author

ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ । ଆଗକୁ ଘଟିବ କି ବଡ ଅଘଟଣ ?

ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ । ନୀଳଚକ୍ରର ପତିତପାବନ ବାନା ଉପରେ ଚିଲଟି ବସିଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ଉପରେ ଚିଲ ବସିଲେ ଅଶୁଭ ସଂକେତ ବୋଲି ବିଶ୍ୱାସ କରାଯାଏ । ଦୀର୍ଘ ସମୟ ଧରି ଚିଲ ଟି ମନ୍ଦିର ଉପରେ ବସିବା ପରେ ଉଡି ଯାଇଥିବା ଦେଖିବାକୁ ମିଳିଛି। ସେପଟେ ଚିଲ ବସିବା ନେଇ ଅନେକ କଳ୍ପନା ଜଳ୍ପନା ଶୁଣିବାକୁ ମିଳିଛି । ସେହିପରି ଗତ କିଛି ମାସ ତଳେ ଅର୍ଥାତ୍ ଏପ୍ରିଲ୍ […]

ପୁଣି ଜଣେ ଜଳିଲେ ମହିଳା

କଟକ ଜିଲା କଂକ୍ରେଇଲୋ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।କୁହାଯାଉଛି ଯେ, କିରୋସିନ ଢାଳି ନିଜକୁ ମହିଳା ଜାଳିଦେଇଛନ୍ତି। ପାରିବାରିକ କଳହରୁ କିରୋସିନ ଢାଳି ପ୍ରାଣହାରିବାକୁ ଉଦ୍ୟମ କରୁଥିଲେ ଏହି ମହିଳା। ସୂଚନାମୁତାବକ କଟକ ଜିଲା କଂକ୍ରେଇଲୋ ଗାଁରେ ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଛି। ପୋଲିସ ଘଟଣାର […]

ଆସନ୍ତା ୭ ତାରିଖରେ ପୂର୍ଣ୍ଣଗ୍ରାସ ଚନ୍ଦ୍ରଗ୍ରହଣ ! କଣ ରହିଛି ନୀତିନିୟମ

ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଛି । ଯାହାକୁ ନେଇ ଶୁଭ-ଅଶୁଭର ଗଣନା କରୁଛନ୍ତି ଜ୍ୟୋତିର୍ବିଦ । ତେବେ ଚଳିତ ବର୍ଷ ସେପ୍ଟେମ୍ବର ୭ ତାରିଖ ରବିବାର ଭାଦ୍ରବ ପୂର୍ଣ୍ଣିମାରେ ଭାରତରେ ସବୁଠି ବିରଳ ପୂର୍ଣ୍ଣଗ୍ରାସ […]

ବଢିଲା ସୁନା ଓ ରୁପା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୬,୦୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୭,୨୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୦୬,୦୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୭,୨୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୬,୦୯୦ ଟଙ୍କା ଓ ୨୨ କ୍ୟାରେଟ୍ […]

ଟିଇଟି ରାୟ: ତର୍ଜମା କରିବେ ଗଣଶିକ୍ଷା ବିଭାଗ

ଟିଇଟି ପରୀକ୍ଷା ବାଧ୍ୟତାମୂଳକ ପ୍ରସଙ୍ଗରେ ବିଭାଗ ତର୍ଜମା କରିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଶିକ୍ଷକଙ୍କ ସ୍ୱାର୍ଥକୁ ଦେଖାଯିବ । ଅନ୍ୟ ରାଜ୍ୟଗୁଡିକ କଣ ବିଚାରବିମର୍ଶ କରୁଛନ୍ତି ନଜର ରଖାଯିବ । ପୂର୍ୱରୁ ଅନେକ ଶିକ୍ଷକ ବିନା ଓଟିଇଟିରେ ଶିକ୍ଷକତା କରୁଛନ୍ତି । ସେମାନଙ୍କ ପାଇଁ ନିର୍ଦ୍ଦିଷ୍ଟ ପରୀକ୍ଷା ବ୍ୟବସ୍ଥା ନଥିଲା । ଏବେ ଗାଇଡଲାଇନ ହୋଇଥିବାରୁ ବିଭାଗ ଆଲୋଚନା କରିବ । ସୂଚନାମୁତାବକ ଶିକ୍ଷକ ନିଯୁକ୍ତି ପାଇଁ ଟିଇଟି (ଟିଚର୍ସ ଇଲିଜିବିଲିଟି […]

ଭାରତ-ରୁଷିଆ ବନ୍ଧୁତା ଦେଖି ଚିନ୍ତାରେ ଆମେରିକା

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଥିଲେ। ସେ ସାଂଘାଇ ସହଯୋଗ ସଂଗଠନ (SCO ସମ୍ମିଳନୀ) ସମୟରେ ପୁଟିନଙ୍କୁ ଭେଟିଥିଲେ। ଉଭୟଙ୍କ ମଧ୍ୟରେ ଏକ ବିଶେଷ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଏହାକୁ ନେଇ ଆମେରିକା ଅସୁବିଧାରେ ପଡ଼ିଛି। ଟ୍ରମ୍ପଙ୍କ ବାଣିଜ୍ୟ ପରାମର୍ଶଦାତା ପିଟର ନାଭାରୋ ଏହି ମାମଲାରେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଭାରତ ରୁଷିଆ ସହିତ ନୁହେଁ, ଆମେରିକା ସହିତ ରହିବା ଉଚିତ। ଅନ୍ୟପଟେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ […]

ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତିରେ ବିଳମ୍ବ ସହ୍ୟ ନୁହେଁ : ସୁପ୍ରିମକୋର୍ଟ

ଭୁବନେଶ୍ୱର, (ଓଡିଶା ଦର୍ପଣ): ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ୨୯ ଅଗଷ୍ଟ ୨୦୨୫ ତାରିଖରେ ଜାରିକରିଥିବା ଆଦେଶରେ ପୁନର୍ବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ସମସ୍ତ ସାଧାରଣ ବିଦ୍ୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର କୋର୍ଟ ୯ ସେପ୍ଟେମ୍ବର ୨୦୨୫ ଅପରାହ୍ନ ୨ଟାରେ ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରିଛନ୍ତି ଏବଂ ସ୍ପଷ୍ଟ କରିଛନ୍ତି ଯେ ନିର୍ଦ୍ଦେଶ ପାଳନରେ ବିଳମ୍ବ କିମ୍ବା ଅନାଦର କଲେ ଗଭୀର ପରିଣାମ ହେବା ସହିତ […]

ଛତିଶଗଡ଼ ସୁକମା ପେଣ୍ଟାପାଦରୁ ୩ ମାଓବାଦୀ ଗିରଫ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମାରେ ମାଓ ବିରୋଧୀ ଅଭିଯାନ ବେଳେ ଚିନ୍ତାଗୁଫା ଥାନା ପେଣ୍ଟାପାଦ ଗ୍ରାମରୁ ୩ ଜଣ ମାଓବାଦୀଙ୍କୁ ଗିରଫ କରାଯାଇଛି । ଜିଲ୍ଲା ପୋଲିସ ଓ CRPF ପକ୍ଷରୁ ସର୍ଚ୍ଚ ଅପରେସନ୍ ବେଳେ ୩ ଜଣ ନକ୍ସଲଙ୍କୁ ବିସ୍ଫୋରକ ସହିତ ଗିରଫ କରାଯାଇଛି । ଅନ୍ୟପଟେ ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରୁ ରବିବାର ଦିନ ୨ ଜଣ ମାଓବାଦୀ ଗିରଫ ହୋଇଛନ୍ତି। ଗିରଫ ହୋଇଥିବା ମାଓବାଦୀମାନେ ହେଲେ ସବ ଜୋନାଲ କମିଟିର ସଦସ୍ୟ ସନ୍ଦୀପ […]

ଭିସୁଟ ମେକାନିକାଲ ବିଭାଗର ଶେଷ ବର୍ଷର ଜଣେ ଛାତ୍ର ପିସି ବ୍ରିଜରୁ ପଡି ମୃତ

ସମ୍ବଲପୁର ବୁର୍ଲା ଭିସୁଟ୍‌ର ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ। ପିସି ବ୍ରିଜ ତଳୁ ମିଳିଛି ମୃତଦେହ । ମୃତ ଛାତ୍ର ଜଣକ ହେଉଛନ୍ତି ଅଞ୍ଜନେୟ ଦାସ। ଅଞ୍ଜନେୟ ମେକାନିକାଲ ଇଂଜିନିୟରିଂ ଶେଷ ବର୍ଷର ଛାତ୍ର ।ମୃତ ଛାତ୍ର ଜଣକ ହେଲେ ଯାଜପୁରର ଅଂଜନେୟ ଦାସ l ତେବେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତ ଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି l ସେପଟେ ଅଞ୍ଜନେୟ ଏକା ଥିଲେ ନା ତାଙ୍କ ସହ […]

ଚପଲରେ ଲୁଚିଥିବା ସାପ କାମୁଡ଼ିବାରୁ ସଫ୍ଟଓ୍ୱେୟାର ଇଞ୍ଜିନିୟରଙ୍କ ମୃତ୍ୟୁ

ବେଙ୍ଗାଲୁରୁରୁ ସାପ କାମୁଡ଼ିରେ ମୃତ୍ୟୁ ନେଇ ଏକ ଭୟଙ୍କର ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ୪୧ ବର୍ଷିୟ ସଫ୍ଟୱେୟାର ଇଞ୍ଜିନିୟରଙ୍କର ମୃତ୍ୟୁ ଏକ ବିଷାକ୍ତ ସାପ କାମୁଡ଼ିବାରେ ମୃତ୍ୟୁ ହୋଇଛି। ମଞ୍ଜୁ ଟିସିଏସ୍‌ରେ କାର୍ଯ୍ୟରତ ଥିଲେ ଓ ରଙ୍ଗନାଥ ଲେଆଉଟରେ ରହୁଥିଲେ। ପୋଲିସ ଓ ପରିବାର ସୂତ୍ରରୁ ଜଣାପଡ଼ିଛି, ମଞ୍ଜୁ ତାଙ୍କ କ୍ରକ୍ସ ଚପଲ ଘର ବାହାରେ ରଖିଥିଲେ। ନିକଟସ୍ଥ ଦୋକାନରୁ ଜୁସ୍ କିଣିବାକୁ ଯାଇ ଫେରିବା ପରେ ସେ ଚପଲ ପିନ୍ଧିଥିଲେ, କିନ୍ତୁ ତାଙ୍କ […]

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷିବ

ଉତ୍ତର ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜିଠୁ ବଢିବ ବର୍ଷା ପରିମାଣ । କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ […]

ଆଜିର ରାଶିଫଳ(୦୨ ସେପ୍ଟେମ୍ବର, ୨୦୨୫)

ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ । ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ […]