ଗୁଜରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାତ୍ରୀଙ୍କ ମଧ୍ୟରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଥିଲେ ବୋଲି ସାମ୍ନାକୁ ଆସିଛି। ଫଳରେ ପୂର୍ବତନ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ମୃତ୍ୟୁ ହୋଇଥିବା ନେଇ ମଧ୍ୟ ସ୍ପଷ୍ଟ ହୋଇଛି ।ରୁପାନୀ ଏୟାରଇଣ୍ଡିଆର ଉକ୍ତ ବିମାନରେ ଲଣ୍ଡନ ଯାତ୍ରା କରୁଥିଲେ। ସେ ତାଙ୍କ ପରିବାର ସଦସ୍ୟଙ୍କୁ ଭେଟିବା ଲାଗି ଲଣ୍ଡନ ଯାଉଥିଲେ। ତେବେ […]
ସ୍ନାନଯାତ୍ରାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ବରରେ ପୀଡ଼ିତ ଦାରୁ ଦିଅଁ । ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଅଣସର ନୀତି । ଜ୍ଵରରେ ଆକ୍ରାନ୍ତ ଦାରୁଦିଅଁଙ୍କ ପାରମ୍ପାରିକ ଉପଚାର ଆରମ୍ଭ କରିଛନ୍ତି ଦଇତାପତି ସେବକ ।ମନୁଷ୍ୟ ଯେଭଳି ଅତ୍ୟଧିକ ସ୍ନାନ କଲେ ଜ୍ବରରେ ଆକ୍ରାନ୍ତ ହୋଇଥାଏ ମହାପ୍ରଭୁ ମଧ୍ୟ ସ୍ନାନଯାତ୍ରା ପରେ ଜ୍ଵରରେ ଆକ୍ରାନ୍ତ ହୋଇଛନ୍ତି । ଜ୍ବର ଆକ୍ରାନ୍ତ ଦାରୁ ଦିଅଁଙ୍କ ଉପଚାର ପାଇଁ ଅଣସର ପିଣ୍ଡିରେ ଠାକୁରଙ୍କୁ ଅବସ୍ଥାନ […]
ରେଳବାଇରେ ତତ୍କାଳ ଟିକେଟ୍ ବୁକିଂ ପାଇଁ ଆସିଲା ନୂଆ ନିୟମ। ଜୁଲାଇ ୧ ତାରିଖରୁ ତତ୍କାଳ ଟିକେଟ୍ ବୁକିଂ ପାଇଁ IRCTC ଓ୍ଵେବସାଇଟ୍ କିମ୍ବା ଆପ୍ ମାଧ୍ୟମରେ ଆଧାର ପ୍ରାମାଣିକରଣ ବାଧ୍ୟତାମୂଳକ କରାଯାଇଛି। ୧୫ ଜୁଲାଇରୁ ଆଧାର-ଲିଙ୍କ୍ ହୋଇଥିବା ମୋବାଇଲ ନମ୍ବରକୁ ପଠାଯାଇଥିବା ଓଟିପି ଯାଞ୍ଚ ବି ଆବଶ୍ୟକ। AC ପାଇଁ ସକାଳ ୧୦ରୁ ୧୦. ୩୦ ଓ ନନ୍-ଏସି ଶ୍ରେଣୀ ପାଇଁ ୧୧ ଟା ୧୧ଟା ୩୦ ମଧ୍ୟରେ ତତ୍କାଳ ଟିକେଟ୍ ବୁକିଂ କରିପାରିବେ । […]
ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନରେ କ୍ର୍ୟୁ ମେମ୍ବରଙ୍କ ସହ ମୋଟ ୨୪୨ ଜଣ ଯାତ୍ରା କରୁଥିଲେ । ସେମାନଙ୍କ ମଧ୍ୟରେ ୧୬୯ ଭାରତୀୟ ଯାତ୍ରୀ ଓ ୫୩ ଜଣ ବ୍ରିଟିସ ନାଗରିକ ରହିଥିଲେ । ଏହି ଦୁର୍ଘଟଣା ପରେ ହେଲ୍ପଲାଇନ୍ ନମ୍ବର ଜାରି କରିଛି ଏୟାର ଇଣ୍ଡିଆ । ଯାତ୍ରୀମାନଙ୍କ ମଧ୍ୟରୁ ୧୬୯ ଜଣ ଭାରତୀୟ ନାଗରିକ, ୫୩ ଜଣ ବ୍ରିଟିଶ ନାଗରିକ, ଜଣେ କାନାଡ଼ା […]
