ଆସନ୍ତା ୧୭ ତାରିଖରୁ ସବୁ ସହରାଞ୍ଚଳରେ ‘ସ୍ୱଚ୍ଛୋତ୍ସବ’ ଆୟୋଜିତ ହେବ । ୧୫ ଦିନ ଧରି ଚାଲିବାକୁ ଥିବା ଏହି ସ୍ୱଚ୍ଛତା ହିଁ ସେବା ଅଭିଯାନକୁ ସବୁ ସହରରେ ବ୍ୟାପକ ଓ ସକ୍ରିୟ ଭାବେ ପାଳିବାକୁ ନଗର ଉନ୍ନୟନ ବିଭାଗ ନିଷ୍ପତ୍ତି ନେଇଛି ।୨୦୧୭ରେ ଏହାର ଆରମ୍ଭ ପରଠାରୁ, ସ୍ୱଚ୍ଛତା ହି ସେବା ଏକ ଜନ ଆନ୍ଦୋଳନରେ ବିକଶିତ ହୋଇଛି, ଯାହା ଏକ ସ୍ୱଚ୍ଛ ଏବଂ ସ୍ଥାୟୀ ଭାରତର ଦୃଷ୍ଟିକୋଣ ଦିଗରେ ସ୍ୱେଚ୍ଛାକୃତତା ଏବଂ ସାମୂହିକ ନାଗରିକ […]
ସୁପ୍ରିମକୋର୍ଟ କୋର୍ଟର ମର୍ଯ୍ୟାଦା ଏବଂ ସୁରକ୍ଷାକୁ ପାଇଁ ଏକ ସର୍କୁଲାର ଜାରି କରିଛନ୍ତି। ସରକାରୀ ଉଦ୍ଦେଶ୍ୟ ବ୍ୟତୀତ କୋର୍ଟର ଉଚ୍ଚସ୍ତରୀୟ ସୁରକ୍ଷା ଅଞ୍ଚଳରେ ଫଟୋଗ୍ରାଫି ଏବଂ ଭିଡିଓଗ୍ରାଫିକୁ ନିଷେଧ କରିଛନ୍ତି। ଭାରତୀୟ ସୁପ୍ରିମକୋର୍ଟର ଉଚ୍ଚ ସୁରକ୍ଷା କ୍ଷେତ୍ର ଭିତରେ, ସରକାରୀ ବ୍ୟବହାର ବ୍ୟତୀତ ଫଟୋଗ୍ରାଫି ଏବଂ ଭିଡିଓଗ୍ରାଫି ନିଷେଧ। ଗଣମାଧ୍ୟମ ପ୍ରତିନିଧିମାନେ ସେମାନଙ୍କର ନିର୍ଦ୍ଦିଷ୍ଟ ସ୍ଥାନରେ, ଅର୍ଥାତ୍ ନିମ୍ନ ସୁରକ୍ଷା କ୍ଷେତ୍ରର ଲନରେ ସାକ୍ଷାତକାର ଏବଂ ସମାଚାରର ସିଧାପ୍ରସାରଣ କରିବେ। ଉଚ୍ଚ ସୁରକ୍ଷା ଜୋନର ଲନରେ ଫଟୋଗ୍ରାଫି […]
AI ରେ ଦୌଡ଼ିବ ମୋହନ ସରକାର, ପ୍ରଶାସନିକ ଦକ୍ଷତା ବୃଦ୍ଧି ଲକ୍ଷ୍ୟ। AI ଉପକରଣ ପାଇଁ ସବୁ ବିଭାଗକୁ ଚିଠି ଲେଖିଲା ସାଧାରଣ ପ୍ରଶାସନ ବିଭାଗ । ପ୍ରଶାସନିକ ସଂସ୍କାର ଏବଂ ସୁଶାସନ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଗୁରୁତ୍ବ।ପ୍ରଶାସନିକ କାର୍ଯ୍ୟ ଦକ୍ଷତା ବୃଦ୍ଧି ସହିତ ଅଧିକ କୁଶଳୀ ହେବା ଲାଗି AI ଉପକରଣ କିଣିବାକୁ କୁହାଯାଇଛି । ଶାସନ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରଶାସନିକ ଢାଞ୍ଚାରେ କୃତ୍ରିମ ବୁଦ୍ଧିମତ୍ତା ବା AIର ଉପଯୋଗ କରିବା […]
ପରକିୟା ପ୍ରୀତି ସନ୍ଦେହରେ କଙ୍ଗାରୁ କୋର୍ଟ। ମୟୂରଭଞ୍ଜ ଯଶିପୁର ଥାନା ବେଗୁନିଆ ଗାଁର ଘଟଣା। ଦୁଇ ଯୁବକ ଓ ଜଣେ ମହିଳାଙ୍କୁ ଏକ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ ଗାଁ ଲୋକ।ସୂଚନା ଅନୁସାରେ ମହିଳା ଜଣକ ହାଟ ସଉଦା କରିବା ପାଇଁ କାଶୀପାଳ ଗାଁରୁ ତାଙ୍କ ସମ୍ପର୍କୀୟ ଦୁଇଜଣ ଦିଅରଙ୍କୁ ଡାକି ଯଶିପୁର ଆସିଥିଲ । ବଜାରରୁ ଏକ ବାଇକ ଯୋଗେ ନିଜ ଗାଁକୁ ଫେରିବା ପରେ ଦୁଇ ଯୁବକଙ୍କ ସହ ମହିଳାଙ୍କୁ ଦେଖି ହଠାତ […]
