବା ପରେ ରସିଦ […]

ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ଚର୍ଚ୍ଚା ମଧ୍ୟରେ ନିଜ ନାମରୁ ଆହୁଜା ହଟାଇଲେ ଗୋବିନ୍ଦାଙ୍କ ପତ୍ନୀ

ବଲିଉଡ଼ର ସବୁଠାରୁ ଲୋକପ୍ରିୟ ଦମ୍ପତି ହେଉଛନ୍ତି ସୁନୀତା ଆହୁଜା ଓ ଗୋବିନ୍ଦା ତାଙ୍କର ଚର୍ଚ୍ଚିତ କଥା ଚର୍ଚ୍ଚିତ ଯୋଡିକୁ ନେଇ ସେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ହେଲେ ଗତ କିଛି ମାସ ହେବ ସେମାନଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ଚର୍ଚ୍ଚା ଚାଲିଛି ବିଭିନ୍ନ କଥା ସେମାନଙ୍କୁ ନେଇ ଏବେ ସାମ୍ନାକୁ ଆସିଛି ।ନିକଟରେ ସୁନିତା ଇନଷ୍ଟାଗ୍ରାମରେ ତାଙ୍କ ନାମ ପରିବର୍ତ୍ତନ କରିଛନ୍ତି। ଏହା ପରେ, ଗୋବିନ୍ଦା ଏବଂ ସୁନିତାଙ୍କ ମଧ୍ୟରେ ଛାଡପତ୍ର ସମ୍ପର୍କରେ ଖବର […]

ପରମାଣୁ ଅସ୍ତ୍ର ଦୌଡ଼ରେ କିଏ ଆଗରେ ଅଛି ???

ବିଶ୍ବର ୯ଟି ଦେଶ ନିକଟରେ ୧୨ ହଜାରରୁ ଅଧିକ ପରମାଣୁ ଅସ୍ତ୍ର ରହିଥିବା ଦି ଷ୍ଟକ୍‌ହୋମ ଇଣ୍ଟରନ୍ୟାସନାଲ୍‌ ପିସ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ (ଏସ୍‌ଆଇପିଆରଆଇ) ତରଫରୁ ଜାରି ଏକ ରିପୋର୍ଟରେ ଦର୍ଶାଯାଇଛି। ତେହରାନର ପରମାଣୁ କାର୍ଯ୍ୟକ୍ରମକୁ ନେଇ ଇସ୍ରାଏଲ ଓ ଇରାନ ମଧ୍ୟରେ ଯୁଦ୍ଧ ସ୍ଥିତି ଲାଗି ରହିଥିବା ସମୟରେ ଏସ୍‌ଆଇପିଆରଆଇ ତରଫରୁ ଏହି ରିପୋର୍ଟ ଜାରି କରାଯାଇଛି। ଭାରତ ପାଖରେ ୧୮୦, ପାକିସ୍ତାନ ପାଖରେ ୧୭୦ ଏବଂ ଚୀନ୍‌ ପାଖରେ ୬୦୦ ପରମାଣୁ ଅସ୍ତ୍ର ଅଛି। ଚୀନ୍‌ […]

ଚଳିତ ବର୍ଷ ରଥର ଚାରମାଳର  ୨ ଫୁଟ ଲମ୍ବ ବୃଦ୍ଧି କରାଯିବ।

ଚଳିତ ବର୍ଷ ରଥର ଚାରମାଳର ଲମ୍ବା ବୃଦ୍ଧି କରାଯିବ କାରଣ ଗତବର୍ଷ ଆଡ଼ପ ପହଣ୍ଡି ସମୟର ତାଳଧ୍ଵଜ ରଥରୁ ପ୍ରଭୁ ବଳଭଦ୍ର ପଡ଼ିଯିବା ଘଟଣାରେ ଗଠିତ ୩ ଜଣିଆ ତଦନ୍ତ କମିଟିର ସୁପାରିଶ ଆଧାରରେ ଶ୍ରୀମନ୍ଦିର ପ୍ରଶାସନ ଏହି ନିଷ୍ପତ୍ତି ନେଇଛି ।ନିୟମ ଅନୁସାରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଚାରମାଳର ଲମ୍ବା ୨୫ ଫୁଟ ,ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥ ଚାରମାଳର ଲମ୍ବା ୨୪ ଫୁଟ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଚାରମାଳର ଲମ୍ବା […]