author

ଆଜିଠୁ ‘ଆମ ଶାସନ ବ୍ୟବସ୍ଥା ଆରମ୍ଭ

ଆଜିଠୁ ‘ଆମ ଶାସନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି । ବିଜେଡି ସରକାର ଅମଳରେ ଯେପରି ୫ଟି-ମୋ ସରକାର ଚାଲିଥିଲା ସେହିପରି ଢାଞ୍ଚାରେ ଏହି ‘ଆମ ଶାସନ କାର୍ଯ୍ୟକାରୀ ହେବ । ହେଲେ ଏଥିରେ ୫-ଟି ଅଧ୍ୟକ୍ଷ କି ସଚିବ ଭଳି ପଦବି ରହିବେନି । ଯେଉଁ ଅଭିଯୋଗ, ପ୍ରସ୍ତାବ ଆସିବ ତାହା ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ ସିଧାସଳଖ ଶୁଣିବେ । ଏଥିରେ ପ୍ରାୟ ୨୦ଟି ବିଭାଗର ୧୫୦ରୁ ଅଧିକ ସେବା ଉପଲବ୍ଧ ହେବ । ଏବେ […]

ଆଜିର ରାଶିଫଳ(୨୬ ଅଗଷ୍ଟ, ୨୦୨୫)

ମେଷ : ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି। ମିଥୁନ: ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି […]

ଚିନ୍ମୟ ମିଶନ ପକ୍ଷରୁ ସ୍ଥାୟୀ କାର୍ଯ୍ୟାଳୟ ନିମନ୍ତେ ଆବେଦନ

ନୟାଗଡ଼,(ଓଡ଼ିଶା ଦର୍ପଣ): ଭଗବତ ଗୀତାର ପ୍ରଚାର ପ୍ରସାର ତଥା ଲୋକମାନଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନା ଜାଗ୍ରତ ନିମନ୍ତେ ଅହରହ ଉଦ୍ୟମ କରୁଥିବା ଚିନ୍ମୟ ମିଶନ, ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ଏହାର ଏକ ସ୍ଥାୟୀ କାର୍ଯ୍ୟାଳୟ ନିମନ୍ତେ ଜାଗା ଯୋଗାଇ ଦେବାପାଇଁ ଜିଲ୍ଲା ପ୍ରଶାସନ ନିକଟରେ ଆବେଦନ କରାଯାଇଛି। ଜିଲ୍ଲା ସଭାପତି ସୁରେନ୍ଦ୍ରନାଥ ମହାପାତ୍ର ଏ ନେଇ ଏକ ଆବେଦନ ପତ୍ର ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ପ୍ରଦାନ କରିଛନ୍ତି। ଜିଲ୍ଲାପାଳ ଏହା […]

ଆଜି କ୍ୟାବିନେଟରେ ୪ଟି ପ୍ରସ୍ତାବକୁ ମୋହର

ରାଜ୍ୟ କ୍ୟାବିନେଟର ୨୪ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ । କ୍ୟାବିନେଟ ବୈଠକରେ ମୋଟ ୩ ଟି ବିଭାଗର ୪ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧ ଟି, […]

ଓଡ଼ଗାଁର ଦୁଇ ଶିକ୍ଷକ ଦମ୍ପତି ୫ ଜଣ ଛାତ୍ର ଛାତ୍ରୀଙ୍କ ଶିକ୍ଷାଭାର ନେଲେ

ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକର ଶିକ୍ଷକ ଦମ୍ପତି ପ୍ରକୃତି ବନ୍ଧୁ ସନ୍ତୋଷ କୁମାର ସାହୁ, ସହକାରୀ ଶିକ୍ଷକ ସରକାରୀ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କ ଓ ଓଡ଼ଗାଁ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ଆରତୀ ସାହୁ ରୋହିବାଙ୍କ ପଞ୍ଚାୟତର ରୋହିବାଙ୍କ ଅଞ୍ଚଳରେ ରହି ଆସୁଥିବା ମାଟିଆ କେଳା ଯେଉଁମାନେ କି ମଙ୍କୁ ଆଦିବାସୀ ଅଟନ୍ତି ସେମାନଙ୍କ ୫ ଜଣ ପିଲାଙ୍କ ସମସ୍ତ ଶିକ୍ଷା ଖର୍ଚ୍ଚ ବହନ କରିବେ। କେବଳ ବର୍ଷେ କି ଦୁଇ ବର୍ଷ ନୁହେଁ […]