ଆଜି ମିଜୋରାମ ପାଇଁ ଐତିହାସିକ ଦିନ । ମିଜୋରାମ ଆଇଜଲ ବୈରବି-ସୈରାଙ୍ଗା ରେଳ ଲାଇନ ଏବଂ ତିନୋଟି ନୂଆ ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏଥି ସହିତ ଆଇଜଲରୁ ରାଜଧାନୀ ନୂଆଦିଲ୍ଲୀକୁ ପ୍ରଥମ ଟ୍ରେନ ଚଳାଚଳ କରିବ । ଅଶ୍ବିନୀ ବୈଷ୍ଣବ ମିଜୋରାମର ସୈରାଙ୍ଗ ରେଳ ଷ୍ଟେସନ ପରିଦର୍ଶନ କରିବା ସହ ଏହି ରେଳ ଲାଇନର ଗୁରୁତ୍ୱ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।ଏହା ସହ ପ୍ରଧାନମନ୍ତ୍ରୀ ମିଜୋରାମର ଆଇଜଲରେ ୯ହଜାର କୋଟି ଟଙ୍କାରୁ […]
ଡିଜିଟାଲ୍ ପେମେଣ୍ଟ କରୁଥିବା ୟୁଜର୍ସଙ୍କ ପାଇଁ ଗୁଡ୍ ନ୍ୟୁଜ । ଏବେ ଗୋଟିଏ ଦିନରେ UPI ମାଧ୍ୟମରେ କରିପାରିବେ ୧୦ ଲକ୍ଷ ଟଙ୍କାର ପେମେଣ୍ଟ । ଏଣିକି ଆଉ ଅନଲାଇନ ପେମେଣ୍ଟରେ ଟ୍ରାଞ୍ଜାକ୍ସନ ଲିମିଟ୍ ନେଇ ଆପଣ ଅସୁବିଧାରେ ପଡ଼ିବେନି ୟୁପିଆଇ ୟୁଜର୍ସ । କାରଣ ପୂର୍ବରୁ ୧ ଲକ୍ଷ ଟଙ୍କା ରଖାଯାଇଥିବା ଟ୍ରାଞ୍ଜାକ୍ସନ ଲିମିଟ୍ ବଢାଇ ଦିଆଯାଇଛି ।ଏହା ସେମାନଙ୍କୁ ଲାଭ ଦେବ ଯେଉଁମାନେ ପୂର୍ବରୁ ବଡ଼ ଦେୟ ପାଇଁ ବାରମ୍ବାର କାରବାର କରୁଥିଲେ କିମ୍ବା […]
ଯାଜପୁର ଜିଲ୍ଲା ବୈରୀ ଥାନା ପଞ୍ଚାୟତର ସୌମ୍ୟ ରଞ୍ଜନ ମହାପାତ୍ର ନାମକ ଜଣେ ବ୍ୟକ୍ତି ସ୍କୁଲ ଛାତ୍ରଛାତ୍ରୀଙ୍କୁ ଟିଉସନ୍ କରନ୍ତି । ତେବେ ଜଣେ ଦଶମ ଶ୍ରେଣୀର ଛାତ୍ରୀଙ୍କୁ ବାରମ୍ବାର ପ୍ରେମ ନିବେଦନ କରିବା ସହ ଅସଦାଚରଣ କରିଥିଲେ । ଯାହାକୁ ନେଇ ଛାତ୍ରୀ ଜଣଙ୍କ ନିଜ ପରିବାର ଲୋକଙ୍କୁ ଜଣାଇଥିଲେ । ଏହାପରେ ପରିବାର ପକ୍ଷରୁ ବଇରୀ ଥାନାରେ ସାର୍ଙ୍କ ନାଁରେ ଅଭିଯୋଗ କରାଯାଇଥିଲା । ଅଭିଯୋଗ ପରେ ବଇରୀ ଥାନା ପୁଲିସ ତଦନ୍ତ କରି […]
ଚାଷୀଙ୍କୁ ମିଳିବ ଅଧିକ ସହାୟତା । ରାଜ୍ୟ ସହ କେନ୍ଦ୍ର ଯୋଜନାର ମିଳିବ ଲାଭ । ପିଏମ୍ କିଷାନରୁ ଯୋଜନାରୁ ବାଦ ପଡ଼ିଥିବା ଚାଷୀଙ୍କୁ କରାଯିବ ସାମିଲ । ଏଥିପାଇଁ ରାଜ୍ୟ ସରକାର KYC ଅବଧିକୁ ବୃଦ୍ଧି କରିଛନ୍ତି ।କେ୍ୱାଇସି ଅବଧିକୁ ଆଉ ୬ ମାସ ବଢ଼ାଇଲେ ସରକାର । ୮ ସେପ୍ଟେମ୍ବରରୁ ଆଉ ୬ ମାସ ବୃଦ୍ଧି କରିଛନ୍ତି ସରକାର । ସିଏମ କିଷାନ ପାଉଥିବା ହିତାଧିକାରୀ ପିଏମ କିଷାନରେ କେ୍ୱାଇସି ଅପଡେଟ କରି ସାମିଲ […]
