/ନୂଆଗାଁ:( ପୁଷ୍ପଲତା ପ୍ରଧାନ)ନୟାଗଡ ଜିଲ୍ଲା ପାଇଁ ସୁନାମ ଆଣିଛନ୍ତି ଏ ଡି ଇ ଓ ଗୀତାଞ୍ଜଳି ସାହୁ।ପବିତ୍ର ଗୁରୁ ଦିବସରେ ଭୁବନେଶ୍ଵର ଠାରେ ଅନୁଷ୍ଠିତ ହେବାକୁ ଯାଉଥିବା ରାଜ୍ୟ ସ୍ତରୀୟ ଗୁରୁଦିବସ ପାଳନ ଅବସରରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଣୀ ଗୀତାଞ୍ଜଳି ସାହୁ ମୁଖ୍ୟମନ୍ତ୍ରୀଙ୍କ ଠାରୁ ପାଇବେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର । ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ,ନୟାଗଡ ଜିଲ୍ଲାକୁ ଶିକ୍ଷା ରେ ଶିଖରରେ ପହଞ୍ଚାଇବା ପାଇଁ ଅହରହ ପ୍ରଚେଷ୍ଟା ,ଜଣେ କର୍ତ୍ୟବ୍ୟନିଷ୍ଠ ଶିକ୍ଷା ପ୍ରଶାସିକା,ଆଦି […]
ମେଷଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ‘ଚମତ୍କାର’ ପକ୍ଷରୁ ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଆଦିବାସୀ ପରମ୍ପରା, କଳା, ସଂସ୍କୃତି ତଥା ଜନଜୀବନ ଉପରେ ଆଧାରିତ ନାଟକ ଡାଆଣୀ ମଞ୍ଚସ୍ଥ ହୋଇଯାଇଛି। ଓଡ଼ିଶାର ବିଶିଷ୍ଟ ନାଟ୍ୟକାର ବିଜୟ ମହାନ୍ତିଙ୍କ ରଚିତ ଏହି ନାଟକର ନିର୍ଦ୍ଦେଶନା ଦାୟିତ୍ୱରେ ଥିଲେ ନାଟ୍ୟଭୂଷଣ ଡ. ବିଜୟ କୁମାର ଚୌଧୁରୀ।ଆଦିବାସୀ ପରମ୍ପରା ଆଧାରିତ ସଂସ୍କାର ମୂଳକ ନାଟକ ‘ଡାଆଣୀ’ ଆଦିବାସୀ ଜନଜୀବନରେ କିପରି ପ୍ରଭାବ ପକାଇଥାଏ ତାହାର ନିଚ୍ଛକ ପ୍ରଦର୍ଶନ ଏହି ନାଟକ […]
ସାଧାରଣତ ଆମେ ଯେତେବେଳେ ୟୁପିଆଇରୁ ଟଙ୍କା ପଠାଉ, ତେବେ ୧ ଲକ୍ଷ ଟଙ୍କାର ସୀମ ରହିଥାଏ। କିନ୍ତୁ ଏବେ ୧୫ ସେପ୍ଟମ୍ବର ୨୦୨୫ ରୁ ଏହି ଲିମିଟ୍ କିଛି ଖାସ୍ ଲେଣଦେଣ ପାଇଁ ବଢିଯାଇଛି। ଏନ୍ପିସିଆଇ ଏହି ପରିବର୍ତ୍ତନ ନେଇ ଘୋଷଣା କରିଛି। ଯାହାଦ୍ବାରା ଟ୍ୟାକ୍ସ ଭରିବା, ବୀମା ପ୍ରିମିୟମ ଦେବା, ଲୋନ୍ ଇଏମ୍ଆଇ ଦେବା, ସେୟାର ବଜାରରେ ନିବେଶ କରିବା ଭଳି ଟ୍ରାଞ୍ଜକସନ୍ରେ ଏବେ ୨୪ ଘଣ୍ଟାରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେଇହେବ।ଏହି ବର୍ଷ […]
୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର । ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ । ୧୭ ତାରିଖ ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ । ମନ୍ତ୍ରୀ କହିଛନ୍ତି, ମୋଦୀଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ। ପୂର୍ବରୁ ୧ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଏହି ଯୋଜନାରେ ସାମିଲ୍ କରାଯାଇଛି । ନଭେମ୍ବରରେ ପିଏମ୍ ଆବାସର କାର୍ଯ୍ୟାଦେଶ ଦିଆଯିବ ।ନୂଆ ପିଏମ୍ ଆବାସ ସର୍ଭେରେ ଆବେଦନ କରିଥିଲେ […]
ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମ୍ଦାର ସ୍ବାସ୍ଥ୍ୟାବସ୍ଥାକୁ ନେଇ ବଡ଼ ଅପଡେଟ୍ ଆସିଛି। ସେ କୋମାରେ ଥିବା ସୂଚନା ମିଳିଛି। ଭୁବନେଶ୍ବର ଏମ୍ସ ପକ୍ଷରୁ ମେଡିକାଲ ବୁଲେଟିନ ଜାରି ହୋଇଛି। ତେବେ ଏହି ଖବର ଶୁଣିବା ପରେ ଆଶୁ ଆରୋଗ୍ୟ କାମନା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏକ୍ସ ଆକାଉଣ୍ଟରେ ଶ୍ରୀ ପଟ୍ଟନାୟକ ଲେଖିଛନ୍ତି, ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗାୟକ ଅଭିଜିତ ମଜୁମଦାର ଅସୁସ୍ଥତା କାରଣରୁ ଏମ୍ସରେ ଚିକିତ୍ସିତ ହେଉଥିବା ବିଷୟରେ […]
ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼। କଟିଥିବା ହିତାଧିକାରୀଙ୍କୁ ସାମିଲ ପାଇଁ ବଡ଼ ପଦକ୍ଷେପ।ଯୋଗ୍ୟଙ୍କୁ ସାମିଲ୍ ଏବଂ ଅଯୋଗ୍ୟଙ୍କୁ ବାଦ୍ ଦେବାକୁ ତତ୍ପରତା ପ୍ରକାଶ ପାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏ ନେଇ ଚିଠି ଦିଆଯାଇଛି।ଚାରି ଚକିଆ ଥିବା ହିତାଧିକାରୀଙ୍କ ତଥ୍ୟ ପାଇଁ ପରିବହନ ବିଭାଗକୁ ଚିଠି। ଖାଦ୍ୟ ଯୋଗାଣ ବିଭାଗକୁ ମୃତ ହିତାଧିକାରୀଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ପଞ୍ଜୀକରଣ କରି ଧାନ ବିକିଥିବା ମହିଳାଙ୍କ ତଥ୍ୟକୁ ଆଉ ଥରେ […]
ରାୟଗଡ଼ ତା ୦୪/୦୯ ରାୟଗଡ଼ ଜିଲ୍ଲା ହେଉଛି ଏକ ଖଣିଜ ସମ୍ପଦ ପୂର୍ଣ୍ଣ ଜିଲ୍ଲା । ଜିଲ୍ଲାରେ ଭରପୁର ରହିଛି ବକସାଇଟ ଖଣିଜ ପଦାର୍ଥ । ଯାହାକୁ ନେଇ ଦେଶର ବଡ ବଡ କୋର୍ପରେଟର ତଥା ଶିଳ୍ପପତିଙ୍କ ନଜରରେ ରହିଛି ଏହି ଜିଲ୍ଲା । ରାୟଗଡା ଜିଲ୍ଲାରେ ପ୍ରକୃତି ତାହାର ଅମାପ ସୌନ୍ଦର୍ଯ୍ୟ ଢାଳି ଦେଇଥିବା ବେଳେ ଏହାକୁ ମୂଳପୋଛ କରିବାକୁ ବସିଛନ୍ତି କିଛି ସ୍ୱାର୍ଥପର ବାହୁବଳୀ ଓ ରାଜନେତା। ଏହି ଖଣିଜ ସମ୍ପନ୍ନ ଧନୀ ଜିଲ୍ଲାରେ […]
ଭାରତୀୟ କ୍ରିକେଟ ପ୍ରେମୀଙ୍କ ଲାଗି ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) କେବଳ ଏକ ଟୁର୍ଣ୍ଣାମେଣ୍ଟ ନୁହେଁ ବରଂ କ୍ରିକେଟର ମହୋତ୍ସବ।କୋଟି କୋଟି ଟଙ୍କାରେ ଖେଳାଳିଙ୍କ ନିଲାମ, ବିଜ୍ଞାପନ ଓ ପ୍ରସାରଣ ଅଧିକାର ଏହି ଖେଳକୁ ବିଶ୍ୱରେ ଏକ ଅଲଗା ପରିଚୟ ଦେଇଛି। ହେଲେ ଏବେ ଏହି ଭବ୍ୟ ଆୟୋଜନକୁ ଏକ ନୂଆ ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ପଡିଛି। କେନ୍ଦ୍ର ସରକାର ଆଇପିଏଲକୁ ୪୦% ଜିଏସଟିରେ ସାମିଲ କରିଦେଇଛନ୍ତି, ଯାହା ଭାରତର ସବୁଠୁ ଉଚ୍ଚତମ କର ହାର।ପୂର୍ବରୁ IPL […]
ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ସେ କୋମାରେ ଥିବା ନେଇ ଭୁବନେଶ୍ୱର ଏମ୍ସ ପକ୍ଷରୁ ଦିଆଗଲା ସୂଚନା । ତେବେ ଆଜି କଟକରୁ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି ଅଭିଜିତ ମଜୁମଦାର ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସପ୍ତାହରୁ […]
ଆସନ୍ତା ସେପ୍ଟେମ୍ବର ୮ ତାରିଖ ସୋମବାର,ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହେବାକୁ ଥିବା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି ଅନିବାର୍ଯ୍ୟ କାରଣ ବଶତଃ ସ୍ଥଗିତ ରହିବ।ୟୁନିଟ–୨, ଅଶୋକନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ କରିଥିବାଜନସାଧାରଣଙ୍କ ଆପତ୍ତି ଅଭିଯୋଗ, ପରବର୍ତ୍ତୀ ଜନଶୁଣାଣି ଶିବିରରେ ଗ୍ରହଣ କରାଯିବ ପରବର୍ତ୍ତୀ ଜନଶୁଣାଣିର ସମୟ ଓ ତାରିଖ ଜନସାଧାରଣଙ୍କ ଅବଗତି ନିମନ୍ତେ ବିଭିନ୍ନ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ […]
କେନ୍ଦ୍ର ସରକାର ଜିଏସଟିରେ ବଡ଼ ସଂସ୍କାର ଆଣିଛନ୍ତି। ୧୨ ପ୍ରତିଶତ ଓ ୨୮ ପ୍ରତିଶତ ସ୍ଲାବକୁ ହଟାଇ ୫ ପ୍ରତିଶତ ଏବଂ ୧୮ ପ୍ରତିଶତ ସ୍ଲାବ କରାଯାଇଛି। ଓଡ଼ିଶାର ୩୦ ଜିଲ୍ଲାରୁ ୨୨ ଜିଲ୍ଲାରେ କେନ୍ଦୁ ପତ୍ର ତୋଳାଯାଉଛି। ଗରିବ ଲୋକ ଏହା ଉପରେ ନିର୍ଭରଶୀଳ। ୨୦୧୭ ଜୁଲାଇ ୧ରେ କେନ୍ଦୁ ପତ୍ର ଉପରେ ୧୮% GST ଲାଗୁ ହେଲା । ତେବେଠାରୁ ବିଜେଡି ଏହା ବିରୋଧରେ ପ୍ରତିବାଦ କରିଛି। ୨୦୨୨ ନିର୍ମଳା ସୀତାରମଣ ଥିବା ସମୟରେ […]
