ଆହୁରି ୨ ଦିନ ପ୍ରବଳ ବର୍ଷା । ଆଜି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।ପଶ୍ଚିମ କେନ୍ଦ୍ରୀୟ ଓ ନିକଟବର୍ତ୍ତୀ ଉତ୍ତର ପୂର୍ବ ବଙ୍ଗୋପସାଗର- ଉତ୍ତର ଆନ୍ଦ୍ୟପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟବର୍ତ୍ତୀରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବାବେଳେ, ଆହୁରି ୨ ଦିନ ପ୍ରବଳ ବର୍ଷିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, […]
ମେଷଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ। ବୃଷବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍ବେଗ ବଢିପାରେ। ମିଥୁନଆଜି ଆକସ୍ମିକ ଭାବରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଓଡ଼ିଶା ସରକାରୀ ହାଇସ୍କୁଲ ନୂତନ ପେନସନଭୁକ୍ତ ଶିକ୍ଷକ ସଂଘ ନୟାଗଡ଼ ଜିଲ୍ଲା ଶାଖା ତରଫରୁ ଏକ ପ୍ରତିବାଦ ସଭା ଓ ରାଲି ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ନୟାଗଡ଼ ଜିଲ୍ଲାର ସମସ୍ତ ୮ ଟି ବ୍ଳକରୁ ସଂଘର ଶତାଧିକ ସକ୍ରିୟ ସଦସ୍ୟ ଓ ସଦସ୍ୟା ମାନେ ଯୋଗ ଦେଇଥିଲେ। ୨୦୦୪ ରୁ ୨୦୧୩ ମସିହା ମଧ୍ୟରେ ଠିକା ଶିକ୍ଷକ ଭାବରେ ନିଯୁକ୍ତି ପାଇଥିବା ଶିକ୍ଷକ ମାନେ, ଓଡ଼ିଶା ସରକାରଙ୍କ ଆର୍ଥିକ ଦୂରବସ୍ଥା ସମୟରେ ମାତ୍ର […]
ଶରଣକୁଳ, (ଓଡ଼ିଶା ଦର୍ପଣ):ଛାତ୍ରଛାତ୍ରୀଙ୍କ ମନରେ ଉତ୍ତମ ଶିକ୍ଷା ଓ ଜ୍ଞାନର ଅଭିବୃଦ୍ଧି ପାଇଁ କେ.ଏସ.ବି ପବ୍ଲିକ ସ୍କୁଲ ଶରଣକୁଳ ପକ୍ଷରୁ “ଆସ ଦେଖିବା କିଛି ଶିଖିବା “କାର୍ଯ୍ୟକ୍ରମ କରାଯାଇଥିବା ବେଳେ ଶନିବାର ଏହି କାର୍ଯ୍ୟକ୍ରମର ପ୍ରଥମପର୍ଯ୍ୟାୟରେ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ବିଭିନ୍ନ ଅନୁଷ୍ଠାନ ପରିଭ୍ରମଣ ଶିକ୍ଷା ଅନୁଷ୍ଠିତ ହୋଇଛି। ବିଦ୍ୟାଳୟରେ ଅଧ୍ୟୟନରତ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନେ ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ ପରିଭ୍ରମଣ କରି ବିଭିନ୍ନ ଜ୍ଞାନ କୌଶଳ ଉପରେ ଶିକ୍ଷା ଲାଭ କରିଛନ୍ତି। ବିଦ୍ୟାଳୟର […]
ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି । ବୃଷ–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ […]
ରାୟଗଡା, ସେପ୍ଟେମ୍ବର ୧୩: ଆଦି କର୍ମଯୋଗୀ ଅଭିୟାନ ଅନ୍ତର୍ଗତ ୩-ଦିନିଆ ଆବାସିକ ପ୍ରଶିକ୍ଷଣ-କମ୍-ଡିଜାଇନ୍ ୱର୍କଶପ୍ ସିରିଗୁଡା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଆରମ୍ଭ ହୋଇଛି । ପ୍ରଶିକ୍ଷଣ ୧୩ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ । ଉଦ୍ଘାଟନ କଲେ ଜିଲ୍ଲା ପରିଷଦ ସିଡ଼ିଓ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ । ସେ କହିଲେ, ପ୍ରଶିକ୍ଷଣ ପ୍ରାୟୋଗିକ ହେବା ଆବଶ୍ୟକ ଓ ଗ୍ରାମ ସ୍ତରରେ ଲୋକଙ୍କ ପାଇଁ କାମକୁ ଆସିବା ଉଚିତ୍ । ଆଇଟିଡ଼ିଏ ପ୍ରକଳ୍ପ ପ୍ରଶାସକ ଏବଂ […]
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ । ବଡ଼ ବିପଦରୁ ବର୍ତ୍ତିଗଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ । ମନ୍ଦସୋର ଜିଲ୍ଲାର ଗାନ୍ଧି ସାଗରରେ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଗାନ୍ଧିସାଗର ଫରେଷ୍ଟ ରିଟ୍ରିଟ୍ ର ଶୁଭାରମ୍ଭ ପାଇଁ ଯାଇଥିବା ବେଳେ ଅଘଟଣ । ସୂଚନାମୁତାବକ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଆଜି ମନ୍ଦସୌର ଗସ୍ତରେ ଥିଲେ। ମନ୍ଦସୌରରେ ଗାନ୍ଧୀ ସାଗର ଅଭୟାରଣ୍ୟ ଅଛି, ଯେଉଁଠାରେ ପ୍ରତିବର୍ଷ ବହୁ ସଂଖ୍ୟକ ପର୍ଯ୍ୟଟକ ଆସିଥାନ୍ତି। ମୁଖ୍ୟମନ୍ତ୍ରୀ […]