ଦରମା ମିଳିଲାନି ଗଡ଼ିଲାନି ଆମ ବସ୍। ବର୍ତ୍ତମାନ ୪୨ ଦିନ ହୋଇଯାଇଥିଲେ ବି ଦରମା ପାଇନଥିବାରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରିଛନ୍ତି ଆମ ବସ୍ ଡ୍ରାଇଭର।ଆଜି ପୋଖରୀପୁଟ ଡିପୋର ବସ କର୍ମଚାରୀ ଏକାଠି ଷ୍ଟିଅରିଂ ଛାଡ ଆନ୍ଦୋଳନ କରିଛନ୍ତି । ୪୩ଟି ବସ ବନ୍ଦ ପଡ଼ିଥିବାରୁ ଯାତ୍ରୀ ହନ୍ତସନ୍ତ ହେଉଛନ୍ତି । କୌଣସି ସାମାଜିକ ସୁରକ୍ଷା ବିନା ବସ ଚାଳକମାନେ ଗାଡ଼ି ଚଳାଉଛନ୍ତି । ଆମ ବସ୍ କର୍ମଚାରୀଙ୍କ ପାଇଁ ରେଷ୍ଟ ରୁମ ନାହିଁ, ଓଭର ଡ୍ୟୁଟିର […]
ଚଳିତ ବର୍ଷର ହବିଷ ବ୍ରତ ଅକ୍ଟୋବର ମାସ ୭ ତାରିଖରୁ ଆରମ୍ଭ ହୋଇ ଏକ ମାସ ପର୍ଯ୍ୟନ୍ତ ଚାଲିବ। କେବଳ ଅନଲାଇନ ମାଧ୍ୟମରେ ପଞିକରଣ କରାଯିବ। ହବିଷ୍ୟାଳୀ ମା ମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ଯଥା ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟସ୍ଥଳରେ ରଖାଯିବ ବୋଲି ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ସୂଚନା ଦେଇଛନ୍ତି।ଉପରୋକ୍ତ ହବିଷ୍ୟାଳୀ କେନ୍ଦ୍ର ଗୁଡିକ ହବିଷ ବ୍ରତ ଆରମ୍ଭ ପୂର୍ବରୁ ପ୍ରସ୍ତୁତ ରଖିବା, ମା’ମାନଙ୍କର […]
ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ସେପ୍ଟେମ୍ବର ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁରରେ ହେବାକୁ ଥିବା ଯୁବ ସମାବେଶରେ ସାମିଲ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଗତକାଲି ଏକ ଟିମ ବ୍ରହ୍ମପୁର ଆସି କାର୍ଯ୍ୟକ୍ରମ ସ୍ଥଳୀ ବୁଲି ଦେଖିଛନ୍ତି । ତେବେ ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇ ନଥିବା କହିଛନ୍ତି ବିଜେପି ଜିଲ୍ଲା ସଭାପତି ଓ ବ୍ରହ୍ମପୁର ବିଧାୟକ l ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ […]
ମେଷ ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର […]