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର

ଓଡ଼ିଶାର ଦୁଇଜଣ ଶିକ୍ଷକଙ୍କୁ ଏହି ବର୍ଷର ମର୍ଯ୍ୟାଦାଜନକ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୫ ପ୍ରଦାନ କରାଯିବ। ଏନେଇ ସୋମବାର ଦିନ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି।ପୁରସ୍କାର ପାଇବାକୁ ଥିବା ଶିକ୍ଷକ ହେଉଛନ୍ତି ବସନ୍ତ କୁମାର ରାଣା ଓ ତାରୁଣ କୁମାର ଦାଶ। ସେମାନଙ୍କୁ ଆସନ୍ତା ସେପ୍ଟେମ୍ବର ୫, ୨୦୨୫ରେ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏକ ସମାରୋହରେ ସମ୍ମାନିତ କରାଯିବ। ତେବେ ବସନ୍ତ ମାଲକାନଗିରି ଜିଲ୍ଲାର କୋରକୁଣ୍ଡା ବ୍ଲକ ଅନ୍ତର୍ଗତ କୋଣ୍ଡେଲର ସରକାରୀ ଉଚ୍ଚ ପ୍ରାଥମିକ […]

ଓଡ଼ିଶାରେ ଖୁବ୍‌ଶୀଘ୍ର ସି-ପ୍ଲେନ୍ ଏବଂ ହେଲି ଟ୍ୟାକ୍ସି ସେବା ଆରମ୍ଭ ହେବ

ଓଡ଼ିଶାରେ ଖୁବ୍‌ଶୀଘ୍ର ସି-ପ୍ଲେନ୍ ଏବଂ ହେଲି ଟ୍ୟାକ୍ସି ପ୍ରଚଳନ କରାଯିବ ବୋଲି ବାଣିଜ୍ୟ ଏବଂ ପରିବହନ ସଚିବ ଉଷା ପାଢୀ ସୋମବାର ସୂଚନା ଦେଇଛନ୍ତି । ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ସମ୍ମିଳନୀରେ ଯୋଗ ଦେବା ପରେ ପାଢୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ ବିମାନ ଚଳାଚଳ କ୍ଷେତ୍ରରେ ଓଡ଼ିଶା କିପରି ଆଗକୁ ବଢ଼ିପାରିବ ସେ ବିଷୟରେ ଭାରତ ସରକାରଙ୍କ ସହିତ ଆଲୋଚନା ହୋଇଛି। ତେବେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ସିପ୍ଲେନ୍‌ ସେବା ଓଡ଼ିଶାର […]

ମୁନିଗୁଡାରେ ରାୟଗଡ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ମୁନିଗୁଡା/ ରାୟଗଡ:- ତା: ୨୫-୦୮-୨୦୨୫ରିଖ ଦିନ ମୁନିଗୁଡା ବ୍ଲକ ସଦଭାବନା ସଭାଗୃହରେ ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ୱାଥି ଏସ କୁମାର, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଳ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ ଦେବୀ, ଭାରପ୍ରାପ୍ତ ଜିଲ୍ଲା […]

ପିଏମ୍ ମୋଦିଙ୍କ ଡିଗ୍ରୀ ସମ୍ପର୍କିତ ସୂଚନା ହେବନି ସାର୍ବଜନୀନ-ଦିଲ୍ଲୀ ହାଇକୋର୍ଟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ରାଜୁଏସନ୍ ଡିଗ୍ରୀ ସହ ଜଡିତ ସୂଚନା ପ୍ରକାଶ କରିବା ପାଇଁ କେନ୍ଦ୍ରୀୟ ସୂଚନା ଆୟୋଗ (CIC) ର ନିର୍ଦ୍ଦେଶକୁ ଦିଲ୍ଲୀ ହାଇକୋର୍ଟ ରଦ୍ଦ କରିଛନ୍ତି। ଦିଲ୍ଲୀ ବିଶ୍ୱବିଦ୍ୟାଳୟ କେନ୍ଦ୍ରୀୟ ସୂଚନା ଆୟୋଗର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରିଥିଲା। ୨୦୧୬ରେ ଦାଖଲ ହୋଇଥିବା ଏକ RTI ଆବେଦନ ଆଧାରରେ, CIC ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ନାତକ ଡିଗ୍ରୀ ସହ ଜଡିତ ସୂଚନା ପ୍ରକାଶ କରିବାକୁ ଦିଲ୍ଲୀ ବିଶ୍ୱବିଦ୍ୟାଳୟକୁ ନିର୍ଦ୍ଦେଶ ଦେଇଥିଲା।ଶୁଣାଣି ସମୟରେ, ବିଶ୍ୱବିଦ୍ୟାଳୟ ପକ୍ଷରୁ ଉପସ୍ଥିତ ସଲିସିଟର […]