ରାଜ୍ୟରୁ ଦୁର୍ଘଟଣା ଶୂନ୍ୟ କରିବା ପାଇଁ ମୋହନ ସରକାରଙ୍କ ଲକ୍ଷ୍ୟ । ଓଡ଼ିଶାକୁ ଏକ ଦୁର୍ଘଟଣା ଶୂନ୍ୟ ରାଜ୍ୟ ଭାବରେ ଗଢ଼ିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ବାନ । ‘ସୁରକ୍ଷିତ ଗାଡ଼ି ଚଳାଇବା, ସୁରକ୍ଷିତ ଘରକୁ ଫେରିବା’ ବାର୍ତ୍ତା ନେଇ କେନ୍ଦୁଝରରେ ଆୟୋଜିତ ‘ଶୂନ ଦୁର୍ଘଟଣା ଦିବସ’ (Zero Accident Day) କାର୍ଯ୍ୟକ୍ରମରରେ ସଚେତନତା ଅଭିଯାନ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିରୋ ଆକ୍ସିଡେଣ୍ଟ ସେଲ୍ଫି ପଏଣ୍ଟକୁ ଉଦ୍ଘାଟନ କରିବା […]
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଆଗାମୀ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ ସାରା ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । କୋରାପୁଟ, ମାଲାକନଗିରି, ନବରଙ୍ଗପୁର,ରାୟଗଡା ,ଗଂଜାମ ,ଗଜପତି, କନ୍ଧମାଳ, ନୟାଗଡ ଓ କଳାହାଣ୍ଡି ୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। କାଲି ସାରା ଓଡିଶା ସମେତ ଦକ୍ଷିଣ ଓ ଉତ୍ତର ଓଡିଶା କିଛି ଅଞ୍ଚଳରେ ପ୍ରବଳ […]
ଆଲବାନିଆ ଦୁନିଆର ପ୍ରଥମ AI ମନ୍ତ୍ରୀକୁ ସାମ୍ନାକୁ ଆଣିଛି । ଯିଏ ଲାଞ୍ଚ ନେବେନି କି ଭ୍ରଷ୍ଟାଚାର କରିବେନି । ବିନା ସ୍ଵାର୍ଥରେ ଲୋକଙ୍କ ସୁଖ ଦୁଃଖ ବୁଝିବେ । ୟୁରୋପର ଆଲବାନିଆ ନାମକ ଏକ ଛୋଟ ଦେଶ ଏହି ଭ୍ରଷ୍ଟାଚାର ମୁକ୍ତ ମନ୍ତ୍ରୀଙ୍କୁ ନିଯୁକ୍ତ କରିଛି । ଏହି ମନ୍ତ୍ରୀଙ୍କ ନାମ ଡିଏଲା ।ଡିଏଲା ଏବେ ଦେଶର ସରକାରୀ ଟେଣ୍ଡରକୁ ମ୍ୟାନେଜ୍ କରିବ ଓ ପ୍ରାଇଭେଟ୍ କମ୍ପାନୀଗୁଡ଼ିକୁ ପ୍ରୋଜେକ୍ଟ ଦେବାକୁ ନିଷ୍ପତ୍ତି ନେବ । ଲାଞ୍ଚ […]
ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ନୂଆପଡା ବିଧାନସଭା ମଣ୍ଡଳୀର ଭୋଟର ତାଲିକା ସଂଶୋଧନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏ ନେଇ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଆସନ୍ତାକାଲି ସୁଦ୍ଧା ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ/ ପରିବର୍ତ୍ତନ ହେବ । ସେପ୍ଟେମ୍ବର ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୋଟର ନିଜର ଦାବି ଓ ଆପତ୍ତି ଦାଖଲ କରିପାରିବେ। ଅକ୍ଟୋବର ୭ ତାରିଖ ସୁଦ୍ଧା ଏହି ଦାବି ଓ ଆପତ୍ତିର ସମାଧାନ କରାଯିବ। ଅକ୍ଟୋବର ୯ରେ […]
ଆସନ୍ତା ୧୭ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହେବ ଓଡିଶା ପ୍ରିମିୟର ଲିଗ୍ କ୍ରିକେଟ। ଏନେଇ ଭୁବନେଶ୍ୱରରେ ଏକ ତାରକା ହୋଟେଲରେ ଖେଳାଳି ନିଲାମି ଚାଲିଥିଲା। ବାରବାଟୀ ଷ୍ଟାଡିୟମ୍ରେ ଚଳିତ ମାସ ୧୭ରୁ ୨୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଓଡ଼ିଶା ପ୍ରୋ ଟି-୨୦ ଲିଗ୍ (ଓପିଟିଏଲ୍) ଲାଗି ଫ୍ରାଞ୍ଚାଇଜ୍ଗୁଡ଼ିକର ଚୂଡ଼ାନ୍ତ ଖେଳାଳି ତାଲିକା ପ୍ରକାଶ ପାଇଛି। ପ୍ରତି ଦଳରେ ୧୬ ଲେଖାଏଁ ଖେଳାଳି ରହିଛନ୍ତି। ଖେଳାଳିଙ୍କୁ ବିଭିନ୍ନ ବର୍ଗ ମରକ୍ୟୁ (୧,୨୫,୦୦୦ ଟଙ୍କା), ‘ଏ’ (୧,୦୦,୦୦୦ ଟଙ୍କା), […]