ଉଡ଼ାଣ ଭରିବା ସମୟରେ କ୍ରାଶ୍ ହେଲା ବିମାନ । ବଡ଼ ଦୁର୍ଘଟଣାର ଶିକାର ହେଲା ଏୟାର ଇଣ୍ଡିଆର ବିମାନ AI171 । ତେବେ ଦୁର୍ଘଟଣାରେ ୧୭୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ସ୍ପଷ୍ଟ କରିଛି। ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ମୃତହେଦକୁ ଅଧାରକରି ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅପରାହ୍ନ ସାଢ଼େ ୪ଟା ସୁଦ୍ଧା ୧୭୦ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରୁ ବିମାନ […]
ଅହମ୍ମଦାବାଦ ବିମାନ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟାନାୟକ। ଏଥିସହ ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ନବୀନ ‘ଏକ୍ସ’ରେ ଲେଖିଛନ୍ତି, ‘‘ଅହମ୍ମଦାବାଦ-ଲଣ୍ଡନ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ଖବର ଶୁଣି ଗଭୀର ମର୍ମାହତ, ଯେଉଁଥିରେ ଶତାଧିକ ଲୋକ ଯାତ୍ରା କରୁଥିଲେ। ଏହି ଦୁଃଖଦ ଘଟଣାରେ ଗଭୀର ଭାବରେ ପ୍ରଭାବିତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଏବଂ ପ୍ରାର୍ଥନା।’’ ସୂଚନାମୁତାବକ ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର […]
ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନର ପାଇଲଟଙ୍କ ନାମ କ୍ୟାପ୍ଟେନ ସୁମିତ ସବରୱାଲ।ବିମାନଟି ଦୁର୍ଘଟଣା ହେବା ପୂର୍ବରୁ ପାଇଲଟ ଜଣକ କ୍ରାସ୍ ହେବା ନେଇ ଏଟିଏସକୁ ସୂଚନା ଦେଇଥିଲେ । ଏହାସହ ବିପଦ ନେଇ ମଧ୍ୟ ସଙ୍କେତ ଦେଇଥିଲେ । ହେଲେ ଏହାର କିଛି ସମୟ ପରେ ହିଁ, ବିମାନଟି କ୍ରାସ୍ କରିଯାଇଥିଲା ।କ୍ୟାପ୍ଟେନ ସୁମିତ ସବରୱାଲ ୮୨୦୦ ଘଣ୍ଟା […]
ପ୍ରତ୍ୟେକ ସୋମବାର ନନ୍ଦନକାନନ ବନ୍ଦ ରହୁଥିବା ବେଳେ ଆସନ୍ତା ସୋମବାର ୧୬ ତାରିଖ ନନ୍ଦନକାନନ ଖୋଲା ରହିବ। ଏନେଇ ନନ୍ଦନକାନନ ଉପ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।ତେବେ ସୋମବାର ପରିବର୍ତ୍ତେ ମଙ୍ଗଳବାର ଅର୍ଥାତ୍ ୧୭ ତାରିଖ ଦିନ ଉଭୟ ପ୍ରାଣୀ ଓ ଉଦ୍ଭିଦ ଉଦ୍ୟାନ ବନ୍ଦ ରହିବ। କାରଣ ଓଡ଼ିଶାର ଗଣପର୍ବ ରଜ ୧୪ ତାରିଖ ଠାରୁ ଆରମ୍ଭ ହେଉଛି । ୧୬ ତାରିଖ ସୋମବାର ଶେଷ ରଜ ଓ ରଜ ସଂକ୍ରାନ୍ତି। ରଜ ୩ ଦିନ ରାଜ୍ୟର […]