ପାର୍ବଣ ପାଇଁ ପାଟ୍‌ନାରୁ ପୁରୀ ଚାଲିବ ସ୍ବତନ୍ତ୍ର ଟ୍ରେନ

ପାଟ୍‌ନାରୁ ପୁରୀ ଚାଲିବ ସାପ୍ତାହିକ ପୂଜା ସ୍ବତନ୍ତ୍ର ଟ୍ରେନ। ପାର୍ବଣରେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।ପାଟନାରୁ ଅଗଷ୍ଟ ୨୮ରୁ ଡିସେମ୍ବର ୨୫ ପର୍ଯ୍ୟନ୍ତ ପ୍ରତି ଗୁରୁବାର ଚଳାଚଳ କରିବ । ଅଗଷ୍ଟ ୨୯ରୁ ଡିସେମ୍ବର ୨୬ ପର୍ଯ୍ୟନ୍ତ ପ୍ରତି ଶୁକ୍ରବାର ଚଳାଚଳ କରିବ । ସାପ୍ତାହିକ ପୂଜା ସେପାଶାଲ୍ ମୋଟ ୨୧ଟି ଷ୍ଟେସନରେ ରହଣି କରିବ ।

ଓଡିଆ ଆଦିବାସୀ ଝିଅମାନଙ୍କୁ ପାଇଲଟ୍ ହେବା ପାଇଁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ

ଏବେ କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମ୍‌ରେ ଓଡିଆ ଆଦିବାସୀ ଝିଅମାନଙ୍କୁ ପାଇଲଟ୍ ହେବା ପାଇଁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ । ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏହି ବଡ ଘୋଷଣା କରିଛନ୍ତି । ବି- ଏମ୍‌ଏଏଏନ୍ ଅଧୀନରେ କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମ୍ ଆରମ୍ଭ ହେବ । ଯେଉଁଥିରେ ଆଦିବାସୀ ଝିଅମାନଙ୍କୁ ପାଇଲଟ୍ ହେବା ପାଇଁ ଟ୍ରେନିଂ ଦିଆଯିବ । ଢେଙ୍କାନାଳ ବିରାଶୋକରେ ହେବ ବିଶ୍ୱସ୍ତରୀୟ ବିମାନ ପ୍ରଶିକ୍ଷଣ କେନ୍ଦ୍ର । ଭୁବନେଶ୍ୱର ବିମାନବନ୍ଦରରେ ଆଧୁନିକ ଏମ୍‌ଆର୍‌ଓ […]

ବେଆଇନ ଚାନ୍ଦା ଆଦାୟ କରୁଥିବା ବ୍ୟକ୍ତିଙ୍କୁ ଗିରଫ କରାଯିବ :ଏସପି ରାହୁଲ ଜୈନ

ଆସୁଛି ପୂଜା ସମୟ, ତେବେ ସବୁଠୁ ବଡ଼ ଚିନ୍ତା ହେଲା ଚାନ୍ଦା ସମସ୍ୟା| ଏହାର ସମାଧାନ ପାଇଁ ଏବେ ଆଗକୁ ଆସିଛନ୍ତି ଅନୁଗୁଳ ଆରକ୍ଷୀ ଅଧିକ୍ଷକ(ଏସପି) ରାହୁଲ ଜୈନ। ବେଆଇନ ଚାନ୍ଦା ଆଦାୟ ବିରୋଧରେ ଅନୁଗୁଳ ଏସପି ରାହୁଲ ଜୈନ କଠୋର ଆଭିମୁଖ୍ୟ ଗ୍ରହଣ କରିବାକୁ ଯାଉଛନ୍ତି। ଜିଲ୍ଲାର ସବୁ ଥାନା ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଦେଇ ବେଆଇନ ଚାନ୍ଦା ଆଦାୟ କ୍ଷେତ୍ରରେ ଶୂନ୍ୟ ସହନଶୀଳତା ନୀତି ଗ୍ରହଣ କରିବାକୁ କହିଛନ୍ତି ରାହୁଲ ଜୈନ। ଏହା ସହିତ […]