ଗୁଜୁରାଟର ଅହମ୍ମଦାବାଦରେ ଘଟିଛି ବଡ଼ ବିମାନ ଦୁର୍ଘଟଣା । ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟେକ୍ ଅଫ୍ ସମୟରେ ବିମାନ କ୍ରାସ୍ ହୋଇଥିବା କୁହାଯାଉଛି ।ବିମାନ ଦୁର୍ଘଟଣା ସମ୍ପର୍କରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗୁଜରାଟ ମୁଖ୍ୟମନ୍ତ୍ରୀ, ଗୃହମନ୍ତ୍ରୀ ଏବଂ ପୋଲିସ କମିଶନରଙ୍କ ସହ କଥା ହୋଇଛନ୍ତି । ସେ କେନ୍ଦ୍ର ସରକାରଙ୍କ ସହାୟତା ଯୋଗାଇ ଦେବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି।ତେବେ ଏହି ବିମାନରେ ୨୪୨ ଜଣ ଯାତ୍ରୀ […]
ପ୍ରଥମ ଚୟନ ପାଠ୍ୟକ୍ରମ ପରିସଂଖ୍ୟାନ ରିପୋର୍ଟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଛି । ପ୍ରଥମ ଚୟନ ୟୁ.ଜି. ପାଠ୍ୟକ୍ରମରେ ପର୍ଯ୍ୟାୟ-୧ ପ୍ରବେଶର ମେଧା ତାଲିକା ଆଜି ପୂର୍ବାହ୍ନ ୧୧.୦୦ ଟାରେ ପ୍ରକାଶିତ ହୋଇଛି।ସୂଚନା ଅନୁସାରେ ୟୁ.ଜି. ର ମୋଟ ମଞ୍ଜୁରୀପ୍ରାପ୍ତ ଆସନ ସଂଖ୍ୟା ୨,୭୪,୫୦୯ ରହିଛି । ଚଳିତ ବର୍ଷ ଆବେଦନ କରିଥିବା ମୋଟ ଛାତ୍ରଛାତ୍ରୀ ସଂଖ୍ୟା ୨,୬୫,୫୯୦ ଥିବା ବେଳେ ମନୋନୀତ ଛାତ୍ରଙ୍କ ସଂଖ୍ୟା ୧,୭୫,୭୨୨ ରହିଛି । ମୋଟ ପୁରୁଷ ମନୋନୀତ ସଂଖ୍ୟା […]
ଗୁରୁବାର ରାଜ୍ୟସ୍ତରୀୟ ବିକାଶ ବାହନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠାରୁ ଏହା ଜୁନ୍ ୨୧ ଯାଏ ଗଡ଼ିବ। ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଲା ସରକାରୀ ଯୋଜନା ସମ୍ବନ୍ଧରେ ଲୋକକଙ୍କୁ ସଚେତନତା କରିବା। ଲୋକଙ୍କ ସେବାରେ ସମର୍ପିତ ଏକ ବର୍ଷ । ନାରୀ ଶକ୍ତି, ଯୁବ ଶକ୍ତି, ଅନ୍ନଦାତା, ସାମାଜିକ ପ୍ରତିବଦ୍ଧତାର ବାର୍ତ୍ତା ବାଣ୍ଟିବ । ସୁଭଦ୍ରା ଯୋଜନା, ପଛୁଆ ବର୍ଗ ସଂରକ୍ଷଣ, ଇନପୁଟ ସହାୟତା ଭଳି ବିଭିନ୍ନ ବାର୍ତ୍ତା ବାଣ୍ଟିବ ଏହି […]
ମା’ ମୌସୁମୀ ଠାରୁ ଅଲଗା ହେଲେ ଦୁଇ ଛୁଆ ।ନନ୍ଦନକାନନରେ ଗତ ଶନିବାର ଧଳା ବାଘୁଣୀ ମୌସୁମୀ ଦ୍ୱିତୀୟ ଥର ମାଆ ହୋଇଥିଲା । ଗୋଟିଏ ଧଳା ଅଣ୍ଡିରା ଓ ଗୋଟିଏ ନାଲି ମାଇ ଶାବକ ଜନ୍ମ ଦେଇଥିଲା । ଜନ୍ମ ଦେବା ପରେ ଦୁଇ ଶାବକଙ୍କୁ ମାଆ ଠିକରେ ଲାଳନ ପାଳନ କରୁଥିଲା କିନ୍ତୁ ହଠାତ ଦୁଇ ଶାବକଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି ଦେଖାଦେଇଥିବା ସିସିଟିଭିରେ ଦେଖାଯାଇଥିଲା । ମାଆ ମଧ୍ୟ ତାକୁ କ୍ଷୀର ପାନ କରାଇନଥିଲା […]
